ରାଜ୍ୟ

ରଙ୍ଗର ପର୍ବ ହୋଲିରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୫।୩: ଆଜି ରଙ୍ଗର ପର୍ବ ହୋଲି। ଜଣେ ଜଣକୁ ରଙ୍ଗ ବୋଳି ଶୁଭ ମନାସୁଛନ୍ତି। ଅବିର ଓ ରଙ୍ଗର ତାଳେ ତାଳେ ସଭିଙ୍କ ମନରେ ଭରିଯାଏ ଉତ୍ସାହ। ପରିବାର, ବନ୍ଧୁ, ପ୍ରିୟଜନଙ୍କୁ ନେଇ ରଙ୍ଗ ଖେଳରେ ମସଗୁଲ ଅଛନ୍ତି ଲୋକେ। ଭୁବନେଶ୍ୱର,…

ରବୀନ୍ଦ୍ର ମଣ୍ଡପରେ ହେମାମାଳିନୀଙ୍କ ଭାରତନାଟ୍ୟମ ନୃତ୍ୟରେ ଦର୍ଶକ ବିମୋହିତ, ହେମା କହିଲେ…

ଭୁବନେଶ୍ୱର,୧୫।୩:(ସୌମ୍ୟରଞ୍ଜନ ରାଉତ): ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଏବଂ ବୃନ୍ଦାବନ ଗୁରୁକୁଳର ମିଳିତ ଆନୁକୂଲ୍ୟରେ ବୃନ୍ଦାବନ ମହୋତ୍ସବ ଶୁକ୍ରବାର ରବୀନ୍ଦ୍ର ମଣ୍ଡପଠାରେ ଅନୁଷ୍ଠିତ ହୋଇଯାଇଛି। କାର୍ଯ୍ୟକ୍ରମର ପ୍ରାରମ୍ଭରେ ନୃତ୍ୟଶିଳ୍ପୀ ହେମାମାଳିନୀ, ସଂଗୀତଜ୍ଞ ହରିପ୍ରସାଦ ଚୌରସିଆ, ନୃତ୍ୟଶିଳ୍ପୀ ଅରୁଣା ମହାନ୍ତି,…

ଦୁର୍ବୃତ୍ତଙ୍କ ଟଣାଓଟରାରେ ଚଳନ୍ତା ସ୍କୁଟିରୁ ପଡିଲେ ଦମ୍ପତି, ପରେ ଲୁଟି ନେଇ…

ବୈଶିଙ୍ଗା,୧୫।୩:(ରତନ ଦାଶ) ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ୧୮ ନଂ ଜାତୀୟ ରାଜପଥର ହାତୀଝୁରି ଛକରେ ସ୍ପଷ୍ଟ ଦିବାଲୋକରେ ଛିନତାଇ ହୋଇଛି। ଏହି ଘଟଣାରେ ଦୁର୍ବୃତ୍ତଙ୍କ ଆକ୍ରମଣରେ ଉଭୟ ସ୍ତ୍ରୀ-ସାମୀ ଗୁରୁତର ଅବସ୍ଥାରେ ଚିକିତ୍ସିତ ହେଉଥିବା ସୂଚନା ମିଳିଛି। ସୂଚନାମୁତାବକ…

ଆଜି ରଙ୍ଗର ପର୍ବର ହୋଲି: ଗାଁଠୁ ସହର ସବୁଠି ଆନନ୍ଦ ଉଲ୍ଲାସ

ଭୁବନେଶ୍ୱର,୧୫।୩: ଆଜି ରଙ୍ଗର ପର୍ବ ହୋଲି। ଜଣେ ଜଣକୁ ରଙ୍ଗ ବୋଳି ଶୁଭ ମନାସୁଛନ୍ତି। ଅବିର ଓ ରଙ୍ଗର ତାଳେ ତାଳେ ସଭିଙ୍କ ମନରେ ଭରିଯାଏ ଉତ୍ସାହ। ପରିବାର, ବନ୍ଧୁ, ପ୍ରିୟଜନଙ୍କୁ ନେଇ ରଙ୍ଗ ଖେଳରେ ମସଗୁଲ ଅଛନ୍ତି ଲୋକେ। ଭୁବନେଶ୍ୱର,…

ଦିଲ୍ଲୀରେ ନବୀନ, ଓଡ଼ିଶାରେ ଚହଳ, ଆଗକୁ ହେବ କି ବଡ଼ ଡିଲ୍‌!

ଭୁବନେଶ୍ୱର,୧୪।୩: ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ନେଇ ଏବେ ଚର୍ଚ୍ଚା ଜୋର। କୁହାଯାଉଛି କି ସେ ଏବେ ଇଣ୍ଡିଆ ମେଣ୍ଟ ଆଡକୁ ଢଳୁଛନ୍ତି। ଆସନ୍ତା ୨୨ ତାରିଖରେ ତାମିଲନାଡୁ ମୁଖ୍ୟମନ୍ତ୍ରୀ ଷ୍ଟାଲିନ ଡିଲିମିଟେସନ ବୈଠକ ଡକାଇଥିବାରୁ ସେଥିରେ ବିଜେଡିର ଯୋଗଦାନ ସମ୍ମତି…

ବାହାହୋଇ ଫସିଗଲେ ପ୍ରଦୀପ ମାଝୀ, ୧୨ ବର୍ଷ ବାସନ୍ଦ କଲେ ଜାତିଭାଇ

ମାଲକାନଗିରି,୧୪।୩(ନୃସିଂହ ଚରଣ ମହାନ୍ତି):  ଅଣ ଆଦିବାସୀଙ୍କୁ ବିବାହ କରିବାରୁ ବାସନ୍ଦ ହେଲେ ପୂର୍ବତନ ଏମ୍‌ପି ତଥା ବିଜେଡି ନେତା ପ୍ରଦୀପ ମାଝୀ। ବିଜେଡି ନେତା ପ୍ରଦୀପ ମାଝୀ ଭତରା ସମାଜରୁ ବାସନ୍ଦ ହୋଇଛନ୍ତି। ତାଙ୍କୁ ୧୨ ବର୍ଷ ପାଇଁ ବାସନ୍ଦ କଲା…

ବ୍ରହ୍ମପୁର ବିଶବିଦ୍ୟାଳୟ କ୍ରୀଡ଼ା ପରିଷଦ ପକ୍ଷରୁ ହ୍ୟାଣ୍ଡବଲ ପୁରୁଷ ଦଳ ଭୁବନେଶ୍ୱର ଗସ୍ତ

ବ୍ରହ୍ମପୁର, ୧୪।୩ (ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ କ୍ରୀଡ଼ା ପରିଷଦ ପକ୍ଷରୁ ଶୁକ୍ରବାର ସାରେ ପୁରୁଷ ହ୍ୟାଣ୍ଡବଲ ଦଳ ଭୁବନେଶ୍ୱର ଗସ୍ତ କରିଛନ୍ତିl ଭୁବନେଶ୍ବର ସ୍ଥିତ କିଟ୍‌ ବିଶବିଦ୍ୟାଳୟଠାରେ ଚଳିତ ମାସ ୧୬ ଠାରୁ ୧୮ ପର୍ଯ୍ୟନ୍ତ ହେବାକୁ ଥିବା…

Blood Moon: ବଦଳିଯିବ ଜହ୍ନର ରଙ୍ଗ, ରାତି ଆକାଶରେ ହୋଇଯିବ ଗାଢ ଲାଲ୍‌

ବଦଳିଯିବ ଜହ୍ନର ରଙ୍ଗ। ଦେଖାଯିବ ଗାଢ ଲାଲ୍‌। ମାର୍ଚ୍ଚ ୧୪ ତାରିଖ ଅର୍ଥାତ୍‌ ହୋଲି ଦିନରେ ଆକାଶରେ ଦେଖି ପାରିବେ ବ୍ଲଡ ମୁନ । ଏପରି ଦୁର୍ଲଭ ଦୃଶ୍ୟ ସବୁବେଳେ ଦେଖା ଯାଇନଥାଏ। ତେବେ କଣ ଏହି ବ୍ଲ ମୁନ ?…

ଶ୍ରୀମନ୍ଦିରେ ମହାପ୍ରଭୁଙ୍କ ସୁନା ବେଶ, ଦୋଳବେଦୀରେ ଦୋଳ ପୂର୍ଣ୍ଣିମା ନୀତି ସମ୍ପନ୍ନ

ପୁରୀ,୧୪।୩(ଅଜିତ୍‌ କୁମାର ମହାନ୍ତି): ପବିତ୍ର ଫାଲୁଗନ ମାସ ପୂର୍ଣ୍ଣିମା ତଥା ଦୋଳ ପୂର୍ଣ୍ଣିମା ଅବସରରେ ଶୁକ୍ରବାର ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କ ସୁନାବେଶ ବା ରାଜରାଜେଶ୍ୱର ବେଶ ସମ୍ପନ୍ନ ହେବା ସହ ଦୋଳବେଦୀରେ ଦୋଳ ପୂର୍ଣ୍ଣିମା ନୀତି ପାଳିତ ହୋଇଯାଇଛି। ମହାପ୍ରଭୁଙ୍କ ଦ୍ୱାଦଶ ଯାତ୍ରା…

VSSUT ଛାତ୍ରୀଛାତ୍ରଙ୍କ ପାଇଁ କଟକଣା ଜାରି କଲେ କର୍ତ୍ତୃପକ୍ଷ

ସମ୍ବଲପୁର,୧୪।୩: ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ପ୍ରଯୁକ୍ତିବିଦ୍ୟା ବିଶ୍ୱବିଦ୍ୟାଳୟ (VSSUT)ର ପ୍ରଥମ ବର୍ଷର ଇଞ୍ଜିନିୟରିଂ ଛାତ୍ର ପ୍ରିୟାଂଶୁ ପ୍ରକାଶ ବେହେରା(୧୯) ଗୁରୁବାର ହୀରାକୁଦ ଡ୍ୟାମର ପାୱାର ଚାନେଲରେ ଗାଧୋଇବା ବେଳେ ବୁଡ଼ିଯାଇ ପ୍ରାଣ ହରାଇଥିଲେ। ଛାତ୍ରଙ୍କ ମୃତ୍ୟୁ ପରେ ଭିସୁଟ୍‌ କର୍ତ୍ତୃପକ୍ଷ…

ବିସ୍ଫୋରକ ବୟାନଦେଲେ ତାରା, ଆଣ୍ଠେଇ ଆଣ୍ଠେଇକି…

ଭୁବନେଶ୍ୱର,୧୪।୩: ‘ମହିଳା ସୁରକ୍ଷା ମୋ ଡିମାଣ୍ଡ’, ଏତିକି ଖାଲି କରିଦିଅନ୍ତୁ ଭୁଲ କଣ ମାଗିବି? ମୋତେ ଆଣ୍ଠା କହିଲେ ଆଣ୍ଠେଇବି। ଯଦି କହିବେ ମୋ କ୍ୱାର୍ଟର୍ସରୁ ବିଧାନସଭାକୁ ଆଣ୍ଠେଇ ଆଣ୍ଠେଇ ଯିବି। ଶୁକ୍ରବାର ଏଭଳି କହିଛନ୍ତି ବିଧାୟକ ତାରା ବାହିନୀପତି ।…

ଦୋଳପୂର୍ଣ୍ଣିମାରେ ସୁନାବେଶରେ ଦର୍ଶନ ଦେଉଛନ୍ତି ମହାପ୍ରଭୁ

ପୁରୀ,୧୪ା୩: ଶୁକ୍ରବାର ଦୋଳ ବେଦିରେ ଦୋଳପୂର୍ଣ୍ଣିମା ନୀତି ସହ ଶ୍ରୀମନ୍ଦିର ରତ୍ନସିଂହାସନରେ ମହାପ୍ରଭୁଙ୍କ ସୁନାବେଶ ଅନୁଷ୍ଠିତ ହେଉଛି। ଶ୍ରଦ୍ଧାଳୁଙ୍କ ଭିଡକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି। ଦୋଳପୂର୍ଣ୍ଣିମା ଉପଲକ୍ଷେ ୨ଜଣ ଅତିରିକ୍ତ ଏସ୍‌ପି, ୧୧ ଡିଏସ୍‌ପି,…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri