ରାଜ୍ୟ

ଜାତୀୟ ମାଷ୍ଟର ଗେମ୍ସ: ବରଗଡ଼ର ୨ ଭଉଣୀଙ୍କୁ ସ୍ବର୍ଣ୍ଣପଦକ, ଚାରିଆଡୁ ଛୁଟୁଛି ଶୁଭେଚ୍ଛା

ବରଗଡ଼,୧୦।୩(ପ୍ରେମାନନ୍ଦ ଖମାରୀ) : ସପ୍ତମ ଜାତୀୟ ମାଷ୍ଟର ଗେମ୍ସରେ ବରଗଡ଼ ସହରର ୨ଭଉଣୀ ଅନୁପମା ଘିବିଲା ଏବଂ ଅରୁଣା ଘିବିଲା ସଫଳତା ହାସଲ କରି ଅନ୍ୟମାନଙ୍କ ପାଇଁ ଉଦାହରଣ ସାଜିଛନ୍ତି। ରାଉରକେଲା ବିର୍ସାମୁଣ୍ଡା ଆଥେଲିକ ଷ୍ଟାଡିୟମରେ ଜେନେରାଲ ସେକ୍ରାଟାରୀ ମାଷ୍ଟର ଗେମ୍‌…

ଦେଓମାଳି ଶୁଟିଂ ସେଟରେ ପ୍ରିୟଙ୍କା, ଆକ୍ସନ ସିନ୍‌ ଶୁଟ୍‌ କଲେ ମହେଶ ବାବୁ, ଦେଖିବାକୁ ଲୋକଙ୍କ ଭିଡ଼

କୋରାପୁଟ,୧୦।୩(ଅମିତାଭ ବେହେରା): ବଲିଉଡ ଦେଶୀ ଗର୍ଲ ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା କୋରାପୁଟ ଜିଲାରେ ପହଞ୍ଚିଛନ୍ତି। ଜଣାଶୁଣା ଫିଲ୍ମ ନିର୍ମାତା ତଥା ନିର୍ଦ୍ଦେଶକ ଏସ୍‌ଏସ୍‌ ରାଜାମୌଲିଙ୍କ ଆଗାମୀ ଫିଲ୍ମ ଶୁଟିଂ କୋରାପୁଟରେ ଚାଲିଛି। କୋରାପୁଟର ତାଲାମାଳିରେ ତେଲୁଗୁ ସୁପରଷ୍ଟାର ମହେଶ ବାବୁଙ୍କ ଶୁଟିଂ…

ଗୋଲାପ ଚାଷ ଦେଖିଲେ କେନ୍ଦ୍ରୀୟ ଟିମ୍‌

ରାମନାଗୁଡ଼ା,୧୦।୩ (ସଞ୍ଜୟ ପ୍ରଧାନ): କେନ୍ଦ୍ର ସରକାରଙ୍କ ଜଳ ଶକ୍ତି ଅଭିଯାନର ଏକ ଟିମ୍‌ ସୋମବାର ରାୟଗଡ଼ା ଜଲା ରାମନାଗୁଡ଼ା ବ୍ଲକର ବିଭିନ୍ନ ଅଞ୍ଚଳ ପରିଦର୍ଶନ କରିଛନ୍ତି। ଏହି ଅବସରରେ ସେମାନେ ପ୍ରଥମେ ରାମନାଗୁଡା ବ୍ଲକ୍‌ ଅନ୍ତର୍ଗତ ପାରୀକ୍ଷିତି ପଞ୍ଚାୟତ ଅଧୀନରେ ଥିବା…

ଭାଜପା ନୂଆ ରାଜ୍ୟ ସଭାପତି : କାହା ନାଁରେ ବାଜିବ…

ଭୁବନେଶ୍ୱର,୩।୧୦: ଖୁବଶୀଘ୍ର ଘୋଷଣା ହେବ ଭାଜପା ନୂଆ ରାଜ୍ୟ ସଭାପତି ନାଁ। ଏ ନେଇ ଭାଜପା ରାଷ୍ଟ୍ରୀୟ ସାଧାରଣ ସମ୍ପାାଦକ ତରୁଣ ଚୁଗ ସୂଚନା ଦେଇଛନ୍ତି। ତେବେ ଏ ନେଇ ଗୁରୁତ୍ୱପୂର୍ଣ୍ଣ ବୈଠକ ସୋମବାର ବସିଥିଲା, ଆଲୋଚନା ମଧ୍ୟ ହୋଇଥିଲା ।…

ଆମ୍ବୁଲାନ୍ସକୁ ଧକ୍କା ଦେଲା ମାଲବାହୀ ଟ୍ରେନ୍; ଅଳ୍ପକେ ବଞ୍ଚିଗଲା ରୋଗୀଙ୍କ ସମେତ ୮ ଜଣଙ୍କ ଜୀବନ

ରାୟଗଡା,୧୦।୩: ସୋମବାର ରାୟଗଡା ଜିଲା କାଣିପାଇ ନିକଟରେ ରେଳପଥ ପାର ହେଉଥିବା ସମୟରେ ଏକ ମାଲବାହୀ ଟ୍ରେନ୍ ଏକ ଆମ୍ବୁଲାନ୍ସକୁ ଧକ୍କା ଦେଇଛି। ଆମ୍ବୁଲାନ୍ସଟି ରାୟଗଡ଼ାର କଲ୍ୟାଣସିଂହପୁର ବ୍ଲକ୍ ରୁ ଆଖି ଅସ୍ତ୍ରୋପଚାର ପାଇଁ ଅନନ୍ତ ଚକ୍ଷୁ ହସ୍ପିଟାଲକୁ କିଛି ରୋଗୀଙ୍କୁ…

ଟ୍ରାକ୍ଟରେ ଯାଉଥିଲେ ମହିଳା ଶ୍ରମିକ: ଉଠିଗଲା ଡ଼ାଲା, ଆଉ ତା’ପରେ…

ଝରିଗାଁ,୧୦।୩(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଗୋମିଆଡ଼ା ଗ୍ରାମଠାରୁ କିଛି ଦୂରରେ ସୋମବାର ଏକ ଟ୍ରାକ୍ଟର ଦୁର୍ଘଟଣାରେ ଜଣେ ମହିଳା ଶ୍ରମିକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଘମା ଗୌଡ଼(୪୫)। ଗ୍ରାମବାସୀଙ୍କ କହିବା ମୁତାବକ, ସବୁଦିନ ଭଳି ସୋମବାର…

ଜୟନାରାୟଣଙ୍କ ବିବାଦୀୟ ବୟାନ: ବାବୁ ସିଂ କହିଲେ ଓଡ଼ିଶାର ସ୍ବାର୍ଥ ପାଇଁ… …

ଭୁବନେଶ୍ୱର,୧୦।୩: ଜୟନାରାୟଣଙ୍କ ବୟାନକୁ ନେଇ ମୁହଁ ଖୋଲିଲା ଭାଜପା। ଭାଜପା ବିଧାୟକ ପ୍ରତିକ୍ରିୟା ଦେଇ କହିଛନ୍ତି, ଓଡ଼ିଶାର ସ୍ବାର୍ଥ ପାଇଁ ଇଞ୍ଚେ ବି ସାଲିସ କରାଯିବ ନାହିଁ। ମୁଖ୍ୟମନ୍ତ୍ରୀ ଓ ରାଜ୍ୟ ସଭାପତି ତାଙ୍କୁ ପଚାରି ବୁଝିବେ। ସୂଚନାଯୋଗ୍ୟ, ସମ୍ବଲପୁର ବିଧାୟକ…

ରାଜ୍ୟର ପୂର୍ବତନ, ବର୍ତ୍ତମାନର ସାଂସଦ ଓ ବିଧାୟକଙ୍କ ବିରୋଧରେ ଅଛି ଏତିକି ଫୌଜଦାରୀ ମାମଲା, ସୂଚନାଦେଲେ ସରକାର

ଭୁବନେଶ୍ୱର,୧୦।୩: ସୋମବାର ରାଜ୍ୟ ସରକାର ଉପସ୍ଥାପନ କରିଥିବା ତଥ୍ୟରେ ପ୍ରକାଶ ପୂର୍ବତନ ଏବଂ ବର୍ତ୍ତମାନର ସାଂସଦ (ସାଂସଦ) ଏବଂ ବିଧାନସଭା ସଦସ୍ୟ (ବିଧାୟକ)ଙ୍କ ବିରୋଧରେ ଫୌଜଦାରୀ ମାମଲା ସଂଖ୍ୟାକୁ ପ୍ରକାଶ କରିଛି। ବିରୋଧୀ ଦଳ ଉପନେତା ପ୍ରସନ୍ନ ଆଚାର୍ଯ୍ୟଙ୍କ ପ୍ରଶ୍ନର ଉତ୍ତରରେ…

ପୋଲିସଙ୍କ ପାଇଁ ଖୁସିଖବର: ମିଳିବ ସ୍ପିଡ୍‌ ବାଇକ, ବୋଲେରୋ

ଭୁବନେଶ୍ୱର,୧୦।୩: ଏଥର ଅପରାଧୀଙ୍କୁ ଧରିବା ହେବ ସହଜ । ପୋଲିସକୁ ମିଳିବ ସ୍ପିଡ ବାଇକ ଓ ବୋଲେରୋ। ରାଜ୍ୟ ସରକାରଙ୍କ ପକ୍ଷରୁ ଅପରାଧ ନିୟନ୍ତ୍ରଣ ପାଇଁ ସ୍ପିଡ ଗାଡ଼ି ସ୍ପିଡ ବାଇକ ଓ ବୋଲେରୋ ଯୋଗାଇ ଦିଆଯିବ । ପୋଲେିସଙ୍କୁ ମିଳିବ…

ସେନା ଅଧିକାରୀ-ବାନ୍ଧବୀଙ୍କୁ ଅସଦାଚରଣ ମାମଲା: ଓଡ଼ିଶା ସରକାରଙ୍କୁ ତଦନ୍ତ ରିପୋର୍ଟ ଦେଲ ନ୍ୟାୟିକ କମିଶନ

ଭୁବନେଶ୍ୱର,୧୦।୩: ସେନା ଅଧିକାରୀ ଏବଂ ତାଙ୍କ ବାନ୍ଧବୀଙ୍କ ଉପରେ ପୋଲିସର ଅତ୍ୟାଚାରର ତଦନ୍ତ ପାଇଁ ଗଠିତ ନ୍ୟାୟମୂର୍ତ୍ତି ଚିତ୍ତ ରଞ୍ଜନ ଦାସ କମିଶନ ସୋମବାର ଗୃହ ବିଭାଗ ସଚିବଙ୍କୁ ୨୮୨ ପୃଷ୍ଠାର ରିପୋର୍ଟ ପ୍ରଦାନ କରିଛନ୍ତି। ଗତବର୍ଷ ଅକ୍ଟୋବର ୧ ତାରିଖରୁ…

ଓଡ଼ିଶାରେ SSMB29 ଶୁଟିଂ: ଭିଡିଓ ଲିକ୍ ପରେ ଆକ୍ସନରେ ଏସଏସ ରାଜାମୋୖଲି, ପଠାଇଲେ ଲିଗାଲ ନୋଟିସ୍

କୋରାପୁଟ,୧୦ା୩: ନିର୍ଦ୍ଦେଶକ ଏସଏସ ରାଜମୌଲି ମହେଶ ବାବୁଙ୍କ ଅଭିନୀତ ଆଗାମୀ ଚଳଚ୍ଚିତ୍ର ‘SSMB29’ର କ୍ଲିପ୍ ପୋଷ୍ଟ କରୁଥିବା ସୋସିଆଲ ମିଡିଆ ଆକାଉଣ୍ଟଗୁଡ଼ିକ ଉପରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ଲିକ୍ ବିରୁଦ୍ଧରେ ଯୁଦ୍ଧ ଘୋଷଣା କରିଛନ୍ତି। ରବିବାର କୋରାପୁଟ ଜିଲାରେ ମହେଶ ବାବୁଙ୍କ…

ଭାଜପା-ବିଜେଡି ଉପରେ ବର୍ଷିଲେ ନରସିଂହ ମିଶ୍ର, କହିଲେ ଭାଇ-ଭାଇ ହୋଇ…

ବଲାଙ୍ଗୀର,୧୦ା୩(ସୁନୀଲ କୁମାର ମହାନ୍ତି): ରାଜ୍ୟରେ ବଢୁଥିବା ନାରୀ ନିର୍ଯାତନାର ପ୍ରତିବାଦ ଏବଂ ମହିଳାମାନଙ୍କ ସୁରକ୍ଷା ଦାବିରେ ଜିଲା କଂଗ୍ରେସ ପକ୍ଷରୁ ସୋମବାର ବଲାଙ୍ଗୀର ଜିଲାପାଳ କାର୍ଯ୍ୟାଳୟ ଘେରାଉ କରାଯାଇଥିଲା। ଜିଲା କଂଗ୍ରେସ ସଭାପତି ଅଶୋକ ନନ୍ଦଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ବରିଷ୍ଠ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri