ରାଜ୍ୟ

୩୧ଲକ୍ଷ ଟଙ୍କା ଅନିୟମିତତା ମାମଲା : ପୂର୍ବତନ ପ୍ୟାକ୍ସ ସମ୍ପାଦକଙ୍କୁ ଗିରଫ କଲା ଭିଜିଲାନ୍ସ

ବରଗଡ଼, ୧୭।୩( ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଲଖନପୁର ପ୍ରାଥମିକ କୃଷି ସମବାୟ ସମିତିର ପୂର୍ବତନ ସମ୍ପାଦକ ଧୃବଚରଣ ସାହୁଙ୍କୁ ସୋମବାର ଭିଜିଲାନ୍ସ ଗିରଫ କରିଛି। ତାଙ୍କ ବିରୋଧରେ ୩୧ଲକ୍ଷ ୪୭ହଜାର ୬୮୫ ଟଙ୍କା ଅନିୟମିତତା ଅଭିଯୋଗ ହୋଇଥିଲା। ଭିଜିଲାନ୍ସ ଏହାର…

ଭୁବନେଶ୍ୱରରେ ୬ ମାସରେ ୧୮ ଫ୍ଲାଟରୁ ଚୋରି

ଭୁବନେଶ୍ୱର,୧୭।୩: ଚୋରି , ଛିନ୍‌ତାଇ, ଲୁଟ୍‌ ଏହା ନିତିଦିଦିଆ ଘଟଣାରେ ପରିଣତ ହୋଇଛି। ଭୁବନେଶ୍ୱରରେ ଦିନ ଦ୍ୱିପହରରେ ଲୁଟ୍‌ ହେଉଛି। ୬ ମାସରେ ଭୁବନେଶ୍ବରର ୧୮ଟି ଫ୍ଲାଟରୁ ଚୋରି ହୋଇଛି। ଗୃହରେ ମୁଖ୍ୟମନ୍ତ୍ରୀ ମୋହନ ମାଝି ଲିଖିତ ଉତ୍ତର ରଖିଛନ୍ତି। ୧୮ଟି…

ତହସିଲ କାର୍ଯ୍ୟାଳୟରେ ଭିଡ଼:  ମିଳୁନି ପ୍ରମାଣପତ୍ର, ସମସ୍ୟା ଭୋଗୁଛନ୍ତି….

ଦାରିଙ୍ଗବାଡି,୧୭।୩ (ଅରୁଣ ସାହୁ): ବିଦ୍ୟାଳୟ ସମେତ ମହାବିଦ୍ୟାଳୟ ଆଦିରେ ଛାତ୍ରୀଛାତ୍ର ନାମ ଲେଖେଇବା ପାଇଁ ଆବଶ୍ୟକ ପଡୁଛି କାଷ୍ଟ, ଇନ୍‌କମ୍‌ ଓ ରେସିଡେନ୍ସ ପ୍ରମାଣ ପତ୍ର। ମାତ୍ର ଏହି ପ୍ରମାଣପତ୍ର  କନ୍ଧମାଳ ଜିଲା ଦାରିଙ୍ଗବାଡି ତହସିଲ କାର୍ଯ୍ୟାଳୟରେ ସଠିକ ସମୟରେ ମିଳୁ…

ଓଡ଼ିଶା ପାଲଟିଛି ବ୍ରାଉନସୁଗାର ହବ୍‌

ଭୁବନେଶ୍ୱର,୧୭।୩: ପ୍ରତ୍ୟେକ ଦିନ ନିଶା କାରବାରରେ ଅନେକ ଧରାପଡ଼ି ଜେଲ୍‌କୁ ଯାଇଥାନ୍ତି। ଏହା ଏକ ନିତିଦିନିଆ ଘଟଣା ହୋଇଥିବା ବେଳେ ବ୍ରାଉନସୁଗାର ହବ୍‌ ପାଲଟିଛି ଓଡ଼ିଶା। ଏ ନେଇ ଗୃହରେ ମୁଖ୍ୟମନ୍ତ୍ରୀ ମୋହନ ମାଝି ଲିଖିତ ଉତ୍ତର ରଖିଛନ୍ତି। ୩ ବର୍ଷରେ…

ବିଲ୍ ପାସ୍ କରିବା ପାଇଁ ଲାଞ୍ଚ ନେବା ବେଳେ ମାଡି ବସିଲା ଭିଜିଲାନ୍ସ

କେନ୍ଦ୍ରାପଡ଼ା,୧୭।୩: ଓଡ଼ିଶା ଭିଜିଲାନ୍ସ,କେନ୍ଦ୍ରାପଡ଼ା ଜିଲାର ରାଜକନିକାର ବ୍ଲକ ଶିକ୍ଷା ଅଧିକାରୀ (ବିଇଓ)ଙ୍କ କାର୍ଯ୍ୟାଳୟର ଆକାଉଣ୍ଟାଣ୍ଟ-କମ୍-ସହାୟକ କର୍ମଚାରୀ ମହମ୍ମଦ ଫିରୋଜ ଖାନଙ୍କୁ ୨୦,୦୦୦ ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ଗିରଫ କରିଛି। ରିପୋର୍ଟ ଅନୁଯାୟୀ, ଖାନ ଅଭିଯୋଗକାରୀଙ୍କଠାରୁ ୧.୯୩ ଲକ୍ଷ ଟଙ୍କାର ବିଲ୍…

ଏବେ ବି ଓଡିଶାର ୨୬୦୦ ରୁ ଅଧିକ ଗ୍ରାମରେ ନାହିଁ ମୋବାଇଲ ସଂଯୋଗ; ବଡ ଯୋଜନା କରୁଛନ୍ତି ସରକାର

ଭୁବନେଶ୍ୱର,୧୭।୩: ଡିଜିଟାଲ୍ ଭିତ୍ତିଭୂମିରେ ଦ୍ରୁତ ଉନ୍ନତି ସତ୍ତ୍ୱେ, ଓଡିଶାର ୨,୬୦୩ ଗ୍ରାମ ଏପର୍ଯ୍ୟନ୍ତ ମୋବାଇଲ୍ ନେଟୱାର୍କ ସେବା ପାଇନାହିଁ, ଯାହା ଓଡିଶା ବିଧାନସଭାରେ ପ୍ରକାଶ ପାଇଛି। ବିଧାୟକ ରମେଶ ବେହେରାଙ୍କ ଦ୍ୱାରା ଉଠାଯାଇଥିବା ଏକ ପ୍ରଶ୍ନର ଲିଖିତ ଉତ୍ତରରେ ଆଇଟି ମନ୍ତ୍ରୀ…

ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନଙ୍କୁ ଶେଷ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୧୭ା୩: ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନଙ୍କର ପରଲୋକ ହୋଇଛି। ତାଙ୍କର ବିୟୋଗରେ ସମଗ୍ର ରାଜନୈତିକ ମହଲରେ ଶୋକର ଛାୟା ଖେଳାଇ ଦେଇଛି। ଦେବେନ୍ଦ୍ରଙ୍କ ନିଧନ ଖବର ପାଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗଭୀର ଶୋକ ପ୍ରକାଶ କରିବା ସହ ଦିବଙ୍ଗତ ନେତାଙ୍କ…

ଗୃହ କମିଟି ଗଠନ ଦାବି କଲା କଂଗ୍ରେସ

ଭୁବନେଶ୍ୱର,୧୭।୩: ରାଜ୍ୟରେ ଆଇନଶୃଙ୍ଖଳା ସ୍ଥିତି ବିପର୍ଯ୍ୟସ୍ତ ହୋଇପଡିଛି। ମହିଳା ବିରୋଧୀ ହିଂସା ରାଜ୍ୟରେ ବଢୁଛି। ଗୃହରେ ଶାସକ ଦଳ ବିଧାୟକଙ୍କ ଆଚରଣ ଠିକ ରହୁନାହିଁ। ହେଲେ ବାଚସ୍ପତି କଂଗ୍ରେସ ଦଳର ବିଧାୟକଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେଲେ। ଏ ସବୁର ତଦନ୍ତ ପାଇଁ…

ଜଙ୍ଗଲରେ ମାଫିଆ ଗଚ୍ଛିତ ରଖିଥିଲେ ବିପୁଳ ଗଞ୍ଜେଇ: ଚାଲାଣ ପୂର୍ବରୁ…

ପଟ୍ଟାଙ୍ଗି,୧୭ା୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅଧିନରେ ରହିଥିବା ଘଞ୍ଚ ଜଙ୍ଗଲରେ ଗଚ୍ଛିତ ଥିବା ବିପୁଳ ପରିମାଣର ଗଞ୍ଜେଇ ଜବତ କରିଛି ପୋଲିସ। ସେପଟେ ପୋଲିସର ଏହିପରି ଅତର୍କିତ ଚଢ଼ାଉରେ ଗଞ୍ଜେଇ ମାଫିଆ ସମସ୍ତ ପ୍ଲାନିଂ ବିଫଳ ହୋଇଥିବା…

ସରପଞ୍ଚଙ୍କ ବିରୋଧରେ ହେଲାନି ଅନାସ୍ଥା ଭୋଟ୍‌, ନିରାଶରେ ଫେରିଲେ ଓ୍ବାର୍ଡ ସଭ୍ୟାସଭ୍ୟ

ଦାରିଙ୍ଗବାଡ଼ି,୧୭ା୩(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପଞ୍ଚାୟତ ସରପଞ୍ଚ ସୁଶ୍ରୀ ଚନ୍ଦ୍ରିକା ମଲିକଙ୍କ ବିରୋଧରେ ଉକ୍ତ ପଞ୍ଚାୟତର ଓ୍ବାର୍ଡ ସଭ୍ୟାସଭ୍ୟମାନଙ୍କ ଅନାସ୍ଥା ପାଇଁ ଜାନୁଆରୀରେ ବାଲିଗୁଡ଼ା ଉପଜିଲାପାଳଙ୍କ ନିକଟରେ ଲିଖିତ ଅଭିଯୋଗ ହୋଇଥିଲା। ଏହି କ୍ରମରେ ବାଲିଗୁଡ଼ା ଉପାଜିଲାପାଳଙ୍କ ନିର୍ଦ୍ଦେଶ ପ୍ରକାରେ…

ଆଠ ମାସରେ ୨୦,୦୬୦ ମାମଲା ପଞ୍ଜିକୃତ: ୭,୦୪୮ ନିଖୋଜ ଠାବ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଗତ ଆଠ ମାସରେ ରାଜ୍ୟରେ ୨୦,୦୦୦ ରୁ ଅଧିକ ନିଖୋଜ ମାମଲା ପଞ୍ଜିକୃତ ହୋଇଛି, ଯାହା ମଧ୍ୟରୁ ୭,୦୪୮ ଟି ସମାଧାନ କରାଯାଇଛି ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ବିଧାନସଭାରେ ସୂଚନା ଦେଇଛନ୍ତି। ଜୁନ୍ ୨୦୨୪ ପରଠାରୁ…

ପୁରୀ ସ୍ବର୍ଗଦ୍ବାରରେ ସମ୍ପନ୍ନ ହେଲା ରମାକାନ୍ତ ରଥଙ୍କ ଶେଷକୃତ୍ୟ

ପୁରୀ,୧୭।୩: ବିଶିଷ୍ଟ କବି ପଦ୍ମଭୂଷଣ ରମାକାନ୍ତ ରଥଙ୍କ ସୋମବାର ପୁରୀ ସ୍ବର୍ଗଦ୍ବାରରେ ରାଷ୍ଟ୍ରୀୟ ମର୍ଯ୍ୟାଦାର ସହ ଶେଷକୃତ୍ୟ ସମ୍ପନ୍ନ ହୋଇଛି। ପୁଅ ପିନାକୀ ରଥ ମୁଖାଗ୍ନି ଦେଇଥିଲେ। ଶେଷକୃତ୍ୟ ବେଳେ ବହୁ ବିଶିଷ୍ଟ ବ୍ୟକ୍ତି ଉପସ୍ଥିତ ରହି ଶେଷ ଦର୍ଶନ କରିଥିଲେ।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri