ରାଜ୍ୟ

ଜଙ୍ଗଲରେ ଚରୁଥିବା ବେଳେ ହଠାତ୍‌ ଟଳିପଡ଼ିଲେ ୧୫ ଛେଳି, ମାଲିକ ଅଚେତ

ଢେଙ୍କାନାଳ,୧୪ା୩(ରତନ ନାୟାର): ଢେଙ୍କାନାଳ ସଦର ଥାନା ସୋଗରପଷି ପଞ୍ଚାୟତ ଆରଦା ଗାଁରେ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଜଙ୍ଗଲରେ ଚରୁଥିବା ଅବସ୍ଥାରେ ୧୫ରୁ ଊର୍ଦ୍ଧ୍ୱ ଛେଳିଙ୍କ ଅକସ୍ମାତ ମୃତ୍ୟୁ ଘଟିଛି। ତେବେ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି। ଏପଟେ ଛେଳି ମଡ଼କ…

ଶିଶୁକୁ ଉଦ୍ଧାର କରିବାକୁ ଯାଇ ବୁଡ଼ିଗଲେ ନାବାଳକ

ରାୟଗଡ଼ା,୧୪ା୩(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହର ନିକଟସ୍ଥ ଝୁଲା ପୋଲ ବୁଲିବାକୁ ଆସିଥିବା ଜଣେ ୧୭ ବର୍ଷୀୟ ନାବାଳକ ନାଗାବଳୀ ନଦୀରେ ବୁଡ଼ଯାଇଛନ୍ତି। ମୃତକ ଜଣକ ହେଲେ ଆନ୍ଧ୍ରପ୍ରଦେଶ ରାଜ୍ୟ ବିଜୟଓ୍ବାଡା ଜିଲା ସଦର ମହକୁମାର ପି ମୁରଲୀଙ୍କ ପୁଅ ପି.…

ମେଟ୍ରୋ ରେଳ ପ୍ରକଳ୍ପ ପାଇଁ ଗଠନ ହେଲା ଉଚ୍ଚସ୍ତରୀୟ କମିଟି, ସୂଚନା ଦେଲେ ମନ୍ତ୍ରୀ

ଭୁବନେଶ୍ୱର,୧୪।୩: ବହୁ ପ୍ରତୀକ୍ଷିତ ଭୁବନେଶ୍ୱର ମେଟ୍ରୋ ରେଳ ପ୍ରକଳ୍ପର ଯୋଜନା ଏବଂ କାର୍ଯ୍ୟାନ୍ୱୟନ ତଦାରଖ କରିବା ପାଇଁ ଓଡ଼ିଶା ସରକାର ଏକ ଉଚ୍ଚସ୍ତରୀୟ କମିଟି ଗଠନ କରିଛନ୍ତି। ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ମହାପାତ୍ର ଶୁକ୍ରବାର ଏହି ସୂଚନା ଦେଇଛନ୍ତି।…

ଆସନ୍ତାମାସରୁ ଏଲିଭେଟେଡ୍‌ କରିଡର କାମ, ବ୍ୟୟ ହେବ ଏତିକି କୋଟି…

ଭୁବନେଶ୍ୱର,୧୪ା୩: ରାଜଧାନୀରେ ନାଗପୁର ଢାଞ୍ଚାରେ ହେବ ଏଲିଭେଟେଡ କରିଡର୍‌। ଏନେଇ ସୂଚନା ଦେଇଛନ୍ତି ପୂର୍ତ୍ତ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ସେ କହିଛନ୍ତି, ଜୟଦେବ ବିହାର ଛକରୁ ନନ୍ଦନକାନନ ପର୍ଯ୍ୟନ୍ତ ଏହି ଏଲିଭେଟେଡ୍‌ ରୋଡ୍‌ ହେବ। ୨୭୦୦ କୋଟି ଟଙ୍କା ବ୍ୟୟବରାଦରେ ଏଲିଭେଟେଡ…

ଭୁବନେଶ୍ୱରରେ ଖୁବ୍‌ଶୀଘ୍ର ଆରମ୍ଭ ହେବ ରେଡିଓ ଷ୍ଟେଶନ

ଭୁବନେଶ୍ୱର,୧୪ା୩: ଭୁବନେଶ୍ୱରରେ ଖୁବ୍‌ଶୀଘ୍ର ଆରମ୍ଭ ହେବ ନୂଆ କମ୍ୟୁନିଟି ରେଡିଓ ଷ୍ଟେଶନ ‘ରେଡିଓ ଭୁବନେଶ୍ୱର ୮୯.୨ ଏଫ୍‌ଏମ୍‌- ଦ ଟେମ୍ପଲ ସିଟି ରେଡିଓ’। ଏଫ୍‌ଏମ୍‌ ବ୍ୟାଣ୍ଡ୍‌ର ୮୯.୨ ମେଗାହର୍ଜରେ ଏହି ଷ୍ଟେଶନଟି ଶୁଣାଯାଇପାରିବ ବୋଲି ଏହାର ପ୍ରତିଷ୍ଠାତା ସୁବ୍ରତ କୁମାର ପତି…

‘ସୋସିଆଲ୍ ମିଡିଆରୁ ଦୂରରେ ରହି କଠିନ ପରିଶ୍ରମ’: ଜାଣନ୍ତୁ OJS ପରୀକ୍ଷାରେ କେମିତି ସଫଳତା ହାସଲ କଲେ ରାଜଶ୍ରୀ ପ୍ରିୟଦର୍ଶିନୀ

ଭୁବନେଶ୍ୱର,୧୪।୩: ତୃତୀୟ ପ୍ରୟାସରେ OJS ପରୀକ୍ଷାରେ ସଫଳ ହୋଇଥିବା ରାଜଶ୍ରୀ ପ୍ରିୟଦର୍ଶିନୀ ୯ମ ରାଙ୍କ ହାସଲ କରିଛନ୍ତି। ଏଥିସହିତ ରାଜଶ୍ରୀ ଓଡ଼ିଶାର ଅନେକ ଯୁବକ ଯୁବତୀଙ୍କ ପାଇଁ ପ୍ରେରଣା ପାଲଟିଛନ୍ତି। ଗଣମାଧ୍ୟମ ସହ ଏକ ସ୍ୱତନ୍ତ୍ର ସାକ୍ଷାତକାରରେ ତାଙ୍କର ସଫଳତାର କାହାଣୀ…

ଅଫିସରୁ ଘରକୁ ଫେରୁଥିଲେ କିରାଣୀ, ଜଙ୍ଗଲ ରାସ୍ତାରେ ମାଡିବସିଲା ଭିଜିଲାନ୍ସ, ଏତେ ଟଙ୍କା ଦେଖି ତାଜୁବ…

ଭଞ୍ଜନଗର/ବୁଗୁଡ଼ା,(ବାବୁଲା ପ୍ରଧାନ/କାଳୀ ଚରଣ ଦାସ): ଗଞ୍ଜାମ ଜିଲା ବ୍ରହ୍ମପୁର ଭିଜିଲାନ୍ସ ଟିମ ବେଲଗୁଣ୍ଠା ସବ ରେଜିଷ୍ଟର ଅଫିସର କିରାଣୀ ଶ୍ରୀକାନ୍ତ ଡାକୁଆଙ୍କ ଠାରୁ ଗୁରୁବାର ରାତିରେ ୧ ଲକ୍ଷ ୮୬ ହଜାର ଟଙ୍କା ଜବତ କରିଛି। ଏହାପରେ ଶ୍ରୀକାନ୍ତ ଘର, ଅଫିସ…

ଆଜି ଦୋଳ ପୂର୍ଣ୍ଣିମା: ଘଣ୍ଟଘଣ୍ଟାରେ କମ୍ପୁଛି ମେଳଣ ପଡ଼ିଆ

ଭୁବନେଶ୍ୱର,୧୪ା୩: ଆଜି ପବିତ୍ର ଦୋଳ ପୂର୍ଣ୍ଣିମା। ଶନିବାର ହୋଲି। ଏଥିପାଇଁ ଗାଁରୁ ସହର ସବୁଠି ଉତ୍ସବର ପରିବେଶ ଲାଗି ରହିଛି। ଏହି ପରିପ୍ରେକ୍ଷୀରେ ସାଂସ୍କୃତିକ ସହର କଟକରେ ଦୋଳ ପୂର୍ଣ୍ଣିମାରେ ପରମ୍ପରା ଅନୁଯାୟୀ ଠାକୁର ବିମାନରେ ବସି ନଗର କୀର୍ତ୍ତନ କରିବା…

ବରମୁଣ୍ଡା ବସ୍‌ଷ୍ଟାଣ୍ଡରେ ବିସ୍ଫୋରଣ, ଟିକେଟ୍‌ କାଉଣ୍ଟର୍‌ରେ ଲାଗିଲା ନିଆଁ

ଭୁବନେଶ୍ୱର,୧୪l୩: ଶୁକ୍ରବାର ସକାଳେ ଏକ ବିସ୍ଫୋରଣ ପରେ ଭୁବନେଶ୍ୱରର ବାରମୁଣ୍ଡା ବସ୍ ଷ୍ଟାଣ୍ଡରେ ଥିବା ଏକ ଟିକେଟ୍ କାଉଣ୍ଟରରେ ବିସ୍ଫୋରଣ ହୋଇଛି। ଫଳରେ ସେଠାରେ ନିଆଁ ଲାଗିଯିବାରୁ ଟର୍ମିନାଲରେ ଥିବା ଯାତ୍ରୀ ଏବଂ କର୍ମଚାରୀଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି କରିଥିଲା। ସୂଚନା…

ଶାରୀରିକ ଦଣ୍ଡ ପାଇଁ ଶିକ୍ଷକଙ୍କୁ ୧ ଲକ୍ଷ ଟଙ୍କା ଜରିମାନା ଲଗାଇଲେ ଓଡ଼ିଶା ହାଇକୋର୍ଟ

କଟକ,୧୪ା୩: ଓଡ଼ିଶା ହାଇକୋର୍ଟ ଜଣେ ସ୍କୁଲ ଶିକ୍ଷକଙ୍କୁ ଶାରୀରିକ ଦଣ୍ଡ ପାଇଁ ଆଶ୍ୱସ୍ତି ପ୍ରଦାନ କରିଛନ୍ତି। ସର୍ବୋଚ୍ଚ ଅଦାଲତ ପୁନର୍ବାର କହିଛନ୍ତି ଯେ ଶୃଙ୍ଖଳାଗତ ଭାବରେ ଛାତ୍ରଙ୍କୁ ‘ଶାରୀରିକ ଦଣ୍ଡ’ କିଶୋର ନ୍ୟାୟ (ଯତ୍ନ ଏବଂ ସୁରକ୍ଷା) ଆଇନ, ୨୦୧୫ର ଧାରା…

Video: ରାଜଧାନୀରେ ନିଶାଶକ୍ତ ଅବସ୍ଥାରେ ମହିଳାଙ୍କ ଉତ୍ପାତ

ଭୁବନେଶ୍ୱର,୧୪ା୩: ନିଶା ଖାଇ ଉତ୍ପାତ ହେଲେ ଯୁବତୀ। ରାଜଧାନୀର ରଙ୍ଗୀନ ରାତିରେ ନିଶାଶକ୍ତ ଯୁବତୀଙ୍କ ହାଇଡ୍ରାମା ଦେଖିବାକୁ ମିଳିଛି। ଗୁରୁବାର ବିଳମ୍ବିତ ରାତିରେ ଚନ୍ଦ୍ରଶେଖରପୁରର ଏକ ମଦ ଦୋକାନ ସମ୍ମୁଖରେ ନିଶାଶକ୍ତ ଅବସ୍ଥାରେ ଯୁବତୀ ଜଣକ ଉତ୍ପାତ କରିଥିଲେ। ଖବର ପାଇ…

ଭୁବନେଶ୍ୱରର ସାଲିଆ ସାହିରେ ବିପୁଳ ପରିମାଣର ଦେଶୀ ମଦ ଜବତ, ୯ ଗିରଫ

ଭୁବନେଶ୍ୱର,୧୪ା୩: ଶୁକ୍ରବାର ଅବକାରୀ ବିଭାଗ ଅଧିକାରୀମାନେ ଭୁବନେଶ୍ୱରର ସାଲିଆ ସାହିରେ ବେଆଇନ ଦେଶୀ ମଦ ଆଡ୍ଡାକୁ ଟାର୍ଗେଟ କରି ଚଢାଉ କରିଛନ୍ତି। ଏକ ସୂଚନା ପାଇ, ଟିମ୍ ଶୁକ୍ରବାର ଭୋରରୁ ସେହି ଅଞ୍ଚଳରେ ତଲାସୀ ଅଭିଯାନ ଚଳାଇ ବିପୁଳ ପରିମାଣର ଦେଶୀ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri