ରାଜ୍ୟ

ରାଜ୍ୟରେ ଶୀତ ଗାଏବ

ଭୁବନେଶ୍ୱର,୧୫।୧୨(ବ୍ୟୁରୋ): ରାଜ୍ୟରେ ଶୀତ ଗାଏବ ହୋଇଯାଇଛି। ରାତ୍ରିର ସର୍ବୋଚ୍ଚ ତାପମାତ୍ରା ୨୦ରୁ ୨୨ ଡିଗ୍ରୀ ସେଲ୍‌ସିୟସ ମଧ୍ୟରେ ରହୁଛି। ଗତ କିଛିଦିନ ହେବ ରାଜ୍ୟରେ ଶୀତର ପ୍ରକୋପ ହ୍ରାସପାଇଛି। ସର୍ବନିମ୍ନ ତାପମାତ୍ରା ୫ରୁ ୬ ଡିଗ୍ରୀ ବୃଦ୍ଧି ପାଇଛି। ଆଞ୍ଚଳିକ...

ଯୁକ୍ତ୨ କଳା, ବାଣିଜ୍ୟ କରେସପଣ୍ଡେନ୍ସ କୋର୍ସ ନାମଲେଖା, ୨୧ରୁ ଦ୍ୱିତୀୟ ପର୍ଯ୍ୟାୟ ଆବେଦନ

ଭୁବନେଶ୍ୱର, ୧୫।୧୨(ବ୍ୟୁରୋ): ଯୁକ୍ତ୨ ପ୍ରଥମ ବର୍ଷ କଳା ଓ ବାଣିଜ୍ୟ ଆନୁଷଙ୍ଗିକ ବିଷୟ(କରେସପଣ୍ଡେନ୍ସ କୋର୍ସ)ରେ ନାମଲେଖା ପାଇଁ ଦ୍ୱିତୀୟ ପର୍ଯ୍ୟାୟ ଆବେଦନ ପ୍ରକ୍ରିୟା ଆସନ୍ତା ୨୧ ତାରିଖରୁ ଆରମ୍ଭ ହେବ। ଏନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍‌ଏସ୍‌ଇ) ପକ୍ଷରୁ ବୁଧବାର...

୧୯ରୁ ଏଲ୍‌ଆର୍‌ପି ଏଣ୍ଡ୍‌-ଟର୍ମ

ଭୁବନେଶ୍ୱର, ୧୫।୧୨(ବ୍ୟୁରୋ): କରୋନା ଯୋଗୁ ଶିକ୍ଷାଦାନ ବାଧାପ୍ରାପ୍ତ ହୋଇଥିଲା। ତେଣୁ ସ୍କୁଲ ଖୋଲିବା ପରେ ପିଲାଙ୍କ ଦକ୍ଷତା ମାପିବା ପାଇଁ ରାଜ୍ୟ ସରକାର ଲର୍ନିଂ ରିକଭରି ପ୍ରୋଗ୍ରାମ(ଏଲ୍‌ଆର୍‌ପି) ଆରମ୍ଭ କରିଥିଲେ। ଏଥିପାଇଁ ତୃତୀୟରୁ ନବମ ଶ୍ରେଣୀ ପର୍ଯ୍ୟନ୍ତ ବିଭିନ୍ନ ବିଷୟରେ...

ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ମାଈ ହାତୀର ମୃତ୍ୟୁ; ଜଗି ରହିଛନ୍ତି ସାଥୀ

ଦେବଗଡ଼,୧୫।୧୨(ଡି.ଏନ୍‌.ଏ.): ଦେବଗଡ ଜିଲା ରିଆମାଳ ବ୍ଲକ ଅନ୍ତର୍ଗତ ଖିଲବେରେଣି ଗ୍ରାମରେ ବୁଧବାର ବିଳମ୍ବିତ ରାତିରେ ବିଦ୍ୟୁତ ସଂସ୍ପର୍ଶରେ ଆସି ଏକ ମାଈ ହାତୀର ମୃତ୍ୟୁ ଘଟିଛି। ୧୭ ଘରିଆ ହାତୀପଲରୁ ଉକ୍ତ ହାତୀଟିର ମୃତ୍ୟୁ ଘଟିବା ପରେ ଅନ୍ୟ ହାତୀମାନେ...

ଘରେ ରୋଷେଇ କରିବା ବେଳେ ଗୁଳି କରି ଦୁର୍ବୃତ୍ତ ଫେରାର, ମହିଳା ଗୁରୁତର

ଦେବଗଡ଼,୧୫।୧୨(ଡି.ଏନ୍‌.ଏ.): ଦେବଗଡ଼ ଜିଲା ବାରକୋଟ ଥାନା କଦୋଗୁଡା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ବୁଧବାର ରାତିରେ ଅଜଣା ଦୁର୍ବୃତ୍ତଙ୍କ ଗୁଳିମାଡ଼ରେ ଜଣେ ମହିଳା ଗୁରୁତର ହୋଇଛନ୍ତି। ମହିଳାଜଣଙ୍କ ହେଲେ ରାଜେଶ ମହନ୍ତଙ୍କ ସ୍ତ୍ରୀ ରୁକ୍ମୁଣୀ ମହନ୍ତ (୩୦) ।...

ରାଜ୍ୟରେ ଲାଗୁ ହେବ ଆଧାର ସଂଯୋଗ ‘ଲର୍ନର ଲାଇସେନ୍ସ’ ବ୍ୟବସ୍ଥା

ଭୁବନେଶ୍ୱର,୧୪।୧୨(ବ୍ୟୁରୋ): ରାଜ୍ୟରେ ଆଧାର ସଂଯୋଗ ଲର୍ନର ଲାଇସେନ୍ସ ବ୍ୟବସ୍ଥା କାର୍ଯ୍ୟକାରୀ ହେବ। ଏ ନେଇ ବୁଧବାର ବାଣିଜ୍ୟ ଓ ପରିବହନ ବିଭାଗ ପକ୍ଷରୁ ରାଜ୍ୟ ପରିବହନ କମିଶନରଙ୍କୁ ଚିଠି ଲେଖି ଅବଗତ କରାଯାଇଛି। କେନ୍ଦ୍ର ମୋଟର ଯାନ ନିୟମର ନିୟମ-୧୧...

ବାହାର ରାଜ୍ୟରୁ ଆସୁଛି ନକଲି ଔଷଧ: ୧୨ ବିତରକଙ୍କ ବିରୋଧରେ ମାମଲା ରୁଜୁ

ଭୁବନେଶ୍ୱର, ୧୪।୧୨(ବ୍ୟୁରୋ): ରାଜ୍ୟରେ ନକଲି ମେଡିସିନ କାରବାର ବଢ଼ି ଚାଲିଛି। ବାହାର ରାଜ୍ୟରୁ ନକଲି ଔଷଧ ଆସୁଛି। ଇତି ମଧ୍ୟରେ କଟକରେ ୬ଟି, ଝାରସୁଗୁଡାରେ ୨ ଏବଂ କେନ୍ଦ୍ରାପଡ଼ା, ସୁନ୍ଦରଗଡ଼, ବରଗଡ ଓ ସମ୍ବଲପୁରରେ ଗୋଟିଏ ଲେଖାଏ ସ୍ଥାନରୁ ନକଲି...

ଇଡିରେ ହାଜର ହେଲେ ଆକାଶ ପାଠକ

ଭୁବନେଶ୍ୱର, ୧୪।୧୨(ବ୍ୟୁରୋ): ଟାଟା କମ୍ପାନୀରେ ଚାକିରି ଦେବା ନାଁରେ ଠକେଇ ମାମଲାରେ ଜେଲ୍‌ ଯାଇ ଜାମିନ୍‌ରେ ଆସିଥିବା ଆଇଏଫ୍‌ଏସ୍‌ ଅଫିସର ଅଭୟକାନ୍ତ ପାଠକଙ୍କ ପୁଅ ଆକାଶ ପାଠକ ବୁଧବାର ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି)ର ଭୁବନେଶ୍ୱରସ୍ଥିତ କାର୍ଯ୍ୟାଳୟରେ ହାଜର ହୋଇଥିଲେ। ତାଙ୍କୁ...

ପାଇଖାନା ଟାଙ୍କିରେ ପଡ଼ି ଚାଲିଗଲା ଦୁଇ ଶିଶୁକନ୍ୟାଙ୍କ ଜୀବନ

ସୋରଡ଼ା,୧୪ା୧୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ସୋରଡ଼ା ବ୍ଲକ ହିଞ୍ଜୋଳକୁଦା ପଞ୍ଚାୟତ ତାକରଡ଼ା ଗ୍ରାମରେ ବୁଧବାର ସକାଳେ ଏକ ଅଭାବନୀୟ ଘଟଣା ଘଟିଛି। ମାମୁ ଘରକୁ ବୁଲି ଆସିଥିବା ୨ ଶିଶୁକନ୍ୟା ପାଇଖାନା ଟାଙ୍କିରେ ପଡ଼ି ମୃତ୍ୟୁ ଘଟିଛି। ସିଦ୍ଧପୁର ଗ୍ରାମର କୁନା...

ହାତୀ ମୃତ୍ୟୁ ମାମଲା: ବନ୍ଧା ହେଲେ ୩ ବନ କର୍ମଚାରୀ

ବାରିପଦା ଅଫିସ,୧୪।୧୨: ଶିମିଳିପାଳ ଅଭୟାରଣ୍ୟ ଜେନାବିଲ ରେଞ୍ଜରେ ହାତୀ ମୃତ୍ୟୁ ମାମଲାରେ କାର୍ଯ୍ୟାନୁଷ୍ଠାନ। ନିଲମ୍ବନ ପରେ ୩ ଜଣ ବନ କର୍ମଚାରୀଙ୍କୁ ଗିରଫ କରାଯାଇଛି । ଗିରଫ ୩ ବନ କର୍ମଚାରୀ ହେଲେ ଜେନାବିଲ ରେଞ୍ଜ ଇନଚାର୍ଜ ଫରେଷ୍ଟର ଶିବଶଙ୍କର...

ଶ୍ରଦ୍ଧାଞ୍ଜଳିଙ୍କୁ ମିଳିଲାନି ଅନ୍ତରୀଣ ସୁରକ୍ଷା

ଭୁବନେଶ୍ୱର,୧୪।୧୨(ବ୍ୟୁରୋ): ବହୁ ଚର୍ଚ୍ଚିତ ମହିଳା ବ୍ଲାକମେଲର ଅର୍ଚ୍ଚନା ନାଗଙ୍କ ସହଯୋଗୀ ଶ୍ରଦ୍ଧାଞ୍ଜଳି ବେହେରାଙ୍କୁ ମିଳିଲାନି ଅନ୍ତରୀଣ ସୁରକ୍ଷା। ଏହି ମାମଲାରେ ଇଡିକୁ ତଦନ୍ତରେ ସହଯୋଗ କରିବାକୁ ଶ୍ରଦ୍ଧାଞ୍ଜଳିଙ୍କୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ତଦନ୍ତରେ ଶ୍ରଦ୍ଧାଞ୍ଜଳି ସହଯୋଗ କରୁନଥିବା ଇଡି ପକ୍ଷରୁ...

ବାଘ ଚମଡା ବିକ୍ରିବେଳେ ମାଡି ବସିଲା ଏସ୍‌ଟିଏଫ୍‌

ବାରିପଦା ଅଫିସ,୧୪।୧୨: ଶିମିଳିପାଳ ଅଭୟାରଣ୍ୟରେ ବନ୍ୟଜନ୍ତୁ ଅସୁରକ୍ଷିତ। କିଛି ଦିନ ହେବ ହାତୀ ଶିକାର ଘଟଣା ରାଜ୍ୟରେ ଚର୍ଚ୍ଚା ଚାଲିଥିବା ବେଳେ ଏବେ ଆଉ ଏକ ଘଟଣା ପୁଣି ସାମ୍ନାକୁ ଆସିଛି। ଏକ ମହାବଳ ବାଘର ଚମଡା ବିକ୍ରି କରିବାକୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri