ରାଜ୍ୟ

ଝିଅ ବାହାଘର ପରେ କର୍ମଚାରୀଙ୍କୁ ଦେଲେ ୨ଲକ୍ଷ ଟଙ୍କାର ଉପହାର

ଅମରପାଲି,୧୯ା୧୨(ଡି.ଏନ୍‌.ଏ.): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅଧୀନ ମୁର୍ଷୁଣ୍ଢି ଗ୍ରାମର ବିଶିଷ୍ଟ ବ୍ୟବସାୟୀ କୁଶ କୁମାର ସାହୁଙ୍କ ଝିଅ ଶତାଦ୍ଦୀର ବାହାଘର ସରିଛି। ବାହାଘର ପରେ ସେ ତାଙ୍କ ପାଖରେ ୫ବର୍ଷରୁ ଊର୍ଦ୍ଧ୍ୱ ସମୟ କାମ କରୁଥିବା ୧୨ଜଣ କର୍ମଚାରୀଙ୍କୁ...

ସେଲ୍‌ଫି ହେଲା କାଳ, ୧୨ ଘଣ୍ଟା ପରେ ବି ମିଳିନି ଯୁବକଙ୍କ ପତ୍ତା

ସୁନ୍ଦରଗଡ଼,୧୯।୧୨(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ତଳସରା ଥାନା ଅଧୀନ ଇବ୍‌ ନଦୀର କନାକୁଣ୍ଡ ଘାଟରେ ପୁଣି ଆଉ ଏକ ଅଘଟଣ ଘଟିଛି । ରାଉରକେଲା ସେକ୍ଟର-୧୫ରୁ ଏଠାକୁ ୪ଜଣ ଯୁବକ ପିକ୍‌ନିକ୍‌ କରିବାକୁ ରବିବାର ଯାଇଥିଲେ। ଅପରାହ୍ନରେ ପଥର ଉପରେ ଛିଡ଼ା...

ଜି.ଉଦୟଗିରିରେ ଅସହ୍ୟ ଶୀତ: ସର୍ବନିମ୍ନ ତାପମାତ୍ରା ୫ ଡିଗ୍ରୀ

ଜି.ଉଦୟଗିରି,୧୯ା୧୨(ଡି.ଏନ୍‌.ଏ.): ଜି.ଉଦୟଗିରି ସହର ସମେତ ଆଖପାଖ ଅଞ୍ଚଳରେ ଦୁଇଦିନ ହେବ ହାଡ଼ଭଙ୍ଗା ଶୀତ ଅନୁଭୂତ ହେଉଛି। ସକାଳ ୧୦ଟା ପର୍ଯ୍ୟନ୍ତ ଘରୁ ବାହାରିବା କଷ୍ଟ ହେଉଛି। ଜି.ଉଦୟଗିରି କୃଷି ପାଣିପାଗ ମାପକ କେନ୍ଦ୍ର ପକ୍ଷରୁ ଜି.ଉଦୟଗିରିରେ ସୋମବାର ସର୍ବନିମ୍ନ ତାପମାତ୍ରା...

ଗୁଳିମାଡ଼ରେ ଆର୍ମି ଇଞ୍ଜିନିୟରଙ୍କ ଜୀବନ ଗଲା

ନୟାଗଡ଼ ଅଫିସ,୧୯ା୧୨: ନୟାଗଡ଼ ଜିଲା ଇଟାମାଟି ଥାନା କୃଷ୍ଣପ୍ରସାଦ ଗାଁରେ ପୂର୍ବ ଶତ୍ରୁତାରୁ ସୋମବାର ଗୁଳିମାଡ଼ ହେବାରୁ ଅନିରୁଦ୍ଧ ନାୟକ ନାମକ ଜଣେ ଆର୍ମି ଟେକ୍ନିକାଲ ଇଞ୍ଜିନିୟରଙ୍କ ମୃତ୍ୟୁ ଘଟିଛି। ଅନିରୁଦ୍ଧଙ୍କ ଛାତିରେ ୧୫ରୁ ଅଧିକ ଗୁଳି ବାଜିଥିଲା। ଗୁରୁତର...

ଆର୍ମି ଇଞ୍ଜିନିୟରଙ୍କୁ ଗୁଳିମାଡ଼

ନୟାଗଡ଼ ଅଫିସ,୧୯ା୧୨: ନୟାଗଡ଼ ଜିଲା ଇଟାମାଟି ଥାନା କୃଷ୍ଣପ୍ରସାଦ ଗାଁରେ ସୋମବାର ଗୁଳିମାଡ଼ ହୋଇଛି। ଏଥିରେ ଅନିରୁଦ୍ଧ ନାୟକ ନାମକ ଜଣେ ଆର୍ମି ଟେକ୍ନିକାଲ ଇଞ୍ଜିନିୟର ଗୁରୁତର ହୋଇଛନ୍ତି। ଅନିରୁଦ୍ଧଙ୍କ ଛାତିରେ ୧୫ରୁ ଅଧିକ ଗୁଳିମାଡ଼ ହୋଇଛି। ପୂର୍ବ ଶତ୍ରୁତାରୁ...

୬ବର୍ଷ ୩ମାସ ହୋଇଥିଲା ପ୍ରସ୍ତୁତି କାର୍ଯ୍ୟ

ପଣ୍ଡିତ ବନ୍ଧୁ ରଥେ ନିକଟସ୍ଥ ବେଦପୁର ଶାସନର ବାସିନ୍ଦା ଥିଲେ। ଆମେ ତେଣୁ ସକ୍ଷମ ଥିଲୁ ଶାସ୍ତ୍ର ଆଲୋଚନା ଦିଗରେ। ବାହାର ପଣ୍ଡିତଙ୍କୁ ଆମଦାନୀ କରାଯାଇ ନ ଥିଲା। ପଣ୍ଡିତେ ରହିଲେ, ସୂତ୍ରଧର ରହିଲେ, ଗଙ୍ଗା ମହାପାତ୍ରେ ଓ ଗଦେଇ...

ନନ୍ଦନକାନନ ବୁଲିଲେ ୩୦ ହଜାର ୮୮୨ ପର୍ଯ୍ୟଟକ

ବାରଙ୍ଗ,୧୮।୧୨(ଡି.ଏନ୍‌.ଏ.)- ବର୍ତ୍ତମାନ ପର୍ଯ୍ୟଟନ ଋତୁ ଆରମ୍ଭ ହୋଇଥିବାରୁ ନନ୍ଦନକାନନ ଓ ବଟାନିକାଲ ଗାର୍ଡେନରେ ପର୍ଯ୍ୟଟକଙ୍କ ସଂଖ୍ୟା ଦିନକୁଦିନ ବୃଦ୍ଧି ପାଇବାରେ ଲାଗିଛି। ରବିବାର ଛୁଟିଦିନ ଥିବାବେଳେ ନନ୍ଦନକାନନକୁ ସର୍ବାଧିକ ୩୦ହଜାର ୮୮୨ ପର୍ଯ୍ୟଟକ ବୁଲିବାକୁ ଆସିଥିବା ଜଣାପଡ଼ିଛି। ସେମାନଙ୍କ ମଧ୍ୟରୁ...

ନାବାଳକ ଅମ୍ରିତ ଅପହରଣ ଘଟଣା: ଏନ୍‌ଏଚ୍‌ଆର୍‌ସିରେ ମାମଲା

ଭୁବନେଶ୍ୱର,୧୯।୧୨ (ବ୍ୟୁରୋ):ନୟାଗଡ ଜିଲା ଓଡ଼ଗାଁ ଥାନା କୁରାଳ ଗ୍ରାମର ପୂର୍ଣ୍ଣଚନ୍ଦ୍ର ପାତ୍ରଙ୍କ ୧୨ ବର୍ଷୀୟ ନାବାଳକ ପୁଅ ଅମ୍ରିତ ପାତ୍ରଙ୍କୁ ଅପହରଣ ଘଟଣା ଜାତୀୟ ମାନବ ଅଧିକାର କମିଶନ(ଏନ୍‌ଏଚ୍‌ଆର୍‌ସି)ଙ୍କ ନିକଟରେ ପହଞ୍ଚତ୍ଛି। ନ୍ୟାୟ ପାଇଁ ଲଢେଇ ପରିବାରର ରାଜ୍ୟ ସଭାପତି...

ପେନ୍‌ସନ୍‌ ଟଙ୍କାରେ ମାଗଣା ଶିକ୍ଷା ଦେଉଛନ୍ତି ଅମର

ଭୁବନେଶ୍ୱର, ୧୯।୧୨(ବ୍ୟୁରୋ):ଜୀବନର ସଫଳତା ପାଇଁ ଶିକ୍ଷା ଅପରିହାର୍ଯ୍ୟ। ଯଦି ଶିକ୍ଷାରେ ଅର୍ଥ ବାଧକ ସାଜିବ, ତେବେ ସଫଳତା ପାଇବା ବି କଷ୍ଟ ହୋଇପଡ଼ିବ। କିନ୍ତୁ ମନୋବଳ ଦୃଢ଼ ଥିଲେ ଲକ୍ଷ୍ୟ ପୂରଣ କରିବାରେ କୌଣସି ଆର୍ଥିକ ପରିସ୍ଥିତି କାହାକୁ ଅଟକାଇପାରିବ...

ରହସ୍ୟ ହୋଇଯିବ କି ଅର୍ଚ୍ଚନାଙ୍କ କଳାସାମ୍ରାଜ୍ୟ

ଭୁବନେଶ୍ୱର, ୧୯।୧୨ (ବ୍ୟୁରୋ):ବ୍ଲାକ୍‌ମେଲର ମହିଳା ଅର୍ଚ୍ଚନା ନାଗ ଓ ତାଙ୍କ ସ୍ବାମୀ ଜଗବନ୍ଧୁ ଚାନ୍ଦଙ୍କୁ ରିମାଣ୍ଡରେ ନେଇ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ମୁହାଁମୁହିଁ ଜେରା କରି ବହୁ ତଥ୍ୟ ହାସଲ କରିଛି। ଏହାରି ଭିତରେ ରବିବାର ଅର୍ଚ୍ଚନାଙ୍କ ୬ ଦିନିଆ...

ମୁକ୍ତିକାନ୍ତଙ୍କୁ ଶିଶୁ ଭବନ ଛକରେ ଅଟକାଇଲା ପୋଲିସ୍‌

ଭୁବନେଶ୍ୱର,୧୯।୧୨(ବ୍ୟୁରୋ):ରାଉକେଲାର ବିକାଶ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଅନେକ ଭିତ୍ତିପ୍ରସ୍ତର ସ୍ଥାପନ ହୋଇଥିଲେ ମଧ୍ୟ ବହୁ ପ୍ରକଳ୍ପ କାର୍ଯ୍ୟକ୍ଷମ ହୋଇପାରିନାହିଁ। ଏହାର ପ୍ରତିବାଦରେ ସାମାଜିକ କର୍ମୀ ମୁକ୍ତିକାନ୍ତ ବିଶ୍ୱାଳ ନଭେମ୍ବର ୧୬ରୁ ରାଉରକେଲାରୁ ନବୀନ ନିବାସ ଅଭିମୁଖେ ପଦଯାତ୍ରାରେ ବାହାରିଥିଲେ।...

ଆବର୍ଜନା ବଳୟରେ ସ୍ମାର୍ଟସିଟି ଜନବସତି

ଭୁବନେଶ୍ୱର,୧୯।୧୨(ବ୍ୟୁରୋ):ସ୍ମାର୍ଟସିଟିକୁ ସ୍ବଚ୍ଛ ତଥା ସୁନ୍ଦର କରିବା ପାଇଁ ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ପକ୍ଷରୁୁ ବ୍ୟାପକ ଯୋଜନା କରାଯାଉଛି। ହେଲେ ଯୋଜନାଗୁଡ଼ିକ ସେପରି ସଫଳ ତଥା ଦୀର୍ଘସ୍ଥାୟୀ ହୋଇପାରୁ ନାହିଁ। ଆବର୍ଜନା ପରିଚାଳନା ପାଇଁ ଘରକୁ ଘର ବୁଲି ଅଳିଆ ସଂଗ୍ରହ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri