ବାହାଘରର ୧୦ ଦିନ ପରେ ବାପ ଘରକୁ ବୁଲିବାକୁ ଆସିଥିଲେ , ୩ ଲକ୍ଷ ଟଙ୍କାର ସୁନା ନେଇ ପ୍ରେମିକ ସାଙ୍ଗରେ ଫେରାର
ବଲାଙ୍ଗୀର,୨୪।୨(ସୁନିଲ କୁମାର ମହାନ୍ତି): ବାହାଘରର ୧୦ ଦିନ ପରେ ପ୍ରେମିକ ସହ ନବବଧୂ ଫେରାର। ଏଭଳି ଅଭାବନୀୟ ଘଟଣା ଘଟିଛି ବଲାଙ୍ଗୀର ଜିଲା କଣ୍ଟାବାଞ୍ଜିରେ । ବାହାଘରର ୧୦ ଦିନ ପରେ ବାପ ଘରକୁ ବୁଲିବାକୁ ଆସିଥିଲେ। ସେଠାରେ ସେ ପୂର୍ବତନ…
ବିରୋଧୀଦଳ ନେତାଙ୍କ ଉପରେ ବର୍ଷିଲେ ଟଙ୍କଧର: କହିଲେ ନୂଆପଡ଼ାରୁ ମିଳିଲା ଜବାବ
ଭୁବନେଶ୍ୱର,୨୪।୨: ବିରୋଧୀଦଳ ନେତାଙ୍କୁ ବିଧାୟକ ଟଙ୍କଧର ତ୍ରିପାଠୀଙ୍କ ଖୋଲା ଆହ୍ବାନ ଦେଇଛନ୍ତି। ଗୃହକୁ ଖୋଲା ବିତର୍କ ପାଇଁ ଆସନ୍ତୁ ବୋଲି ଟଙ୍କଧର ଆହ୍ବାନ ଦେଇଛନ୍ତି। ବିଜେଡି ଶାସନରେ ଚାଷୀ ଆତ୍ମହତ୍ୟା ହେଇଛି ନା ନାହିଁ କୁହନ୍ତୁ ବୋଲି ସେ କହିଛନ୍ତି। ବିରୋଧୀଦଳ…
ଟୁଇନ୍ ସିଟିରେ ଘଡ଼ଘଡ଼ି ସହ ବର୍ଷା : ୩ ଘଣ୍ଟିଆ ୱାର୍ନିଂ
ଭୁବନେଶ୍ୱର,୨୪।୨: ଟୁଇନ୍ ସିଟିରେ ଘଡ଼ଘଡ଼ି ସହ ବର୍ଷା ନେଇ ୩ ଘଣ୍ଟିଆ ୱାର୍ନିଂ ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଜାରି କରିଛନ୍ତିି। ଅନ୍ୟପକ୍ଷେ ପୁରୀ, ମୟୂରଭଞ୍ଜ, କେନ୍ଦୁଝର, ଗଞ୍ଜାମ ଜିଲାକୁ ମଧ୍ୟ ୱାନିଂ କରାଯାଇଛି। ଗଜପତି, ରାୟଗଡ଼ା, କେନ୍ଦ୍ରାପଡ଼ା, ଜଗତସିଂହପୁର…
ସରକାର ବାଣ୍ଟିଲେଣି ଅଢ଼େଇ ଲକ୍ଷରୁ ଅଧିକ ପକ୍କା ଘର, ଏମିତି କହିଦେଲେ ମନ୍ତ୍ରୀ
ଭୁବନେଶ୍ୱର,୨୪।୨: ବର୍ଷକରେ ସରକାର ବାଣ୍ଟିଲେଣି ଅଢ଼େଇ ଲକ୍ଷରୁ ଅଧିକ ପକ୍କା ଘର। ଏ ନେଇ ପଞ୍ଚାୟତିରାଜ ମନ୍ତ୍ରୀ ବିଧାନସଭାରେ ଲିଖିତ ଉତ୍ତର ରଖିଛନ୍ତି। ୨୦୨୪-୨୫ ମଧ୍ୟରେ ୨ ଲକ୍ଷ ୮୧ ହଜାର ପରିବାରକୁ ପକ୍କା ଘର ମଞ୍ଜୁର ହୋଇଛି। ୩୦୬ ଭୂମିହୀନ…
ଲଘୁଚାପ କ୍ଷେତ୍ର ପ୍ରଭାବରେ ଏହି ୫ ଜିଲାରେ ପ୍ରବଳ ବର୍ଷା! ଜାରି ହେଲା ୟେଲୋ ୱାର୍ନିଂ
ଭୁବନେଶ୍ୱର,୨୪।୨: ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ପ୍ରଭାବରେ ଦୁଇ ଦିନ ହେଲା ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇଛି । ବିଶେଷ କରି କୋରାପୁଟ, ସୁବର୍ଣ୍ଣପୁର ବରଗଡ ଜିଲାର ବିଭିନ୍ନ ସ୍ଥାନରେ ବର୍ଷା ହୋଇଛି। ତେବେ ଆସନ୍ତାକାଲି ୫ ଜିଲାରେ…
ମାରଣାସ୍ତ୍ର ଦେଖାଇ ବ୍ୟାବସାୟୀଙ୍କ ଘରୁ ଲୁଟ୍
ପାପଡ଼ାହାଣ୍ଡି,୨୪।୨(ସ୍ୱପ୍ନଜିତ ପଟ୍ଟନାୟକ): ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବ୍ଲକ ମୈଦଲପୁରର ସଦର ବ୍ୟବସାୟୀ କାଶୀନାଥ ଗୁପ୍ତାଙ୍କ ଘରୁ ବଡ଼ ଧରଣର ଲୁଟ୍ ହୋଇଛି। କଳା ମୁଖା ପିନ୍ଧା ଦୁବୃର୍ତ୍ତମାନେ ଘରେ ପଶି ପରିବାର ଲୋକଙ୍କୁ ମାରଣାସ୍ତ୍ର ଦେଖାଇ ଲକ୍ଷାଧିକ ଟଙ୍କା ସହ ସୁନା…
ଚାଷୀ ସୁରକ୍ଷା ସମାବେଶରେ ନବୀନଙ୍କ ରଣହୁଙ୍କାର, ‘ଡବଲ ଇଂଜିନ ସରକାର କରୁଛି କଣ’
ଭୁବନେଶ୍ବର,୨୪।୨: ଚାଷୀ ସମସ୍ୟା ନେଇ ବିଜେଡି ବିକ୍ଷୋଭ ଚଳାଇଛି । ଭୁବନେଶ୍ବର ଲୋୟର PMGରେ ବିଜେଡିର ଚାଷୀ ସୁରକ୍ଷା ସମାବେଶ ଆରମ୍ଭ ହୋଇଛି । ଏଥିରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଯୋଗଦେଇ ଗର୍ଜିଛନ୍ତି । ରାଜ୍ୟ ସରକାରଙ୍କୁ ଟାର୍ଗେଟ କରି…
ରାଉରକେଲା NIT କ୍ୟାମ୍ପସରେ ହାତୀ ଆତଙ୍କ, ଛାତ୍ରୀଛାତ୍ର ଭୟଭୀତ
ରାଉରକେଲା,୨୪।୨(ସଂଗୀତା ଜେନା): ମଙ୍ଗଳବାର ସକାଳେ ଦୁଇଟି ବନ୍ୟ ହାତୀ ରାଉରକେଲା ପରିସରରେ ପ୍ରବେଶ କରିବା ପରେ ନ୍ୟାସନାଲ ଇନଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନୋଲୋଜି କ୍ୟାମ୍ପସରେ କିଛି ସମୟ ପାଇଁ ଆତଙ୍କ ଖେଳିଯାଇଥିଲା । ଯାହା ପରେ ବନ ବିଭାଗ ଏବଂ ସ୍ଥାନୀୟ ପୋଲିସ…
ନାଲ୍କୋ ସପକ୍ଷବାଦୀଙ୍କୁ କ୍ଷତିଗ୍ରସ୍ତ ଗ୍ରାମବାସୀଙ୍କ ଚେତାବନୀ: କମ୍ପାନୀ ବିପକ୍ଷବାଦୀଙ୍କ ବୈଠକ
ପଟ୍ଟାଙ୍ଗି,୨୪।୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ ମାଳିପୁଟ ପଞ୍ଚାୟତ ମାଲକାରବନ୍ଧ ଗ୍ରାମ ନିକଟରେ ବିପକ୍ଷବାଦୀ ଏକତ୍ର ହୋଇ ସୋମବାର ଏକ ବୈଠକ କରିଛନ୍ତି। ଏଥିରେ ନାଲ୍କୋ ପାଇଁ ସହଯୋଗ କରୁଥିବା ବ୍ୟକ୍ତିମାନେ ନିଜର ଫାଇଦା ଲାଗି ବିନାଶ…
ଲୁଚିଛପି ରାସ୍ତା ନିର୍ମାଣ କାର୍ଯ୍ୟ ଆରମ୍ଭ କରୁଥିଲେ: ଦେଖିଦେଲେ ଗ୍ରାମବାସୀ
ପଟ୍ଟାଙ୍ଗି,୨୪ା୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ ମାଳିପୁଟ ପଞ୍ଚାୟତ ପୁରୁଣାପଦର ଗ୍ରାମ ନିକଟରେ ଲୁକ୍କାୟିତ ଭାବେ ରାସ୍ତା ନିର୍ମାଣ କରିବାକୁ ଆସିଥିବା ଠିକାଦାର କମ୍ପାନୀକୁ ଗ୍ରାମବାସୀ ସୋମବାର ଫେରାଇ ଦେଇଥିବା ଜଣାପଡ଼ିଛି। ଏହା ପରେ ନାଲ୍କୋ କମ୍ପାନୀର…
ରାଜ୍ୟ ସଭା ନିର୍ବାଚନ: କୋରାପୁଟକୁ ଗୋଟେ ଯାଇପାରେ
ରାୟଗଡ଼ା,୨୪।୨(ଆଶିଷ ରଞ୍ଜନ ପଣ୍ଡା): ଡ଼ିଶାର ୪ ଜଣ ରାଜ୍ୟ ସଭା ସଦସ୍ୟ ମମତା ମହନ୍ତ, ନିରଞ୍ଜନ ବିଶି, ମୁଜିବୁଲ୍ଲା ଖାନ୍ ଏବଂ ସୁଜିତ୍ କୁମାରଙ୍କ କାର୍ଯ୍ୟକାଳ ଏପ୍ରିଲ ୨ ତାରିଖରେ ଶେଷ ହେବ। ଏହି ୪ ଆସନ ଲାଗି ଆସନ୍ତା ମାର୍ଚ୍ଚ…
ଗୃହ ବାହାରେ କହିଲେ, ରେକର୍ଡରୁ କାଟିଦେଲେ: ସାଂଘାତିକ ଅଭିଯୋଗ ଆଣିଲେ ବିଧାୟକ
ଭୁବନେଶ୍ୱର, ୨୪।୨(ସୁନିତ୍ ମିଶ୍ର):ବିଧାନସଭା ବଜେଟ ଅଧିବେଶର ଷଷ୍ଠ ଦିନ ଗୃହ କାର୍ଯ୍ୟ ବନ୍ଦ ହେବା ପରେ କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡାମ ବାହାରକୁ ବାହାରି ସରକାରଙ୍କ ଉପରେ ବର୍ଷିଛନ୍ତି। ସେ ଅଭିଯୋଗ କରି କହିଛନ୍ତି, ସରକାରୀ ଦଳ ଜାଣିଶୁଣି…
Archives


