ରାଜ୍ୟ

ଡେପୁଟି କଲେକ୍ଟରଙ୍କ ଲମ୍ବିଛି ସମ୍ପତ୍ତି ଲିଷ୍ଟ

ଭୁବନେଶ୍ୱର,୨୭।୧୨(ବ୍ୟୁରୋ): ଜଗତ୍‌ସିଂହପୁର ଡେପୁଟି କଲେକ୍ଟର ଚିତ୍ତରଞ୍ଜନ ପିଲ୍ଲାଙ୍କ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏକକାଳୀନ ୯ଟି ସ୍ଥାନରେ ଚଢ଼ାଉ ଚାଲିଛି। ଭୁବନେଶ୍ବର ଓ ବାଲେଶ୍ବରରେ ଜଗତ୍‌ସିଂହପୁର ଡେପୁଟି କଲେକ୍ଟର ପିଲ୍ଲାଙ୍କ ୪ଟି ଫ୍ଲାଟ ରହିଥିବା ବେଳେ ଭୁବନେଶ୍ବର, ବୀରମହାରାଜପୁର...

ରାଜ୍ୟକୁ ଫେରିପାରେ ମାସ୍କ ନିୟମ: ସ୍ବାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ୱର,୨୭।୧୨(ବ୍ୟୁରୋ): ରାଜ୍ୟକୁ ଫେରିବାରେ କରୋନା କଟକଣା। ଅଧିଂକାଶ ରାଜ୍ୟରେ ମାସ୍କ ବାଧ୍ୟତାମୂଳକ ହେବା ପରେ ରାଜ୍ୟରେ ଏହି ନିୟମ ଆସିପାରେ ବୋଲି ସ୍ବାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର ସୂଚନା ଦେଇଛନ୍ତି। ସେ କହିଛନ୍ତି, ଅପରାହ୍ନରେ କୋଭିଡ ସ୍ଥିତିର ସମୀକ୍ଷା ବୈଠକ...

ଭିଜିଲାନ୍ସ ଜାଲରେ ଡେପୁଟି କଲେକ୍ଟର: ୯ଟି ସ୍ଥାନରେ ଏକକାଳୀନ ଚଢାଉ

ଜଗତସିଂହପୁର ଅଫିସ,୨୭।୧୨: ଭିଜିଲାନ୍ସ ଜାଲରେ ଜଗତସିଂହପୁର ଡେପୁଟି କଲେକ୍ଟର ଚିତ୍ତରଞ୍ଜନ ପିଲ୍ଲା। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଡେପୁଟି କଲେକ୍ଟରଙ୍କ ବାସଭବନ, ଅଫିସ, ସର୍ମ୍ପକୀୟଙ୍କ ଘର ଏବଂ ପୈତୃକ ଘର ସମେତ ୯ଟି ସ୍ଥାନରେ ଏକକାଳୀନ ଚଢାଉ ଜାରି...

ଦାରିଙ୍ଗବାଡ଼ିରେ ଶୀତ ଗାଏବ

ଦାରିଙ୍ଗବାଡି,୨୭।୧୨(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡି ଅଞ୍ଚଳରେ ହଠାତ ଶୀତ ଗାଏବ ହୋଇଛି। ଦିନରେ ଖରା ଏବଂ ଗରମ ବଢୁଛି। ମଙ୍ଗଳବାର ପ୍ରାୟ ୪ ଡିଗ୍ରୀ ତାପମାତ୍ରା ବୃଦ୍ଧି ପାଇ ଦାରିଙ୍ଗବାଡିରେ ସର୍ବନିମ୍ମ ୧୨ ଡିଗ୍ରୀ ତାପମାତ୍ରା ରହିଥିବା ବିଡ଼ିଓ ଗଦାଧର...

ଭୁବନେଶ୍ୱରରେ ଭାରତୀୟ ହକି ଟିମ୍‌

ଭୁବନେଶ୍ୱର,୨୭।୧୨(ବ୍ୟୁରୋ): ହକି ବିଶ୍ବକପ ଖେଳିବା ପାଇଁ ମଙ୍ଗଳବାର ଭାରତୀୟ ହକି ଟିମ୍‌ ଭୁବନେଶ୍ୱରରେ ପହଞ୍ଚିଛନ୍ତି। ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିବା ପରେ ଭାରତୀୟ ଟିମକୁ ଜୋରଦାର ସ୍ବାଗତ କରାଯାଇଛି। ସୂଚନାଯୋଗ୍ୟ, ଜାନୁଆରୀ ୧୩ ରୁ ୨୯ ତାରିଖ ଯାଏ ଭୁବନେଶ୍ବର...

କୋଭିଡ ସ୍ଥିତିର ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୭।୧୨(ବ୍ୟୁରୋ): ଆଜି ରାଜ୍ୟରେ କୋଭିଡ ସ୍ଥିତିର ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଅପରାହ୍ନ ୪ଟାରେ ସମୀକ୍ଷା ବୈଠକ ଅନୁଷ୍ଠିତ ହେବ। ବୈଠକରେ ସ୍ବାସ୍ଥ୍ୟମନ୍ତ୍ରୀ, ସ୍ବାସ୍ଥ୍ୟ ସଚିବ, ସ୍ବାସ୍ଥ୍ୟ ବିଭାଗର ବରିଷ୍ଠ ଅଧିକାରୀ ସହ ଜିଲା ମୁଖ୍ୟ ଚିକିତ୍ସାଧିକାରୀ, ମେଡ଼ିକାଲ...

ଟ୍ରକ ପଛକୁ ଧକ୍କା ଦେଲା ଆମ୍ବୁଲାନ୍ସ: ଜଣେ ମୃତ, ୫ ଗୁରୁତର

ବାଲେଶ୍ୱର ଅଫିସ:୨୭।୧୨: ବାଲେଶ୍ୱର ଜିଲା ୧୬ ନମ୍ବର ଜାତୀୟ ରାଜପଥ ଆମ୍ବଳିଅଠା ନିକଟରେ ମଙ୍ଗଳବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଟ୍ରକ ପଛକୁ ଏକ ଆମ୍ବୁଲାନ୍ସ ଧକ୍କା ଦେବାରୁ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ୫ଜଣ ଗୁରୁତର ଆହତ...

ଅଚଳ କରିଦେଲେ ଅନ୍‌ଲାଇନ୍‌ ଅଟୋ ଚାଳକ

ଭୁବନେଶ୍ୱର, ୨୭।୧୨(ବ୍ୟୁରୋ):ଘରୋଇ ଓଲା, ଉବର, ରାପିଡ଼ୋ ବାଇକ୍‌ ବିନା କମର୍ସିଆଲ ନମ୍ବର ପ୍ଲେଟ୍‌ରେ ଲୋକଙ୍କୁ ପରିବହନ କରୁଛି। ଅଧିକାଂଶ ବାଇକ୍‌ର ପରମିଟ୍‌, ଫିଟନେସ୍‌, ଇନ୍ସୁରାନ୍ସ, ଲାଇସେନ୍ସ ନାହିଁ। ଲୋକଙ୍କ ଜୀବନ ସହ ଖେଳଖେଳାଯାଇଥିଲେ ମଧ୍ୟ କୌଣସି କାର୍ଯ୍ୟାନୁଷ୍ଠାନ ନିଆଯାଉ ନାହିଁ।...

ମାନସିକ ବିକାରଗ୍ରସ୍ତ ହେଉଛନ୍ତି ସ୍ବାବଲମ୍ବୀ

ଭୁବନେଶ୍ୱର,୨୭।୧୨(ବ୍ୟୁରୋ):ସେମାନେ ବାସହୀନ ଓ ମାନସିକ ବିକାରଗ୍ରସ୍ତ। କିନ୍ତୁ ଟିକେ ସାହାଯ୍ୟ ସହାନୁଭୂତି ପାଇଲେ ସ୍ବାବଲମ୍ବୀ ହେବାର ଆଶା ସେମାନଙ୍କ ମନରେ ସୃଷ୍ଟି ହୋଇଥାଏ। ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ପକ୍ଷରୁ ବାସହୀନଙ୍କ ପାଇଁ ଉଦ୍ଦିଷ୍ଟ ଏକାମ୍ର ନୀଳୟରେ...

ଜେଲ ଫେରିଲେ ଜଗବନ୍ଧୁ, ମିଳିଲା ଦ୍ୱିତୀୟ ଫରେନ୍‌ସିକ୍‌ ରିପୋର୍ଟ

ଭୁବନେଶ୍ୱର, ୨୭।୧୨ (ବ୍ୟୁରୋ):ବ୍ଲାକ୍‌ମେଲର ଅର୍ଚ୍ଚନା ନାଗଙ୍କ ସ୍ବାମୀ ଜଗବନ୍ଧୁ ଚାନ୍ଦଙ୍କ ରବିବାର ୩ ଦିନିଆ ରିମାଣ୍ଡ ଅବଧି ସରିବା ପରେ ସୋମବାର ତାଙ୍କୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ପକ୍ଷରୁ କୋର୍ଟରେ ହାଜର କରାଯାଇଥିଲା। ହେଲେ ଏହି ସମୟରେ ଜଗବନ୍ଧୁଙ୍କୁ ପୁନର୍ବାର...

ଉଠାଦୋକାନୀ ମହାସଂଘ ସହ ବିଏମ୍‌ସିର ଆଲୋଚନା

ଭୁବନେଶ୍ୱର, ୨୭।୧୨ (ବ୍ୟୁରୋ):ନିଖିଳ ଓଡ଼ିଶା ରାସ୍ତାପାର୍ଶ୍ୱ ଉଠାଦୋକାନୀ ମହାସଂଘ ସହ ଆଲୋଚନା କରିଛି ବିଏମ୍‌ସି। ସୋମବାର ଉତ୍ତର ବିଏମ୍‌ସି କାର୍ଯ୍ୟାଳୟରେ ଅନୁଷ୍ଠିତ ବୈଠକରେ ମହାସଂଘର ୧୦ ଦଫା ସମ୍ବଳିତ ଦାବିପତ୍ର ପ୍ରଦାନ କରାଯାଇଥିଲା। ଉଠା ଦୋକାନ ଉଚ୍ଛେଦକୁ ତୁରନ୍ତ ବନ୍ଦ...

ସ୍ବତନ୍ତ୍ର ଅଧିବେଶନ ଡକାଯାଉ: ଭାଜପା

ଭୁବନେଶ୍ବର,୨୭ା୧୨(ବ୍ୟୁରୋ):ଓଡ଼ିଶାରେ ଦୀର୍ଘ ୨୩ ବର୍ଷ ହେଲା ନିରଙ୍କୁଶ ଶାସନ କରିଆସୁଥିବା ବିଜେଡିର ମନ୍ତ୍ରୀ, ବିଧାୟକ ଓ ନେତା ଆଇନ ତା’ବାଟରେ ଯିବ ବୋଲି କହୁଛନ୍ତି। ହେଲେ ସେମାନେ ନିଜେ ଅପରାଧରେ ସଂଶ୍ଳିଷ୍ଟ ହୋଇ ରାଜ୍ୟ ରାଜନୀତିକୁ ଅପରାଧୀକରଣ କରିବାରେ ପ୍ରୋତ୍ସାହିତ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri