ଗୁଣିଗାରେଡ଼ି ସନ୍ଦେହ: ନାବାଳକଙ୍କ ଛୁରାମାଡ଼ରେ ଜଣେ ଗୁରୁତର
ରେଢ଼ାଖୋଲ,୧୩।୧୬: ଗୁଣିଗାରେଡ଼ି ସନ୍ଦେହରେ ଛୁରାମାଡ଼ରେ ଜଣେ ଗୁରୁତର ହୋଇଛନ୍ତି। ଏଭଳି ଅଭାବନୀୟ ଘଟଣା ଘଟିଛି ସମ୍ବଲପୁର ଜିଲା ଚାରମାଳ ଅଞ୍ଚଳରେ। ସବୁଠୁ ବଡ଼କଥା ହେଲା ଜଣେ ନାବାଳକ ହିଁ ଛୁରାମାଡ଼ କରିଛନ୍ତି। ଗୁରୁତର ଅବସ୍ଥାରେ ବ୍ୟକ୍ତି ଜଣଙ୍କୁ ବୁର୍ଲା ଭର୍ତ୍ତି କରାଯାଇଛି।…
ଆରପାରିରେ ବିଶିଷ୍ଟ କବି ପଦ୍ମଭୂଷଣ ରମାକାନ୍ତ ରଥ
ଭୁବନେଶ୍ୱର,୧୬।୩: ଆରପାରିରେ ବିଶିଷ୍ଟ କବି ପଦ୍ମଭୂଷଣ ରମାକାନ୍ତ ରଥ। ୯୧ ବର୍ଷ ବୟସରେ ଭୁବନେଶ୍ବର ଖାରବେଳନଗର ବାସଭବନରେ ତାଙ୍କର ଦେହନ୍ତେ ହୋଇଛି। ସନ୍ଦିଗ୍ଧ ମୃଗୟା, ସପ୍ତମ ଋତୁ, ସଚିତ୍ର ଅନ୍ଧାର, ଶ୍ରୀରାଧା ପାଇଁ ସେ ବେଶ୍ ପରିଚିତ। ‘ସପ୍ତମ ଋତୁ’ ପାଇଁ…
ହୋଲି ଖେଳି ସେଲ୍ଫି ନେଉଥିଲେ ଦୁଇ ଯୁବକ, ଜଳସ୍ରୋତରେ ଭାସିଗଲେ
କୋଟପାଡ଼,୧୫ା୩(ରାଜଶେଖର): କୋରାପୁଟ ଜିଲା କୋଟପାଡ଼ ଗୁଲମୀ ପିକ୍ନିକ୍ ସ୍ପଟରେ ଗାଧୋଇବାକୁ ଯାଇ ସେଲ୍ଫି ନେବା ସମୟରେ ଗଡ଼ ଖୋସି ଛତିଶଗଡ଼ ଜଗଦଳପୁର କୁମାର ପାରା ଅଞ୍ଚଳର ଦୁଇଜଣ ଯୁବକ ପ୍ରଖୋର ଜଳସ୍ରୋତରେ ଭାସି ଯାଇଥିବା ଜଣାପଡ଼ିଛି। ଖବର ପାଇ କୋଟପାଡ଼ ଅଗ୍ନିଶମ…
କୋଲକାତାରୁ ଗିରଫ ହେଲେ ପୂର୍ବତନ ଜିଲାପରିଷଦ ସଭ୍ୟ
ଧର୍ମଶାଳା,୧୫ା୩: ଯାଜପୁର ଜିଲା ଧର୍ମଶାଳା ୧୩ନଂ ଜୋନ୍ର ପୂର୍ବତନ ଜିଲା ପରିଷଦ ସଭ୍ୟ ଗିରଫ ହୋଇଛନ୍ତି। ସେ ହେଲେ ନିରଞ୍ଜନ ରାଉତ। ତାଙ୍କୁ ଯାଜପୁର ପୋଲିସର ଏକ ସ୍ବତନ୍ତ୍ର ଟିମ୍ କୋଲକାତାରୁ ଗିରଫ କରିଛି। ସୂଚନାଯୋଗ୍ୟ, ଧର୍ମଶାଳା ବିରିବାଟୀ ଅଞ୍ଚଳରେ ମାର୍କେଟ…
୫ବର୍ଷ ଶିଶୁ କନ୍ୟାଙ୍କୁ ବଳାତ୍କାର ପରେ ହତ୍ୟା: ଜଣେ ଅଟକ
ଛେଣ୍ଡିପଦା,୧୫।୩(ଅଜିତ ଧଳ): ଅନୁଗୋଳ ଜିଲା ନିଶା ଶିଳ୍ପାଞ୍ଚଳ ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ୫ବର୍ଷ ଶିଶୁ କନ୍ୟାଙ୍କ ମୃତଦେହ ପୋଲିସ ଶନିବାର ଉଦ୍ଧାର କରିଛି। ଅନ୍ୟପକ୍ଷେ ଶିଶୁ କନ୍ୟାଙ୍କୁ କେହି ଜଣେ ଦୁର୍ବୃତ୍ତ ବଳାତ୍କାର ପରେ…
ପରିବାର ସହ ଫାର୍ମହାଉସ୍ରେ ଭୋଜି କରୁଥିଲେ, ଗାଧୋଇବାକୁ ଯାଇ…
ଭବାନୀପାଟଣା,୧୫ା୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଶନିବାର ହୋଲି ପରେ ପୁଣି ସାମ୍ନାକୁ ଆସିଲା ଏକ ଦୁଃଖଦ ଘଟଣା। ଭବାନୀପାଟଣା ସଦର ଥାନା ଅନ୍ତର୍ଗତ କଷାକେନ୍ଦୁ ନିକଟସ୍ଥ ଯମୁନାସାଗରରେ ବୁଡ଼ି ଯାଇ ମଧ୍ୟାହ୍ନରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ମୃତ ଯୁବକଙ୍କ…
ଆସୁଛି ବର୍ଷା: ଏହି ଦୁଇ ଦିନ ଛେଚିବ
ଭୁବନେଶ୍ୱର,୧୫।୪: ରାଜ୍ୟରେ କିଛିଦିନ ହେଲା ତାପମାତ୍ରା ଉପର ମୁହାଁ ରହିଛି। ଏଭଳି ସ୍ଥିତିରେ ଶନିବାର ପଶ୍ଚିମ ଓଡ଼ିଶାରେ ପ୍ରବଳ ଖରା ଅନୁଭୂତ ହୋଇଛି। ଶନିବାର ଦିନ ସାଢେ ୨ଟା ସୁଦ୍ଧା ସମ୍ବଲପୁରରେ ତାପମାତ୍ରା ୪୨ ଡିଗ୍ରୀ ରେକର୍ଡ କରାଯାଇଛି। ଏହି ପରିପ୍ରେକ୍ଷୀରେ…
ହୋଲିରେ ଅଘଟଣ: ରଙ୍ଗ ଖେଳି ଗାଧୋଇବା ବେଳେ ନଦୀରେ ବୁଡ଼ି ଯୁବକଙ୍କ ଜୀବନ ଗଲା
ଭବାନୀପାଟଣା,୧୫ା୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ସହରରେ ଶନିବାର ହୋଲି ପର୍ବରେ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ସହର ନିକଟିସ୍ଥ ହାତୀ ନଦୀକୁ ଗାଧୋଇବାକୁ ଯାଇଥିବା ଜଣେ ଯୁବକ ପାଣିରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ମୃତ ଯୁବକଙ୍କ ନାମ…
ହୋଲିରେ ରକ୍ତ ରଞ୍ଜିତ ହେଲା ସମ୍ବଲପୁର: ଯୁବକଙ୍କୁ ଛୁରି ଭୁସି ହତ୍ୟା
ସମ୍ବଲପୁର,୧୫।୩(ପ୍ରମୋଦ ବହିଦାର): ପବିତ୍ର ରଙ୍ଗର ପର୍ବ ହୋଲିରେ ରକ୍ତ ରଞ୍ଜିତ ହୋଇଛି ସମ୍ବଲପୁର ସହର। ଟାଉନ ଥାନା ଅନ୍ତର୍ଗତ ସାହୁ କଲୋନୀରେ ସାମାନ୍ୟ କଥାରେ ବଚସା ଘଟି ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ସାହୁଲ ସିଂହ(୨୫) ନାମକ ଜଣେ ଯୁବକ ସାହୁ…
ହୋଲିରେ ଗୋଷ୍ଠୀ ସଂଘର୍ଷ: ୫ ଆହତ
ଦିଗପହଣ୍ଡି,୧୫ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ତିତିଖଣ୍ଡିି ଗ୍ରାମରେ ଶନିବାର ମଧ୍ୟାହ୍ନରେ ହୋଲିଖେଳକୁ କେନ୍ଦ୍ରକରି ଗୋଷ୍ଠୀ ସଂଘର୍ଷ ଘଟିଛି। ଗ୍ରାମର ଦଳିତ ସାହିର ନିଶାସକ୍ତ ଦୁଇ ଗୋଷ୍ଠୀ ଯୁବକଙ୍କ ମଧ୍ୟରେ ପ୍ରଥମେ ବଚସାରୁ ସଂଘର୍ଷ ଘଟିଥିଲା। ଏଥିରେ ଉଭୟ…
ଜଳୁଛି ପଶ୍ଚିମ ଓଡ଼ିଶା: ସମ୍ବଲପୁରରେ ତାତି ଛୁଇଁଲା ୪୨ ଡିଗ୍ରୀ
ଭୁବନେଶ୍ୱର,୧୫।୩: ରାଜ୍ୟରେ ଗତ କିଛିଦିନ ହେଲା ତାପମାତ୍ରା ବଢ଼ିବାରେ ଚାଲିଛି। ପ୍ରବଳ ଖରା ସାଙ୍ଗକୁ ଗୁଳୁଗୁଳିରେ ଜୀବନଯାତ୍ରା ପ୍ରଭାବିତ ହୋଇଛି। ବୁଧବାର, ଗୁରୁବାର, ଶୁକ୍ରବାର ଭଳି ଶନିବାର ମଧ୍ୟ ପାରଦ ଉପର ମୁହାଁ ରହିଛି। ଏଭଳି ସ୍ଥିତିରେ ଖରାରେ ଜଳୁଛି ପଶ୍ଚିମ…
ଠିକାଦାରଙ୍କୁ ଛୁରି ଭୁସି ହତ୍ୟା କଲେ ଦୁର୍ବୃତ୍ତ
ବ୍ରହ୍ମପୁର,୧୫ା୩(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା ବୈଦ୍ୟନାଥପୁର ଥାନା ଅଞ୍ଚଳରେ ଜଣେ ଠିକାଦାରଙ୍କୁ ହୋଲିରେ ଛୁରାମାଡ଼ ହୋଇଛି। ଛୁରାମାଡ଼ରେ ଲାଞ୍ଜିପଲ୍ଲୀ ଚାଣକ୍ୟ ନଗର ଅଞ୍ଚଳର ଠିକାଦାର (କଣ୍ଟ୍ରାକ୍ଟର )ଟି. ରାମଚନ୍ଦ୍ର ପାତ୍ରଙ୍କ ମୃତ ହୋଇଛି। ଜଣେ ଯୁବକ ତାଙ୍କୁ ଛୁରି ଭୁସି…
Archives


