ରାଜ୍ୟ

ରାଜା ଚକ୍ରଙ୍କ କଳା ସାମାଜ୍ୟର ଗୁମର ଖୋଲିଲେ କ୍ରାଇମବ୍ରାଞ୍ଚ ଡିଜି, ସହାୟତା ନାଁରେ ଗାଁ ଲୋକଙ୍କୁ ବଣ୍ଟା ହୋଇଛି…

ଭୁବନେଶ୍ୱର,୧୩ା୩: ଇତିମଧ୍ୟରେ ରାଜା ଚକ୍ର ଗିରଫ ହୋଇସାରିଛନ୍ତି। ଗିରଫ ସହ କଳା ସାମ୍ରାଜ୍ୟର ଗୁମର ଖୋଲଛନ୍ତି କ୍ରାଇମବ୍ରାଞ୍ଚ ଡିଜି। ପ୍ରେସ୍‌ମିଟ୍‌ରେ ଶହ ଶହ କୋଟିର ଦୁର୍ନୀତି ଚିଠା ଖୋଲିଛନ୍ତି କ୍ରାଇମବ୍ରାଞ୍ଚ ଡିଜି। ୨୦୧୭ରୁ ମାର୍ଚ୍ଚ ୨୦୨୪ ମଧ୍ୟରେ ୧୮୫ କୋଟି ଟଙ୍କା…

ଭୁବନେଶ୍ୱରରେ ମଡର୍ଣ୍ଣ ମାଛ ମାର୍କେଟକୁ କେନ୍ଦ୍ର ସରକାରଙ୍କ ଅନୁମୋଦନ

ଭୁବନେଶ୍ୱର,୧୩ା୩: ରାଜଧାନୀରେ ୫୦ କୋଟି ଟଙ୍କାର ଏକ ଆଧୁନିକ ମାଛ ବଜାର ସ୍ଥାପନ ପାଇଁ କେନ୍ଦ୍ର ସରକାରଙ୍କ ପକ୍ଷରୁ ପ୍ରକଳ୍ପକୁ ଅନୁମୋଦନ କରାଯାଇଛି। ଭୁବନେଶ୍ୱର ଏମପି ଅପରାଜିତା ଷଢ଼ଙ୍ଗୀ ତାଙ୍କ ଅଫିସିଆଲ୍ ଫେସବୁକ୍ ହ୍ୟାଣ୍ଡେଲରେ ଏହି ସୂଚନା ଦେଇଛନ୍ତି। “ମୁଁ ଏହା…

ତାରାଙ୍କ କଲର୍‌ ଧରିବା ପ୍ରସଙ୍ଗ: ଜୟନାରାୟଣ କହିଲେ, ୨୦୦୧ରେ ମୋତେ ମାରିଥିଲେ, ଏବେ…

ଭୁବନେଶ୍ୱର,୧୩।୩: ଆରମ୍ଭରୁ ବିଧାନସଭାରେ ମୁହାଁମୁହିଁ ହେଲେ ଶାସକ ବିରୋଧୀ। ଗୃହ ମଧ୍ୟଭାଗକୁ ଆସି ବିରୋଧୀ ପ୍ରବଳ ହଟ୍ଟଗୋଳ କଲେ। ଉଭୟ ବିଜେଡି-କଂଗ୍ରେସ ମିଶି ଏମିତି ପ୍ରତିବାଦ କଲେ ଯେ ବାଚସ୍ପତିଙ୍କୁ ଦୁଇ ଦୁଇ ଥର ଗୃହକୁ ମୁଲତବୀ ରଖିବାକୁ ପଡିଥିଲା। ପୋଲାଭରମ…

ଘରେ ଶୋଇଥିବା ବେଳେ ଉପରେ ଖସିପଡ଼ିଲା ଚାଳ, ଜଣଙ୍କ ଜୀବନ ଗଲା

ବଣାଇଁ,୧୩ା୩(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ବଣାଇଁ ଥାନା ଅନ୍ତର୍ଗତ ଦେଉଳହୁଡ଼ି ଗ୍ରାମରେ ଘଟିଛି ଏକ ଅଭାବନୀୟ ଘଟଣା। ଦୀର୍ଘଦିନ ହେବ ଗ୍ରାମର ଜେନା ମୁଣ୍ଡାରୀ ଘର ଖଣ୍ଡେ ପାଇଁ ପ୍ରଶାସନ ନିକଟରେ ଗୁହାରି କରି ନୟାନ୍ତ ହେବା ପରେ କିଛି ଖୁଣ୍ଟ…

ଆଜି ବି ଗାନ୍ଧୀ ମୂର୍ତ୍ତି ତଳେ ଧାରଣାରେ ବସିଲେ କଂଗ୍ରେସ ସଦସ୍ୟ

ଭୁବନେଶ୍ୱର,୧୩ା୩: କଂଗ୍ରେସ ସଦସ୍ୟ ବିଧାନସଭା ବୟକଟ କରି ଗୁରୁବାର ପୁଣି ବିଧାନସଭା ପରିସରରେ ଥିବା ଗାନ୍ଧୀ ମୂର୍ତ୍ତି ତଳେ ଧାରଣାରେ ବସିଛନ୍ତି। କଂଗ୍ରେସ ସଦସ୍ୟମାନେ ଆଜି ବି ପ୍ରଶ୍ନକାଳରେ ସାମିଲ ହୋଇନାହାନ୍ତି। କଳାପଟି ବାନ୍ଧି ଧାରଣାରେ ବସିଛନ୍ତି । ଏଥିରେ ସାମିଲ…

ରାଜା ଚକ୍ରଙ୍କୁ ଗିରଫ କଲା କ୍ରାଇମବ୍ରାଞ୍ଚ ଇଓଡବ୍ଲ୍ୟୁ

ଭୁବନେଶ୍ୱର,୧୩ା୩: ବିଜେଡି ନେତା ରାଜା ଚକ୍ରଙ୍କୁ ଗିରଫ କରିଛି କ୍ରାଇମବ୍ରାଞ୍ଚ ଇଓଡବ୍ଲ୍ୟୁ। ଗନ୍ଧମାର୍ଦ୍ଦନ ଖଣି ଲୋଡିଂ ଏଜେନ୍ସି ଦୁର୍ନୀତି ମାମଲାରେ ରାଜା ଗିରଫ ହୋଇଥିବା ଗୁରୁବାର ପ୍ରେସମିଟ୍‌ରେ ସୂଚନା ଦେଇଛନ୍ତି କ୍ରାଇମବ୍ରାଞ୍ଚ ଡିଜି। ୧୮୫ କୋଟି ଟଙ୍କାର ବଡ଼ ଘୋଟାଲାରେ ରାଜା…

ଅସ୍ଥାୟୀ କର୍ମଚାରୀଙ୍କ ଦରମା ପ୍ରାୟ ୨୫% ବୃଦ୍ଧି

ଭୁବନେଶ୍ୱର,୧୩ା୩ (ରବିନାରାୟଣ ଜେନା)ରାଜ୍ୟ ସରକାରଙ୍କ ପକ୍ଷରୁ ବୁଧବାର ଅସ୍ଥାୟୀ କର୍ମଚାରୀଙ୍କ ଭବିଷ୍ୟତକୁ ଦୃଷ୍ଟିରେ ରଖି ସେମାନଙ୍କ ପାରିଶ୍ରମିକ ବୃଦ୍ଧି କରାଯାଇଛି। ଏ ସଂକ୍ରାନ୍ତରେ ଅର୍ଥ ବିଭାଗ ପକ୍ଷରୁ ଏକ ସଂକଳ୍ପ ଜାରି ହୋଇଛି। ଏଥିରେ ଅର୍ଥ ବିଭାଗ ପ୍ରମୁଖ ଶାସନ ସଚିବ…

୧ରୁ ରାଜ୍ୟରେ ଆୟୁଷ୍ମାନ୍‌ ଭାରତ,ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ଶୁଭାରମ୍ଭ

ଭୁବନେଶ୍ୱର, ୧୩ା୩(ସୁନିତ୍‌ ମିଶ୍ର)ରାଜ୍ୟରେ ଆସନ୍ତା ଏପ୍ରିଲ ୧ରୁ କାର୍ଯ୍ୟକାରୀ ହେବ ଆୟୁଷ୍ମାନ୍‌ ଭାରତ-ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ଏବଂ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା। ଏହାସହ ଆୟୁଷ୍ମାନ୍‌ ବୟୋବନ୍ଦନା ଯୋଜନାର ମଧ୍ୟ ସେହିଦିନ ଶୁଭାରମ୍ଭ ହେବ। ବୁଧବାର ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ…

‘ରାଶନ କାର୍ଡ ତାଲିକାରୁ ୨୨,୨୯୩ ବାଦ୍‌’

ଭୁବନେଶ୍ୱର,୧୨ା୩(ରବିନାରାୟଣ ଜେନା): ରାଜ୍ୟରେ ୨୨,୨୯୩ ଅଯୋଗ୍ୟ ରାଶନ କାର୍ଡ ଚିହ୍ନଟ ହୋଇଛି, ଯେଉଁଥିରେ ୮୪ ହଜାର ୭୫୭ ସଦସ୍ୟ ରହିଥିଲେ। ସେମାନଙ୍କୁ ରାଶନ କାର୍ଡ ତାଲିକାରୁ ବାଦ୍‌ ଦିଆଯାଇଛି ବୋଲି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର…

ଚଳିତ ବର୍ଷ ପ୍ରଥମ ଥର ଓଡ଼ିଶାରେ ୪୦ ଡିଗ୍ରୀ ଅତିକ୍ରମ କଲା ତାପମାତ୍ରା

ଭୁବନେଶ୍ୱର,୧୨।୩: ଚଳିତ ବର୍ଷ ପ୍ରଥମ ଥର ପାଇଁ ଓଡ଼ିଶାରେ ତାପମାତ୍ରା ୪୦ ଡିଗ୍ରୀ ସେଲସିୟସ ଅତିକ୍ରମ କରିଛି। ବୌଦ୍ଧ ୪୦.୫ ଡିଗ୍ରୀ ସେଲସିୟସରେ ଫୁଟିଛି। ଭାରତୀୟ ପାଣିପାଗ ବିଭାଗ (IMD) ପକ୍ଷରୁ ଏହି ସୂଚନା ମିଳିଛି। ଆଇଏମଡିର ତଥ୍ୟ ଅନୁଯାୟୀ ବୁଧବାର…

ଭୁବନେଶ୍ବରରରେ ଦୂର ହେବ ଟ୍ରାଫିକ୍ ସମସ୍ୟା: ପଳାଶୁଣୀର ଗଙ୍ଗୁଆ ନାଳ ଉପରେ ହେବ ୬ ଲେନ୍ ରାସ୍ତା

ଭୁବନେଶ୍ୱର,୧୨।୩: ଭୁବନେଶ୍ୱରରେ ସଡ଼କ ଭିତ୍ତିଭୂମି ପ୍ରକଳ୍ପକୁ ଏକ ପ୍ରମୁଖ ପ୍ରୋତ୍ସାହନ ସ୍ୱରୂପ, କେନ୍ଦ୍ର ସରକାର ସ୍ମାର୍ଟ ସିଟିରେ ଟ୍ରାଫିକ୍ ଜାମ୍ ସମସ୍ୟାକୁ ହ୍ରାସ କରିବା ପାଇଁ ଗଙ୍ଗୁଆ ନାଳର ପଳାସୁଣିରେ ଥିବା ସେତୁକୁ ଛଅ ଲେନ୍ ବିଶିଷ୍ଟ କରିବା ପାଇଁ ଅନୁମୋଦନ…

ବ୍ୟବସାୟ ବିକାଶ ବୃଦ୍ଧି କରିବା ପାଇଁ ସହର ଯୋଜନା ନିୟମ ସଂଶୋଧନ କଲେ ଓଡ଼ିଶା ସରକାର

ଭୁବନେଶ୍ୱର,୧୨।୩: ଇଜ୍‌ ଅଫ୍‌ ଡୁଇଙ୍ଗ ବିଜନେସ(ବ୍ୟବସାୟ କରିବାର ସହଜତା)କୁ ବୃଦ୍ଧି କରିବା ପାଇଁ, ଓଡ଼ିଶା ସରକାର ଓଡ଼ିଶା ସହର ଯୋଜନା ଏବଂ ଉନ୍ନତି ଟ୍ରଷ୍ଟ (ଯୋଜନା ଏବଂ ନିର୍ମାଣ ମାନକ) ନିୟମ, ୨୦୨୧ ଏବଂ ଓଡ଼ିଶା ବିକାଶ କର୍ତ୍ତୃପକ୍ଷ (ଯୋଜନା ଏବଂ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri