ଟଙ୍କା ଭର୍ତ୍ତି ବ୍ୟାଗ ଝାମ୍ପିନେବାକୁ ଉଦ୍ୟମ ଧରାପଡ଼ିବା ଭୟରେ ବୋମା ପକାଇଲେ: ୫ ଗିରଫ
ଭବାନୀପାଟଣା,୨୧ା୪(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ସୋମବାର ଦିନ ଦ୍ବିପ୍ରହରରେ ଲୁଟ୍ ଉଦ୍ୟମ ହୋଇଛି। ପୂର୍ବାହ୍ନ ୧୦ଟା ୧୦ରେ ବାହାଦୁର ବଗିଚାପଡାର ଶରତ କୁମାର ବେହେରା (୪୨) ଓ ତାଙ୍କ ସାଙ୍ଗ ଏକ ସ୍କୁଟିରେ ବ୍ୟାଙ୍କକୁ ଟଙ୍କା ଡିପୋଜିଟ…
ବାଇକ୍ ଦୁର୍ଘଟଣା, ଛାତ୍ରଙ୍କ ମୃତ୍ୟୁ
କୋକସରା,୨୧ା୪ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ଅନ୍ତର୍ଗତ ବଙ୍ଗୋମୁଣ୍ଡା ଗ୍ରାମରୁ କୋକସରାକୁ ବାଇକ୍ରେ ଆସୁଥିବା ବେଳେ କେନାଲ ଛକ ନିକଟରେ ଦୁର୍ଘଟଣା ଘଟି ଜଣେ ନାବାଳକ ଛାତ୍ରଙ୍କ ମୃତ୍ୟୁ ହୋଇଛି। ସେ ହେଲେ ବଙ୍ଗୋମୁଣ୍ଡା ଗ୍ରାମର ମାନସ…
ଦିଗପହଣ୍ଡିରେ ମିଳୁନି ପିଇବା ପାଣି : ତେଜୁଛି ଜନଅସନ୍ତୋଷ: ନିର୍ବାହୀ ଅଧିକାରୀଙ୍କୁ ସ୍ମାରକପତ୍ର
ଦିଗପହଣ୍ଡି,୨୧।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡୁଛି। ଏଭଳି ସମୟରେ ଦିଗପହଣ୍ଡି ସହରରେ ମିଳୁନି ପିଇବା ପାଣି। ସ୍ଥାନୀୟ ଜନସ୍ବାସ୍ଥ୍ୟ ବିଭାଗ ପାଇପ ଯୋଗେ ପାନୀୟଜଳ…
ରାସ୍ତାକଡ ଖାଲରୁ ବୃଦ୍ଧଙ୍କ ମୃତଦେହ ମିଳିବା ଘଟଣା: ଧକ୍କା ଦେଇଥିବା ଟ୍ରକ ଜବତ ଚାଳକ ….
ଦିଗପହଣ୍ଡି,୨୧।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଧରମପୁର ଗ୍ରାମ ଗୋଲା ସାହିର ବି. ଜୁରିଆ(୬୦)ଙ୍କ ମୃତଦେହ ଶୁକ୍ରବାର ରାସ୍ତାକଡ ଖାଲରୁ ମିଳିଥିଲା। ଦୁର୍ଘଟଣାରେ ତାଙ୍କ ମୃତ୍ୟୁ ଘଟିଥିବା ଜଣାପଡିବା ପରେ ପାଟପୁର ଥାନା ପୋଡ଼ାମାରି ଫାଣ୍ଡି ଅଧିକାରୀ ପରମେଶ୍ବର…
ସିଡିଓଙ୍କ ସମୀକ୍ଷା: ଯୋଗ୍ୟ ହିତାଧିକାରୀ ପିଏମଏୱାଇରୁ ବାଦ ପଡିିଲେ କାର୍ଯ୍ୟନୁଷ୍ଠାନ
ଭଞ୍ଜନଗର,୨୧।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ମୁଖ୍ୟ ଉନ୍ନୟନ ଅଧିକାରିଣୀ ( ସିଡିଓ) ମଧୁସ୍ମିତା ସୋମବାର ଭଞ୍ଜନଗର ବ୍ଲକର ବିଭିନ୍ନ ଗ୍ରାମକୁ ଯାଇ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଏବଂ ଅନ୍ତ୍ୟୋଦୟ ଯୋଜନାରେ ଘର ପାଇବା ପାଇଁ ଆବେଦନ କରିଥିବା ହିତାଧିକାରୀଙ୍କ ଘରକୁ ଯାଇ…
ଟାଇକୋଣ୍ଡା ଏକାଡେମୀର ବାର୍ଷିକ ଉତ୍ସବ
ଭଞ୍ଜନଗର,୨୧।୪(ବାବୁଲା ପ୍ରଧାନ):ଭଞ୍ଜନଗର ଆର୍.ଏମ.ସି. ସଭାକକ୍ଷରେ ଭଞ୍ଜନଗର ଟାଇକୋଣ୍ଡା ଏକା କଲର ବେଲ୍ଟ ଟେଷ୍ଟ ଓ ୫ମ ବାର୍ଷିକ ଉତ୍ସବ ରବିବାର ରାତିରେ ଅନୁଷ୍ଠିତ ହୋଇଯାଇଛି। ପୂର୍ବାହ୍ନରେ ସମସ୍ତ ଛାତ୍ରୀ ଛାତ୍ର ନଗର ପରିକ୍ରମା ପରେ କଲର ବେଲ୍ଟ ଟେଷ୍ଟ ଅନୁଷ୍ଠିତ ହୋଇଥିଲା।…
ଅସମ୍ଭାଳ ଖରା, ଜନଜୀବନ ଅସ୍ତବ୍ୟସ୍ତ
ଧରାକୋଟ,୨୧ା୪ (ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଧରାକୋଟ ଅଞ୍ଚଳରେ ୪ଦିନ ଧରି ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଲାଣି। ୧୦ଟା ପରେ ବାହାରକୁ ବାହାରିବା ମୁସ୍କିଲ ହୋଇପଡ଼ୁଛି। ସରକାରୀ କାର୍ଯ୍ୟାଳୟ ଓ ସ୍କୁଲଗୁଡ଼ିକ ସକାଳୁଆ ହୋଇଥିବାରୁ ଛାତ୍ରୀଛାତ୍ର ଖରାର ପ୍ରକୋପରୁ ତ୍ରାହି…
ଯୁବକଙ୍କ ଉନ୍ମତ୍ତକାଣ୍ଡ: ମଝି ରାସ୍ତାରେ ବୁଲାଇଲେ ଫାର୍ସା ,ପୋଲିସ ବାଡ଼ି ଛଡ଼ାଇ ଦୌଡ଼ିଲା ବେଳେ…
ପାରାଦୀପ, ୨୧।୪: ବିଚ ରାସ୍ତାରେ ଫାର୍ସା ଧରି ନିଶାସକ୍ତ ଯୁବକଙ୍କ ଉନ୍ମତ୍ତକାଣ୍ଡ। ଏଭଳି ଘଟଣା ଘଟିଛି କଟକ-ପାରାଦୀପ ରାସ୍ତା କୁଜଙ୍ଗ ବଳରାମପୁରରେ । ଫାର୍ସା ବୁଲାଇବାରୁ ଭୟଭୀତ ଲୋକେ, ଘଣ୍ଟାଏ ଧରି ରାସ୍ତା ଜାମ। ପୋଲିସ ଆସିବା ପରେ ପୋଲିସ ବାଡ଼ି…
ଓଡ଼ିଶାରେ ବୃଦ୍ଧି ପାଉଛି ତାପମାତ୍ରା: ୪୯ଟି ତାତି ସମ୍ବନ୍ଧୀୟ ଅସୁସ୍ଥତା ମାମଲା ରିପୋର୍ଟ
ଭୁବନେଶ୍ୱର,୨୧।୪: ଓଡ଼ିଶାରେ ପ୍ରଚଣ୍ଡ ତାତି ବଢ଼ିଚାଲିଥିବା ବେଳେ ରାଜ୍ୟ ସରକାର ୪୯ଟି ତାତି ସମ୍ବନ୍ଧୀୟ ଅସୁସ୍ଥତାର ମାମଲା ରିପୋର୍ଟ କରିଛନ୍ତି। ଯେଉଁଥିରେ ଅନେକ ବ୍ୟକ୍ତିଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ବିବରଣୀ ପ୍ରଦାନ କରି ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ଡ଼ଃ ନୀଳକଣ୍ଠ ମିଶ୍ର କହିଛନ୍ତି…
ଇସ୍ରାଏଲ୍ରେ ଚାକିରି ଦେବା ନାଁରେ ଠକେଇ; ହୋଟେଲରେ ଚାଲିଥିଲା ନକଲି ନିଯୁକ୍ତି ମେଳା
ଭୁବନେଶ୍ୱର,୨୧।୪: କମିଶନରେଟ ପୋଲିସ ଇସ୍ରାଏଲରେ ଚାକିରୀ ଦେବାର ବାହାନାରେ ଅନେକ ଯୁବକଙ୍କୁ ଠକିବା ଅଭିଯୋଗରେ ତିନି ଜଣଙ୍କୁ ଗିରଫ କରିଛି। ଅଭିଯୁକ୍ତମାନଙ୍କୁ ବାବୁଲାହରୀ ଗୌଡ଼, ମହେଶ ରାମଚନ୍ଦ୍ର ଲୋଖଣ୍ଡେ ଏବଂ କିରଣ ଶଶୀକାନ୍ତ ଘୁମ୍ରେ ବୋଲି ଚିହ୍ନଟ କରାଯାଇଛି। ବାବୁଲାହରୀ ଓଡ଼ିଶାର…
ଚଳିତ ବର୍ଷ ପ୍ରଥମ ଥର ପାଇଁ ୪୫ ଟପିଲା ତାତି, ଆଗକୁ ଆହୁରି ବଢିବ
ଭୁବନେଶ୍ୱର,୨୧।୪: ରାଜ୍ୟରେ ଚଳିତବର୍ଷ ପ୍ରଥମ ଥର ପାଇଁ ୪୫ ଟପିଛି ତାତି। ଗତ ଦୁଇଦିନ ହେଲା ଝାରସୁଗୁଡା ରାଜ୍ୟର ଉତପ୍ତ ସହର ପାଲଟିଛି। ଆଜି ଝାରସୁଗୁଡାରେ ସର୍ବୋଚ୍ଚ ତାପମାତ୍ରା ୪୫.୪ ଡିଗ୍ରୀ ରେକର୍ଡ କରାଯାଇଛି। ଆଜି ରେକର୍ଡ ଝାରସୁଗୁଡାରେ ସର୍ବୋଚ୍ଚ ତାପମାତ୍ରା…
ସମ୍ବଲପୁରରେ ୧୪୦୦ ଜଣଙ୍କ ଅଭିଯୋଗ ଶୁଣିଲେ ମୁଖ୍ୟମନ୍ତ୍ରୀ, ୧୮ ଜଣଙ୍କୁ ତୁରନ୍ତ ୧୯ ଲଷ ଟଙ୍କାର ଚିକିତ୍ସା ସହାୟତା
ଭୁବନେଶ୍ୱର,୨୧।୪: ସମୟ ଥିଲା ସକାଳ ୮ ଟା। ଲୋକାରଣ୍ୟ ହୋଇ ଉଠିଥିଲା ସମ୍ବଲପୁର ମହାନଗର ନିଗମ କାର୍ଯ୍ୟାଳୟ ପରିସର। କାରଣ ଲୋକଙ୍କ ମୁଖ୍ୟମନ୍ତ୍ରୀ ଆସିଛନ୍ତି ଲୋକଙ୍କ ସମସ୍ୟା ଓ ଅଭିଯୋଗ ଶୁଣିବା ପାଇଁ । କେବଳ ମୁଖ୍ୟମନ୍ତ୍ରୀ ନୁହନ୍ତି ତାଙ୍କ ସହିତ…
Archives


