ବଜ୍ରପାତରେ ଦୁଇ ପରିବାରର ଚାଲିଗଲା ୨ ଜୀବନ
ବଞ୍ଚୋ/ଆନନ୍ଦପୁର,,୧୬ା୯(ପ୍ରଦୋଷ ବିଶ୍ୱାଳ/ ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଅଞ୍ଚଳରେ ବୁଧବାର ବଜ୍ରପାତ ଘଟି ଦୁଇ ଜଣଙ୍କ ମୃତ୍ୟୁ ଘଟିଛି। ଅଚାନକ ବଜ୍ରପାତରେ ଦୁଇଟି ପରିବାରର ଦୁଇ ଜଣଙ୍କ ଜୀବନ ଚାଲିଯିବା ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଶୋକର…
ମୂର୍ତ୍ତି ବିସର୍ଜନବେଳେ ପୋଖରୀରେ ବୁଡ଼ି ଛାତ୍ରଙ୍କ ଜୀବନ ଗଲା, ଗାଁରେ ଶୋକାକୁଳ ପରିବେଶ
ଦିଗପହଣ୍ଡି,୧୬ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୋଟିନଡ଼ା ପଞ୍ଚାୟତ ସିଦ୍ଧଖଣ୍ଡି ଗାଁ ସ୍କୁଲରେ ୮ମ ଶ୍ରେଣୀରେ ପଢୁଥିବା ମରମ ଜେନାଙ୍କ ପୁଅ ସୀତାଂଶୁ (୧୩)ଙ୍କ ବୁଧବାର ସକାଳେ ଗାଁ ପୋଖରୀରେ ବୁଡ଼ିଯାଇ ମୃତ୍ୟୁ ଘଟିଛି। ସୀତାଂଶୁ ତାଙ୍କ ଗାଁର…
ଅଳିଆଗଦାରେ ପୂରିଛି ସିମନବାଡ଼ି, ଯାତାୟାତବେଳେ ନାକ ଟେକୁଛନ୍ତି ପର୍ଯ୍ୟଟକ, ମାସିକ ବୈଠକରେ…
ଦାରିଙ୍ଗବାଡ଼ି,୧୬ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକର ଅନ୍ୟତମ ପର୍ଯ୍ୟଟକଙ୍କ ଯାତାୟାତ ସ୍ଥାନ ସିମନବାଡ଼ି ପଞ୍ଚାୟତ ଅଞ୍ଚଳ ଏବେ କୁଢ଼କୁଢ଼ ଅଳିଆ ଗଦାରେ ପୁତ୍ତିମୟ ଗନ୍ଧରେ ନାକ ଫାଟୁଛି। ପ୍ରକାଶ ଯେ, ସିମନବାଡ଼ିର ଏସ୍ବିଆଇ ଶାଖା ସମ୍ମୁଖ ଏବଂ ଜନଜାତି ହାଟ…
ପାରିବାରିକ କଳହର କରୁଣ ପରିଣତି, ସ୍ବାମୀଙ୍କ ମାଡ଼ରେ ସ୍ତ୍ରୀଙ୍କ ଜୀବନ ଗଲା, ଘରେ ପଡ଼ିଛି…
ଚାନ୍ଦବାଲି,୧୬ା୯(କିଷାନ ପାତ୍ର): ଏମିତି ଏକ ଦୁଃଖଦ ଘଟଣାକୁ ନେଇ ଚାନ୍ଦବାଲି ଅଞ୍ଚଳରେ ଚାଞ୍ଚଲ୍ୟ ଦେଖାଦେଇଛି। ଭଦ୍ରକ ଜିଲା ଚାନ୍ଦବାଲି ଥାନା ଅଧୀନ ପାଇକିରାପୁର ଗ୍ରାମରେ ପାରିବାରିକ କଳହକୁ କେନ୍ଦ୍ର କରି ଜଣେ ମହିଳାଙ୍କ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ମୃତକ ହେଲେ…
U-15ରେ ଓଡ଼ିଶା ପାଇଁ ଖେଳିବେ ଗୁଡ଼ାରି ଝିଅ ଆୟୁଷା
ଗୁଡ଼ାରି,୧୬ା୯(ପ୍ରମୋଦ କୁମାର ପତି): ୧୫ ବର୍ଷରୁ କମ୍ କ୍ରିକେଟ୍ରେ ଓଡ଼ିଶା ପାଇଁ ଖେଳିବାର ସୁଯୋଗ ପାଇଛନ୍ତି ରାୟଗଡ଼ା ଜିଲା ଗୁଡ଼ାରି ଝିଅ ଆୟୁଷା ମିଶ୍ର। ଏ ନେଇ ଓସିଏ ପକ୍ଷରୁ ସୂଚନା ମିଳିଛି ଏବଂ ଆସନ୍ତା ୧୯ରେ ବଲାଙ୍ଗୀର ହେବାକୁ ଥିବା…
ନନ୍ଦନକାନନରେ ୫ ଓରାଙ୍ଗଉଟାନଙ୍କ ସ୍ୱାସ୍ଥ୍ୟାବସ୍ଥା ଯାଞ୍ଚ: ମହୀଶୂର ଚିଡ଼ିଆଖାନାର ୨ ବିଶେଷଜ୍ଞ…
ଭୁବନେଶ୍ୱର, ୧୬।୯: ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ରଖାଯାଇଥିବା ୫ ଓରାଙ୍ଗଉଟାନଙ୍କ ଯତ୍ନ ଓ ସ୍ୱାସ୍ଥ୍ୟାବସ୍ଥା ଯାଞ୍ଚ କରାଯାଉଛି। ଏଥିପାଇଁ ମହୀଶୂର ଚିଡ଼ିଆଖାନାର ୨ ଜଣ ବିଶେଷଜ୍ଞ ନନ୍ଦନକାନନରେ ପହଞ୍ଚି ସେମାନଙ୍କ ସ୍ୱାସ୍ଥ୍ୟ ପରୀକ୍ଷା କରୁଛନ୍ତି। ଏହି ସ୍ୱାସ୍ଥ୍ୟ ଯାଞ୍ଚ ପ୍ରକ୍ରିୟାରେ ଓଡ଼ିଶା…
ଅଭିନେତ୍ରୀଙ୍କୁ ଏକତରଫା ପ୍ରେମ କରୁଥିଲେ ସହନିର୍ଦ୍ଦେଶକ,ଜଣାପଡ଼ିବା ପରେ ଘଟିଲା…
ଭୁବନେଶ୍ୱର,୧୬।୯ (ପ୍ରସନଜିତ ସାହୁ):ଧାରାବାହିକ ଅଭିନେତ୍ରୀଙ୍କୁ ଏକତରଫା ପ୍ରେମ କରି ତାଙ୍କ ଫଟୋ ଭାଇରାଲ ଘଟଣା ସାମ୍ନାକୁ ଆସିଛି। ଏନେଇ ସମ୍ପୃକ୍ତ ଅଭିନେତ୍ରୀ ଥାନାରେ ଅଭିଯୋଗ କରିବା ପରେ ମଙ୍ଗଳବାର ମହିଳା ଥାନା ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେ ହେଲେ ଉତ୍ତରପ୍ରଦେଶ…
୬ଥର ପାଇଁ ଦାରା ସିଂଙ୍କ ମୁକ୍ତି ଆବେଦନ ଖାରଜ
ଭୁବନେଶ୍ୱର,୧୬ା୯(ସୁନିତ୍ ମିଶ୍ର): ଗ୍ରାହାମ୍ ଷ୍ଟେନ୍ସ ଏବଂ ତାଙ୍କ ୨ପୁଅ ହତ୍ୟା ଘଟଣାର ମୁଖ୍ୟ ଅଭିଯୁକ୍ତ ଦାରା ସିଂଙ୍କୁ ଜେଲରୁ ମୁକ୍ତି ଦେବାକୁ କରାଯାଇଥିବା କ୍ଷମା ପ୍ରାର୍ଥନା ଉପରେ ରାଜ୍ୟ ସରକାରଙ୍କୁ ନିଷ୍ପତ୍ତି ନେବାକୁ ସର୍ବୋଚ୍ଚ ନ୍ୟାୟାଳୟ ପୂର୍ବରୁ ଏକାଧିକ ବାର ନିର୍ଦ୍ଦେଶ…
ଡିଜିପି ଚୟନ: ଆଜି ସୁପ୍ରିମକୋର୍ଟରେ ଶୁଣାଣି
ଭୁବନେଶ୍ୱର, ୧୬।୯(ସୁନିତ୍ ମିଶ୍ର): ଓଡ଼ିଶାର ଡିଜିପି ଚୟନ ନେଇ ବୁଧବାର ସୁପ୍ରିମକୋର୍ଟରେ ଶୁଣାଣି ହେବ। ପ୍ରଧାନ ବିଚାରପତି ସୂର୍ଯ୍ୟ କାନ୍ତ, ବିଚାରପତି ଜୟମାଲ୍ୟ ବାଗ୍ଚୀ ଏବଂ ଭି.ମୋହନଙ୍କ ଅଧ୍ୟକ୍ଷତାରେ ଗଠିତ ୩ ଜଣିଆ ଖଣ୍ଡପୀଠ ଏହା ଉପରେ ଶୁଣାଣି କରିବେ। ରାଜ୍ୟ…
ଆଜିଠୁ ୨୨ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଝଡ଼ବର୍ଷା!ଏହି ସବୁ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କଲା…
ଭୁବନେଶ୍ୱର, ୧୬ା୯ (ବନ୍ଦନା ସେଠୀ): ରାଜ୍ୟରେ କିଛିଦିନ ହେବ ପ୍ରବଳ ଗରମ ଓ ଗୁଳୁଗୁଳି ଅନୁଭୂତ ହେଉଛି। ଖରାଦିନ ଭଳି ସକାଳୁ ଟାଇଁ ଟାଇଁ ଖରା ସାଧାରଣ ଜୀବନଯାତ୍ରାକୁ ପ୍ରଭାବିତ କରୁଛି। ମଙ୍ଗଳବାର ରାଜ୍ୟର ୨୪ଟି ସହରର ତାପମାତ୍ରା ୩୩ ଡିଗ୍ରୀ…
ବିତ୍ତୀୟ ନିଅଣ୍ଟ ୨୩,୬୫୦ କୋଟିରୁ ଊର୍ଦ୍ଧ୍ୱ
ଭୁବନେଶ୍ୱର,୧୬।୯ (ରବିନାରାୟଣ ଜେନା): ରାଜ୍ୟର ଆର୍ଥିକ ପରିସ୍ଥିତିରେ ସୁଧାର ଆସୁନାହିଁ। କେନ୍ଦ୍ରୀୟ ଅନୁଦାନ ହାର ବର୍ଷକୁ ବର୍ଷ କମୁଥିବାବେଳେ ରାଜ୍ୟର ନିଜସ୍ବ ଉତ୍ସରୁ କମ୍ ପରିମାଣ ରାଜସ୍ବ ସଂଗ୍ରହ ହେଉଛି। ଫଳରେ ରାଜ୍ୟର ବିତ୍ତୀୟ ନିଅଣ୍ଟ ହାର ୨୩ହଜାର ୬୫୦ କୋଟି…
ଆସାମ, ମିଜୋରାମ, ମହାରାଷ୍ଟ୍ର ଯିବ ଏସ୍ଟିଏଫ୍ ଟିମ୍
ଭୁବନେଶ୍ୱର,୧୬।୯(ତ୍ରିନାଥ ମହାନ୍ତି): ୨୦୨୨ ମସିହାରେ ଆସାମର କାଚାର ଜିଲାରୁ ୨ଟି ଶାବକ ଓରାଙ୍ଗଉଟାନ ଉଦ୍ଧାର ହୋଇଥିଲା। ୨୦୨୩ ଅକ୍ଟୋବରରେ ମିଜୋରାମର ଆଇଜଲ ଜିଲାରୁ ଗୋଟିଏ ଓରାଙ୍ଗଉଟାନ ଉଦ୍ଧାର ହୋଇଥିବାବେଳେ ୨୦୨୪ରେ ମହାରାଷ୍ଟ୍ରର ଠାଣେ ଜିଲାର ଡୋମ୍ବିଭାଲିର ଏକ ଆପାର୍ଟମେଣ୍ଟରୁ ଗୋଟିଏ ଓରାଙ୍ଗଉଟାନ…

