ବ୍ରିଜ୍ ଉପରୁ ୨୦ ଫୁଟ ତଳକୁ ଖସିଲା କାର୍: ଜଣଙ୍କ ଜୀବନ ଗଲା, ଜଣେ ଗୁରୁତର
ପାଟଣା,୧ା୩(ବୀରକିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ ରାଜନଗର କେନ୍ଦେଇପଶି ରାସ୍ତାର ଡେଣୁଆଁ ଜହ୍ନେଇ ନାଳ ପୋଲରେ ଶନିବାର ଦୁର୍ଘଟଣା ଘଟିଛି। ଭାରସାମ୍ୟ ହରାଇ ବ୍ରିଜ୍ ଉପରୁ ୨୦ ଫୁଟ ତଳକୁ ଏକ କାର୍ ଖସି ପଡ଼ିଛି। ଦୁର୍ଘଟଣାରେ ଜଣଙ୍କର…
ପୁଣି ଜଣେ ଛାତ୍ରୀ ଗର୍ଭବତୀ ଅଭିଯୋଗ: ଦୁଇ ମେଡିକାଲ ରିପୋର୍ଟକୁ ନେଇ ଦ୍ୱନ୍ଦ୍ୱ
କେନ୍ଦୁଝର,୧ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): ରାଜ୍ୟରେ ଦିନକୁ ଦିନ ଲଜ୍ଜାକର ଘଟଣା ସବୁ ଘଟୁଥିବାର ନଜର ଆସୁଛି। ଏହି କିଛିଦିନ ତଳେ ମାଲକାନଗିରି ଜିଲା ଚିତ୍ରକୋଣ୍ଡା ପରେ ଯାଜପୁରର ବରୀ ଅଞ୍ଚଳ ଏବଂ ପୁଣି କେନ୍ଦୁଝର ଜିଲାରେ ଜଣେ ଛାତ୍ରୀ ଗର୍ଭବତୀ ହେବା…
୨ ମାସରୁ ଊର୍ଦ୍ଧ୍ୱ ହେବ ଏଟିଏମ୍ରେ ନାହିଁ ଟଙ୍କା, ଗ୍ରାହକ ହନ୍ତସନ୍ତ
ଥୁଆମୂଳ ରାମପୁର,୧ା୩(ଦୁର୍ଗାକୀର୍ତ୍ତି): କଳାହାଣ୍ଡି ଜିଲା ଦୁର୍ଗମ ଥୁଆମୂଳ ରାମପୁର ବ୍ଲକରେ ଥିବା ଗୋଟିଏ ମାତ୍ର ସାହା ଭରସା ସାଜିଥିବା ଭାରତୀୟ ଷ୍ଟେଟ ବ୍ୟାଙ୍କ୍ର ଏଟିଏମ୍ ଗତ ୨ମାସ ରୁ ଊର୍ଦ୍ଧ୍ୱ ହେଲା ଅଚଳ ହୋଇପଡ଼ିଛି। ଏମିତି କି ମାସ ମାସ ଧରି…
ମାର୍ଚ୍ଚ ଆରମ୍ଭରୁ ସ୍ତିତି ଅସମ୍ଭାଳ: ୩୭ ଡିଗ୍ରୀ ଟପିଲା ଝାରସୁଗୁଡ଼ା
ଭୁବନେଶ୍ୱର,୧।୩: ମାର୍ଚ୍ଚ ଆରମ୍ଭରୁ ସ୍ତିତି ଅସମ୍ଭାଳ । ଉପର ମୁହାଁ ହେଲାଣି ପାରଦ। ସକାଳୁ ସକାଳୁ ତାତି ବଢ଼ୁଛି। ଶନିବାର ୨ଟା ୩୦ ସୁଦ୍ଧା ଝାରସୁଗୁଡ଼ାରେ ୩୭.୪ ଡିଗ୍ରୀ ଛୁଇଁଛି ପାରଦ। ସମ୍ବଲପୁର ତାପମାତ୍ରା ମଧ୍ୟ ୩୬.୮ ଡିଗ୍ରୀ ରହିଛି। ସାରା…
ମାଟ୍ରିକ ପରୀକ୍ଷା: ବିଜ୍ଞାନ ପରୀକ୍ଷା ପ୍ରଶ୍ନ ପେପରରେ ନଥିଲା ୩ ନମ୍ବର ପ୍ରଶ୍ନ: ପରେ..,
ବ୍ରହ୍ମପୁର,୧।୩(ସୁବାସ ଚନ୍ଦ୍ର ପାଢ଼ୀ): ଗତ ୨୧ ତାରିଖରୁ ମାଟ୍ରିକ ପରୀକ୍ଷା ଆରମ୍ଭ ହୋଇଛି। ଶନିବାର ବିଜ୍ଞାନ ପରୀକ୍ଷା ଥିଲା ବେଳେ ଛାତ୍ରୀଛାତ୍ର ପରୀକ୍ଷା କେନ୍ଦ୍ରକୁ ଯାଇଥିଲେ। ବିଜ୍ଞାନ ପ୍ରଶ୍ନ ପେପର ସି ସେଟର ତିନି ନମ୍ବର ପ୍ରଶ୍ନ ଟି ସେଥିରେ ଲେଖା…
ପ୍ରଭାତୀ ପରିଡ଼ାଙ୍କୁ ଶାରଦାଙ୍କ କାଉଣ୍ଟର, କହିଲେ କାର୍ଯ୍ୟ କରିପାର…
ଭୁବନେଶ୍ୱର,୧।୩: ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କୁ କାଉଣ୍ଟର କରିଛନ୍ତି ବିିଜେଡି ବିଧାୟକ ଶାରଦା ଜେନା। ପ୍ରଭାତୀଙ୍କ ଅଭିଯୋଗର ଉତ୍ତର ରଖି ବିଧାୟକ ଜେନା କହିଛନ୍ତି ବିଜେଡି ସମୟରେ ପର୍ଯ୍ୟଟନରେ ବିକାଶ ହୋଇଛି। କାର୍ଯ୍ୟ କରିପାରୁ ନାହାନ୍ତି ପୂର୍ବ ସରକାରକୁ ଦୋଷ ଦେଉଛନ୍ତି।…
ମୋହନ ସରକାରଙ୍କ ବଡ଼ ହୋଲି ଭେଟି, ପାଚିକାଙ୍କୁ ମିଳିବ ଲକ୍ଷେ ଟଙ୍କା…
ଭୁବନେଶ୍ୱର,୧।୩: ହୋଲି ପୂର୍ବରୁ ରାଜ୍ୟ ସରକାରଙ୍କ ବଡ଼ ଘୋଷଣା । ରାଜ୍ୟର ପାଚିକା ତଥା ସହାୟିକାଙ୍କ ମାସିକ ପାରିତୋଷିକକୁ ନେଇ ଏକ ବଡ଼ ଘୋଷଣା କରାଯାଇଛି । ପ୍ରଧାନମନ୍ତ୍ରୀ ପୋଷଣ ଶକ୍ତି ର୍ନିମାଣ ଯୋଜନା ଅଧୀନସ୍ଥ କାର୍ଯ୍ୟରତ ପାଚିକା ତଥା ସହାୟିକାଙ୍କ…
୧୨୫ ବର୍ଷର ରେକର୍ଡ ଭାଙ୍ଗିଲା: ସବୁଠୁ ଉତ୍ତପ୍ତ ଫେବୃଆରୀ ମାସ
ନୂଆଦିଲ୍ଲୀ,୧।୩: ସାରା ଦେଶରେ ରେକର୍ଡ ଭାଙ୍ଗିଛି ଚଳିତବର୍ଷ ଫେବୃଆରୀ ମାସ ତାପମାତ୍ରା। ୧୯୦୧ ମସିହାରେ ଦେଶରେ ତାପମାତ୍ରା ରେକର୍ଡ ଆରମ୍ଭ ହେବା ପରଠାରୁ ଏହା ସବୁଠାରୁ ଉତ୍ତପ୍ତ ଫେବୃଆରୀ ମାସ ଥିଲା। ଏହାର ଅର୍ଥ ହେଉଛି ଏହା ଗତ ୧୨୫ ବର୍ଷ…
ସୁରେଶ ପନ୍ତ ନୂଆ ପିସିସିଏଫ୍
ଭୁବନେଶ୍ୱର,୧।୩: ସୁରେଶ ପନ୍ତ ନୂଆ ପିସିସିଏଫ ନିଯୁକ୍ତ ହୋଇଛନ୍ତି। ୧୯୯୦ ବ୍ୟାଚର IFS ସୁରେଶ ପନ୍ତ। ଭାରତୀୟ ବନ ସେବା (ଆଇଏଫଏସ) ଅଧିକାରୀ ସୁରେଶ ପନ୍ତ ଓଡ଼ିଶାର ପ୍ରଧାନ ମୁଖ୍ୟ ବନ ସଂରକ୍ଷକ(ପିସିସିଏଫ) ଭାବେ ନିଯୁକ୍ତ ହୋଇଛନ୍ତି। ଏନେଇ ଶନିବାର ସାଧାରଣ…
ନାଁ ନ ନେଇ ପୂର୍ବ ସରକାଙ୍କୁ ପ୍ରଭାତୀଙ୍କ ଟାର୍ଗେଟ: କହୁକହୁ କହିଦେଲେ ଭିତିରି…
ଭୁବନେଶ୍ୱର,୧।୩: ପର୍ଯ୍ୟଟନ ବିକାଶକୁ ନେଇ ପୂର୍ବ ସରକାରଙ୍କୁ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ଟାର୍ଗେଟ। ସେ କାହାର ନାଁ ନ ନେଇ ବ୍ୟକ୍ତିକେନ୍ଦ୍ରିକ ଭାବେ ପର୍ଯ୍ୟଟନ ଟଙ୍କା ଖର୍ଚ୍ଚ କରାଯାଉଥିଲା ବୋଲି କହିଛନ୍ତି। ସେ କହିଛନ୍ତି ଜଣଙ୍କ ପ୍ରଚାର ପ୍ରସାର ପାଇଁ…
ପିସିସି ସଭାପତି ଭକ୍ତ ଦାସଙ୍କ ପାୱାର୍ ଶୋ: କଂଗ୍ରେସ କର୍ମୀ-ପୋଲିସ ଧସ୍ତାଧସ୍ତି, ମହିଳା କର୍ମୀଙ୍କୁ ଉଠାଇ ନେଲେ…
ଭୁବନେଶ୍ୱର,୧।୩: ରାଜ୍ୟରେ ନାବାଳିକା ଗର୍ଭବତୀ ହେବାକୁ ନେଇ ପିସିସି ସଭାପତି ଭକ୍ତ ଦାସଙ୍କ ପାୱାର୍ ଶୋ ବେଳେ ଲୋୟର ପିଏମ୍ଜିରେ କଂଗ୍ରେସ କର୍ମୀ-ପୋଲିସ ଧସ୍ତାଧସ୍ତି ହୋଇଛନ୍ତି। ମହିଳାଙ୍କ ଉପରେ ଅତ୍ୟାଚାର ଅଭିଯୋଗରେ କଂଗ୍ରେସର ବିକ୍ଷୋଭ ଚାଲିଥିଲା। ତେବେ ମୁଖ୍ୟମନ୍ତ୍ରୀଙ୍କ ବାସଭବନ ଅଭିମୁଖେ…
ସହଦେବ ନାୟକଙ୍କୁ ବିଚ୍ ରାସ୍ତାରେ ହାଣିଥିଲେ: ସ୍ତ୍ରୀ ବାରମ୍ବାର କହୁଥିଲେ ସୁଶେଇ ନାୟକଙ୍କୁ ଗିରଫ କର, ଶେଷରେ ବନ୍ଧାହେଲେ….
ଭୁବନେଶ୍ୱର,୧।୩: ବାଣୀବିହାର- ରସୁଲଗଡ଼ ବିଚ୍ ରାସ୍ତାରେ ସହଦେବ ନାୟକଙ୍କୁ ହତ୍ୟା ଘଟଣାରେ ପୋଲିସ ମୁଖ୍ୟ ଅଭିଯୁକ୍ତ ସୁଶେଇ ନାୟକ ଓରଫ ସୁଶାନ୍ତଙ୍କୁ ଗିରଫ କରିଛି । ତାଙ୍କୁ କଟକ କାନପୁରରୁ ମଞ୍ଚେଶ୍ବର ପୋଲିସ ଗିରଫ କରିଛି । ସୁଶାନ୍ତ ହତ୍ୟାକାଣ୍ଡ ପରେ…
Archives


