ରାଜ୍ୟ

ନିଖୋଜ ଥିଲେ ମହିଳା, ଚାଷ ଜମିରୁ ଉଦ୍ଧାର ହେଲା ଗଳିତ ମୃତଦେହ: ପରିବାରରେ…

କୋକସରା, ୮।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଆମପାଣି ଥାନା ଅନ୍ତର୍ଗତ ବଡ଼କେନ୍ଦୁଗୁଡ଼ା ଗ୍ରାମରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ମଙ୍ଗଳବାରଠାରୁ ନିଖୋଜ ଥିବା ଜଣେ ମହିଳାଙ୍କ ଗଳିତ ମୃତଦେହ ଶନିବାର ସକାଳୁ ଗାଁ ନିକଟସ୍ଥ…

Mettle Meet 2026: ସିନିୟର୍ ଫାଇନାଲ୍‌ରେ ୮ ଟିମ୍‌, ଆସନ୍ତାକାଲି ବଡ଼ ଟକ୍କର

ଭୁବନେଶ୍ୱର,୮ା୮: ତୀବ୍ର ଓ ରୋମାଞ୍ଚକର ପ୍ରିଲିମ୍ସ ପ୍ରତିଯୋଗିତା ପରେ ‘ମେଟଲ ମିଟ୍‌-୨୦୨୬’ ଦଶମ ସଂସ୍କରଣର ସିନିୟର ଫାଇନାଲ୍‌ ପାଇଁ ଦୌଡ଼ ସଙ୍କୁଚିତ ହୋଇଛି। କଡ଼ା ଟକ୍କର ଦେଇ ଶେଷରେ ୮ଟି ଦଳ ଫାଇନାଲ୍‌ରେ ନିଜର ସ୍ଥାନ ପକ୍କା କରିଛନ୍ତି। ଶନିବାର ଚୂଡ଼ାନ୍ତ…

ହଷ୍ଟେଲ ଛାଡ଼ିଲେ ୧୪୦ ପିଲା, ବିଜେଡି-କଂଗ୍ରେସ ନେତା ବିଦ୍ୟାଳୟ ଗସ୍ତ କରି ସମସ୍ତ ଭିତ୍ତିଭୂମିର…

ଝରିଗାଁ,୮ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ସାନରଟମରା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟର ଛାତ୍ରାବାସରେ ରହୁଥିବା ଅନ୍ତେବାସୀଙ୍କ ନିମ୍ନମାନର ଖାଦ୍ୟ ଦେବା ସହ ଭିତ୍ତିଭୂମିର ଅଭାବ ଦୀର୍ଘ ବର୍ଷ ଧରି ରହିଥିବା ବେଳେ ଅନ୍ତେବାସୀମାନେ ବାରମ୍ବାର ଶିକ୍ଷକମାନଙ୍କୁ ଅଭିଯୋଗ…

ଦାରିଙ୍ଗବାଡ଼ିରେ ବଢୁଛି ଲୁଟ୍‌, ଗୋଟିଏ ଘଟଣାରେ ୨ ଗିରଫ, ଆଉ ୩ ଘଟଣାରେ ପୋଲିସ ହାତଖାଲି

ଦାରିଙ୍ଗବାଡ଼ି,୮ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ଏକ ଚୋରି ଘଟଣାରେ ପୋଲିସ ଶନିବାର ୨ ଜଣଙ୍କୁ ଗିରଫ କରିଛି। ଗିରଫ ବ୍ୟକ୍ତି ହେଲେ ସୁରଜ ନାୟକ (୨୮) ଏବଂ ଅନ୍ୟ ଜଣେ ନାବାଳକ ବୋଲି ତଦନ୍ତକାରୀ ଅଧିକାରୀ ବାସନ୍ତୀ…

ସୀମାଟପିଲାଣି ଦୁର୍ନୀତି: ଭିମାଗୁଡ଼ି-କର୍ଲାମୁଣ୍ଡା କଂକ୍ରିଟ ରାସ୍ତା ନିମ୍ନମାନର ନିର୍ମାଣ

ରିଷିଡା, ୮।୮ (ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକରେ ଦୁର୍ନୀତି ଦିନକୁ ଦିନ ସୀମା ଟପୁଥିବା ଅଭିଯୋଗ ହୋଇଛି। ବ୍ଲକ ଅଧିକାରୀଙ୍କ ଦାୟିତ୍ୱହୀନତା ତଥା ଅପାରଗତା ଯୋଗୁ ଠିକାଦାରଙ୍କ ମନମାନି ଚାଲିଥିବା ଅଭିଯୋଗ ଉଠିଛି। ବିଭାଗୀୟ ଯନ୍ତ୍ରୀଙ୍କ ଦାୟିତ୍ୱହୀନତା ଯୋଗୁ ଲକ୍ଷାଧିକ ଟଙ୍କାର…

ଭୂତଳ କେବୁଲ ଯୋଗେ ଜିଲାପାଳ -ଏସ୍‌ପିଙ୍କ କାର୍ଯ୍ୟାଳୟକୁ ବିଦ୍ୟୁତ ସଂଯୋଗ

ଛତ୍ରପୁର, ୮।୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ବହୁଦିନର ଅପେକ୍ଷା ପରେ ଶନିବାର ଆଧୁନିକ ଯାନ୍ତ୍ରିକ ଜ୍ଞାନକୌଶଳରେ ଟିପିଏସ୍‌ଓଡିଏଲ୍‌ ପକ୍ଷରୁ ୧୧ କେଭି ବିଶିଷ୍ଟ ଭୂତଳ କେବୁଲ ଯୋଗେ ଜିଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ କାର୍ଯ୍ୟାଳୟକୁ ବିଦ୍ୟୁତ ସଂଯୋଗ କରାଯାଇଛି। ଏହାସହ ଛତ୍ରପୁର…

Mettle Meet 2026: ଫାଇନାଲରେ ଜୁନିଅର ୮ ଟିମ୍‌, ଆସନ୍ତାକାଲି ମହାମୁକାବିଲା

ଭୁବନେଶ୍ୱର,୮ା୮: ଭୁବନେଶ୍ୱରସ୍ଥିତ ସ୍ବସ୍ତି ପ୍ରିମିୟମ ହୋଟେଲରେ ‘ମେଟଲ ମିଟ୍‌-୨୦୨୬’ ଦଶମ ସଂସ୍କରଣର ଜୁନିଅର ପ୍ରିଲିମ୍ସ ରାଉଣ୍ଡ ଶନିବାର ଶେଷ ହୋଇଛି। ଗ୍ରାଣ୍ଡ ଫିନାଲେ ପାଇଁ ଚୂଡ଼ାନ୍ତ ହୋଇଛି ‘ଟପ୍‌-୮’ ଟିମ୍‌। ଜୁନିଅର ବର୍ଗରେ ମୋଟ୍‌ ୩୯ ଟିମ୍‌ ଭାଗ ନେଇଥିବା ବେଳେ…

ଶୌଚ ପାଇଁ ଯାଇଥିଲେ ମାଡ଼ିବସି ଦେହରେ ଢ଼ାଳିଦେଲେ ପେଟ୍ରୋଲ, ପରେ ହୁହୁ ହୋଇ ଜଳିଲେ

ଲହୁଣୀପଡ଼ା, ୮।୮ (ଦାଶରଥି ପଣ୍ଡା/ ସମୀର କୁମାର ପାଢୀ): ସୁନ୍ଦରଗଡ଼ ଜିଲା ଲହୁଣୀପଡ଼ା ଥାନା ଅନ୍ତର୍ଗତ ଗଣିଘସା ଗ୍ରାମରେ ଶନିବାର ସକାଳ ପ୍ରାୟ ସାଢ଼େ ୫ଟା ସମୟରେ ଜଣେ ଯୁବକଙ୍କ ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇ ହତ୍ୟା ଉଦ୍ୟମ କରାଯାଇଥିବା…

ପୁଣି ସୃଷ୍ଟି ହେଲା ଲଘୁଚାପ: ସପ୍ତାହେ ପର୍ଯ୍ୟନ୍ତ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୮।୮: ଦକ୍ଷିଣ ଗାଙ୍ଗେୟ ପଶ୍ଚିମବଙ୍ଗ ଏବଂ ସଂଲଗ୍ନ ବାଂଲାଦେଶ ଉପରେ ଏକ ଉପର ବାୟୁ ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ ହୋଇଛି। ଫଳରେ ରାଜ୍ୟରେ ଆସନ୍ତା ସପ୍ତାହ ପର୍ଯ୍ୟନ୍ତ ପ୍ରବଳ ବର୍ଷା ହେବ ବୋଲି ଜଣାପଡ଼ିଛି। ଅପରପକ୍ଷେ ଅଗଷ୍ଟ ୧୨ ବେଳକୁ ଉତ୍ତର-ପଶ୍ଚିମ…

ଜଣେ ଶିକ୍ଷକରେ ଚାଲୁଥିବା ସ୍କୁଲ୍‌ ପାଇଁ ଆସିଲା ବଡ଼ ନିର୍ଦ୍ଦେଶ: ଏଣିକି ହେବ…

ଭୁବନେଶ୍ୱର,୮।୮: ରାଜ୍ୟରେ ଜଣେ ମାତ୍ର ଶିକ୍ଷକରେ ଚାଲୁଥିବା ବିଦ୍ୟାଳୟଗୁଡ଼ିକରେ ଶିକ୍ଷକ ଅଭାବ ଦୂର କରିବାକୁ ରାଜ୍ୟ ସରକାର ତତ୍ପରତା ପ୍ରକାଶ କରିଛନ୍ତି। ଏଭଳି ବିଦ୍ୟାଳୟଗୁଡ଼ିକୁ ଚିହ୍ନଟ କରି ତୁରନ୍ତ ଅତିରିକ୍ତ ଶିକ୍ଷକ ନିଯୁକ୍ତି କରିବାକୁ ଗଣଶିକ୍ଷା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ…

ସଡ଼କ ଦୁର୍ଘଟଣାରେ ଚାଲିଗଲା ବାପ-ପୁଅଙ୍କ ଜୀବନ, ଶେଷଯାତ୍ରାରେ ବିଧାୟକ ଯୋଗ ଦେଇ…

ସୋହେଲା,୮ା୮(ଅଶ୍ୱିନୀ କୁମାର ପାତ୍ର): ବରଗଡ଼ ଜିଲା ସୋହେଲାଠାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ସୋହେଲାର ରୋଶନ ଅଗ୍ରଓ୍ବାଲ (୪୮) ଏବଂ ତାଙ୍କ ପୁଅ ତରୁଣ(୧୨)ଙ୍କ ମୃତ୍ୟୁ ହୋଇଯାଇଛି। ଶୁକ୍ରବାର ସନ୍ଧ୍ୟାରେ ରୋଶନ ତାଙ୍କ ପୁଅ ସହ କୌଣସି କାମରେ ଥାନା ଛକ…

କେବଳ ଜଣେ ନୁହେଁ ଏକାବେଳେ ଦୁଇ ଯୁବକଙ୍କ ସହ ରଖିଥିଲେ ପ୍ରେମ ସମ୍ପର୍କ, ଏମିତି କ‘ଣ ହେଲା ରାତିରେ ଝୁଲିପଡ଼ିଲେ ଯୁବତୀ

ନୂଆପଡ଼ା, ୮।୭ (ମକାରୁ ବେମାଲ): ନୂଆପଡ଼ା ସଦର ବ୍ଲକ ଧରମବନ୍ଧା ଥାନା ଅଧୀନ ସଦର ଗାଁ ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ଜଣେ ସହାୟିକା ଶୁକ୍ରବାର ରାତିରେ ବେକରେ ଶାଢ଼ୀ ଲଗାଇ ଆତ୍ମହତ୍ୟା କରିଥିବା ନେଇ ଧରମବନ୍ଧା ଥାନାରେ ଅଭିଯୋଗ ହୋଇଛି। ମୃତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?