ଜୁନିୟର ଖଣି ଅଧିକାରୀଙ୍କୁ ଭ୍ୟାନରୁ ଟାଣି ଗୋଡ଼େଇ ମାରିଲେ
ବାଲେଶର,୧୦।୬(ବାଞ୍ଛାନିଧି ଦେ): ପୁଣି ବାଲି ମାଫିଆଙ୍କ ଆତଙ୍କରାଜ। ବାଲି ମାଫିଆଙ୍କ ଆକ୍ରମଣରେ ଲହୁ ଲୁହାଣ ହେଲେ ଜୁନିୟର ଖଣି ଅଧିକାରୀ । ବେଆଇନ ବାଲି ଚୋରା ଚାଲାଣ ରୋକିବାକୁ ଯାଇଥିଲେ ଖଣି ବିଭାଗର ଏକଟିମ୍। ଅଧିକାରୀଙ୍କୁ ଭ୍ୟାନରୁ ଟାଣି ଗଡ଼େଇ ମାରିଲେ…
ଓଡ଼ିଆ ପୁଅ RPSC ଅଧ୍ୟକ୍ଷ: ରାଜସ୍ଥାନ ସରକାର …
ଭୁବନେଶ୍ୱର,୧୦।୬:ଓଡ଼ିଆ ପୁଅ IPS ଉତ୍କଳ ରଂଜନ ସାହୁ RPSC ଅଧ୍ୟକ୍ଷ ନିଯୁକ୍ତ ହୋଇଛନ୍ତି। ଉତ୍କଳ ରଂଜନ ରାଜସ୍ଥାନର ଡିଜିପି ଭାବେ କାର୍ଯ୍ୟ କରୁଥିଲେ। ନୂଆ ଦାୟିତ୍ୱ ନେଇ ରାଜସ୍ଥାନ ସରକାର ବିଜ୍ଞପ୍ତି ଜାରି କରିଛନ୍ତି। ଆସନ୍ତା ବର୍ଷ ଜୁନ ପର୍ଯ୍ୟନ୍ତ RPSC…
ସରକାରଙ୍କ ବଡ଼ ଘୋଷଣା: ଆଉ ୪୦ ହଜାର ନିଯୁକ୍ତି…
ଭୁବନେଶ୍ୱର,୧୦।୬: କେନ୍ଦ୍ରରେ ମୋଦି ସରକାରଙ୍କ ତୃତୀୟ ପାଳିର ପ୍ରଥମ ବର୍ଷ ଏବଂ ରାଜ୍ୟ ଭାଜପା ସରକାରଙ୍କ ପ୍ରଥମ ବର୍ଷର ଉପଲବ୍ଧି ବଖାଣିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ବର୍ଷକର ସଫଳ ଯାତ୍ରାରେ ଲୋକଙ୍କ ଆଶା ପୂରଣ କରିଛୁ ବୋଲି ମଙ୍ଗଳବାର…
୧୦ ଲକ୍ଷ ଲାଞ୍ଚନେଇ ବନ୍ଧାହୋଇଥିଲେ ଉପଜିଲାପାଳ ଜେଲରେ ବିଗିଡିଲା ସ୍ୱାସ୍ଥ୍ୟାବସ୍ଥା
ଭବାନୀପାଟଣା,୧୦।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଧର୍ମଗଡ଼ ଉପଜିଲାପାଳ ଧୀମାନ ଚକମା ରବିବାର ରାତିରେ ଜଣେ କ୍ରସର ମାଲିକଙ୍କ ଠାରୁ ୧୦ ଲକ୍ଷ ଟଙ୍କା ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରାପଡିଥିଲେ। ଏହାସହ ଭିଜିଲାନ୍ସ ତାଙ୍କ ଘରୁ ଛାନ ଭିନ ବେଳେ…
ବର୍ଷେ ଉପଲବ୍ଧିର ଗୋଟି ଗୋଟି ହିସାବ ଦେଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୦।୬: କେନ୍ଦ୍ରରେ ମୋଦି ସରକାରଙ୍କ ତୃତୀୟ ପାଳିର ପ୍ରଥମ ବର୍ଷ ଏବଂ ରାଜ୍ୟ ଭାଜପା ସରକାରଙ୍କ ପ୍ରଥମ ବର୍ଷର ଉପଲବ୍ଧି ବଖାଣିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ବର୍ଷକର ସଫଳ ଯାତ୍ରାରେ ଲୋକଙ୍କ ଆଶା ପୂରଣ କରିଛୁ ବୋଲି ମଙ୍ଗଳବାର…
ପ୍ରାଣୀଙ୍କ ଆଶୁ ଚିକିତ୍ସାରେ ପ୍ରାଣୀମିତ୍ରଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ
ଭଞ୍ଜନଗର,୧୦।୬(ବାବୁଲା ପ୍ରଧାନ): ଗଞ୍ଜାମ ଜଲା ଭଞ୍ଜନଗର ପ୍ରାଣୀ ସମ୍ପଦ ବିକାଶ ବିଭାଗ କର୍ମଚାରୀ ପ୍ରଶିକ୍ଷଣ ପ୍ରତିଷ୍ଠାନ ଓ ସମ୍ପ୍ରସାରଣ ତାଲିମ କେନ୍ଦ୍ରରେ ମଙ୍ଗଳବାର ଠାରୁ ୧୭ ଦିନିଆ ପ୍ରାଣୀମିତ୍ର ତାଲିମ ଶିବିର ଉଦ୍ଘାଟିତ ହୋଇଯାଇଛି। ଗଞ୍ଜାମ ଜିଲା ପ୍ରାଣୀ ଚିକିତ୍ସା ଅଧିକାରୀ…
ଆଜି ପ୍ରକାଶ ପାଇବ OJEE ରେଜଲ୍ଟ
ଭୁବନେଶ୍ୱର,୧୦।୬: ମଙ୍ଗଳବାର ପ୍ରକାଶ ପାଇବ OJEE-୨୦୨୫ ରେଜଲ୍ଟ। ସନ୍ଧ୍ୟା ୫ରୁ ୬ ମଧ୍ୟରେ ଆସିବ ରେଜଲ୍ଟ। ଶିଳ୍ପମନ୍ତ୍ରୀ ଆନୁଷ୍ଠାନିକ ଭାବେ OJEE-୨୦୨୫ ରେଜଲ୍ଟ ଘୋଷଣା କରିବେ। ojee.nic.in ୱେବ୍ସାଇଟ୍ରେ ଛାତ୍ରୀଛାତ୍ର ନିଜ ର଼୍ୟାଙ୍କ୍ କାର୍ଡ ପାଇପାରିବେ।
ଗଛରେ ପିଟିହେଲା କାର୍: ଚାଲିଗଲା ୨ ଜୀବନ
ଯାଜପୁର,୧୦।୬: ଯାଜପୁର ଜିଲା କାଳିଆପାଣି ଥାନା ମହୁଲଖାଲ ନିକଟରେ ମଙ୍ଗଳବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ କାର୍ ଭାରସାମ୍ୟ ହରାଇ ଗଛରେ ପିଟି ହୋଇ ଦୁର୍ଘଟଣା ଗ୍ରସ୍ତ ହୋଇଛି। ଦୁର୍ଘଟଣାରେ କାର୍ରେ ଥିବା ୨ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣେ…
ବଢୁଛି ଭୟ, ରାଜ୍ୟରେ ୫୦ ପାର୍ କଲା କରୋନା ସଂକ୍ରମଣ
ଭୁବନେଶ୍ୱର,୧୦ା୬: ରାଜ୍ୟରେ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ବିଭିନ୍ନ ଜିଲାରୁ ସଂକ୍ରମିତ ଚିହ୍ନଟ ହେଉଥିବାବେଳେ ଇତିମଧ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୫୦ ପାର୍ କରିଛି। କରୋନାକୁ ନେଇ ଭୟଭୀତ ନ ହେବାକୁ ସ୍ବାସ୍ଥ୍ୟ ବିଭାଗ ବାରମ୍ବାର କହୁଥିବା ବେଳେ ଲଗାତର ଭାବେ…
ଆଜି ଅପରାହ୍ନ ୨ଯାଏ ମହାପ୍ରଭୁଙ୍କ ଦର୍ଶନ ବନ୍ଦ
ପୁରୀ, ୧୦।୬(ଅଜିତ୍ କୁମାର ମହାନ୍ତି): ଜ୍ୟେଷ୍ଠ ମାସ ଶୁକ୍ଳ ପକ୍ଷ ଚତୁର୍ଦ୍ଦଶୀ ତିଥି ଅବସରରେ ମଙ୍ଗଳବାର ମହାପ୍ରଭୁଙ୍କ ସେନାପଟା ନୀତି ଅନୁଷ୍ଠିତ ହେବ। ସେନାପଟା ମହାପ୍ରଭୁଙ୍କ ଶ୍ରୀଅଙ୍ଗକୁ ସୁରକ୍ଷା ପ୍ରଦାନ କରିଥାଏ। ତେଣୁ ମହାପ୍ରଭୁଙ୍କ ସ୍ନାନପୂର୍ଣ୍ଣିମା ପହଣ୍ଡି ପୂର୍ବରୁ ଦଇତାପତି ସେବକମାନେ…
ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ: ୧୪ରୁ ବଢ଼ିବ ବର୍ଷା
ଭୁବନେଶ୍ୱର,୧୦ା୬(ଅନୁରାଧା ମହାରଣା):ଦକ୍ଷିଣ ପୂର୍ବ ସଂଲଗ୍ନ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୋମବାର ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା ଘନୀଭୂତ ହୋଇ ଆସନ୍ତା ୧୪ରୁ ୧୬ ତାରିଖ ମଧ୍ୟରେ ଉତ୍ତର ବଙ୍ଗୋପସାଗରରେ ଲଘୁଚାପର ରୂପ ନେବା ସମ୍ଭାବନା ରହିଛି। ତେଣୁ ୧୨ ତାରିଖ ପରଠାରୁ…
ଓଏଏସ୍ ଅଧିକାରୀସ୍ତରରେ ବଡ଼ଧରଣର ବଦଳି: ଜାଣନ୍ତୁ କାହାକୁ ଦିଆଗଲା କେଉଁଠି ନିଯୁକ୍ତି
ଭୁବନେଶ୍ୱର,୧୦ା୬(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍) ଅଧିକାରୀସ୍ତରରେ ବଡ଼ ଧରଣର ଅଦଳବଦଳ କରାଯାଇଛି। ସାଧାରଣ ପ୍ରଶାସନ ବିଭାଗର ବିଜ୍ଞପ୍ତି ଅନୁଯାୟୀ, ଦକ୍ଷିଣାଞ୍ଚଳ ଡିଭିଜନ-ବ୍ରହ୍ମପୁର ଆରଡିସି କାର୍ଯ୍ୟାଳୟର ଅତିରିକ୍ତ ଆୟୁକ୍ତ ବୀରସେନ ପ୍ରଧାନଙ୍କୁ ଆରଡିସିଙ୍କ ସଚିବ ଭାବେ ନିଯୁକ୍ତି ଦିଆଯାଇଛି।…
Archives


