ଶେଷରେ ଏମିତି କହିଦେଲେ ନିଶିକାନ୍ତ ଦୁବେ: ଯଦି ବାଧିଥାଏ…
ଭୁବନେଶ୍ୱର, ୨।୪(ସୁନିତ୍ ମିଶ୍ର):ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ବାବଦରେ ଭାଜପା ଏମ୍ପି ନିଶିକାନ୍ତ ଦୁବେ ଦେଇଥିବା ବିବାଦୀୟ ବୟାନକୁ ନେଇ ରାଜନୀତି ଥମିବାର ନାଁ ଧରୁନାହିଁ। ସବୁଆଡୁ ସମାଲୋଚନାର ଶିକାର ହେବାପରେ ନିଶିକାନ୍ତ ଆଉ ଏକ ବିବୃତି ବୁଧବାର ଦେଇଛନ୍ତି। ସେ…
ବିଜୁବାବୁଙ୍କ ପ୍ରତି ଅଶାଳୀନ ମନ୍ତବ୍ୟର ପ୍ରତିବାଦ, ଏମ୍ପି ନିଶିକାନ୍ତ ଦୁବେଙ୍କ କୁଶପୁତ୍ତଳିକା ଦାହ କରି…
ଦେବଗଡ଼,୨ା୪(ଶଶାଙ୍କ ଶେଖର ଝାଙ୍କର): ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ପ୍ରତି ଭାଜପା ଏମ୍ପି ନିଶିକାନ୍ତ ଦୁବେ ଦେଇଥିବା ଅପମାନ ଜନକ ମନ୍ତବ୍ୟକୁ ଦେବଗଡ଼ ଜିଲା ବିଜେଡି ପକ୍ଷରୁ ଦୃଢ଼ ନିନ୍ଦା କରାଯାଇଛି। ଏଥିସହ ଏହାର ପ୍ରତିବାଦରେ ଜିଲା ବିଜେଡି ପକ୍ଷରୁ ନିଶିକାନ୍ତ ଦୁବେଙ୍କ…
ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ
ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି ହୋଇଛି। ସ୍ଥାନୀୟ ଜିଲା ସଂସ୍କୃତି ଭବନରେ ଚାଲିଥିବା ସରକାରୀ ଓଡ଼ିଶା ଦିବସ ସମାରୋହକୁ…
ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…
ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩ ବର୍ଷର ନାବାଳିକାକୁ ଜଣେ ବ୍ୟକ୍ତି ବଳାତ୍କାର କରିବା ସହ ଗର୍ଭବତୀ କରିଥିବା ନେଇ…
ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ
ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ ନିଯୁକ୍ତ କରିଛନ୍ତି । ଏନେଇ ବିଧିବଦ୍ଧ ଭାବେ ରାଜ୍ୟ ସରକାର ଏକ ପ୍ରେସ…
ଓଡ଼ିଆ ଭାଷା ସାହିତ୍ୟ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ଉତ୍କଳ ଦିବସ-୨୦୨୬ ପାଳିତ
ଦାରିଙ୍ଗବାଡି,୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଜାଗୃତି ସଭାଗୃହ ପରିସରରେ ଉତ୍କଳ ଦିବସ-୨୦୨୬ ପାଳିତ ହୋଇଯାଇଛି । ବରିଷ୍ଠ ଶିକ୍ଷକ ପ୍ରଶାନ୍ତ କୁମାର ସାହୁଙ୍କ ସଂଯୋଜନାରେ ହୋଇଥିବା କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥିଭାବେ ବିଡ଼ିଓ ପ୍ରୀତିରଞ୍ଜନ ରଥ ଯୋଗ ଦେଇଥିବା ବେଳେ ଅନ୍ୟତମ…
ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ
ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର ବନ ବିଭାଗ ଏବଂ ସ୍ଥାନୀୟ ପ୍ରଶାସନକୁ ଅବଗତ କରାଇଥିଲେ ସୁଦ୍ଧା ଆଜି ପର୍ଯ୍ୟନ୍ତ…
କୋଟିଆ ସୀମାନ୍ତବାସୀଙ୍କୁ ନେଇ ୯୦ ତମ ଓଡ଼ିଶା ଦିବସ ପାଳନ କଲା ଜିଲା ପ୍ରଶାସନ
ପଟ୍ଟାଙ୍ଗି,୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା ଦୁଇ ରାଜ୍ୟର ବିବାଦୀୟ କୋଟିଆ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଜିଲା ପ୍ରଶାସନ ପକ୍ଷରୁ ୯୦ ତମ ଓଡିଶା ଦିବସ ପାଳନ ହୋଇଯାଇଛି । ଏହି ସମୟରେ ଜିଲା ସୂଚନା…
ଚଣ୍ଡିପଦର ରୁଟରେ ଚାଲୁଥିବା ବସକୁ ନେଇ ଚିନ୍ତାରେ ସଂଘ, ସମସ୍ୟା ଭୋଗୁଛନ୍ତି ଗ୍ରାମବାସୀ
ପୁରଷୋତ୍ତମପୁର,୧।୪(ସବିତା ମିଶ୍ର): ଗଞ୍ଜମ ଜିଲା ପୁରୁଷୋତ୍ତମପୁର ମା କନକେଶ୍ବରୀ ଘରୋଇ ବସମାଲିକ ସଂଘ ପକ୍ଷରୁ ଏକ ବୈଠକ ଅନୁଷ୍ଠିତ ହୋଇଛି । ସଭାପତି ସନ୍ତୋଷକୁମାର ପତିଙ୍କ ପୌରହିତ୍ଯରେ ବୁଧବାର ତାରାତାରିଣୀରୋ ହୋଇଥିଲା । ଏଥିରେ ମୁଖ୍ୟକରି ବ୍ରହ୍ମପୁର ବସଷ୍ଟାଣ୍ଡ ଗତମାସ ୬…
ଛେଚିଲା କୁଆପଥର ବର୍ଷା, ପବନରେ ଗଛ ଭାଙ୍ଗି ନଷ୍ଟ ହେଲା ଏକାଧିକ ଗାଡ଼ି
ନନ୍ଦପୁର,୧ା୪(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ ବୁଧବାର ପବନ ସହ କୁଆପଥର ବର୍ଷା ହୋଇଛି। ଯାହାର ପ୍ରଭାବରେ ନନ୍ଦପୁର ବ୍ଲକ ସଦର ମହକୁମା ସ୍ଥିତ ବୁଧବାର ସାପ୍ତାହିକ ହାଟ ମଝିରେ ଏକ ବିରାଟ ଆମ୍ବଗଛ ଭାଙ୍ଗି ପିଣ୍ଡି ଉପରେ…
ନଦୀରେ ଗାଧୋଉଥିବାବେଳେ ଆକ୍ରମଣ କଲା କୁମ୍ଭୀର, ଆଉ ତା’ ପରେ…
କଳିଙ୍ଗନଗର,୧ା୪(ଶୁଭାଶିଷ ରାଉତ): ଯୋକଡିଆ ପାଟିଆ ନଈରେ କୁମ୍ଭୀର ଆକ୍ରମଣରେ ଜଣେ ଶ୍ରମଜୀବୀ ଗୁରୁତର ଆହତ ହୋଇଛନ୍ତି। ସୌଭାଗ୍ୟ କ୍ରମେ ଅଳ୍ପକେ ବର୍ତ୍ତିଯାଇଛି ତାଙ୍କ ଜୀବନ। ଯାଜପୁର ଜିଲା ରସୁଲପୁର ବ୍ଲକ କୁଜିବର ନିକଟରେ ଏହି ଘଟଣା ଘଟିଛି। ଆହତ ବ୍ୟକ୍ତି ଜଣକ…
ANM ସ୍ତ୍ରୀଙ୍କୁ ମାରି ନିଆଁ ଲଗାଇବା ବେଳେ ନିଜେ ଜଳିଯାଇଥିଲେ, ଅର୍ଦ୍ଧଦଗ୍ଧ ସ୍ବାମୀରବି ହେଲା ମୃତ୍ୟୁ
ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ଥାନା ବନ୍ଧପଡା ଫାଣ୍ଡି ଅନ୍ତର୍ଗତ ରାମଚନ୍ଦ୍ରପୁର ଉପସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ମହିଳା ଏଏନଏମ ଦମୟନ୍ତୀ ବାରିକ (୫୬)ଙ୍କ ମୃତ୍ୟୁ ଘଟଣା । ଚିକିତ୍ସାଧୀନ ଅବସ୍ଥାରେ ବର୍ତ୍ତମାନ ତାଙ୍କ ସ୍ବାମୀଙ୍କର ମଧ୍ୟ ମୃତ୍ୟୁ ହୋଇଛି ।…
Archives


