ରାଜ୍ୟ

ଉଦୟପୁର ବେଳାଭୂମିରୁ ଉଦ୍ଧାର ହେଲା ଶେଷ ମତ୍ସ୍ୟଜୀବୀଙ୍କ ମୃତଦେହ

ଭୋଗରାଇ,୮l ୮(ପ୍ରଦୀପ ଦାସ ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଉଦୟପୁର ବେଳାଭୂମିରୁ ନିଖୋଜ ଥିବା ଜଣେ ମତ୍ସ୍ୟଜୀବୀଙ୍କ ମୃତଦେହ ଶୁକ୍ରବାର ଉଦ୍ଧାର ହୋଇଛି। ମୃତକ ହେଲେ ବାଲିଆପାଳ ବ୍ଲକ କଙ୍କଡାପାଳ ଗ୍ରାମର ମତ୍ସ୍ୟଜୀବୀ ଗୋପାଳ ଗିରି (୫୬ )। ଏନେଇ…

ରାଜଧାନୀରେ ଯୁବକଙ୍କୁ ମାରି ଟାଙ୍ଗିଦେଲେ! କାଲି ଶ୍ବଶୁର ଘରକୁ ଆସିଥିଲେ, ଆଜି…

ଭୁବନେଶ୍ୱର,୮।୮: ରାଜଧାନୀ ଭୁବନେଶ୍ବରରେ ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ଭରତପୁର ଥାନା ଅନ୍ତର୍ଗତ ପଣ୍ଡାକୁଦିଆ ଅଞ୍ଚଳରୁ ଜଣେ ଯୁବକଙ୍କର ଝୁଲନ୍ତା ମୃତଦେହ ସନ୍ଦେହଜନକ ଅବସ୍ଥାରେ ଉଦ୍ଧାର ହୋଇଛି। ମୃତ ଯୁବକଙ୍କ ଘର ଯାଜପୁର ଜିଲାର ସୁଜନପୁର ଅଞ୍ଚଳରେ ବୋଲି…

ହାତୀପଲ ଜନବସତି-ମୁହାଁ, ବାଲେଶ୍ୱରରୁ ଆରମ୍ଭ ହେଲା ‘ହାତୀ ସଭା’

ବାଲେଶ୍ୱର(ବାଞ୍ଛାନିଧି ଦେ)/ ନୀଳଗିରି (ପ୍ରଶାନ୍ତ ବିଶ୍ୱାଳ), ୮।୮: ହାତୀ ଏବଂ ମଣିଷର ସମ୍ପର୍କ ବହୁ ପୁରାତନ। ଗୁରୁବାର ମାଣବସା ହେଉ ଅବା ପ୍ରତ୍ୟେକ ଧର୍ମୀୟ କାର୍ଯ୍ୟରେ ହାତୀକୁ ହିନ୍ଦୁ ପରମ୍ପରାରେ ଅଗ୍ରାଧିକାର ଦିଆଯାଇଛି। ମାତ୍ର ଜଙ୍ଗଲରେ ହାତୀ ଏବେ ଅସୁରକ୍ଷିତ। ଅଧିକାଂଶ…

ହୋମ୍‌ଗାର୍ଡ ପରୀକ୍ଷା ବେଳେ ପରୀକ୍ଷାର୍ଥୀଙ୍କ ମୃତ୍ୟୁ

ଭୁବନେଶ୍ୱର,୮।୮: ଖୋର୍ଦ୍ଧା ଜିଲାର ତରତୁଆ ରିଜର୍ଭ ପଡ଼ିଆରେ ହୋମ୍‌ଗାର୍ଡ ନିଯୁକ୍ତି ପାଇଁ ଶାରୀରିକ ପରୀକ୍ଷା ଦେଉଥିବା ଜଣେ ପରୀକ୍ଷାର୍ଥୀଙ୍କର ଅସୁସ୍ଥ ହୋଇ ମୃତ୍ୟୁ ଘଟିଛି। ଘଟଣା ସମ୍ପର୍କରେ ସୂଚନା ଅନୁଯାୟୀ, ପରୀକ୍ଷା ବେଳେ ଦୌଡ଼ୁଥିବା ସମୟରେ ଏହି ପରୀକ୍ଷାର୍ଥୀ ହଠାତ୍ ଅସୁସ୍ଥ…

କୋଟିଆବାସୀଙ୍କୁ ଡବଲ୍‌ ଫାଇଦା: ଦୁଇ ରାଜ୍ୟ ସହ ସମଦୂରତା, ଯେଉଁଠୁ ଅଧିକ ମିଳିଲା ସେପଟକୁ ଢଳୁଛନ୍ତି ଗ୍ରାମବାସୀ

ଭୁବନେଶ୍ୱର,୮।୮: ଓଡ଼ିଶା ଓ ଆନ୍ଧ୍ରପ୍ରଦେଶ ସୀମାସ୍ଥ କୋଟିଆର ୨୧ଟି ଗାଁରେ ଚାଲିଛି ଏକ ଅଜଣା ଦ୍ବୈତ ଶାସନ। ଏହି ଅଞ୍ଚଳର ବାସିନ୍ଦାମାନେ ଦୁଇ ରାଜ୍ୟରୁ ମିଳୁଥିବା ସୁବିଧାରୁ ଡବଲ୍‌ ଫାଇଦା ଉଠାଉଛନ୍ତି। ଯେଉଁ ରାଜ୍ୟରୁ ଅଧିକ ସୁବିଧା ମିଳୁଛି, ସେପଟକୁ ଗ୍ରାମବାସୀଙ୍କ…

ବିଜେଡି ଶୋଭାଯାତ୍ରାରେ କଲେଜ ଛାତ୍ରୀଛାତ୍ରଙ୍କ ସାମିଲ ବିବାଦ: ଅଭିଯୋଗ ପରେ ମୁହଁ ଖୋଲିଲେ ଅଧ୍ୟକ୍ଷ, କହିଲେ ମୁଁ…

ଦାରିଙ୍ଗବାଡ଼ି,୮ା୮(ଅରୁଣ ସାହୁ): ବ୍ରାହ୍ମଣୀଗାଁଠାରେ ଛାତ୍ରୀ ଓ ମହିଳା ନିର୍ଯାତନାକୁ ରୋକିବା ପାଇଁ ରାଜ୍ୟ ସରକାରଙ୍କ ଅହେତୁକ ବିଳମ୍ବ ଓ ଆଇନଶୃଙ୍ଖଳା ପରିସ୍ଥିତି ବିପର୍ଯ୍ୟୟ ପ୍ରତିବାଦରେ ଯୁବ ଓ ଛାତ୍ର ବିଜେଡି ପକ୍ଷରୁ ବୁଧବାର ଏକ ସଭା ଓ ଶୋଭାଯାତ୍ରା ଅନୁଷ୍ଠିତ ହୋଇଥିଲା।…

ରାତି ପାହିଲେ ଆସିବ ସୁଭଦ୍ରାର ୩ୟ କିସ୍ତି: ଏହି ସମୟରେ ଆସିବ ଟଙ୍କା

ଭୁବନେଶ୍ୱର,୮।୮: ରାତି ପାହିଲେ ଖାତାକୁ ଆସିବ ସୁଭଦ୍ରା ଯୋଜନାର ୩ୟ କିସ୍ତି ଟଙ୍କା। ରାଜ୍ୟ ସରକାର ରାକ୍ଷୀ ପୂର୍ଣ୍ଣିମାରେ ଖାତାକୁ ସୁଭଦ୍ରା କିସ୍ତି ଟଙ୍କା ପଠାଇବେ । ରାଜ୍ୟର କୋଟିଏରୁ ଅଧିକ ମହିଳାଙ୍କ ଖାତାକୁ ଆସିବ ଟଙ୍କା । ଏ ନେଇ…

ବଢ଼ୁଥିବା ଅପରାଧ ନେଇ ମୁଖ୍ୟମନ୍ତ୍ରୀଙ୍କ ଜରୁରୀ ବୈଠକ, ବର୍ଷକର ତଥ୍ୟ ଧରି ଆସିବାକୁ ଡିଜିପିଙ୍କୁ ନିର୍ଦ୍ଦେଶ…

ଭୂବନେଶ୍ୱର,୮।୮: ଓଡ଼ିଶାରେ ଦିନକୁ ଦିନ ବଢ଼ୁଥିବା ଅପରାଧକୁ ରୋକିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏକ ଜରୁରୀ କାଳୀନ ବୈଠକ ଡାକିଛନ୍ତି। ଶୁକ୍ରବାର ଅପରାହ୍ଣ ୩ଟାରେ ଲୋକସେବା ଭବନରେ ଏହି ବୈଠକ ଅନୁଷ୍ଠିତ ହେବ, ଯେଉଁଥିରେ ଗୃହ ସଚିବ, ଡିଜିପି,…

ବୋମାମାଡ଼ରେ ଭାଙ୍ଗିଲା ଘରର କବାଟ-ଝରକା, ଜଣେ ଗୁରୁତର

ଢେଙ୍କାନାଳ,୮ା୮(ରତନ ନାୟାର): ଢେଙ୍କାନାଳ ଜିଲା ସଦର ଥାନା ତରଭା ଫାଣ୍ଡି ନୂଆଗାଁରେ ଗୁରୁବାର ବିଳମ୍ବିତ ରାତିରେ ଗ୍ରାମର ବିଜୟ ନାୟକ (୪୭)ଙ୍କ ଘର ଉପରେ ବୋମାମାଡ଼ ହୋଇଛି। ବୋମାମାଡ଼ରେ ବିଜୟଙ୍କ ଘର କବାଟ ଓ ଝରକା ସମ୍ପୂର୍ଣ୍ଣ ଭାଙ୍ଗି ଯାଇଛି। ବୋମାମାଡ଼…

ମେଡିକାଲ ଯାଉଥିବା ସମୟରେ ଏଏନ୍‌ଏମ୍‌ଙ୍କୁ ଧକ୍କା ଦେଲା ହାଇଓ୍ବା

ଭଞ୍ଜନଗର,୮ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ କୁଲାଡ ଏଏନ୍‌ଏମ୍‌ ନନ୍ଦିନୀ ଆଚାର୍ଯ୍ୟ (୪୨) ଗୁରୁବାର ଏକ ହାଇଓ୍ବା ଧକ୍କାରେ ଗୁରୁତର ହୋଇଛନ୍ତି । ତାଙ୍କର ଡାହାଣ ହାତଗୋଡ଼ରେ ଆଘାତ ଲାଗିଛି। ତାଙ୍କୁ ପ୍ରଥମେ ଭଞ୍ଜନଗର ମେଡିକାଲରେ ଚିକିତ୍ସା ପାଇଁ ଭର୍ତ୍ତି…

ସାମାନ୍ୟ ବଚସାରୁ ଯୁବକଙ୍କୁ ହତ୍ୟା

ଭବାନୀପାଟଣା,୮ା୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ଥାନୀୟ ଘୋଡ଼ାଘାଟ ଛକ ନିକଟରେ ଗୁରୁବାର ବିଳମ୍ବିତ ରାତିରେ ସାମାନ୍ୟ ବଚସାରୁ ଜଣେ ଯୁବକଙ୍କୁ ହତ୍ୟା କରାଯାଇଛି। ମୃତ ଯୁବକ ଜଣକ ଭବାନୀପାଟଣା ସହର…

ପଟ୍ଟାମୁଣ୍ଡାଇରେ ଛାତ୍ରୀ ଜିଅନ୍ତା ଜଳିଯିବା ମାମଲା: ପୁରୁଷ ବନ୍ଧୁ ଅଟକ

କେନ୍ଦ୍ରାପଡ଼ା,୮।୮: କେନ୍ଦ୍ରାପଡ଼ା ଜିଲାର ପଟ୍ଟାମୁଣ୍ଡାଇରେ ଜଣେ ଛାତ୍ରୀଙ୍କ ଜିଅନ୍ତା ଜଳିଯିବା ଘଟଣା ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ଏହି ମାମଲାରେ ଛାତ୍ରୀଙ୍କ ପୁରୁଷ ବନ୍ଧୁଙ୍କୁ ପୋଲିସ ଅଟକ ରଖି ତଦନ୍ତ ଆରମ୍ଭ କରିଛି। ସୂଚନା ଅନୁଯାୟୀ, ଅଭିଯୁକ୍ତ ଯୁବକଙ୍କୁ ଚେନ୍ନାଇରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?