ରାଜ୍ୟ

ଓଲଟିଲା ଗ୍ୟାସ୍‌ ଟ୍ୟାଙ୍କର, ଲୋକେ ଆତଙ୍କିତ

ଖଲ୍ଲିକୋଟ,୩୧ା୩(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନାଠାରୁ ମାତ୍ର ଦୁଇ ଶହ ମିଟର ଦୂରରେ ଓଲଟି ପଡ଼ିଛି ଏକ ଗ୍ୟାସ ଟ୍ୟାଙ୍କର। ବ୍ରହ୍ମପୁରଠାରୁ ଖୋର୍ଦ୍ଧା ଅଭିମୁଖେ ଯାଉଥିବା ଭାରତ ଗ୍ୟାସ୍‌ ଟ୍ୟାଙ୍କର ରବିବାର ପୂର୍ବାହ୍ନରେ ଖଲ୍ଲିକୋଟ ବଡ଼ ଘାଟି...

ବିଜେଡିରେ ମିଶିଲେ ନୀଳଗିରି ବିଧାୟକ ସୁକାନ୍ତ ନାୟକ

ଭୁବନେଶ୍ୱର,୩୧ା୩: ନୀଳଗିରି ବିଧାୟକ ସୁକାନ୍ତ କୁମାର ନାୟକ ରବିବାର ବିଜେଡିରେ ଯୋଗ ଦେଇଛନ୍ତି। ଶଙ୍ଖଭବନରେ ସେ ଦଳୀୟ ନେତାଙ୍କ ଉପସ୍ଥିତିରେ ବିଜେଡିରେ ମିଶିଛନ୍ତି। ଏହା ପରେ ନୀଳଗିରି ଅଞ୍ଚଳରେ ରାଜନୈତିକ ଉଷ୍ଣତା ଜୋର୍‌ ଧରିଛି। ନୀଳଗିରି  ନିର୍ବାଚନ ମଣ୍ଡଳୀରୁ ସୁକାନ୍ତଙ୍କ...

ବିଜେଡିରେ ମିଶିଲେ ଚିରଞ୍ଜୀବ

ଭୁବନେଶ୍ୱର,୩୧ା୩: କଂଗ୍ରେସର ପୂର୍ବତନ ବିଧାୟକ ଚିରଞ୍ଜୀବ ବିଶ୍ୱାଳ ରବିବାର ବିଜେଡିରେ ସାମିଲ ହୋଇଛନ୍ତି। ଆଜି ଶଙ୍ଖଭବନରେ ସେ ନିଜ ସମର୍ଥକଙ୍କ ସହ ଆସି ବିଜେଡିରେ ମିଶିଛନ୍ତି। ତାଙ୍କୁ ବିଜେଡି ପକ୍ଷରୁ ଭବ୍ୟ ସ୍ବାଗତ କରାଯାଇଥିଲା। ରାଜ୍ୟ ସଭା ଏମ୍‌ପି ମାନସ...

ଦୋଳ ମେଳଣରେ ଯୁବକଙ୍କୁ ହାଣିଲେ

ଭୁବନେଶ୍ୱର,୩୧ା୩: ଖୋର୍ଦ୍ଧା ଜିଲା ବାଲିଅନ୍ତା ଥାନା ଅନ୍ତର୍ଗତ ବାଳକାଟି ମେଳଣର ପ୍ରୋସେଶନ ଚାଲିଥିବା ବେଳେ ଜଣେ ଯୁବକଙ୍କୁ ମାରଣାସ୍ତ୍ରରେ ସଂଘବଦ୍ଧ ଆକ୍ରମଣ କରିଛନ୍ତି ଦୁର୍ବୃତ୍ତ। ଗୁରୁତର ଅବସ୍ଥାରେ ଯୁବକ ଜଣକ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି।

୪୦ ଡିଗ୍ରୀରେ ସିଝାଇବା ପରେ ଆଜି ସକାଳୁ ମେଘୁଆ ପାଗ

ଭୁବନେଶ୍ୱର,୩୧।୩: ଦୁଇ ଦିନର ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଭିତରେ ଆଜି ସକାଳୁ ସକାଳୁ ମେଘୁଆ ପାଗ । ଗତକାଲିର ସକ୍ରିୟ ଘୂର୍ଣ୍ଣବଳୟ ଏବଂ କାଳବୈଶାଖୀ ପ୍ରଭାବରେ ରାଜ୍ୟର କିଛି ସ୍ଥାନରେ ମେଘୁଆ ପାଗ ଦେଖିବାକୁ ମିଳିଛି । ଏହାର ପ୍ରଭାବରେ...

ଦୁର୍ନୀତି ଲୁଚାଇବାକୁ ମାର୍ଚ୍ଚରେ ବନୀକରଣ

ଲୋଇସିଂହା,୩୧ା୩(ସୁଶାନ୍ତ ବାରିକ)ବଲାଙ୍ଗୀର ଜିଲା ଲୋଇସିଂହା ବନ ରେଞ୍ଜ ସାଲେଭଟା ସେକ୍ସନ ଅନ୍ତର୍ଗତ ବଙ୍ଗାବାହାଲ ଗ୍ରାମରେ କାମ୍ପା ଯୋଜନାରେ ହୋଇଥିବା ବନୀକରଣରେ ଦୁର୍ନୀତି ହୋଇଛି। ବଲାଙ୍ଗୀର ବନଖଣ୍ଡ ଅଧିକାରୀଙ୍କ ନିକଟରେ ଶନିିବାର ଏହିଭଳି ଅଭିଯୋଗ କରିଛି ବଙ୍ଗାବାହାଲ ବନ ସୁରକ୍ଷା ସମିତି।...

ଲହୁଣୀପଡ଼ା ଅଞ୍ଚଳରେ ବୁଲୁଛି ବାଘ

ଲହୁଣୀପଡା,୩୧।୩(ଦାଶରଥି ପଣ୍ଡା)ସୁନ୍ଦରଗଡ଼ ଜିଲା ଲହୁଣୀପଡା ଅଞ୍ଚଳର ବିଭିନ୍ନ ଗ୍ରାମରେ ବାଘ ବୁଲୁଥିବା ଚର୍ଚ୍ଚା ଜୋର ଧରିଛି। ବାଘ ବୁଲୁଥିବା ନେଇ ଆଲୋଚନା ଶୁଣିବାକୁ ମିଳୁଛି। ଯେଉଁ ଯେଉଁ ଅଞ୍ଚଳରେ ବାଘ ବୁଲୁଛି ବୋଲି ଚର୍ଚ୍ଚା ଜୋର ଧରିଛି ସେ ଅଞ୍ଚଳର...

କୌଣସି ଶକ୍ତି ଭାଜପାର ବିଜୟକୁ ରୋକିପାରିବ ନାହିଁ: ଜୟନାରାୟଣ

ସମ୍ବଲପୁର,୩୧ା୩(ବି.ଶଙ୍କର)୨୦୧୯ ସାଧାରଣ ନିର୍ବାଚନ ପରେ ସମ୍ବଲପୁର ବିଧାୟକ ତଥା ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର ଅନ୍ତର୍ଦ୍ଧାନ ହୋଇଯାଇଥିଲେ। ସାଧାରଣ ନିର୍ବାଚନ ଆଉ ପ୍ରାୟ ଦୁଇମାସ ବାକି ଥିବାବେଳେ ପୁଣି ସେ ଦୃଷ୍ଟିଗୋଚର ହୋଇଛନ୍ତି। ବିଭିନ୍ନ ଗଣମାଧ୍ୟମରେ ସେ ୨୦୨୪...

ଅଲଗା ହେବାକୁ ନାରାଜ

ସୁନାବେଡ଼ା,୩୧ା୩(କୃତ୍ତିବାସ ପ୍ରଧାନ/ବାସୁଦେବ ବରାଡ଼)ଝିଅମାନଙ୍କୁ ସ୍ବତନ୍ତ୍ର ଭାବରେ ଶିକ୍ଷିତ କରିବାକୁ ୧୯୯୫ରେ ସୁନାବେଡ଼ାଠାରେ ମହିଳା ମହାବିଦ୍ୟାଳୟ ନିର୍ମାଣ କରାଯାଇଥିଲା। ପ୍ରଥମେ ଯୁକ୍ତ ୨ କଳା, ବାଣିଜ୍ୟ ଓ ବିଜ୍ଞାନ ବିଭାଗରେ ଝିଅମାନଙ୍କ ନାମ ଲେଖାଇ ପାଠପଢ଼ା ଆରମ୍ଭ ହୋଇଥିଲା। ପରେ ୨୦୦୦ରେ...

ଫୁଲଚାଷ ପାଇଁ ଆଗ୍ରହୀ ହେଉନାହାନ୍ତି ଚାଷୀ

ମାଲକାନଗିରି, ୩୧ା୩ (ଦୁର୍ଯ୍ୟୋଧନ ପାତ୍ର)ମାଲକାନଗିରି ଜିଲାରେ ଫୁଲଚାଷ ପାଇଁ ଭିତ୍ତିଭୂମି, ଉପଯୁକ୍ତ ଜଳବାୟୁ, ଉର୍ବର ମୃତ୍ତିକା ଥିବା ସତ୍ତ୍ୱେ ଏଠାରେ ଫୁଲ ଚାଷ ପାଇଁ ଚାଷୀମାନେ ଆଗ୍ରହ ଦେଖାଉନାହାନ୍ତି। ଜିଲାବାସୀ ବିଭିିନ୍ନ ବିବାହ, ବ୍ରତ, ମାଙ୍ଗଳିକ କାର୍ଯ୍ୟ ଓ ସଭା...

ଚାଷଜମି ଦେଇ ବାଲିଚାଲାଣ

ଜଳେଶ୍ୱର, ୩୧ା୩(ରବିନାରାୟଣ ପାତ୍ର)ବାଲେଶ୍ୱର ଜିଲା ଜଳେଶ୍ୱର ତହସିଲ ଅନ୍ତର୍ଗତ ସୁବର୍ଣ୍ଣରେଖା ନଦୀର ବାଲି ସଇରାତଗୁଡିକୁ ଖଣିବିଭାଗ ଅଦ୍ୟାବଧି ନିଲାମ ଦେଇ ନ ଥିବାରୁ ବିଭିନ୍ନ ସ୍ଥାନରୁ ପ୍ରତିଦିନ ରାତିରେ ଶହ ଶହ ଟ୍ରାକ୍ଟର ବାଲି ଚୋରା ଚାଲାଣ ହେଉଛି। ଏଥିରେ...

ପୁରୁଷ ୱାର୍ଡରେ ତାଲା, ବାରଣ୍ଡାରେ ରୋଗୀ

ଆନନ୍ଦପୁର,୩୧ା୩(ଉମେଶ ଚନ୍ଦ୍ର ପାଢ଼ୀ)କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଡାକ୍ତରଖାନାରେ ପୁରୁଷ ୱାର୍ଡ ବନ୍ଦ ରହିଛି। ଓ୍ବାର୍ଡ ଛାତରୁ ପ୍ଲାଷ୍ଟର ଖସି ଜଣେ ରୋଗୀ ଆହତ ହେବା ପରେ ଡାକ୍ତରଖାନା କର୍ତ୍ତୃପକ୍ଷ ବନ୍ଦ କରିଥିବା ବେଳେ ରୋଗୀ ବାରଣ୍ଡରେ ଚିକିତ୍ସିତ ହେଉଥିବା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri