ରାଜ୍ୟ

ବକେୟା ଜଳକର ଆଦାୟ ପାଇଁ ଓଟିଏସ୍‌

ଭୁବନେଶ୍ୱର,୨୮ା୧୨(ବ୍ୟୁରୋ): କୋର୍ଟ କଚେରିରେ ଥିବା ମାମଲା ଯୋଗୁ ଦୀର୍ଘଦିନ ଧର ବିଭିନ୍ନ ଶିଳ୍ପ ସଂସ୍ଥା ଉପରେ ଥିବା ୧୨୧୯କୋଟି ଟଙ୍କାର ବକେୟା ଜଳକର ଆଦାୟ ନିମନ୍ତେ ରାଜ୍ୟ ସରକାର ଓଟିଏସ୍‌ (ୱାନ୍‌ ଟାଇମ୍‌ ସେଟଲମେଣ୍ଟ) କରିବାକୁ ନିଷ୍ପତ୍ତି ନେଇଛନ୍ତି। ଜଳ...

ପରିବର୍ତ୍ତନ ପାଇଁ ପ୍ରଯୁକ୍ତିବିଦ୍ୟାର ଆବଶ୍ୟକତା ରହିଛି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨ା୧୨(ବ୍ୟୁରୋ): ଏକବିଂଶ ଶତାବ୍ଦୀରେ ପରିବର୍ତ୍ତନ ପାଇଁ ପ୍ରଯୁକ୍ତିବିଦ୍ୟାକୁ ଧ୍ୟାନ ଦେବାର ଆବଶ୍ୟକତା ରହିଛି। ପ୍ରଯୁକ୍ତିବିଦ୍ୟା ଆମ ସମାଜର ପ୍ରତ୍ୟେକ ଅଂଶ ଉପରେ ପ୍ରାଧାନ୍ୟ ବିସ୍ତାର କରୁଛି। ସଭ୍ୟତାର ଭବିଷ୍ୟତ ହିଁ ଶିକ୍ଷାର ଦିଗ ଓ ଗୁଣବତ୍ତା ଉପରେ ନିର୍ଭର କରେ...

ଶ୍ରୀକ୍ଷେତ୍ରରେ ହକି ବିଶ୍ୱକପ୍‌ ଟ୍ରଫିକୁ ଭବ୍ୟ ସ୍ବାଗତ

ପୁରୀ ଅଫିସ, ୨୮ା୧୨: ଶ୍ରୀକ୍ଷେତ୍ରରେ ମଙ୍ଗଳବାର ହକି ବିଶ୍ୱକପ୍‌ ଟ୍ରଫିକୁ ଜିଲା ପ୍ରଶାସନ ଓ ଶ୍ରୀମନ୍ଦିର ପ୍ରଶାସନ ସମେତ ଜିଲାବାସୀଙ୍କ ପକ୍ଷରୁ ଭବ୍ୟ ସ୍ବାଗତ କରାଯାଇଛି। ସକାଳ ୭ଟା ୩୦ରେ ଏକ ଶୋଭାଯାତ୍ରାରେ ସର୍କିଟ ହାଉସଠାରୁ ବେଳାଭୂମିକୁ ଟ୍ରଫି ଅଣାଯାଇଥିଲା।...

ଝାରସୁଗୁଡ଼ା, ବରଗଡ଼ରୁ ଜବତ ନକଲି ଔଷଧ ୟୁପିରୁ ଆସିଛି

ଭୁବନେଶ୍ୱର, ୨୮।୧୨ (ବ୍ୟୁରୋ): ବାହାର ରାଜ୍ୟରୁ ଓଡ଼ିଶାକୁ ବ୍ୟାପିଛି ନକଲି ଔଷଧ ର଼୍ୟାକେଟ। ବ୍ୟବସାୟୀମାନେ ଅଧିକ ଲାଭ ପାଇଁ ଏସବୁ ଔଷଧ ଆମଦାନୀ କରି ଲୋକଙ୍କ ଜୀବନ ସହ ଖେଳ ଖେଳୁଛନ୍ତି। ପୂର୍ବରୁ ଭୁବନେଶ୍ୱର, କଟକ, ରାଉରକେଲାରୁ ବିପୁଳ ନକଲି...

ଭୁବନେଶ୍ୱରରୁ ଦୁବାଇ, ସିଙ୍ଗାପୁର, ବ୍ୟାଙ୍କକକୁ ଉଡ଼ିବ ବିମାନ

ଭୁବନେଶ୍ୱର,୨୮ା୧୨(ବ୍ୟୁରୋ): ଭୁବନେଶ୍ୱରରୁ ଦୁବାଇ, ସିଙ୍ଗାପୁର, ବ୍ୟାଙ୍କକକୁ ସିଧାସଳଖ ବିମାନ ଉଡ଼ିବ। ସପ୍ତାହକୁ ୩ ଥର ୧୮୬ ସିଟ୍‌ ବିଶିଷ୍ଟ ବିିମାନ ଚଳାଚଳ କରିବ। ଇଣ୍ଡିଗୋ ଏହି ରୁଟରେ ବିମାନ ଚଳାଇବ। ତେବେ ଏହାର ସମସ୍ତ ଖର୍ଚ୍ଚ ରାଜ୍ୟ ସରକାର ବହନ...

ସମସ୍ତ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ କଲେ ନବୀନ

ଭୁବନେଶ୍ୱର,୨୮ା୧୨(ବ୍ୟୁରୋ): ଆସନ୍ତା ଜାନୁୟାରୀ ୧୩ରୁ ୨୯ ଯାଏ ଭୁବନେଶ୍ୱର ଓ ରାଉରକେଲାରେ ପୁରୁଷ ହକି ବିଶ୍ବକପ୍‌ ଅନୁଷ୍ଠିତ ହେବ। ସେଥିପାଇଁ ରାଜ୍ୟ ସରକରାରଙ୍କ ପକ୍ଷରୁ ପ୍ରସ୍ତୁତି ଜୋରସୋର ଚାଲିଛି। ଦ୍ବିତୀୟ ଥର ପାଇଁ ଓଡ଼ିଶା ଏହି ବିଶ୍ବକପ୍‌ ଆୟୋଜନ କରୁଥିବାରୁ...

ଏମ୍‌ଏସ୍‌ଏମ୍‌ଇ ପଲିସି-୨୦୨୨କୁ ମଞ୍ଜୁରୀ

ଭୁବନେଶ୍ୱର,୨୮ା୧୨(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ମଙ୍ଗଳବାର ଅପରାହ୍ନରେ ଲୋକସେବା ଭବନରେ ବସିଥିବା କ୍ୟାବିନେଟ ବୈଠକରେ ମୋଟ ୧୭ଟି ପ୍ରସ୍ତାବ ଉପରେ ମୋହର ବାଜିଛି। ଏଥିରେ ରାଜ୍ୟରେ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ (ଏମ୍‌ଏସ୍‌ଏମ୍‌ଇ) କ୍ଷେତ୍ରର ବିକାଶ ପାଇଁ...

ଜୟପୁରରୁ ଭୁବନେଶ୍ୱରକୁ ଉଡ଼ିବ ଦ୍ୱିତୀୟ ବିମାନ

ଭୁବନେଶ୍ୱର, ୨୭।୧୨ (ବ୍ୟୁରୋ) – ଖୁବ୍‌ଶୀଘ୍ର ଜୟପୁର ବିମାନବନ୍ଦରରୁ ଭୁବନେଶ୍ୱରକୁ ଆଉ ଏକ ବିମାନ ଉଡିବ। ଯାତ୍ରୀଙ୍କ ଚାହିଦା ଓ ଦାବିକୁ ଦୃଷ୍ଟିରେ ରଖି ଇଣ୍ଡିଆ ଓ୍ବାନ୍‌ ଏୟାର ପକ୍ଷରୁ ଏହି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏନେଇ ବାଣିଜ୍ୟ ଓ...

୧୩ ଜିଲାରେ ପ୍ରବଳ କୁହୁଡ଼ି ସମ୍ଭାବନା, ପାଣିପାଗ ବିଭାଗର ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର,୨୭ା୧୨(ବ୍ୟୁରୋ): ରାଜ୍ୟରୁ ହଠାତ୍‌ ଗାଏବ ହୋଇଯାଇଛି ଶୀତ। ରାତ୍ରିର ସର୍ବନିମ୍ନ ତାପମାତ୍ରା ୨୨ ଡିଗ୍ରୀ ସେଲ୍‌ସିୟସ ଛୁଇଁଛି। ଏଥିସହିତ ଦିନର ସର୍ବୋଚ୍ଚ ତାପମାତ୍ରା ମଧ୍ୟ ୩୨ ଡିଗ୍ରୀ ଉପରେ ରହିଛି। ଓଡ଼ିଶା ଉପକୂଳରେ ସୃଷ୍ଟି ହୋଇଥିବା ଗୁରୁଚାପ ଯୋଗୁ ରାଜ୍ୟ...

ହକି ବିଶ୍ୱକପ୍‌କୁ ସମସ୍ତ ମୁଖ୍ୟମନ୍ତ୍ରୀଙ୍କୁ ନବୀନଙ୍କ ନିମନ୍ତ୍ରଣ, ସାଦରରେ ଗ୍ରହଣ କଲେ ଶିବରାଜ

ଭୁବନେଶ୍ୱର,୨୭ା୧୨(ବ୍ୟୁରୋ): ଆସନ୍ତା ଜାନୁୟାରୀ ୧୩ରୁ ୨୯ ଯାଏ ଭୁବନେଶ୍ୱର ଓ ରାଉରକେଲାରେ ପୁରୁଷ ହକି ବିଶ୍ବକପ୍‌ ଅନୁଷ୍ଠିତ ହେବ। ଦ୍ବିତୀୟ ଥର ପାଇଁ ଓଡ଼ିଶା ଏହି ବିଶ୍ବକପ୍‌ ଆୟୋଜନ କରୁଥିବାରୁ ଏଥିଲାଗି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କୁ...

ରାଜ୍ୟ କ୍ୟାବିନେଟ୍‌ରେ ୧୭ ପ୍ରସ୍ତାବ ଉପରେ ମୋହର: ସପ୍ତମ ବେତନ ହାରରେ ଦରମା ପାଇବେ ଗ୍ରାଣ୍ଟ ଇନ୍‌ ଏଡ୍‌ ସ୍କୁଲର…

ଭୁବନେଶ୍ୱର,୨୭।୧୨(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ମଙ୍ଗଳବାର ଶେଷ ହୋଇଛି। ଏହି ବୈଠକରେ ମୋଟ ୧୭ ପ୍ରସ୍ତାବ ଉପରେ ମୋହର ଲାଗିଥିବା ସୂଚନା ମିଳିଛି। ବୈଠକ ସମ୍ପର୍କରେ ସୂଚନା ଦେଇ ମୁଖ୍ୟ ସଚିବ...

ହକି ବିଶ୍ୱକପ୍‌ ପ୍ରସ୍ତୁତି: ମୁତୟନ ହେବେ ୨୦ ପ୍ଲାଟୁନ ପୋଲିସ ଫୋର୍ସ

ଭୁବନେଶ୍ବର,୨୭।୧୨(ବ୍ୟୁରୋ): ଆସନ୍ତା ଜାନୁୟାରୀ ୧୩ରୁ ହକି ବିଶ୍ୱକପ୍‌ ଆରମ୍ଭ ହେବାକୁ ଥିବା ବେଳେ ମଙ୍ଗଳବାର ଭାରତୀୟ ହକି ଟିମ୍‌ ଭୁବନେଶ୍ୱରରେ ପହଞ୍ଚିଛନ୍ତି। ତେବେ ହକି ବିଶ୍ୱକପ୍‌ ପାଇଁ ପ୍ରସ୍ତୁତି ଜୋରଦାର ଚାଲିଛି। ଟ୍ରାଫିକ୍‌ ନିୟନ୍ତ୍ରଣକୁ ଦୃଷ୍ଟିରେ ରଖି ୨୦ ପ୍ଲାଟୁନ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri