Odisha Elections 2024

ରାଜ୍ୟ

ଏପଟେ ଝଲସୁଛି, ସେପଟେ ଅନ୍ଧାର

ଭୁବନେଶ୍ୱର,୨୩।୧(ବ୍ୟୁରୋ):ହକି ବିଶ୍ୱକପ୍‌କୁ ନେଇ କଳିଙ୍ଗ ଷ୍ଟାଡିୟମ୍‌ ଓ ଆଖପାଖ ଅଞ୍ଚଳ ରଙ୍ଗିନ ଆଲୋକମାଳାରେ ଝଲସୁଛି। ସେପଟେ ଡଟ୍‌ଫେଷ୍ଟ ଆୟୋଜିତ ହେଉଥିବା ୟୁନିଟ୍‌-୩ ଅଞ୍ଚଳର ଆଲୋକୀକରଣ ଆଖି ଝଲସେଇ ଦେଉଛି। ତେବେ ଆଲୋକର ଆବଶ୍ୟକତା ରହିଥିବା ସହରର ଅନେକ ଅଞ୍ଚଳ ଏବେ...

ଗାଁ ଗଣ୍ଡାରେ ସରକାର ବିରୋଧରେ ଆନ୍ଦୋଳନ କରିବ ଭାଜପା

ଭୁବନେଶ୍ବର,୨୩ା୧(ବ୍ୟୁରୋ):ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା ନିକଟରେ ଓଡ଼ିଶା ଆସି ରାଜ୍ୟ ସରକାରଙ୍କ ବିରୋଧରେ ଦେଇଥିବା ମନ୍ତବ୍ୟ ଉପରେ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଛି। ତେବେ ଏଠାରେ ସରକାରକୁ କିଏ ଚଳାଉଛି ଜଣାପଡୁ ନାହିଁ ବୋଲି ନଡ୍ଡା ନିକଟରେ...

ଏକାଠି ହେଲେ ୬୦ହଜାର ଜନଜାତି ଅଭିଭାବକ

ଭୁବନେଶ୍ୱର, ୨୩।୧(ବ୍ୟୁରୋ): କିସ୍‌ ଛାତ୍ରୀଛାତ୍ରଙ୍କ ଅଭିଭାବକଙ୍କୁ ନେଇ ରବିବାର ଏକ ମହାଅଭିଭାବକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଓଡ଼ିଶାର ୩୦ ଜିଲାରୁ ୬୦ହଜାର ଅଭିଭାବକ ଯୋଗଦେଇଥିଲେ। ତେବେ ଅଭିଭାବକ, ପୁରାତନ ଛାତ୍ରୀଛାତ୍ର ଓ ବର୍ତ୍ତମାନର ଛାତ୍ରୀଛାତ୍ରଙ୍କୁ ମିଶାଇ ମୋଟ ୧ଲକ୍ଷ...

ଏକ୍‌ଜାମ୍‌ ଓ୍ବାରିୟର୍ସର ଓଡ଼ିଆ ସଂସ୍କରଣ ଏକ ପ୍ରେରଣାଦାୟୀ ପୁସ୍ତକ: ଧର୍ମେନ୍ଦ୍ର

ଭୁବନେଶ୍ବର,୨୩ା୧(ବ୍ୟୁରୋ):ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା ଲିଖିତ ପୁସ୍ତକ ଏକ୍‌ଜାମ୍‌ ଓ୍ବାରିୟର୍ସର ଓଡ଼ିଆ ସଂସ୍କରଣ ଛାତ୍ରୀଛାତ୍ରଙ୍କ ସମେତ ସେମାନଙ୍କ ଅଭିଭାବକମାନଙ୍କ ଲାଗି ମଧ୍ୟ ଏକ ପ୍ରେରଣାଦାୟୀ ପୁସ୍ତକ ହେବ ବୋଲି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଟୁଇଟ୍‌ କରି କହିଛନ୍ତି। ସେ ତାଙ୍କ...

ଆଜି ୯ ଜିଲାକୁ ଘନକୁହୁଡ଼ି

ଭୁବନେଶ୍ୱର, ୨୩।୧(ବ୍ୟୁରୋ):ଗୁରୁଚାପ ବଳୟ ପ୍ରଭାବରେ ରାଜ୍ୟରେ ଶୀତ କମିଯାଇଥିବାବେଳେ କୁହୁଡ଼ି ଲାଗି ରହିଛି। ଆସନ୍ତା ୨୪ ଘଣ୍ଟା ପର୍ଯ୍ୟନ୍ତ ରାଜ୍ୟରେ ବିଭିନ୍ନ ସ୍ଥାନରେ ଘନ କୁହୁଡ଼ି ପରିଲକ୍ଷିତ ହେବ। ଭୁବନେଶ୍ୱର ପାଣିପାଗ କେନ୍ଦ୍ରର ସୂଚନାନୁସାରେ, ସୋମବାରରୁ ମଙ୍ଗଳବାର ସକାଳ ସାଢ଼େ...

ଯୁବକଙ୍କୁ ଦଳିଦେଲା ହାତୀ

ହେମଗିର,୨୩।୧(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ସୀମାନ୍ତ ଛତିଶଗଡ଼ର ଚକ୍ରଧରପୁର ଏକ ଅଘଟଣ ଘଟିଛି। ହାତୀ ଆକ୍ରମଣରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଦେବବାହାଲ ଗ୍ରାମର ଦୁଖିରାମ ଚୌହାନ(୩୨)। ଜଙ୍ଗଲକୁ ଯାଉଥିବା ବେଳେ ସେ ହାତୀ ହାବୁଡରେ ପଡିଯାଇଥିଲେ। ହାତୀ...

ଜେଲ ଭୋଗୁଥିବା କଏଦୀଙ୍କ ମୃତ୍ୟୁ

ଝାରସୁଗୁଡ଼ା ଅଫିସ୍‌,୨୨।୧: ଝାରସୁଗୁଡ଼ା ଉପକାରାଗାରରେ ଆଜୀବନ ଜେଲଦଣ୍ଡ ଭୋଗୁଥିବା କଏଦୀ ସୁଶାନ୍ତ ବୁଦୁଲା ଓରଫ ଜଙ୍ଗଲି (୪୨)ଙ୍କ ଜିଲା ମୁଖ୍ୟଚିକିତ୍ସାଳୟରେ ଚିକିତ୍ସାଧୀନ ଅବସ୍ଥାରେ ରବିବାର ମୃତ୍ୟୁ ହୋଇଛି। ତାଙ୍କ ଘର ଲଇକେରା ଥାନା ଅନ୍ତର୍ଗତ କେନ୍ଦୁଡିହୀ ଗ୍ରାମ ଜଙ୍ଗଲିପଡାରେ। କାରାଗାର...

ଭଉଣୀ, ଭାଇ ମିଶି କରିଥିଲେ ହତ୍ୟା: ଅଢ଼େଇ ବର୍ଷ ପରେ ପାଇଖାନା ଟାଙ୍କିରୁ ମିଳିଲା ନିଖୋଜ ସ୍ବାମୀଙ୍କ କଙ୍କାଳ

ଝାରସୁଗୁଡ଼ା ଅଫିସ,୨୨।୧: ଦୀର୍ଘ ଅଢ଼େଇ ବର୍ଷ ପରେ ଡ୍ରାଇଭର ଡମ୍ବରୁଧର ପାତ୍ର(୩୯)ଙ୍କ ନିଖୋଜ ମାମଲାର ପର୍ଦ୍ଦାଫାଶ କରିବାରେ ସଫଳ ହୋଇଛି ବନହରପାଲି ଥାନା ପୋଲିସ। ପୋଲିସ ବନ୍ଧବାହାଲ ଶାନ୍ତିନଗରସ୍ଥିତ ବାସଭବନ ପାଇଖାନା ଟାଙ୍କିରୁ ରବିବାର ଡମ୍ବରୁଧରଙ୍କ କଙ୍କାଳ ଜବତ କରିଛି।...

ଖେଳିବାକୁ ଯାଇ ନିଖୋଜ ଥିଲେ ଛାତ୍ର, କୂଅରୁ ମିଳିଲା ମୃତଦେହ

ଖୋର୍ଦ୍ଧା ଅଫିସ,୨୨ା୧: ସୋମବାର କୂଅ ଭିତରୁ ନାବାଳକ ଛାତ୍ରଙ୍କ ମୃତଦେହ ମିଳିଛି। ଖୋର୍ଦ୍ଧା ପୁବୁସାହି ଓଲିସିଂହ ଗ୍ରାମର ୧୧ବର୍ଷ ନାବାଳକ ଦିବ୍ୟଜ୍ୟୋତି ବେହେରାଙ୍କ ମୃତଦେହ ରବିବାର ଘର ନିକଟରେ ଥିବା ଏକ ପରିତ୍ୟକ୍ତ କୂଅରୁ ମିଳିଛି। ଶନିବାର ଅପରାହ୍ନରୁ ସାଇକେଲ...

ଯୁବକଙ୍କୁ ହତ୍ୟା କରି ସୁଟ୍‌କେସରେ ପୂରାଇ ଫିଙ୍ଗିଦେଲେ

ଖୋର୍ଦ୍ଧା ଅଫିସ,୨୨ା୧(.): ଖୋର୍ଦ୍ଧା ଜିଲା ନାଚୁଣୀ ଥାନା ହରିପୁର ଫରେଷ୍ଟ ଜଙ୍ଗଲରୁ ଜଙ୍ଗଲ ମଧ୍ୟରେ ପଡ଼ିଥିବା ଏକ ସୁଟ୍‌କେସରୁ ଜଣେ ଯୁବକଙ୍କ ମୃତଦେହ ଜବତ କରାଯାଇଛି। ନାଚୁଣୀ ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ସୂଚନାନୁଯାୟୀ, ରବିବାର...

ଆପୋସ ସମାଧାନ ଚାହୁଁଛି: ଶ୍ରୀୟା

ପୁରୀ ଅଫିସ,୨୨।୧: ଓଲିଉଡ କଣ୍ଠଶିଳ୍ପୀ ହ୍ୟୁମାନ ସାଗର ଅତ୍ୟଧିକ ମଦ ପିଅନ୍ତି। ମଦ ଛାଡ଼ିବାକୁ କହିବା ପରେ ଅକଥନୀୟ ନିର୍ଯାତନା ଦେଉଥିଲେ। ଗୋଇଠା ଓ ମୁଥ ମାରୁଥିଲେ ବୋଲି ପୁରୀରେ ଆୟୋଜିତ ଖବରଦାତା ସମ୍ମିଳନୀରେ ସ୍ତ୍ରୀ ଶ୍ରୀୟା ମିଶ୍ର କହିଛନ୍ତି।...

ହକି ତାରକା ପ୍ରବୋଧଙ୍କ ଘରେ କଳାକନା ବୁଲାଇଲେ ଦୁର୍ବୃତ୍ତ, ହକି ପଦକ ବି ଛାଡ଼ିଲେନି…

ଭୁବନେଶ୍ୱର,୨୨।୧(ବ୍ୟୁରୋ): ଜାତୀୟ ହକି ତାରକାଙ୍କ ସରକାରୀ କ୍ୱାର୍ଟର୍ସରେ କଳାକନା ବୁଲାଇଲେ ଦୁର୍ବୃତ୍ତ। ଭୁବନେଶ୍ୱରର ୟୁନିଟ-୬ ଅଞ୍ଚଳରେ ଥିବା ସରକାରୀ କ୍ୱାର୍ଟର୍ସରେ ରହୁଥିବା ପ୍ରବୋଧ ତିର୍କୀଙ୍କ ଘରୁ ଶୁକ୍ରବାର ବିଳମ୍ବିତ ରାତିରେ ଚୋରି ହୋଇଥିବା ଜଣାପଡ଼ିଛି। ଦୁର୍ବୃତ୍ତମାନେ କ୍ୱାର୍ଟର୍ସରେ ଥିବା ପ୍ରବୋଧଙ୍କ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri