ରାଜ୍ୟ

ସହିଦନଗରରେ ବହୁତଳ ପାର୍କିଂ ଆରମ୍ଭ

ଭୁବନେଶ୍ୱର,୨୬ା୧୧(ବ୍ୟୁରୋ): ସହିଦନଗରସ୍ଥିତ ବହୁ ପ୍ରତୀକ୍ଷିତ ଅତ୍ୟାଧୁନିକ ବହୁତଳ କାର ପାର୍କିଂ ଆରମ୍ଭ ହୋଇଛି। ଏହି ଭୂତଳରେ ୨ଟି ଓ ଉପର ମହଲାରେ ୩ଟି ମୋଟ୍‌ ୫ଟି ଫ୍ଲୋରରେ ଯାନବାହନ ପାର୍କିଂ କରିବାର ସୁବିଧା ରହିଛି। ୧୯୬ଟି ୪ ଚକିଆ ଓ...

ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ଏଆର୍‌ଆଇ

କୋରାପୁଟ,୨୬ା୧୧(ସ୍ବ.ପ୍ର.): କୋରାପୁଟ ବ୍ଲକର ସୁକୁ ପଞ୍ଚାୟତରେ ଏକ ଜମି ପଟ୍ଟା କରାଇ ଦେବା ପାଇଁ ଲାଞ୍ଚ ନେଉଥିବାବେଳେ ଶନିବାର ଜଣେ ସହକାରୀ ରାଜସ୍ବ ନିରୀକ୍ଷକ (ଏଆର୍‌ଆଇ) ଜୟପୁର ଭିଜିଲାନ୍ସ ବିଭାଗ ଦ୍ୱାରା ଧରା ପଡ଼ି କୋର୍ଟଚାଲାଣ ହୋଇଥିବା ଜଣାପଡ଼ିଛି। ମିଳିଥିବା...

ପୁଣି ଯବାନ-ମାଓବାଦୀ ଗୁଳି ବିନିମୟ: ମହିଳା ମାଓବାଦୀଙ୍କ ସମେତ ୩ ମୃତ

କୋରୁକୋଣ୍ଡା,୨୬।୧୧(ଡି.ଏନ୍‌.ଏ.): ଛତିଶଗଡ଼ ବିଜାପୁର ଜିଲା ମିର୍ତୁର ନିକଟସ୍ଥ ପୋମରା ଜଙ୍ଗଲରେ ସୁରକ୍ଷା ବାହିନୀ ଏବଂ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ଘଟିଛି। ଏନ୍‌କାଉଣ୍ଟରରେ ଜଣେ ମହିଳା ମାଓବାଦୀଙ୍କ ସମେତ ୩ ହାର୍ଡକୋର ମାଓବାଦୀଙ୍କ ମୃତ୍ୟୁ ହୋଇଥିବା ବିଜାପୁର ଆଇଜି ସୁନ୍ଦର...

ଉପନିର୍ବାଚନ ସମୟରେ ଲାଗିଲା ମାଓବାଦୀ ବ୍ୟାନର

ପାଠଇକମାଳ,୨୬।୧୧(ଡିଏନଏ): ବରଗଡ଼ ଜିଲା ପାଇକମାଳ ଠାରୁ ୬ କି.ମି ଦୂର ମାଗୁରମାଲ ଛକ ନିଶାନୀ ଦେବୀ ମନ୍ଦିର ନିକଟରେ ମାଓବାଦୀ ବ୍ୟାନର ଲାଗି ଥିବା ଶନିବାର ଭୋରରୁ ସ୍ଥାନୀୟ ଲୋକେ ଦେଖିବାକୁ ପାଇଥିଲେ। ଶୁକ୍ରବାର ବିଳମ୍ବିତ ରାତିରେ ମାଓବାଦୀମାନେ ଏହି...

କିଟ୍‌ ପୁରୁଷ ଦଳର ବିଜୟ ଅଭିଯାନ

ଭୁବନେଶ୍ୱର, ୨୬।୧୧ (କ୍ରୀଡ଼ା ପ୍ରତିନିଧି): ବାରିପଦାରେ ଚାଲିଥିବା ପୂର୍ବାଞ୍ଚଳ ଆନ୍ତଃ ବିଶ୍ୱବିଦ୍ୟାଳୟ କବାଡ଼ି ଟୁର୍ନାମେଣ୍ଟରେ କିଟ୍‌ ପୁରୁଷ ଦଳ ବିଜୟ ସହ ଅଭିଯାନ ଆରମ୍ଭ କରିଛି। ଶୁକ୍ରବାର କିଟ୍‌ ଦଳ ମଧ୍ୟପ୍ରଦେଶର ମହାତ୍ମା ଗାନ୍ଧୀ ଚିତ୍ରକୁଟ ଗ୍ରାମୋଦ୍ୱୟ ବିଶ୍ୱବିଦ୍ୟାଳୟକୁ ୪୮-୧୪...

‘ସୁଶାନ୍ତ ସିଂଙ୍କ ସୁରକ୍ଷା ଦାୟିତ୍ୱ ବଢ଼ାଯାଉ’

ଭୁବନେଶ୍ବର, ୨୬।୧୧(ବ୍ୟୁରୋ): ବିଜେଡିର ଏକ ପ୍ରତିନିଧି ଦଳ ଶୁକ୍ରବାର ରାଜ୍ୟ ନିର୍ବାଚନ ଅଧିକାରୀଙ୍କୁ ଭେଟି ଭାଜପା ନେତାମାନଙ୍କ ବିରୋଧରେ ସଙ୍ଗୀନ ଅଭିଯୋଗ ଆଣିଛନ୍ତି। ୨୦୧୮ ବିଜେପୁର ଉପନିର୍ବାଚନ ସମୟରେ ବିଧାୟକ ସୁଶାନ୍ତ ସିଂଙ୍କ ଭାଇଙ୍କୁ ଯେଉଁ ୨ ଭାଜପା ନେତା...

ରାଣୀ ପଣ୍ଡାଙ୍କ କାର୍‌ ଦୁର୍ଘଟଣା,ଚିକିତ୍ସାଧୀନ ଅବସ୍ଥାରେ ବାଇକ୍‌ ଆରୋହୀଙ୍କ ମୃତ

ଆଠଗଡ,୨୬।୧୧(ଡି.ଏନ.ଏ.) କଟକ ଜିଲା ଆଠଗଡ ବ୍ଲକ ଡାଳଖାଇ ଛକ ନିକଟରେ ଗୁରୁବାର ରାତିରେ ଯାତ୍ରା ଅଭିନେତ୍ରୀ ରାଣୀ ପଣ୍ଡାଙ୍କ କାର୍‌ ଦୁର୍ଘଟଣା ଗସ୍ତ ହୋଇଛି। ଏକ ବାଇକ୍‌ ସହ ତାଙ୍କ କାର୍‌ ମୁହାଁମୁହିଁ ଧକ୍କା ହୋଇଛି। ଫଳରେ ବାଇକ୍‌ ଆରୋହୀଙ୍କ...

କେନ୍ଦ୍ରମନ୍ତ୍ରୀଙ୍କୁ ପ୍ରଶ୍ନ କରିବେ ପଦ୍ମପୁରବାସୀ: ବିଜେଡି

ଭୁବନେଶ୍ବର,୨୬।୧୧(ବ୍ୟୁରୋ): କେନ୍ଦ୍ର କୃଷିମନ୍ତ୍ରୀ ଏବଂ ରେଳମନ୍ତ୍ରୀ ପ୍ରଚାର ପାଇଁ ଆସୁଥିବା ବେଳେ କେନ୍ଦ୍ର ଅବହେଳାକୁ ନେଇ ସେମାନଙ୍କୁ ବିଭିନ୍ନ ପ୍ରଶ୍ନ ରଖିବାକୁ ପଦ୍ମପୁରବାସୀ ଅପେକ୍ଷା କରିଛନ୍ତି ବୋଲି ବିଜେଡି ମୁଖପାତ୍ର ସଞ୍ଜୟ ବାବୁ କହିଛନ୍ତି। ସେ କହିଛନ୍ତି, ପଦ୍ମପୁର ରେଳଲାଇନକୁ...

୨୭ରେ ପ୍ରଚାର କରିବେ ଅଶ୍ୱିନୀ, ତୋମାର

ଭୁବନେଶ୍ବର, ୨୬।୧୧(ବ୍ୟୁରୋ): ପଦ୍ମପୁର ଉପନିର୍ବାଚନରେ ଭାଜପା ପ୍ରାର୍ଥୀ ପ୍ରଦୀପ ପୁରୋହିତଙ୍କ ପାଇଁ ପ୍ରଚାର କରିବାକୁ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଓ କେନ୍ଦ୍ର କୃଷିମନ୍ତ୍ରୀ ନରେନ୍ଦ୍ର ସିଂ ତୋମାର ଓଡ଼ିଶା ଗସ୍ତରେ ଆସୁଛନ୍ତି। ଆସନ୍ତା ୨୭ ତାରିଖରେ ସେମାନଙ୍କ ନିର୍ବାଚନ ସଭା...

ଯୁକ୍ତ୨ ପରୀକ୍ଷା: ୨୮ରେ ସରିବ ଫର୍ମପୂରଣ

ଭୁବନେଶ୍ୱର, ୨୬ା୧୧(ବ୍ୟୁରୋ): ୨୦୨୩ ଯୁକ୍ତ୨ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ଶିକ୍ଷା ପରୀକ୍ଷା ଲାଗି ଫର୍ମ ପୂରଣ ପ୍ରକ୍ରିୟା (ଫାଇନ୍‌) ଆସନ୍ତା ୨୮ ତାରିଖରେ ଶେଷ ହେବ। ରେଗୁଲାର, ଏକ୍ସରେଗୁଲାର ଫରୀକ୍ଷାର୍ଥୀଙ୍କ ଲାଗି ବିନା ଜରିମାନାରେ ଫର୍ମ ପୂରଣ...

୪ ଓଡ଼ିଆଙ୍କୁ ଅମ୍ରିତ ପୁରସ୍କାର

ଭୁବନେଶ୍ୱର,୨୬ା୧୧(ବ୍ୟୁରୋ): କେନ୍ଦ୍ର ସଙ୍ଗୀତ ନାଟକ ଏକାଡେମୀ ନୂଆଦିଲ୍ଲୀ ପକ୍ଷରୁ ଶୁକ୍ରବାର ବିଭିନ୍ନ ବର୍ଗରେ ପୁରସ୍କାର ଘୋଷଣା କରାଯାଇଛି। ସ୍ବାଧୀନତାର ୭୫ବର୍ଷ ଉପଲକ୍ଷେ ୭୫ ବର୍ଷରୁ ଊର୍ଦ୍ଧ୍ୱ କଳାକାରଙ୍କୁ ‘ଏକକାଳୀନ ସଙ୍ଗୀତ ନାଟକ ଏକାଡେମୀ ଅମ୍ରିତ ପୁରସ୍କାର ୨୦୨୨’ ଦିଆଯିବ। ଏଥିପାଇଁ...

କାନ ଧରି ଆଣ୍ଠେଇଲେ ରାଜ୍ୟ କର୍ମଚାରୀ ଥଇଥାନ ଆଶାୟୀ

ଭୁବନେଶ୍ୱର,୨୬ା୧୧(ବ୍ୟୁରୋ): ଓଡ଼ିଶାରୁ ବେସାମରିକ ସେବା ପୁନଃ ଥଇଥାନ ନିୟମ-୨୦୨୦କୁ ଉଚ୍ଛେଦ କରି ପୁଣିଥରେ ପୁନଃ ଥଇଥାନ ନିୟମ-୧୯୯୦ ଲାଗୁ କରିବା ଦାବିରେ ଓଡ଼ିଶା ରାଜ୍ୟ କର୍ମଚାରୀ ଥଇଥାନ ଆଶାୟୀ ସଂଘ ପକ୍ଷରୁ ଗଣଧାରଣା ଜାରି ରହିଛି। ଶୁକ୍ରବାର ଅଭିନବ ଉପାୟରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri