ରାଜ୍ୟ

ନଭେମ୍ବର ୨୬ରେ ରାଜ୍ୟବ୍ୟାପୀ ପାଳନ ହେବ ସମ୍ବିଧାନ ଦିବସ

ଭୁବନେଶ୍ୱର,୨୨ା୧୧(ବ୍ୟୁରୋ): ଭାରତୀୟ ସମ୍ବିଧାନ କାର୍ଯ୍ୟକାରୀ ହେବାର ଦିବସ ନଭେମ୍ବର ୨୬କୁ ସାରା ଦେଶରେ ସମ୍ବିଧାନ ଦିବସ ରୂପେ ପାଳନ ପାଇଁ ଜାତୀୟ ସ୍ତରରେ ନିଷ୍ପତ୍ତି ହୋଇଛି। ଏ ସଂକ୍ରାନ୍ତରେ କେନ୍ଦ୍ର ସରକାରଙ୍କ ସଂସଦୀୟ ବ୍ୟାପାର ମନ୍ତ୍ରଣାଳୟର ସଚିବ ରାଜ୍ୟ ସରକାରଙ୍କୁ...

ଭିଜିଲାନ୍ସ ଜାଲରେ ଝାରସୁଗୁଡ଼ା ଜିଲା କୃଷି ବିଭାଗର କନିଷ୍ଠ କିରାଣୀ

ଝାରସୁୁଗୁଡ଼ା ଅଫିସ,୨୨।୧୧: ଭିଜିଲାନ୍ସ ଜାଲରେ ଝାରସୁଗୁଡ଼ା ଜିଲା କୃଷି ଅଧିକାରୀଙ୍କ କାର୍ଯ୍ୟାଳୟରେ କାର୍ଯ୍ୟରତ କନିଷ୍ଠ କିରାଣୀ ଅଜୟ ପାଣ୍ଡେ। ଫସଲ ବୀମା କରାଇଦେବା ନେଇ ଜଣେ ଚାଷୀଙ୍କ ନିକଟରୁ ସେ ମଙ୍ଗଳବାର ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ...

ଭିଜିଲାନ୍ସ ଜାଲରେ ବରିଷ୍ଠ ରାଜସ୍ବ ସହାୟକ: ଲାଞ୍ଚ ଟଙ୍କା ସହ ନେଉଥିଲେ ବାଦାମ, ମୁଗ

ବେଗୁନିଆପଡ଼ା,୨୨।୧୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା କୋଦଳା ତହସିଲରେ କାର୍ଯ୍ୟରତ ରାଜସ୍ବ ସହାୟକ ସଞ୍ଜୟ କୁମାର ସେଠୀ ମଙ୍ଗଳବାର ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। କୋଦଳା ତହସିଲ ଅନ୍ତର୍ଗତ ବି. ନୂଆଗାଁର ଦଣ୍ଡପାଣି ସାହୁ ନାମକ ଜଣେ ବ୍ୟକ୍ତିଙ୍କଠାରୁ ଘରବାରି ପଟା କରାଇଦେବାକୁ ସେଠୀ...

ଇଡିରେ ହାଜର ହେଲେ ଫିଲ୍ମ ପ୍ରଯୋଜକ

ଭୁବନେଶ୍ୱର,୨୨।୧୧(ବ୍ୟୁରୋ): ଫିଲ୍ମ ପ୍ରଯୋଜକ ଅକ୍ଷୟ ପରିଜା ମଙ୍ଗଳବାର ଇଡି କାର୍ଯାଳୟରେ ହାଜର ହୋଇଛନ୍ତି। ଅର୍ଚ୍ଚନା ନାଗ ବ୍ଲାକମେଲ ମାମଲାରେ ସେ ହାଜର ହୋଇଥିବା ଜଣାପଡ଼ିଛି। ଏ ନେଇ ତାଙ୍କୁ ନୋଟିସ ହୋଇଥିଲା । ଖବର ଅନୁଯାୟୀ, ଅର୍ଚ୍ଚନା ନାଗ ଅର୍ଥ...

ବୁଧବାରଠୁ ଦଶମ ସମେଟିଭ୍‌-୧ ପରୀକ୍ଷା

କଟକ ଅଫିସ,୨୨।୧୧: ଦଶମ ସମେଟିଭ୍‌-୧ ପରୀକ୍ଷା ବୁଧବାରଠୁ ଆରମ୍ଭ ହେବ। ଏଥିପାଇଁ ବୋର୍ଡ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ଚଳିତବର୍ଷ ୫ ଲକ୍ଷରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର ପରୀକ୍ଷା ଦେବେ। ସମେଟିଭ୍‌ ୧ ଓ ସମେଟିଭ ୨ ମାର୍କକୁ ଦେଖି ଛାତ୍ରଛାତ୍ରୀଙ୍କ...

ଦୁର୍ବଳ ହେଲା ଅବପାତ

ଭୁବନେଶ୍ୱର,୨୨।୧୧: ଅବପାତ ମଙ୍ଗଳବାର ଦୁର୍ବଳ ହୋଇ ପଶ୍ଚିମ-କେନ୍ଦ୍ରୀୟ ପାର୍ଶ୍ୱବର୍ତ୍ତୀ ଦକ୍ଷିଣପଶ୍ଚିମ ବଙ୍ଗୋପସାଗରରେ ଏକ ସଦୃଶଃ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ଏହା ଆଗାମୀ ୨୪ଘଣ୍ଟା ମଧ୍ୟରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତିକରିବା ସହ ଆହୁରି ଦୁର୍ବଳ ହେବାର ସମ୍ଭାବନା ରହିଛି ବୋଲି...

୧୫ ଘଣ୍ଟା ପରେ ସ୍ବାଭାବିକ ହେଲା ଟ୍ରେନ୍‌ ଚଳାଚଳ

ଭୁବନେଶ୍ୱର,୨୨।୧୧(ବ୍ୟୁରୋ): ଯାଜପୁର ଜିଲା କୋରେଇ ରେଳ ଷ୍ଟେଶନରେ ସୋମବାର ଏକ ମାଲବାହୀ ଟ୍ରେନ୍‌ ବିଶ୍ରାମାଗାର ଉପରେ ମାଡିଯିବା ଘଟଣାରେ ରେଳ ଚଳାଚଳ ବାଧାପ୍ରାପ୍ତ ହୋଇଥିଲା। ତେବେ ଘଟଣାର ୧୫ ଘଣ୍ଟା ପରେ ରେଳ ଚଳାଚଳ ସ୍ବାଭାବିକ ହୋଇଛି। ମଙ୍ଗଳବାର ସକାଳେ...

ଅର୍ଚ୍ଚନା ନାଗ ମାମଲା: ଇଡିରେ ହାଜର ହେଲେ ବ୍ୟବସାୟୀ ଅମୀୟକାନ୍ତ

ଭୁବନେଶ୍ୱର,୨୨।୧୧(ବ୍ୟୁରୋ): ବହୁ ଚର୍ଚ୍ଚିତ ବ୍ଲାକ୍‌ମେଲର ଅର୍ଚ୍ଚନା ନାଗ ମାମଲା ରୋଚକ ହେବାରେ ଲାଗିଛି। ଏହାକୁ ନେଇ ଇଡି (ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ) ତନାଘନା ଚଳାଇଛି। ଏହି ପରିପ୍ରେକ୍ଷୀରେ ଅର୍ଚ୍ଚନାଙ୍କ ବ୍ୟବସାୟୀ ଅମୀୟକାନ୍ତ ଦାସ ମଙ୍ଗଳବାର ଇଡି କାର୍ଯ୍ୟାଳୟରେ ହାଜର ହୋଇଛନ୍ତି। ଅର୍ଚ୍ଚନା...

ପାର୍କିଂସ୍ଥଳର ଅପବ୍ୟବହାର କଲେ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୨୨।୧୧(ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମାଞ୍ଚଳରେ ଦିନକୁ ଦିନ ଯାନବାହାନ ସଂଖ୍ୟା ବଢ଼ୁଥିବାବେଳେ ଟ୍ରାଫିକ ସମସ୍ୟା ଅଣାୟତ୍ତ ହେଉଛି। କେଉଁ କାରଣରୁ ଟ୍ରାଫିକ ସମସ୍ୟା ଅଧିକ ହେଉଛି, ସେନେଇ ବିଏମ୍‌ସି ତର୍ଜମା କରୁଛି। ଏହି କ୍ରମରେ ସହରରେ ଥିବା ବିଭିନ୍ନ ଆପାର୍ଟମେଣ୍ଟ,...

ମା’ଙ୍କ ମୃତଦେହକୁ ଷ୍ଟ୍ରେଚରରେ ନେଲେ ପୁଅ

ଭୁବନେଶ୍ୱର,୨୨।୧୧(ବ୍ୟୁରୋ): ରାଜଧାନୀରେ ଦାନ ମାଝି ଭଳି ଅଭାବନୀୟ ଘଟଣାର ପୁନରାବୃତ୍ତି ହୋଇଛି। ମା’ଙ୍କ ମୃତଦେହ ଘରକୁ ନେବା ପାଇଁ ମିଳିଲାନି ମହାପ୍ରୟାଣ ଗାଡ଼ି। ଘରୋଇ ଆମ୍ବୁଲାନ୍ସରେ ନେବାକୁ ପାଖରେ ନ ଥିଲା ଟଙ୍କା। ଶେଷରେ ମୃତଦେହକୁ ଷ୍ଟ୍ରେଚର୍‌ରେ ଟାଣି ଟାଣି...

କୌଶଳ ବିକାଶ କ୍ଷେତ୍ରରେ ଓଡ଼ିଶା ଆଗୁଆ

ଭୁବନେଶ୍ୱର, ୨୨।୧୧(ବ୍ୟୁରୋ):ମାନବସମ୍ବଳ ଓ କୌଶଳ ବିକାଶ କ୍ଷେତ୍ରରେ ଓଡ଼ିଶା ସଫଳ ପଦକ୍ଷେପ ଗ୍ରହଣ କରି ଆସୁଛି। ବିଶେଷକରି ଯୁବଗୋଷ୍ଠୀଙ୍କ ଦକ୍ଷତା ବୃଦ୍ଧି ଓ ନିରନ୍ତର ପ୍ରଗତି ସହ ସେମାନଙ୍କ କ୍ରିୟାଶୀଳ ଭୂମିକାକୁ ଉନ୍ନତ କରିବା କ୍ଷେତ୍ରରେ ଓଡ଼ିଶା ଏକ ଅଗ୍ରଣୀ...

ଡିସେମ୍ବରରୁ ଦେଓମାଳିରେ ପାରାଗ୍ଲାଇଡିଂ

ଭୁବନେଶ୍ୱର,୨୨।୧୧(ବ୍ୟୁରୋ):ଓଡ଼ିଶାର ଉଚ୍ଚତମ ଶୃଙ୍ଗ ଭାବେ ପରିଚିତ କୋରାପୁଟର ଦେଓମାଳି ଏଣିକି ଆହୁରି ଆକର୍ଷଣୀୟ ଦେଖାଯିବ। ଏହି ଉଚ୍ଚତମ ପାହାଡ଼ ସମେତ ପୂରା କୋରାପୁଟ ସହରକୁ ପର୍ଯ୍ୟଟକ ଏବେ ପକ୍ଷୀ ଭଳି ଆକାଶରେ ଉଡ଼ି ଦେଖିବା ସହ ପ୍ରକୃତିର ସୌନ୍ଦର୍ଯ୍ୟକୁ ଉପଭୋଗ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri