Odisha Elections 2024

ରାଜ୍ୟ

କଟକ ଏସ୍‌ସିବିରେ ଉତ୍ତେଜନା: ଅକ୍ସିଜେନ ଅଭାବରୁ ରୋଗୀଙ୍କ ମୃତ୍ୟୁ ଅଭିଯୋଗ

କଟକ ଅଫିସ୍‌,୨୪।୧: କଟକ ବଡ଼ ମେଡିକାଲରେ ମଙ୍ଗଳବାର ଉତ୍ତେଜନା ଦେଖାଦେଇଛି। ଅକ୍ସିଜେନ ଅଭାବରୁ ଜଣେ ରୋଗୀଙ୍କ ମୃତ୍ୟୁ ଘଟିଥିବା ପରିବାର ଲୋକେ ଅଭିଯୋଗ ଆଣିଛନ୍ତି। ମୃତକ ହେଲେ ବାଲେଶ୍ୱର ଜିଲାର ଭାଗବତ ମହାନ୍ତି । ସୂଚନାଯୋଗ୍ୟ, ଭାଗବତଙ୍କ ଶ୍ୱାସଜନିତ ସମସ୍ୟା...

ସାଧାରଣତନ୍ତ୍ର ଦିବସ ପାଇଁ ଗାନ୍ଧୀମାର୍ଗରେ ଫୁଲଡ୍ରେସ୍‌ ରିହର୍ସାଲ୍‌

ଭୁବନେଶ୍ବର,୨୪।୧(ବ୍ୟୁରୋ): ସାଧାରଣତନ୍ତ୍ର ଦିବସ ପାଇଁ ମଙ୍ଗଳବାର ଗାନ୍ଧୀମାର୍ଗରେ ଫୁଲଡ୍ରେସ୍‌ ରିହର୍ସାଲ୍‌ ହୋଇଛି। କୋଭିଡ କଟକଣା ପରେ ଏଥର ୪୩ରୁ ଉଦ୍ଧର୍‌ବ ଟ୍ରୁପ ଭାଗ ନେବେ। ପୋଲିସ, ସଶସ୍ତ୍ର ବାହିନୀ, କମାଣ୍ଡୋ, ଆନ୍ଧ୍ର ପୋଲିସର ଗୋଟିଏ ଟ୍ରୁପ, ସିଭିଲିଆନଙ୍କ ଅଂଶ ଗ୍ରହଣ...

କୋର୍ଟରେ ହାଜର ହେବେ ଅର୍ଚ୍ଚନା-ଜଗବନ୍ଧୁ

ଭୁବନେଶ୍ୱର,୨୪।୧(ବ୍ୟୁରୋ): ବହୁ ଚର୍ଚ୍ଚିତ ମହିଳା ବ୍ଲାକ୍‌ମେଲର ଅର୍ଚ୍ଚନା ନାଗ ଏବଂ ସ୍ବାମୀ ଜଗବନ୍ଧୁ ଚାନ୍ଦ ମଙ୍ଗଳବାର ଖୋର୍ଦ୍ଧା ଜିଲା ଓ ଦୌରା ଜଜ୍‌ଙ୍କ କୋର୍ଟରେ ହାଜର ହେବେ। ଏଥିସହିତ ସହଯୋଗୀ ଶ୍ରଦ୍ଧାଞ୍ଜଳି ବେହେରା ଏବଂ ଖଗେଶ୍ୱରଙ୍କୁ କୋର୍ଟରେ ହାଜର ହେବାକୁ...

ଆନ୍ଦୋଳନ ଚେତାବନୀ ଦେଲା ଭାଜପା

ଭୁବନେଶ୍ୱର,୨୪ା୧(ବ୍ୟୁରୋ):ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ବାସଗୃହ ବଣ୍ଟନକୁ ନେଇ ଭାଜପା ରାଜ୍ୟ ସରକାରଙ୍କୁ ଟାର୍ଗେଟ୍‌ କରିଛି। ମଙ୍ଗଳବାର ଅଭିଯୋଗ ଦାଖଲର ଶେଷଦିନ ଧାର୍ଯ୍ୟ କରାଯାଇଛି ା ଅଯୋଗ୍ୟଙ୍କୁ କାଟି ଯୋଗ୍ୟଙ୍କୁ ତାଲିକାରେ ରାଜ୍ୟ ସରକାର ସାମିଲ କରନ୍ତୁ। ଏ ନେଇ ଆସନ୍ତା...

ଆରମ୍ଭ ହେଲା ଇଣ୍ଡିଆନ ଫିଲ୍ମ ଫେଷ୍ଟିଭାଲ ଭୁବନେଶ୍ୱର

ଭୁବନେଶ୍ୱର,୨୪।୧(ବ୍ୟୁରୋ):ଇଣ୍ଡିଆନ ଫିଲ୍ମ ଫେଷ୍ଟିଭାଲ ଭୁବନେଶ୍ୱର (ଆଇଏଫ୍‌ଏଫ୍‌ବି)ର ଦ୍ୱାଦଶ ସଂସ୍କରଣ ସୋମବାରଠାରୁ ଓଡ଼ିଶୀ ରିସର୍ଚ୍ଚ ସେଣ୍ଟରଠାରେ ଆରମ୍ଭ ହୋଇଛି। ୨୯ ତାରିଖ ପର୍ଯ୍ୟନ୍ତ ସପ୍ତାହବ୍ୟାପୀ ଚାଲିବାକୁ ଥିବା ଏହି ଉତ୍ସବରେ ଗୋଟିଏ ଛାତ ତଳେ ବିଭିନ୍ନ ରାଜ୍ୟର ସ୍ବତନ୍ତ୍ର ଚଳଚ୍ଚିତ୍ର ପ୍ରଦର୍ଶିତ...

ଆଜିଠାରୁ ଟାଙ୍ଗୀ, ଚନ୍ଦକାକୁ ଗଡିବ ‘ମୋ ବସ୍‌’

ଭୁବନେଶ୍ୱର, ୨୪।୧ (ବ୍ୟୁରୋ):କଟକ ଟାଙ୍ଗୀ ଓ ଚନ୍ଦକାକୁ ଗଡିବ ‘ମୋ ବସ୍‌’। ଏହି ଅଞ୍ଚଳରେ ମୋ ବସ୍‌ ଚଳାଚଳ ଲାଗି ଦୀର୍ଘଦିନରୁ ଲୋକେ ଦାବି କରି ଆସୁଥିବାବେଳେ କ୍ରୁଟ୍‌ ପକ୍ଷରୁ ଏଥିପାଇଁ ଦୁଇଟି ନୂଆ ରୁଟ୍‌ର ଶୁଭାରମ୍ଭ କରାଯାଇଛି। ମଙ୍ଗଳବାରଠାରୁ...

ନଚାଇଲା ଫ୍ୟୁଜନ ଟ୍ରାକ୍‌

ସନ୍ଧ୍ୟା ହେଉ ହେଉ ପ୍ରଦର୍ଶନୀ ପଡ଼ିଆକୁ ଛୁଟିଥିଲା ଲୋକଙ୍କ ସୁଅ। ‘ମୁଁ ଖାଣ୍ଟି ଓଡ଼ିଆ ଝିଅ’ରୁ ଆରମ୍ଭ ହୋଇଥିଲା ଡଟ୍‌ ଫେଷ୍ଟର ୯ମ ଦିନ। ହିନ୍ଦୀ ଗୀତ ‘ପରମ ସୁନ୍ଦରୀ’ ରାଜଧାନୀବାସୀଙ୍କୁ ଶେଷ ମନୋରଞ୍ଜନ ଭେଟି ଦେଇଥିଲା। ହଜାର ହଜାର...

ପୁରୁଣା ଦୋକାନୀଙ୍କୁ ଅଗ୍ରାଧିକାର ଦିଆଯିବ

ଭୁବନେଶ୍ୱର, ୨୪।୧ (ବ୍ୟୁରୋ):ଆସନ୍ତା ୨୮ ତାରିଖରୁ ପ୍ରସିଦ୍ଧ ଖଣ୍ଡଗିରି କୁମ୍ଭମେଳା ଆରମ୍ଭ ହେବ। ଦିନ ପାଖେଇ ଆସୁଥିବାବେଳେ ପ୍ରସ୍ତୁତି ଓ ଆୟୋଜନ ଜୋର୍‌ସୋରରେ ଚାଲିଛି। ବିଶେଷକରି ମେଳାକୁ କିପରି ସୁବ୍ୟବସ୍ଥିତ କରାଯିବ ସେ ନେଇ ବିଏମ୍‌ସି ପକ୍ଷରୁ ତତ୍ପରତା ପ୍ରକାଶ...

