ରାଜ୍ୟ

ଆୟକର ଅଧିକାରୀ ଗିରଫ: ୫ ଲକ୍ଷ ଲାଞ୍ଚ ନେଇ ପଡ଼ିଥିଲେ ଧରା

ଖୋର୍ଦ୍ଧା ଅଫିସ,୨୫।୯: ଜଣେ ସୁନା ଦୋକାନୀଙ୍କଠାରୁ ୫ଲକ୍ଷ ଟଙ୍କା ଲାଞ୍ଚ ନେଉଥିବା ବେଳେ ଶନିବାର ଖୋର୍ଦ୍ଧା ଆୟକର ଅଧିକାରୀ ସୁମନ ସୁନ୍ଦର ସାହୁ ସିବିଆଇ ହାତରେ ଧରାପଡିଥିଲେ। ରବିବାର ତାଙ୍କୁ ଗିରଫ କରାଯାଇ କୋର୍ଟରେ ହାଜର କରାଯିବ ବୋଲି ସିବିଆଇ,...

କାଙ୍କଡ଼ପାଳରେ ଫାଙ୍କା ଗୁଳିମାଡ଼, ଭୟରେ ଛାତରୁ ଖସି ଜଣେ ଆହତ

ଢେଙ୍କାନାଳ ଅଫିସ,୨୫ା୯: ଢେଙ୍କାନାଳ ସଦରଥାନା କାଙ୍କଡ଼ପାଳ ଗାଁରେ ଶନିବାର ତିନି ରାଉଣ୍ଡ ଫାଙ୍କା ଗୁଳିମାଡ଼ ହୋଇଛି। ଭୟଭୀତ ଅବସ୍ଥାରେ ଛାତରୁ ଖସିପଡ଼ି ଜଣେ ଆହତ ହୋଇଛନ୍ତି। ସୂଚନାନୁଯାୟୀ, ଗତକାଲି ବିଳମ୍ବିତ ରାତିରେ କିଛି ଦୁର୍ବୃତ୍ତ ବାଇକ୍‌ରେ ଆସି କାଙ୍କଡ଼ପାଳ ଗାଁ...

ମ୍ୟୁନିସିପାଲଟି ମହିଳା କର୍ମଚାରୀଙ୍କୁ ହତ୍ୟା କରି ଫିଙ୍ଗିଦେଲ

ବଲାଙ୍ଗୀର ଅଫିସ,୨୫।୯: ବଲାଙ୍ଗୀର ମ୍ୟୁନିସିପାଲଟି ମହିଳା କର୍ମଚାରୀ ଅଷ୍ଟମୀ ବକୁଳ(୩୦)ଙ୍କ ବୀଭତ୍ସ ମୃତଦେହ ରବିବାର ବିଜାଖମନ ଆବର୍ଜନା ଟ୍ରିଟମେଣ୍ଟ ପ୍ଲାଣ୍ଟ ନିକଟରେ ପଡ଼ିଥିବା ଦେଖିବାକୁ ମିଳିଛି। ଅଷ୍ଟମୀଙ୍କ ଦେହରେ କ୍ଷତଚିହ୍ନ ରହିଥିବାରୁ ତାଙ୍କୁ କେହି ଧାରୁଆ ଅସ୍ତ୍ରରେ ଆକ୍ରମଣ କରି...

ତନିସ୍କର ପୂଜା କଲେକ୍ସନ ‘ଆଲେଖ୍ୟ’ ଉନ୍ମୋଚିତ

ଭୁବନେଶ୍ୱର,୨୫।୯: ଦେଶର ପ୍ରମୁଖ ଅଳଙ୍କାର ପ୍ରତିଷ୍ଠାନ ତନିସ୍କ ପକ୍ଷରୁ ଚଳିତ ପାର୍ବଣ ଉପଲକ୍ଷେ ଏକ ସ୍ବତନ୍ତ୍ର ପୂଜା କଲେକ୍ସନ ‘ଆଲେଖ୍ୟ’ ର ଉନ୍ମୋଚନ କରାଯାଇଛି। ବିଶେଷକରି ଏହା ଜରିଆରେ ଭାରତର ପୁରୁଣା ତଥା ସମୃଦ୍ଧକଳାକୁ ଗ୍ରାହକମାନେ ସ୍ମରଣ କରିପାରିବେ। କାରଣ...

ସରିଲା ୨ଦିନିଆ ଫ୍ୟାଶନିଷ୍ଟା ପ୍ରଦର୍ଶନୀ

ଭୁବନେଶ୍ୱର,୨୫।୯: କ୍ରମାଗତ ୨ ଦିନ ଧରି ସ୍ଥାନୀୟ ଜୟଦେବ ବିହାରସ୍ଥିତ ହୋଟେଲ ପାଲ୍‌ ହାଇଟ୍‌ସଠାରେ ଆୟୋଜିତ ‘ଫ୍ୟାଶନିଷ୍ଟା’ ପ୍ରଦର୍ଶନୀ ଶନିବାର ଉଦ୍‌ଯାପିତ ହୋଇଯାଇଛି। ବିଶେଷ କରି ସେପ୍ଟେମ୍ବର ୨୩ ଓ ୨୪ ତାରିଖ ଉକ୍ତ ପ୍ରଦର୍ଶନୀ ସହରବାସୀଙ୍କ ପାଇଁ ଉପଲବ୍ଧ...

ମାଲାବାରରେ‘ଆର୍ଟିଷ୍ଟ୍ର ବ୍ରାଣ୍ଡେଡ୍‌ ଜୁଏଲେରି ଶୋ’

ଭୁବନେଶ୍ୱର,୨୫।୯: ଦେଶର ପ୍ରମୁଖ ଅଳଙ୍କାର ପ୍ରତିଷ୍ଠାନ ମାଲାବାର ଗୋଲ୍ଡ ଆଣ୍ଡ ଡାଇମଣ୍ଡସର ଚନ୍ଦ୍ରଶେଖରପୁରସ୍ଥିତ ଏକ୍ସକ୍ଲୁସିଭ ଷ୍ଟୋର ପରିସରରେ ଏକ ୯ ଦିନିଆ ଆର୍ଟିଷ୍ଟ୍ରି ବ୍ରାଣ୍ଡେଡ୍‌ ଜୁଏଲେରି ଶୋ’ର ଶୁଭାରମ୍ଭ ଶନିବାରଠାରୁ ହୋଇଯାଇଛି। ଏହି ଶୋ ସେପ୍ଟେମ୍ବର ୨୪ ରୁ ଅକ୍ଟୋବର...

ଆଜି ରାଜ୍ୟରେ ୨୧୧ କରୋନା ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୨୫।୯(ବ୍ୟୁରୋ): ରାଜ୍ୟରେ ରବିବାର ୨୧୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟର ୨୬ ଜଣ ପିଲା ଅଛନ୍ତି। ଚିହ୍ନଟ କରୋନା ଆକ୍ରାନ୍ତ ମଧ୍ୟରୁ ୧୨୩ ଜଣ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୮୮ ଲୋକାଲ କେସ୍‌ ଥିବା ରାଜ୍ୟ...

ଭୋଟ ଦେଲେ ୧୦୫୩: ଆଜି ଫଳାଫଳ

ଭୁବନେଶ୍ୱର,୨୫।୯(ବ୍ୟୁରୋ): ରାଜ୍ୟର ହାଇପ୍ରୋଫାଇଲ ଭୁବନେଶ୍ୱର କ୍ଲବ୍‌ର ନିର୍ବାଚନ ଶନିବାର ଶେଷ ହୋଇଛି। ରବିବାର ସକାଳ ୯ଟାରେ ଭୋଟ ଗଣତି ହେବ ଓ ଫଳାଫଳ ପ୍ରକାଶ ପାଇବ। ଶନିବାର ମଧ୍ୟାହ୍ନ ୧୨ଟାରେ ଭୋଟ ଗ୍ରହଣ ଆରମ୍ଭ ହୋଇ ସନ୍ଧ୍ୟା ୬ଟାରେ ଶେଷ...

୨ରେ ଲଘୁଚାପ: ପ୍ରବଳ ଛେଚିବ

ଭୁବନେଶ୍ୱର୨୫।୯(ବ୍ୟୁରୋ): ଆସନ୍ତା ଅକ୍ଟୋବର ୨ ତାରିଖରେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପ ସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବ। ଏହାର ପ୍ରଭାବରେ ସମଗ୍ର ରାଜ୍ୟରେ ବର୍ଷା ହେବ। ଉପକୂଳ ଓଡିଶାର କେତେକ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ...

ଓଡ଼ିଶାର ୩ଜଣଙ୍କୁ ଏନ୍‌ଏସ୍‌ଏସ୍‌ ପୁରସ୍କାର

ଭୁବନେଶ୍ୱର,୨୫।୯(ବ୍ୟୁରୋ): ୨୦୨୦-୨୧ ବର୍ଷ ପାଇଁ ଶନିବାର ଜାତୀୟ ସେବା ଯୋଜନା(ଏନ୍‌ଏସ୍‌ଏସ୍‌) ପୁରସ୍କାର ମିଳିଛି। ଶନିବାର ରାଷ୍ଟ୍ରପତି ଭବନରେ ଆୟୋଜିତ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତିନୋଟି ବର୍ଗରେ ଦେଶର ମୋଟ ୪୨ଜଣଙ୍କୁ ଏହି ପୁରସ୍କାର ପ୍ରଦାନ କରିଛନ୍ତି। ବିଶ୍ୱବିଦ୍ୟାଳୟ/ଯୁକ୍ତ୨...

ବିଜେଡିରୁ ବାଣୀକଲ୍ୟାଣ ମହାନ୍ତି ନିଲମ୍ବିତ

ଭୁବନେଶ୍ୱର/ପଦ୍ମପୁର (ବ୍ୟୁରୋ/ଡି.ଏନ୍‌.ଏ.),୨୫।୯: ଯୁବ ବିଜେଡି ସାଧାରଣ ସମ୍ପାଦକ ପଦରୁ ବାଣୀକଲ୍ୟାଣ ମହାନ୍ତିଙ୍କୁ ଶନିବାର ନିଲମ୍ବିତ କରାଯାଇଛି। ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ତାଙ୍କୁ ଦଳରୁ ନିଲମ୍ବିତ କରାଯାଇଥିବା ବିଜେଡି ସାଧାରଣ ସମ୍ପାଦକ ମାନସ ରଞ୍ଜନ...

ଅଟକିଛି ୬ ଜଳପଥ ପ୍ରକଳ୍ପ

ଭୁବନେଶ୍ୱର,୨୫।୯(ବ୍ୟୁରୋ): ଜଳପଥରେ ପରିବହନ ହେବ। ସଡ଼କ ପଥଠାରୁ ବହୁ କମ୍‌ ଖର୍ଚ୍ଚରେ ପରିବହନ ସୁବିଧା ହୋଇପାରିବ। ଏହି ଲକ୍ଷ୍ୟରେ କେନ୍ଦ୍ର ସରକାର ଜାତୀୟ ଜଳ ମାର୍ଗ ନୀତି-୨୦୧୬ କାର୍ଯ୍ୟକାରୀ କରିଛନ୍ତି। ଦେଶରେ ୧୧୧ଟି ଜଳପଥ ଚିହ୍ନଟ କରାଯାଇଥିବାବେଳେ ଓଡ଼ିଶାରେ ୬ଟି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri