ପିସିସି ସଭାପତି ଭକ୍ତ ଦାସଙ୍କ ପାୱାର୍ ଶୋ: କଂଗ୍ରେସ କର୍ମୀ-ପୋଲିସ ଧସ୍ତାଧସ୍ତି, ମହିଳା କର୍ମୀଙ୍କୁ ଉଠାଇ ନେଲେ…
ଭୁବନେଶ୍ୱର,୧।୩: ରାଜ୍ୟରେ ନାବାଳିକା ଗର୍ଭବତୀ ହେବାକୁ ନେଇ ପିସିସି ସଭାପତି ଭକ୍ତ ଦାସଙ୍କ ପାୱାର୍ ଶୋ ବେଳେ ଲୋୟର ପିଏମ୍ଜିରେ କଂଗ୍ରେସ କର୍ମୀ-ପୋଲିସ ଧସ୍ତାଧସ୍ତି ହୋଇଛନ୍ତି। ମହିଳାଙ୍କ ଉପରେ ଅତ୍ୟାଚାର ଅଭିଯୋଗରେ କଂଗ୍ରେସର ବିକ୍ଷୋଭ ଚାଲିଥିଲା। ତେବେ ମୁଖ୍ୟମନ୍ତ୍ରୀଙ୍କ ବାସଭବନ ଅଭିମୁଖେ…
ସହଦେବ ନାୟକଙ୍କୁ ବିଚ୍ ରାସ୍ତାରେ ହାଣିଥିଲେ: ସ୍ତ୍ରୀ ବାରମ୍ବାର କହୁଥିଲେ ସୁଶେଇ ନାୟକଙ୍କୁ ଗିରଫ କର, ଶେଷରେ ବନ୍ଧାହେଲେ….
ଭୁବନେଶ୍ୱର,୧।୩: ବାଣୀବିହାର- ରସୁଲଗଡ଼ ବିଚ୍ ରାସ୍ତାରେ ସହଦେବ ନାୟକଙ୍କୁ ହତ୍ୟା ଘଟଣାରେ ପୋଲିସ ମୁଖ୍ୟ ଅଭିଯୁକ୍ତ ସୁଶେଇ ନାୟକ ଓରଫ ସୁଶାନ୍ତଙ୍କୁ ଗିରଫ କରିଛି । ତାଙ୍କୁ କଟକ କାନପୁରରୁ ମଞ୍ଚେଶ୍ବର ପୋଲିସ ଗିରଫ କରିଛି । ସୁଶାନ୍ତ ହତ୍ୟାକାଣ୍ଡ ପରେ…
ଫେରିଗଲେ ନଡ୍ଡା: ରାଜ୍ୟ ସଭାପତି ଘୋଷଣା ନେଇ ବଢୁଛି ଚର୍ଚ୍ଚା
ଭୁବନେଶ୍ୱର, ୧।୩(ସୁନିତ୍ ମିଶ୍ର):ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା ଶୁକ୍ରବାର ପ୍ରାୟ ଏକ ଘଣ୍ଟା ଧରି ଦଳର କେତେଜଣ ବରିଷ୍ଠ ନେତାଙ୍କ ସହ ରାଜ୍ୟ ଅତିଥି ଭବନରେ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଛନ୍ତି। ଦଳର ସାଙ୍ଗଠନିକ ନିର୍ବାଚନୀ ପ୍ରକ୍ରିୟା ଜାରି ରହିଥିବା…
ବ୍ୟାଙ୍କ କାଉଣ୍ଟରରୁ ଟଙ୍କା ଲୁଟି ମାରୁଥିଲେ ଚମ୍ପଟ, ଗୋଡାଇ ଗୋଡାଇ ଧରିଲେ ଲୋକେ
ବରଗଡ଼, ୧।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରସ୍ଥିତ ଭାରତୀୟ ଷ୍ଟେଟ୍ ବ୍ୟାଙ୍କ (ଏସବିଆଇ) ମୁଖ୍ୟ ଶାଖା କାଉଣ୍ଟରରୁ ଶନିବାର ମଧ୍ୟାହ୍ନରେ ଲକ୍ଷାଧିକ ଟଙ୍କା ଲୁଟ୍ କରି ଚମ୍ପଟ୍ ମାରୁଥିବା ଜଣେ ଅଭିଯୁକ୍ତଙ୍କୁ ସ୍ଥାନୀୟ ଲୋକେ ଗୋଡାଇ ଧରିବାରେ ସକ୍ଷମ ହୋଇଛନ୍ତି। ଅଭିଯୁକ୍ତ ଯୁବଟଙ୍କ…
ମାଟ୍ରିକ ବିଜ୍ଞାନ ପ୍ରଶ୍ନପତ୍ରରେ ତ୍ରୁଟି, ଚିନ୍ତାରେ ପଡ଼ିଲେ ଛାତ୍ରୀଛାତ୍ର
କଟକ,୧।୩: ମାଟ୍ରିକ ବିଜ୍ଞାନ ପରୀକ୍ଷା ପ୍ରଶ୍ନପତ୍ରରେ ତ୍ରୁଟି। ବିଜ୍ଞାନ C ସେଟ୍ରେ ୪ ମାର୍କ କମ୍ ଥିବା ସୂଚନା ମିଳିଛି। ଏପଟେ ବୋର୍ଡ ସଭାପତି ତ୍ରୁଟିକୁ ସ୍ବୀକାର କରିଛନ୍ତି। ବୋର୍ଡ ସଭାପତି କହିଛନ୍ତି, ଯେପରି ପରୀକ୍ଷାର୍ଥୀଙ୍କର କ୍ଷତି ନ ହେବ ବିଚାର…
Subhadra Yojana: ଏବେ ଆବେଦନ କଲେ ମାର୍ଚ୍ଚ ୮ରେ ମିଳିବ କି ସୁଭଦ୍ରା ଟଙ୍କା? ଆସିଲା ବଡ଼ ଅପଡେଟ୍
ଭୁବନେଶ୍ୱର,୧।୩: ମାର୍ଚ୍ଚ ୮ରେ ମିଳିବ ସୁଭଦ୍ରାର ଦ୍ବିତୀୟ କିସ୍ତି ଟଙ୍କା। ବ୍ରହ୍ମପୁରରେ ଆୟୋଜିତ କାର୍ଯ୍ୟକ୍ରମରେ ସୁଭଦ୍ରାର ଦ୍ବିତୀୟ କିସ୍ତିର ପ୍ରଥମ ପର୍ଯ୍ୟାୟ ଟଙ୍କା ପ୍ରଦାନ କରାଯିବ। ଏଥର ସୁଭଦ୍ରା ୧ କୋଟି ମହିଳାଙ୍କ ପାଖରେ ପହଞ୍ଚିବ। ଏନେଇ କହିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ…
କେନ୍ଦୁଝରରେ ଷଷ୍ଠ ଶ୍ରେଣୀର ଛାତ୍ରୀ ଗର୍ଭବତୀ, ରିପୋର୍ଟକୁ ନେଇ…
କେନ୍ଦୁଝର,୧।୩(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଚମ୍ପୁଆ ଥାନା ଅନ୍ତର୍ଗତ ଏସ୍ସି/ଏସ୍ଟି ବିଭାଗ ଅଧୀନରେ ଚାଲିଥିବା ଜଗନ୍ନାଥପୁର ହାଇସ୍କୁଲର ଜଣେ ଷଷ୍ଠ ଶ୍ରେଣୀର ଛାତ୍ରୀ ଗର୍ଭବତୀ ହୋଇଥିବା ନେଇ ସନ୍ଦେହ ସୃଷ୍ଟି ହୋଇଛି। ବିଦ୍ୟାଳୟକୁ ଗ୍ରସ୍ତ ବେଳେ ଜଣେ ଏଏନଏମ ସନ୍ଦେହ…
ଜାତୀୟ ରାଜନୀତିରେ ବଢୁଛି ବୈଜୟନ୍ତଙ୍କ ପତିଆରା, କମୁଛି ଧର୍ମେନ୍ଦ୍ରଙ୍କ କ୍ରେଜ୍
ଭୁବନେଶ୍ୱର,୧।୩(ସୁନିତ୍ ମିଶ୍ର):ଭାରତର ରାଜଧାନୀ ଦିଲ୍ଲୀରେ ଏବେ ଓଡ଼ିଆଙ୍କ ପ୍ରଭାବକୁ ନେଇ ଚର୍ଚ୍ଚା ଜୋର୍ ଧରିଛି। ସମାନ ବିଷୟ ବର୍ତ୍ତମାନ ଓଡ଼ିଶାରେ ମଧ୍ୟ ଶୁଣିବାକୁ ମିଳିଲାଣି। ଦିଲ୍ଲୀରେ ଭାଜପା ରାଷ୍ଟ୍ରୀୟ ଉପସଭାପତି ବୈଜୟନ୍ତ ପଣ୍ଡାଙ୍କ ଗୁରୁତ୍ୱ ବଢୁଥିବା ବେଳେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର…
ଆଜିଠୁ ରାଶନକାର୍ଡ ଅନ୍ଲାଇନ ଆବେଦନ ହେବ ଆରମ୍ଭ
ସମ୍ବଲପୁର,୧ା୩(ପ୍ରମୋଦ ବହିଦାର):ମାର୍ଚ୍ଚ ୧ରୁ ସମଗ୍ର ରାଜ୍ୟରେ ରାଶନକାର୍ଡ ଆବେଦନ ପ୍ରକ୍ରିୟା ଆରମ୍ଭ ହେବ। ଠିକ୍ ଭାବେ ସର୍ଭେ କରି ଯୋଗ୍ୟ ହିତାଧିକାରୀଙ୍କୁ ନୂଆ ରାଶନ କାର୍ଡ ପ୍ରଦାନ କରାଯିବ ବୋଲି ଖାଦ୍ୟ, ଯୋଗାଣ, ଖାଉଟି କଲ୍ୟାଣ ତଥା ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା…
ଓଏଏସ୍ ଅଫିସର ସ୍ତରରେ ବଡ଼ଧରଣର ଅଦଳବଦଳ
ଭୁବନେଶ୍ୱର,୧ା୩(ସୁନିତ୍ ମିଶ୍ର):ରାଜ୍ୟ ସରକାର ଶୁକ୍ରବାର ଆଇଏଏସ୍ ଅଫିସର ସ୍ତରରେ ଛୋଟଧରଣର ଅଦଳବଦଳ କରିଛନ୍ତି। ପାଠ ପଢ଼ିବା ପାଇଁ ଛୁଟିରେ ଥିବା ୨୦୧୦ ଆଇଏଏସ୍ ଅଫିସର ମାନ୍ସୀ ନିମ୍ଭାଲଙ୍କୁ ପର୍ଯ୍ୟଟନ ବିଭାଗ ନିର୍ଦ୍ଦେଶକ ଭାବେ ନିଯୁକ୍ତି ମିଳିଛି। ଏହାସହ ତାଙ୍କୁ ଅତିରିକ୍ତ ଭାବେ…
IPS Reshuffle: କମିଶନରେଟ୍ ପୋଲିସରେ ୩ ଯୁବ IPS
ଭୁବନେଶ୍ୱର,୨୮।୨: ଶୁକ୍ରବାର ଆଇପିଏସ ସ୍ତରରେ ବଡ ଧରଣର ଅଦଳ ବଦଳ ଦେଖିବାକୁ ମିଳିଛି। ଟ୍ବିନ ସିଟି କଟକ ଓ ଭୁବନେଶ୍ବରର ଡିସିପିଙ୍କୁ ବଦଳି କରାଯାଇଛି। ଜଗମୋହନ ମୀନାଙ୍କୁ ଭୁବନେଶ୍ବର DCP ଭାବେ ନିଯୁକ୍ତି ମିଳିଥିବା ବେଳେ ଖିଲାରୀ ରିଷିକେଶ କଟକର ଡିସିପି ଭାବେ ଦାୟିତ୍ବ ଗ୍ରହଣ କରିଛନ୍ତି। ଭୁବନେଶ୍ବରର ଡିସିପି ରହିଥିବା…
ଶନିବାରଠୁ ଛାଡ଼ ହେବ ପ୍ରାଣିସମ୍ପଦର ଚିକିତ୍ସା ଓ ଟିକାକରଣ ବାବଦ ‘ୟୁଜର୍ସ ଫି’
ଭୁବନେଶ୍ୱର, ୨୮ା୨(ସୁନିତ୍ ମିଶ୍ର): ପ୍ରାଣିସମ୍ପଦର ଚିକିତ୍ସା ଓ ଟିକାକରଣ ବାବଦ ‘ୟୁଜର୍ସ ଫି’କୁ ରାଜ୍ୟ ସରକାର ଛାଡ଼ କରିବା ନେଇ ଘୋଷଣା କରିଛନ୍ତି। ଫଳରେ ଗାଈ, ବଳଦ, ମଇଁଷି, ଛେଳି, ମେଣ୍ଢା ଆଦିଙ୍କ ଚିକିତ୍ସା ଓ ଟିକାକରଣ ବାବଦରେ ଜନସାଧାରଣଙ୍କୁ ଫି…
Archives


