କିଏ ସେହି ହରିଶ ଟଣ୍ଡନ, ଯିଏ ହେବେ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି
ନୂଆଦିଲ୍ଲୀ,୭ା୩:କଲିକତା ହାଇକୋର୍ଟ ବିଚାରପତି ଜଷ୍ଟିସ୍ ହରିଶ ଟଣ୍ଡନ ଓଡ଼ିଶା ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି ହେବେ। ସୁପ୍ରିମକୋର୍ଟ କଲେଜିୟମ୍ ଗୁରୁବାର ଏନେଇ କେନ୍ଦ୍ର ସରକାରଙ୍କୁ ସୁପାରିସ କରିଛନ୍ତି। ପୂର୍ବରୁ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଥିବା ଜଷ୍ଟିସ୍ ଚକ୍ରଧାରୀ ଶରଣ ସିଂ…
ଜଷ୍ଟିସ ହରିଶ ଟଣ୍ଡନ ହେବେ ଓଡ଼ିଶା ହାଇକୋର୍ଟର ପରବର୍ତ୍ତୀ ମୁଖ୍ୟ ବିଚାରପତି
ଭୁବନେଶ୍ବର,୬।୩: ଓଡ଼ିଶା ହାଇକୋର୍ଟର ପରବର୍ତ୍ତୀ ମୁଖ୍ୟ ବିଚାରପତି ଭାବେ ଜଷ୍ଟିସ ହରିଶ ଟଣ୍ଡନଙ୍କୁ ନିଯୁକ୍ତ କରାଯାଇଛି। ଏନେଇ ସୁପ୍ରିମକୋର୍ଟ କଲେଜିୟମ ପକ୍ଷରୁ ସୁପାରିସ କରାଯାଇଛି। ଜଷ୍ଟିସ ହରିଶ ଟଣ୍ଡନ ଏବେ କୋଲକାତା ହାଇକୋର୍ଟର ବିଚାରପତି ଅଛନ୍ତି। ସୁଚନାଯୋଗ୍ୟ,୧୯ ଜାନୁଆରୀ ୨୦୨୫ରେ ଓଡ଼ିଶା…
ଚଳନ୍ତା ଟ୍ରେନରୁ ଖସିପଡ଼ିଲେ ଯବାନ, ଭୁବନେଶ୍ୱର ଏୟାରଲିଫ୍ଟ
ରାୟଗଡ଼ା/ମୁନିଗୁଡ଼ା,୬।୩(ଆଶିଷ ରଞ୍ଜନ ପଣ୍ଡା/ନନ୍ଦ କିଶୋର ପଟ୍ଟନାୟକ): ରାୟଗଡ଼ା ଜିଲା ମୁନିଗୁଡ଼ା ରେଳ ଷ୍ଟେଶନଠାରେ ଗୁରୁବାର ଚଳନ୍ତା ଟ୍ରେନ୍ରୁ ଖସି ପଡି ଜଣେ ବିଏସଏଫ୍ ଯବାନ ଗୁରୁତର ଆହତ ହୋଇଛନ୍ତି। ବିଏସ୍ଏଫ୍ ଷ୍ଟାଫ୍ଙ୍କ ସମେତ ସ୍ଥାନୀୟ ରେଲଓ୍ବେ ଆର୍ପିଏଫ୍ ଏବଂ ଜିଆର୍ପି ପୋଲିସଙ୍କ…
ବିବାହର ପ୍ରଲୋଭନ ଦେଖାଇ ଯୁବତୀଙ୍କ ସହ ରଖିଲେ ଶାରୀରିକ ସମ୍ପର୍କ, ବ୍ୟାଙ୍କ କର୍ମଚାରୀ ଗିରଫ
ଭୁବନେଶ୍ୱର,୬ା୩(ସୂର୍ଯ୍ୟକାନ୍ତ ବେହେରା): ବିବାହର ମିଥ୍ୟା ପ୍ରତିଶ୍ରୁତି ଦେଇ ଯୁବତୀଙ୍କ ସହ ବାରମ୍ବାର ଶାରୀରିକ ସମ୍ପର୍କ ରଖି ପ୍ରତାରଣା କରିବା ଅଭିଯୋଗରେ ଇନ୍ଫୋସିଟି ପୋଲିସ ଜଣେ ଯୁବକଙ୍କୁ ଗିରଫ କରି ଗୁରୁବାର କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ ହେଲେ ଚନ୍ଦ୍ରଶେଖରପୁରରେ ରହୁଥିବା ତାଳଚେର…
ବଡ଼ ଖବର: ମାର୍ଚ୍ଚ ୮-୯ରେ ହେବାକୁ ଥିବା ଓଡ଼ିଶା ପୋଲିସ ପରୀକ୍ଷା ସ୍ଥଗିତ
ଭୁବନେଶ୍ୱର,୬।୩: ମାର୍ଚ୍ଚ ୮ ଏବଂ ୯ରେ ହେବାକୁ ଥିବା ଓଡ଼ିଶା ପୋଲିସର ଗ୍ରୁପ୍ ବି ପରୀକ୍ଷା ସ୍ଥଗିତ କରାଯାଇଛି। । OPRB ଦ୍ୱାରା ହେବାକୁ ଥିବା ପରୀକ୍ଷା ଅନ୍ୟାଦେଶ ଯାଏ ସ୍ଥଗିତ ରଖାଯାଇଛି। ମାର୍ଚ୍ଚ ୯ରେ ସହକାରୀ କୃଷି ଅଧିକାରୀ ପରୀକ୍ଷା…
ଜାପାନର ବିଜ୍ଞାନ ପ୍ରଦର୍ଶନୀରେ ଭାଗ ନେବେ ବରଗଡ଼ ଝିଅ, ଛୁଟୁଛି ଶୁଭେଚ୍ଛାର ସୁଅ
ବରଗଡ଼,୬।୩ (ପ୍ରେମାନନ୍ଦ ଖମାରୀ) : ବରଗଡ ଜିଲା ଭଟଲି ଥାନା ଅନ୍ତର୍ଗତ କେଶାଇପାଲି ଗ୍ରାମର ବିକ୍ରମ ପଧାନ ଓ ଆଲ୍ଲାଦିନୀଙ୍କ ଝିଅ ଦିବ୍ୟାସା ଜାପାନର ସାକୁରା ଉଚ୍ଚ ବିଦ୍ୟାଳୟ ବିଜ୍ଞାନ ପ୍ରଦର୍ଶନୀରେ ଭାଗ ନେବା ପାଇଁ ମନୋନୀତ ହୋଇଛନ୍ତି। ଦିବ୍ୟାସାଙ୍କ ପ୍ରକଳ୍ପ…
ବଡ଼ କାର୍ଯ୍ୟାନୁଷ୍ଠାନ ନେଲେ ରାଜ୍ୟ ସରକାର: ଶିଶୁ ଅଧିକାର ସୁରକ୍ଷା ଆୟୋଗ ଅଧ୍ୟକ୍ଷଙ୍କୁ କଲେ ବିଦା
ଭୁବନେଶ୍ୱର,୬।୩: ରାଜ୍ୟ ଶିଶୁ ଅଧିକାର ସୁରକ୍ଷା ଆୟୋଗ ଅଧ୍ୟକ୍ଷ ହେଲେ ଦାୟିତ୍ୱମୁକ୍ତ। ଗୁରୁବାର ମନ୍ଦାକିନୀ କରଙ୍କୁ ଅଧ୍ୟକ୍ଷ ପଦରୁ ବହିଷ୍କାର କରାଯାଇଛି। ଏଥିସହିତ ଆୟୋଗର ୫ ସଦସ୍ୟ ମଧ୍ୟ ବହିଷ୍କୃତ ହୋଇଛନ୍ତି। ନଭେମ୍ବରରେ ରାଜ୍ୟ ସରକାର କାରଣ ଦର୍ଶାଅ ନୋଟିସ ଜାରି…
ପାଟ୍ରୋଲିଂ ବେଳେ ଅଘଟଣ: ଫରେଷ୍ଟରଙ୍କୁ ଶୁଣ୍ଢରେ କଚାଡ଼ି ଦେଲା ଦନ୍ତା, ଆଉ ତା’ପରେ…
ସମ୍ବଲପୁର,୬।୩(ଭବାନୀ ଶଙ୍କର ଭୋଇ): ସମ୍ବଲପୁର ଜିଲା ପଡିଆବାହାଲ ବନାଞ୍ଚଳ ଅଧୀନ ଛାମୁଣ୍ଡା କୁଶାମୁରା ସଂରକ୍ଷିତ ଜଙ୍ଗଲରେ ଗୁରୁବାର ପାଟ୍ରୋଲିଂ ସମୟରେ ଏକ ଦନ୍ତାହାତୀ ଆକ୍ରମଣରେ ଫରେଷ୍ଟର ପ୍ରବୀଣ ସିଂହ ଗୁରୁତର ହୋଇଛନ୍ତି। ତାଙ୍କୁ ସାଥୀ କର୍ମଚାରୀମାନେ ଉଦ୍ଧାର କରି ସମ୍ବଲପୁର ସଦର…
ବହୁ ଚର୍ଚ୍ଚିତ ପାର୍ସଲ ବୋମା ବିସ୍ଫୋରଣ: ପୁଞ୍ଜିଲାଲଙ୍କ ବୟାନ ରେକର୍ଡ ଶେଷ
ପାଟଣାଗଡ଼,୬ା୩(ସଚ୍ଚିଦାନନ୍ଦ ମହାକୁର): ବହୁ ଚର୍ଚ୍ଚିତ ବଲାଙ୍ଗୀର ଜିଲା ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ମାମଲାର ମୁଖ୍ୟ ଅଭିଯୁକ୍ତ ପୁଞ୍ଜିଲାଲ ମେହେରଙ୍କ ପାଟଣାଗଡ଼ ଏସ୍ଡିଜେଏମ୍ କୋର୍ଟରେ ଗୁରୁବାର ବୟାନ ରେକର୍ଡ ଶେଷ ହୋଇଛି। ତଦନ୍ତକାରୀ ସଂସ୍ଥାର ଦସ୍ତାବିଜ ଏବଂ ସାକ୍ଷୀଙ୍କ ତଥ୍ୟ ଆଧାରରେ…
ସୁଧୀର ବେହେରା ହତ୍ୟା ମାମଲା: ୩ ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡ
ବଲାଙ୍ଗୀର,୬ା୩(ସୁନୀଲ କୁମାର ମହାନ୍ତି): ୨୦୨୨ରେ ସଂଘଟିତ ସୁଧୀର ବେହେରା ହତ୍ୟା ମାମଲାର ରାୟ ପ୍ରକାଶ ପାଇଛି। ଏହି ହତ୍ୟାକାଣ୍ଡ ମାମଲାରେ ୩ ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ ହୋଇଛନ୍ତି। ତିନି ଅଭିଯୁକ୍ତ ହେଲେ ସଞ୍ଜୀବ ମୁଗ୍ରୀ, ବିଶାଳ ସୁନା ଓ ଶିବ ନାଗ।…
ବାଣ ଭିଡ଼ିବାବେଳେ ବିସ୍ଫୋରଣ: ଉଡ଼ିଗଲା ଘର ଛାତ
ଯାଜପୁର,୬।୪: ଯାଜପୁର ଜିଲା ବାସୁଦେବପୁର ପଞ୍ଚାୟତ ଜାଲପୁର ଗାଁରେ ଗୁରୁବାର ଏକ ବଡ଼ ଧରଣର ବିସ୍ଫୋରଣ ଘଟିଛି। ବାଣଭିଡ଼ିବା ବେଳେ ହଠାତ୍ ବିସ୍ଫୋରଣ ଘଟି ଜଣଙ୍କ ଘର ଛାତ ଉଡିଯାଇଛି। ବିସ୍ଫୋରଣରେ ବାଣ ତିଆରି କରୁଥିବା ୪ଜଣ ଗୁରୁତର ଆହତ ହୋଇଛନ୍ତି।…
କହୁକହୁ ଏମିତି କହିଦେଲେ ଅମର, ସରକାର କିଛି ତ୍ରୁଟି କରିନାହାନ୍ତି, ନବୀନ ବାବୁଙ୍କୁ ନିମନ୍ତ୍ରଣ…
ଭୁବନେଶ୍ୱର,୬ା୩ : ବରିଷ୍ଠ ନେତା ଅମର ପ୍ରସାଦ ଶତପଥୀଙ୍କ ଏକ ବୟାନ ଏବେ ରାଜନୈତକ ମହଲରେ ଚର୍ଚ୍ଚାର ବିଷୟ ହୋଇଛି। ଅମର କହିଛନ୍ତି, ପଞ୍ଚାୟତିରାଜ ଦିବସ ପାଳନ ରାଜ୍ୟ ସରକାରଙ୍କ ନିଷ୍ପତ୍ତି। ଏଥିରେ କୌଣସି ତ୍ରୁଟି ନାହିଁ କି ବିଚ୍ୟୁତି ନାହିଁ।…
Archives


