Matric Result: ୧୯ରୁ ମାଟ୍ରିକ ଖାତାଦେଖା, ମେ’ରେ ରେଜଲ୍ଟ
କଟକ,୬ା୩: ରାଜ୍ୟରେ ଚାଲିଥିବା ୨୦୨୫ ମାଟ୍ରିକ ପରୀକ୍ଷା ଗୁରୁବାର ଶେଷ ହୋଇଛି। ଛାତ୍ରୀଛାତ୍ର ଆଜି ଶେଷଦିନରେ ତୃତୀୟ ଭାଷା ହିନ୍ଦୀ ଓ ସଂସ୍କୃତ ବିଷୟରେ ପରୀକ୍ଷା ଦେଇଥିଲେ। ପରୀକ୍ଷା ସକାଳ ୯ଟାରୁ ଆରମ୍ଭ ହୋଇ ସାଢ଼େ ୧୧ଟା ସମୟରେ ଶେଷ ହୋଇଥିଲା। …
ଦାରିଙ୍ଗବାଡ଼ିକୁ ପୁଣି ଫେରିଲା ଶୀତ, ନିଆଁ ପୁଇଁଲେ ଲୋକେ, ଆଜିର ତାପମାତ୍ରା ରହିଛି…
ଦାରିଙ୍ଗବାଡ଼ି,୬ା୩(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳକୁ ପୁଣି ଶୀତ ଫେରିଛି। ଗୁରୁବାର ଭୋର୍ରୁ ଅସହ୍ୟ ଅନୁଭୂତ ହେବା ସହ ତାପମାତ୍ରା ସର୍ବନିମ୍ନ ୧୫ ଡିଗ୍ରୀକୁ ହ୍ରାସ ପାଇଛି। ଯାହାକି ବୁଧବାର ସର୍ବନିମ୍ନ ୧୭ ଡିଗ୍ରୀ ତାପମାତ୍ରା ରହିଥିବାବେଳେ ଆଜି ଆଉ…
ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ମାମଲା: ADJ କୋର୍ଟରେ ହାଜର ହେଲେ ପୁଞ୍ଜିଲାଲ
ପାଟଣାଗଡ଼,୬ା୩ (ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲାର ବହୁ ଚର୍ଚ୍ଚିତ ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ମାମଲାର ଆଉ କିଛି ଦିନ ପରେ ରାୟ ପ୍ରକାଶ ପାଇବ। ଗୁରୁବାର ଆଉ କିଛି ସମୟ ପରେ ବୟାନ ରେକର୍ଡ ପାଇଁ ପାଟଣାଗଡ଼ ଏସ୍ଡିଜେଏମ୍ କୋର୍ଟରେ…
ନୂଆ ସରକାରୀ ବାସଭବନରେ ଗୃହ ପ୍ରବେଶ କଲେ ମୁଖ୍ୟମନ୍ତ୍ରୀ, ୨୬ବର୍ଷ ପରେ ସିଏମ କ୍ୱାର୍ଟରରେ ରହିବେ
ଭୁବନେଶ୍ୱର,୬।୩: ବଦଳିଲା ମୋହନଙ୍କ ଠିକଣା। ନୂଆ ସରକାରୀ ବାସଭବନରେ ଗୃହ ପ୍ରବେଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଗୁରୁବାର ନୂଆ ବାସଭବନକୁ ଯାଇଛନ୍ତି ମୁଖ୍ୟମନ୍ତ୍ରୀ। ଏଣିକି ଏଜିରୁ ରାଜଭବନ ରାସ୍ତାରେ ଥିବା ବାସଭବନରେ ରହିବେ ମୁଖ୍ୟମନ୍ତ୍ରୀ। ପୂଜା ଅର୍ଚ୍ଚନା ପରେ ଗୃହ…
ଘରୋଇ ଅନୁଷ୍ଠାନରେ ଫି ଦେଇନପାରି ପରୀକ୍ଷାରୁ ବଞ୍ଚିତ ଘଟଣା: ଧରିତ୍ରୀରେ ଖବର ପ୍ରକାଶିତ ହେବା ପରେ ସଚିବ ଦେଲେ କଡ଼ା ନିର୍ଦ୍ଦେଶ
ଦାରିଙ୍ଗବାଡି, ୬।୩ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଗୋଷ୍ଠି ଶିକ୍ଷା ଅଧିକାରୀଙ୍କ ଅଧୀନରେ ଥିବା ପାଦ୍ରୀ ପିଓ ଇଂଲିଶ ମିଡିୟମ ବିଦ୍ୟାଳୟରେ ଷଷ୍ଠରୁ ନବମ ଶ୍ରେଣୀ ପିଲାଙ୍କ ବାର୍ଷିକ ପରୀକ୍ଷା ଚାଲିଥିବାବେଳେ କିଛି ଛାତ୍ରୀଛାତ୍ରଙ୍କ ବିଦ୍ୟାଳୟରେ ମାସିକ ଫି’ବାବଦକୁ ବକେୟା…
10th Exam Odisha: ଦଶମ ପରୀକ୍ଷା ଦେବାକୁ ଯାଉଥିବାବେଳେ ଭ୍ୟାନ ସହ ଧକ୍କା ହେଲା ବାଇକ, ଚାଲିଗଲା ଛାତ୍ରଙ୍କ ଜୀବନ
ମାଲକାନଗିରି,୬।୩((ଦୁର୍ଯ୍ୟୋଧନ ପାତ୍ର) :ଦଶମ ପରୀକ୍ଷା ଦେବାକୁ ଯିବାବେଳେ ସଡ଼କ ଦୁର୍ଘଟଣାରେ ଜଣେ ଛାତ୍ରଙ୍କ ମୃତ୍ୟୁ ଘଟିଛି। ଆଜି ସ୍କୁଲ ଜୀବନର ଶେଷ ପରୀକ୍ଷା ଥିବାବେଳେ ରାସ୍ତାରେ ଜୀବନ ହିଁ ଶେଷ ହୋଇଯାଇଛି। ଏହି ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ଆଉ ଜଣେ ଛାତ୍ର…
ଖୋଲୁଛି Raja Chakraଙ୍କ କଳା ସାମ୍ରାଜ୍ୟର ଗୁମର!
ଭୁବନେଶ୍ୱର,୬।୩(ସତ୍ୟଜିତ୍ ରାଉତ)ଓଡ଼ିଶା ଖଣି ନିଗମ ସହ ସହବନ୍ଧିତ ଥିବା କେନ୍ଦୁଝର ଶୁଆକାଟିସ୍ଥିତ ଗନ୍ଧମାର୍ଦ୍ଦନ ଲୋଡିଂ ଏଜେନ୍ସିରେ ପ୍ରାୟ ୫୦କୋଟି ଟଙ୍କା ହେର୍ଫେର୍ ଘଟଣାରେ କ୍ରାଇମବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା (ଇଓଡବ୍ଲ୍ୟୁ) ପକ୍ଷରୁ କେନ୍ଦୁଝରର ବିଜେଡି ନେତା ସୌମ୍ୟ ଓରଫ ରାଜା ଚକ୍ରଙ୍କ…
ଭିଜିଲାନ୍ସ ପଞ୍ଝାରେ ଡେପୁଟି ଟ୍ରାନ୍ସପୋର୍ଟ କମିଶନର
କଟକ,୬।୩: ଭିଜିଲାନ୍ସ ଜାଲରେ ଏସଟିଏ ଡେପୁଟି କମିଶନର । ଡେପୁଟି କମିଶନର ପ୍ରଦୀପ ମହାନ୍ତିଙ୍କ ଘରେ ପଶିଲା ଭିଜିଲାନ୍ସ । ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢ଼ାଉ ଜାରି ରହିଛି। ଏକକାଳୀନ ୯ଟି ସ୍ଥାନରେ ଭିଜିଲାନ୍ସ ରେଡ କରିଛି ।…
ଆସିଲେନି ନବୀନ ସିଧା ଶୁଣାଇଦେଲେ ମୋହନ, କହିଲେ ସଂଧ୍ୟାରେ ସେ ଆସନ୍ତି ନାହିଁ…
ଭୁବନେଶ୍ୱର,୬।୩: ପ୍ରବାଦପୁରୁଷ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ଜନ୍ମଦିନ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ପଟ୍ଟନାୟକ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ନିମନ୍ତ୍ରଣ କରିଥିଲେ। ନବୀନ ମୋହନଙ୍କ ନିମନ୍ତ୍ରଣ ରକ୍ଷା କରିବେ ନା ପ୍ରତ୍ୟାଖ୍ୟାନ କରିବେ ତାହା ଉପରେ ସମସ୍ତଙ୍କ…
Subhadra Yojana: ଆଜି ସୁଭଦ୍ରା ପ୍ରଥମ କିସ୍ତି ୫ମ ପର୍ଯ୍ୟାୟ ଟଙ୍କା
ଭୁବନେଶ୍ୱର,୬।୩(ଅନୁରାଧା ମହାରଣା)ରାଜ୍ୟ ସରକାରଙ୍କ ସୁଭଦ୍ରା ଯୋଜନାରେ ଅର୍ଥରାଶି ପାଇବା ପାଇଁ ବର୍ତ୍ତମାନ ପର୍ଯ୍ୟନ୍ତ ପ୍ରାୟ ୧ କୋଟି ୮ ଲକ୍ଷ ମହିଳା ଆବେଦନ କରିସାରିଛନ୍ତି। ଗୁରୁବାର ପଞ୍ଚମ ପର୍ଯ୍ୟାୟରେ ପ୍ରାୟ ୧ ଲକ୍ଷ ୭୦ ହଜାର ମହିଳାଙ୍କୁ ପ୍ରଥମ କିସ୍ତି ପ୍ରଦାନ…
କ୍ୟାବିନେଟ୍ରେ ଉପସ୍ଥାପନ ହେବ ତଦନ୍ତ କମିଶନ ରିପୋର୍ଟ
କଟକ,୬ା୩(କାର୍ତ୍ତିକ ସାହୁ)ପୁରୀ ଶ୍ରୀମନ୍ଦିର ରତ୍ନଭଣ୍ଡାର ଚାବି ହଜିବା ଘଟଣାର ତଦନ୍ତ ରିପୋର୍ଟ ସାର୍ବଜନୀନ କରାଯିବା ମାମଲାରେ ରାଜ୍ୟ ସରକାର ହାଇକୋର୍ଟରେ ସତ୍ୟପାଠ ଦାଖଲ କରିଛନ୍ତି। ଚାବି ହଜିବା ଘଟଣାର ତଦନ୍ତ ରିପୋର୍ଟ କ୍ୟାବିନେଟ୍ରେ ଉପସ୍ଥାପନ ହେବ। ଏଥିପାଇଁ ହାଇକୋର୍ଟ ସମୟ ଦେବାକୁ…
ନବ ଦାସଙ୍କ ହତ୍ୟା ମାମଲା: ସିବିଆଇ ତଦନ୍ତ ଦାବି ମାମଲାର ଅନ୍ତ
କଟକ,୫ା୩(କାର୍ତ୍ତିକ ସାହୁ)- ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ହତ୍ୟା ମାମଲାର ସିବିଆଇ ତଦନ୍ତ ନିର୍ଦ୍ଦେଶ ଦେବାକୁ ନେଇ ରୁଜୁ ମାମଲାର ବୁଧବାର ଅନ୍ତ ଘଟାଇଛନ୍ତି ହାଇକୋର୍ଟ। ରାଜ୍ୟ ସରକାର ନବ ଦାସ ହତ୍ୟା ମାମଲାର ତଦନ୍ତ ସଂକ୍ରାନ୍ତୀୟ ରିପୋର୍ଟ ସତ୍ୟପାଠ ଜରିଆରେ…
Archives


