ରାଜ୍ୟ

୭୮ ବର୍ଷରେ ରାଜଧାନୀ ଭୁବନେଶ୍ୱର: ବିକାଶଧାରାରେ ନୂଆ ସହର

ଦିନ ଥିଲା ଭୁବନେଶ୍ୱର କହିଲେ ଓଲ୍ଡଟାଉନ୍‌, କପିଳ ପ୍ରସାଦ, କପିଳେଶ୍ୱର ଏବଂ ସାମନ୍ତରାପୁର ଆଦି ଅଞ୍ଚଳକୁ ବୁଝାଉଥିଲା। ଐତିହ୍ୟ, କଳା, ସଂସ୍କୃତି, ପରମ୍ପରା ଥିଲା ଏହି ମନ୍ଦିରମାଳିନୀ ସହରର ସ୍ବତନ୍ତ୍ର ପରିଚୟ। ୪୦ହଜାର ଜନସଂଖ୍ୟାକୁ ନେଇ ଭୁବନେଶ୍ୱରକୁ ରାଜ୍ୟର ରାଜଧାନୀ ଘୋଷଣା…

ସମ୍ବଲପୁରରେ ପୁଣି ଏନକାଉଣ୍ଟର: ଦୁର୍ଦ୍ଦାନ୍ତ ଅପରାଧୀ ଆହତ

ସମ୍ବଲପୁର/କୁଚିଣ୍ଡା,୧୩।୪(ବିରଞ୍ଚି ଦର୍କା/ପ୍ରମୋଦ ବହିଦାର): ସମ୍ବଲପୁର ଜିଲାରେ ଏକମାସ ବ୍ୟବଧାନରେ ଅପରାଧିଙ୍କୁ ପୋଲିସ ଏନକାଉଣ୍ଟର ପୁଣି ଏକ ଘଟଣା ସାମ୍ନାକୁ ଆସିଛି। ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା ରଙ୍ଗିଆଟିକରା ଗ୍ରାମର ରାଜରାସ୍ତା ଉପରେ ହୋଇଛି ଏହି ବଡ଼ ଏନକାଉଣ୍ଟର। ପୋଲିସ ଏନକାଉଣ୍ଟରରେ ଗୋବିନ୍ଦପୁର…

ମହିଳା ଓାର୍ଡମେମ୍ବରଙ୍କ ଚୋରାମଦ କାରବାର ଭିଡିଓ ଭାଇରାଲ: ଦୋକାନରେ ମଦ ବିକୁଛନ୍ତି ଜନ ପ୍ରତିନିଧି

ପାଟଣା,୧୩।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲାର ଉଭୟ ପାଟଣା ଅବକାରୀ ପୋଲିସ ନିଷ୍କ୍ରିୟତା ଯୋଗୁ ଗାଁଗାଁରେ ଚୋରା ମଦ କାରବାର ବୃଦ୍ଧି ପାଉଥିବା ବେଳେ ଜଣେ ମହିଳା ଜନ ପ୍ରତିନିଧି ନିଜ ଦୋକାନରେ ଚୋରା ବିଦେଶୀ ମଦକୁ ଚଢା ରେଟରେ ବିକ୍ରି…

ସମୃଦ୍ଧ ଓଡ଼ିଶାକୁ ସାକାର କରିବ ଆୟୁଷ୍ମାନ ଭାରତ

”ଆରୋଗ୍ୟମ୍‌ ପରମଂ ଭାଗ୍ୟଂ ସ୍ବାସ୍ଥ୍ୟଂ ସର୍ବାର୍ଥସାଧନମ୍‌“ ଆମ ଶାସ୍ତ୍ର କୁହେ, ସୁସ୍ଥ ରହିବା ହେଉଛି ପରମ ସୌଭାଗ୍ୟ। ସୁସ୍ଥ ବ୍ୟକ୍ତି ଦ୍ବାରା ସମସ୍ତ କାର୍ଯ୍ୟର ସିଦ୍ଧି ହୋଇଥାଏ। ସୁସ୍ଥ ମଣିଷରୁ ସମୃଦ୍ଧ ସମାଜର ପରିକଳ୍ପନା କରାଯାଇପାରିବ, ତେଣୁ ବିକଶିତ ରାଷ୍ଟ୍ର ହେବା…

ବେଦାନ୍ତ ବିଶ୍ୱବିଦ୍ୟାଳୟ ଜମି ମାମଲା: ଜନସାଧାରଣଙ୍କ ଅଧିକାର ଓ ନ୍ୟାୟିକ ବିଜୟ

ଓଡ଼ିଶାର ପୁରୀ ଜିଲାର ୨୨ଟି ମୌଜାର ଚାଷୀଙ୍କ ଜମି ରକ୍ଷା ପାଇଁ ଏକ ଦୀର୍ଘ ସଂଘର୍ଷର କାହାଣୀ ଆଜି ମଧ୍ୟ ଆଲୋଚନାର ବିଷୟ ହୋଇରହିଛି। ବେଦାନ୍ତ ବିଶ୍ୱବିଦ୍ୟାଳୟ ପ୍ରକଳ୍ପ ନାମରେ ଅନିଲ ଅଗ୍ରୱାଲଙ୍କ ଅନିଲ ଅଗ୍ରୱାଲ ଫାଉଣ୍ଡେଶନ ଦ୍ୱାରା ଜମି ଅଧିଗ୍ରହଣ…

ଅହଂକାର ରଖନି, ଗ୍ରୁପିଜମ୍‌ କରନାହିଁ: ନଡ୍ଡା

ଭୁବନେଶ୍ୱର (ସୁନିତ୍‌ ମିଶ୍ର)/ପୁରୀ (ଅଜିତ କୁମାର ମହାନ୍ତି), ୧୩ା୪: ପୁରୀ ସ୍ଥିତ ସ୍ବାମୀ ନାରାୟଣ ମୁଖ୍ୟ ମନ୍ଦିର ପରିସରରେ ଆୟୋଜିତ ଭାଜପାର ୨ ଦିନିଆ ପ୍ରଶିକ୍ଷଣ ଶିବିରକୁ ଉଦ୍‌ଘାଟନ କରି ନଡ୍ଡା ଦଳର ବିଧାୟକ, ମନ୍ତ୍ରୀ ଏବଂ ଏମ୍‌ପିମାନଙ୍କୁ ଏକାଧିକ ପଏଣ୍ଟ…

Kalabaisakhi in Odisha: ଆଲର୍ଟ, ଏସବୁ ଜିଲାରେ ଆଜି କାଳବୈଶାଖୀ ବର୍ଷା

ଭୁବନେଶ୍ୱର,୧୩ା୪(ଅନୁରାଧା ମହାରଣା): କାଳବୈଶାଖୀ ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲାରେ ବିଜୁଳି, ଘଡ଼ଘଡ଼ି ସହ କୁଆପଥର ବର୍ଷା ଜାରି ରହିଛି। ଶନିବାର ଦ୍ୱୈତନଗରୀ କଟକ ଓ ଭୁବନେଶ୍ୱର ସମେତ ରାୟଗଡା, କନ୍ଧମାଳ, ଗଞ୍ଜାମ, ନୟାଗଡ, କେନ୍ଦୁଝର, ମୟୂରଭଞ୍ଜ, ଖୋର୍ଦ୍ଧା ଜିଲାର କିଛି ଅଞ୍ଚଳରେ…

ଦୁଇ ଫୁଲମାଳରେ ବାଛିଲେ ଜୀବନସାଥୀ

ବରଗଡ଼,୧୨।୪(ପ୍ରେମାନନ୍ଦ ଖମାରୀ)- ବିବାହରେ ନ ଥିଲା ଯାନିଯୌତୁକ। କେବଳ ୨ଟି ଫୁଲମାଳରେ ବାଛିଥିଲେ ଜୀବନସାଥୀ। ଏଭଳି ଏକ ଆଦର୍ଶ ଗଣବିବାହ ଶନିବାର ବରଗଡ ସ୍ଥିତ ବିଜୁ ପଟ୍ଟନାୟକ ଟାଉନ ହଲରେ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ୭ ଯୋଡି ବରକନ୍ୟାଙ୍କ ବିବାହ…

ପାଟଣାରେ କାଳବୈଶାଖୀର ତାଣ୍ଡବ: ବର୍ଷା ପବନ ସାଙ୍ଗକୁ କୁଆପଥର ମାଡ଼ରେ ଉପୁଡ଼ିଲା ଗଛ, ଯାତାୟତ-ବିଦ୍ୟୁତ ସେବା ବାଧାପ୍ରାପ୍ତ

ପାଟଣା ,୧୨।୪(ବୀରକିଶୋର ଦାଶ ): କେନ୍ଦୁଝର ଜିଲା ପାଟଣା ଓ ସାହାରପଡା ବ୍ଲକ ଅଞ୍ଚଳରେ ଶନିବାର ଅପରାହ୍ନରେ କାଳବୈଶାଖୀ ପ୍ରଭାରେ ତୁହାକୁ ତୁହା ଘଡ଼ଘଡି, ପବନ ସାଙ୍ଗକୁ କୁଆ ପଥର ବର୍ଷା ପବନ ଲାଗି ରହିଛି। ପବନ ଯୋଗୁ ବିଭିନ୍ନ ସ୍ଥାନରେ…

ଆନ୍ତର୍ଜାତୀୟ ଶିଶୁ ଚଳଚ୍ଚିତ୍ର ମହୋତ୍ସବ: ପ୍ରଦର୍ଶିତ ହେବ ୧୫ ଦେଶର ଚଳଚ୍ଚିତ୍ର

ଭବାନୀପାଟଣା,୧୨।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସ୍ଥିତ ଲକ୍ଷ୍ମୀ ବିକାଶ ଗ୍ରୁପ ଅଫ ଇନ୍‌ଷ୍ଟିଚ୍ୟୁଶନ କନ୍‌ଫରେନ୍ସ ହଲରେ ରବିବାର ଏପ୍ରିଲ ୧୩ ତାରିଖରୁ ଏପ୍ରିଲ ୧୫ ତାରିଖ ପର୍ଯ୍ୟନ୍ତ ୩ ଦିନ ଧରି ୧୧ତମ ଆନ୍ତର୍ଜାତୀୟ ଶିଶୁ/ଯୁବ ଚଳଚ୍ଚିତ୍ର ମହୋତ୍ସବ(ସିଫସି)…

ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ କୁଳପତିଙ୍କୁ ୧୪ ଲକ୍ଷ ଠକେଇ ଘଟଣା ଗୁଜରାଟରୁ ଦୁଇ ସାଇବର ଠକ ଗିରଫ

ବ୍ରହ୍ମପୁର,୧୨ା୪: (ସୁବାସ ପାଢ଼ୀ): ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ କୁଳପତି ପ୍ରଫେସର ଗୀତାଞ୍ଜଳି ଦାଶଙ୍କୁ ଗତ ଫେବୃଆରୀ ମାସରେ ଡିଜିଟାଲ ଆରେଷ୍ଟ ଭୟ ଦେଖାଇ ସାଇବର ଗ୍ୟାଙ୍ଗ ୧୪ ଲକ୍ଷ ଟଙ୍କା ନେଇଯାଇଥିଲେ। ଏନେଇ କୁଳପତିଙ୍କ ଅଭିଯୋଗକ୍ରମେ ବ୍ରହ୍ମପୁର ଏସ୍‌ପିଙ୍କ ତତ୍ତ୍ୱାବଧାନରେ ଏକ ଟିମ୍‌…

ବିଜୁଳି, ଘଡଘଡି ସହ ଛେଚୁଛି ବର୍ଷା

ଦାରିଙ୍ଗବାଡ଼ି,୧୨।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ଶନିବାର ଅପରାହ୍ନଠାରୁ ବର୍ଷା ଲାଗିରହିଛି। ଅଦିନିଆ ବର୍ଷା ଯୋଗୁଁ ଅସହ୍ୟ ତାତିରୁ ସାମାନ୍ୟ ଆସ୍ବସ୍ତି ମିଳିଛି। ପ୍ରକାଶ ଯେ, ଅପରାହ୍ନଠାରୁ ପାଗ ମେଘୁଆ ରହିବା ସହ ଧୀରେଧୀରେ ପାଗରେ ସମ୍ପୂର୍ଣ୍ଣ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri