କନ୍ଧମାଳରେ ଆଉ ୩୦ ମାଓବାଦୀ : ରାଇକିଆ, ଦାରିଙ୍ଗବାଡି, କୋଟଗଡରେ ସକ୍ରିୟ
ଫୁଲବାଣୀ,୨୩।୨(ରାକେଶ କୁମାର ରାଉତ): କନ୍ଧମାଳ ଜିଲାରେ ଆଉ ୩୦ ମାଓବାଦୀ ସକ୍ରିୟ ଅଛନ୍ତି। ସେମାନେ ପ୍ରତିଦିନ ସ୍ଥାନ ବଦଳାଉଛନ୍ତି। ଜିଲାର ରାଇକିଆ, ଦାରିଙ୍ଗବାଡି ଏବଂ କୋଟଗଡରେ ସେମାନେ ବିଚରଣ କରୁଛନ୍ତି। ଆମର ମିଳିତ ଅପରେଶନରେ ରବିବାର ଦୁଇ ମାଓବାଦୀ ନିହତ ହୋଇଛନ୍ତି।…
ସ୍କୁଲ ଛାତ୍ର ମୃତ୍ୟୁ ଘଟଣା, ନ୍ୟାୟ ଦାବିରେ ଜିଲାପାଳଙ୍କ ଅଫିସ ଘେରାଉ
ନୟାଗଡ଼,୨୩।୨(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଗଣିଆ ବ୍ଲକ ବେଳପଡା ପାଟଣା ପ୍ରାଥମିକ ସ୍କୁଲ ପଞ୍ଚମ ଶ୍ରେଣୀ ଛାତ୍ର ମୃତ୍ୟୁ ଘଟଣାରେ ନ୍ୟାୟ ଦାବିରେ ସୋମବାର ଜିଲାପାଳଙ୍କ ଅଫିସ ଘେରାଉ କଲେ ଆନ୍ଦୋଳନକାରୀ । ଜିଲାପାଳ ଅଫିସ ଭିତରକୁ ଧସେଇ ପଶିବା ଉଦ୍ୟମ କରି…
ପ୍ରଥମେ ପ୍ରେମ ବିବାହ, ପରେ ସ୍ତ୍ରୀଙ୍କ ନଗ୍ନ ଫଟୋ ଭାଇରାଲ କରି ସ୍ବାମୀ…
ଭୁବନେଶ୍ୱର,୨୩ା୨: ପ୍ରେମ ବିବାହ କରିଥିଲେ ଦୁଇ ପ୍ରେମୀଯୁଗଳ। ପରେ ଯୌତୁକକୁ ନେଇ ଦୁଇ ପରିବାର ଭିତରେ ଦେଖାଦେଇଥିଲା ବିବାଦ। ଯାହାକୁ ନେଇ ସ୍ତ୍ରୀଙ୍କୁ ସ୍ବାମୀ ଜଣକ ଘରୁ ବାହାର ବି କରିଦେଇଥିଲେ। ଏହା ପରେ କିଛି ନଗ୍ନ ଫଟୋକୁ ଏଡିଟ୍ କରି…
ବିଧାନସଭାରେ ନିଆରା ଦୃଶ୍ୟ: ନବୀନଙ୍କ ସହ ଭେଟ ହୋଇଗଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, ଆଉ ତା’ ପରେ…
ଭୁବନେଶ୍ୱର,୨୩ା୨: ସୋମବାର ବିଧାନସଭାରେ ଏକ ନିଆରା ଦୃଶ୍ୟ ଦେଖିବାକୁ ମିଳିଛି। ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ସହ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ଭେଟ ହୋଇଯାଇଛି।ଗୃହକୁ ପ୍ରବେଶ କରିବା ବେଳେ ଏକାଠି ଭେଟ ହୋଇଛନ୍ତି। ଏହା ପରେ ପ୍ରଭାତୀ…
ଟଙ୍କା ଖାଇଗଲେ ଦଲାଲ-ବୁଝିଲାନି ପ୍ରଶାସନ, ଦଶା ଭୋଗୁଛନ୍ତି ବିଧବା
ବୁଗୁଡ଼ା,୨୩।୨(କାଳିଚରଣଦାଶ): ଗଂଜାମ ଜିଲା ବୁଗୁଡ଼ା ବ୍ଲକ ଗୋଲାବନ୍ଧ ପଞ୍ଚାୟତ ଅନ୍ତର୍ଗତ ସୁବୁଦ୍ଧିପଲ୍ଲୀ ଗ୍ରାମର ବିଧବା ଦମୟନ୍ତୀଙ୍କ ପାଇଁ ଏବେ ଆବାସ ପାଲଟି ଯାଇଛି ସାତ ସପନ । କେତେ ଗୁହାରି କଲେବି କେହି ଶୁଣୁ ନାହାନ୍ତି । ୧୫ବର୍ଷ ତଳେ ତାଙ୍କ…
ତାରାତାରିଣୀରୁ ଉଡ଼ିଲା ପବନହଂସ, ଆକାଶମାର୍ଗରୁ ମଜା ନେବେ ପର୍ଯ୍ୟଟକ
ପୁରୁଷୋତ୍ତମପୁର,୨୩ା୨(ସବିତା ମିଶ୍ର): ରାଜ୍ୟ ସରକାର ଗଞ୍ଜାମ ଜିଲାରେ ପର୍ଯ୍ୟଟନ କ୍ଷେତ୍ରରେ ବିକାଶ ଆଣିବା ସହ ପର୍ଯ୍ୟଟକଙ୍କ ସୁବିଧା ଲାଗି ହେଲିଟ୍ୟାକ୍ସି ସେବା ଯୋଜନା ହାତକୁ ନେଇଛନ୍ତି। ଏନ୍ଜୟ ରାଇଡ୍ ନାମରେ ଆରମ୍ଭ ହୋଇଥିବା ଏହି ହେଲି ଟ୍ୟାକ୍ସି ସେବା। ଏହା ରଙ୍ଗେଇଲୁଣ୍ଡା…
ମାର୍ଚ୍ଚ ୩୧ ସୁଦ୍ଧା ସମ୍ପତ୍ତି ତାଲିକା ନିର୍ଦ୍ଦେଶ, ଗ୍ରୁପ୍ ‘ଏ’ ଠାରୁ ଆରମ୍ଭ କରି…
ଭୁବନେଶ୍ୱର,୨୩ା୨: ଚଳିତ ବର୍ଷ ମାର୍ଚ୍ଚ ୩୧ ସୁଦ୍ଧା ସମ୍ପତ୍ତି ତାଲିକା ଦାଖଲ ପାଇଁ ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଛନ୍ତି। ଗ୍ରୁପ ‘ଏ’ ଠାରୁ ଆରମ୍ଭ କରି ଗ୍ରୁପ ‘ଡି’ ପର୍ଯ୍ୟନ୍ତ ସମସ୍ତଙ୍କୁ ଦାଖଲ ନିର୍ଦ୍ଦେଶ ଦିଆଯାଇଛି। ଏଚ୍ଆର୍ଏମ୍ଏସ୍ ପୋର୍ଟାଲରେ ସ୍ଥାବର ଓ…
ଧାନକିଣାର ଦୁର୍ନୀତି, ଜିଲାପାଳଙ୍କ କାର୍ଯ୍ଯାଳୟରେ ଧସେଇ ପଶିଲା ନବନିର୍ମାଣ କୃଷକ ସଂଗଠନ
ଖୋର୍ଦ୍ଧା,୨୩।୨: (ପ୍ରଭାତ ପାଣିଗ୍ରାହୀ) ଖୋର୍ଦ୍ଧା ଜିଲାରେ ଚାଲିଥିବା ଧାନକିଣାରେ ଚରମ ଅବ୍ୟବସ୍ଥା ନେଇ ପ୍ରତିବାଦ କରିଛି ନବନିର୍ମାଣ କୃଷକ ସଂଗଠନ । ଜିଲାପାଳଙ୍କ କାର୍ଯ୍ୟାଳୟକୁ ଧସେଇ ପଶିଛନ୍ତି । ଜିଲା ପ୍ରଶାସନ, ଯୋଗାଣ, ମିଲର, ଏଆରସିଏସ୍, ସମବାୟ ସମ୍ପାଦକ ଧାନ ବ୍ୟବସାୟୀଙ୍କ…
ରାଜ୍ୟରେ ସବୁଠି ବିକ୍ରି ହେଉଛି ଅପମିଶ୍ରିତ ଖାଦ୍ୟ, ମନ୍ତ୍ରୀ କହିଲେ…
ଭୁବନେଶ୍ୱର,୨୩ା୨: ସୋମବାର ଗୃହରେ ଜୟପୁରର କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହିନୀ ପ୍ରତି ଖାଦ୍ୟର ମାନକୁ ନେଇ ସ୍ବାସ୍ଥ୍ୟମନ୍ତ୍ରୀଙ୍କୁ ପ୍ରଶ୍ନ କରିଥିଲେ। ତାରା କହିଛନ୍ତି, ରାଜ୍ୟରେ ସବୁଠି ଅପମିଶ୍ରିତ ଖାଦ୍ୟ ବିକ୍ରି ହେଉଛି। ଅପମିଶ୍ରିତ ଖାଦ୍ୟ ତାଲିକାରେ ହର୍ଲିକ୍ସ, ଦହି, କ୍ଷୀର,…
ଭୁବନେଶ୍ୱର କୋର୍ଟ ସାମ୍ମାରେ ଦୁର୍ଘଟଣା, ମହିଳାଙ୍କ ମୁଣ୍ଡ ଉପରେ ଚଢିଗଲା ଇନୋଭା
ଭୁବନେଶ୍ବର,୨୩।୨: ରାଜଧାନୀ ଭୁବନେଶ୍ବରରେ ସଡ଼କ ଦୁର୍ଘଟଣା । ମହିଳାଙ୍କୁ ଧକ୍କା ଦେଇ ମୁଣ୍ଡ ଉପରେ ଚଢି଼ଗଲା କାର୍ । ଭୁବନେଶ୍ୱର କୋର୍ଟ ସମ୍ମୁଖରେ ଏହି ଦୁର୍ଘଟଣା ହୋଇଛି । ମହିଳାଙ୍କୁ ଗୁରୁତର ଅବସ୍ଥାରେ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ତେବେ…
କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହିନୀପତିଙ୍କ ପ୍ରତିକ୍ରିୟା, ସରକାରୀ ଦଳ ଇଚ୍ଛା ପ୍ରକାଶ….
ଭୁବନେଶ୍ବର,୨୩।୨: ଚାଷୀ ପ୍ରସଙ୍ଗରେ ଗୃହ ହୁଲସ୍ତୁଲ ହୋଇଛି । ବିଧାନସଭା ଠିକ ଭାବେ ଚାଲିପାରୁ ନାହିଁ । ଗୃହ ମୁଲତବୀ ରଖି ସର୍ବଦଳୀୟ ବୈଠକ ଡାକିଲେ ବାଚସ୍ପତି। କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହିନୀପତି ଶାସକ ଦଳକୁ କଡ଼ା ଟାର୍ଗେଟ କରିଛନ୍ତି…
ବିଜେଡିକୁ ଶକ୍ତ ଝଟ୍କା: ଭାଜପାରେ ମିଶିବେ ଅନନ୍ତ ଦାସଙ୍କ ପୁଅ ଅଭିଜିତ
ଭୁବନେଶ୍ୱର,୨୩।୨: ସ୍ବର୍ଗତଃ ବିଜେଡି ନେତା ତଥା ପୂର୍ବତନ ମନ୍ତ୍ରୀ ଅନନ୍ତ ଦାସଙ୍କ ପୁଅ ଅଭିଜିତ ଭାଜପାରେ ମିଶିବେ ବୋଲି ଜଣାପଡିଛି। ଏ ନେଇ ନିଜେ ସୂଚନା ଦେଇଛନ୍ତି ଅଭିଜିତ। ସେ କହିଛନ୍ତି, ମୁଁ ଓ ମୋ ପରିବାର ଖୁବଶୀଘ୍ର ପଦ୍ମ ଧରିବାକୁ…
Archives