ଏବେବି ରାଜଧାନୀ ରାସ୍ତାରେ ଗୋରୁ

ଭୁବନେଶ୍ୱର, ୨୪।୧ (ବ୍ୟୁରୋ):ରାଜଧାନୀ ଭୁବନେଶ୍ୱରର ଗଳିକନ୍ଦିଠାରୁ ଆରମ୍ଭ କରି ମୁଖ୍ୟ ରାସ୍ତାରେ ଗୋରୁମାନେ ଅବାଧରେ ବିଚରଣ କରୁଛନ୍ତି। ରାସ୍ତାରେ ମଳତ୍ୟାଗ କରିବା ସହ ଅଳିଆ ଆବର୍ଜନାରୁ ଖାଦ୍ୟ ସଂଗ୍ରହବେଳେ ଏଣେତେଣେ ଫିଙ୍ଗାଫୋପଡ଼ା କରୁଥିବାରୁ ସହରର ସୌନ୍ଦର୍ଯ୍ୟ ନଷ୍ଟ ହେଉଛି। ଟ୍ରାଫିକ୍‌...

ହକି ଟିକେଟ କଳାବଜାର, ଆଉ ୪ ଗିରଫ

ଭୁବନେଶ୍ୱର,୨୪।୧(ବ୍ୟୁରୋ):ହକି ଟିକେଟ କଳାବଜାର କରୁଥିବା ଆଉଏକ ର଼୍ୟାକେଟ ଧରାପଡିଛି। ଗ୍ରାହକ ବେଶରେ ଟିକେଟ କିଣିବାକୁ ଯାଇ ନୟାପଲ୍ଲୀ ଥାନା ପୋଲିସ ସମ୍ପୃକ୍ତ ୪ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେମାନେ ହେଲେ କଟକର ସୁବାସ ପ୍ରଧାନ, ପଶ୍ଚିମବଙ୍ଗର ପ୍ରସନ୍ନଜିତ ସିତ୍‌, ମଧ୍ୟପ୍ରଦେଶର...

ଓଏସ୍‌ଡିଏମ୍‌ଏକୁ ମିଳିବ ସୁଭାଷ ବୋଷ ଆପଦ ପ୍ରବନ୍ଧନ ପୁରସ୍କାର

ଭୁବନେଶ୍ୱର,୨୪ା୧(ବ୍ୟୁରୋ):ପ୍ରାକୃତିକ ବିପର୍ଯ୍ୟୟ ଓ ପରିଚାଳନା କ୍ଷେତ୍ରରେ ଉଲ୍ଲେଖନୀୟ କାର୍ଯ୍ୟ ପାଇଁ ଓଡ଼ିଶା ବିପର୍ଯ୍ୟୟ ପ୍ରଶମନ କର୍ତ୍ତୃପକ୍ଷ (ଓଏସ୍‌ଡିଏମ୍‌ଏ)କୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ସୁଭାଷ ଚନ୍ଦ୍ର ବୋଷ୍‌ ଆପଦ ପ୍ରବନ୍ଧନ ପୁରସ୍କାର-୨୦୨୩ ପ୍ରଦାନ କରାଯିବ। ବିପର୍ଯ୍ୟୟ ବେଳେ ଉତ୍ସର୍ଗୀକୃତ ଅବଦାନ ପାଇଁ...

ପୋଲିସ କମିଶନ ନେଉଛି: ମନ୍ତ୍ରୀ

ଭୁବନେଶ୍ୱର,୨୪।୧(ବ୍ୟୁରୋ):ରାଜ୍ୟରେ କେତେକ ଘଟଣାରେ ପୋଲିସ ଏବଂ ଓକିଲମାନେ ଏସ୍‌ସି/ଏସ୍‌ଟି ମାମଲାଗୁଡ଼ିକରେ କମିଶନ ନେଉଛନ୍ତି। ସୋମବାର ସ୍ଥାନୀୟ ରୋଟାରୀ ଭବନରେ ଆଇନ ସେବା ସଂସ୍ଥା କ୍ଲାପ୍‌ ପକ୍ଷରୁ ଆୟୋଜିତ ପୀଡ଼ିତାଙ୍କୁ କ୍ଷତିପୂରଣ ପ୍ରଦାନ ସମ୍ପର୍କିତ ଏକ କାର୍ଯ୍ୟକ୍ରମରେ ଯୋଗଦେଇ ରାଜ୍ୟ ଗୃହ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri