ରାଜ୍ୟ

ସେତୁ ଭଳି କାମ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ

ଭୁବନେଶ୍ୱର,୨୦।୧୧(ବ୍ୟୁରୋ):  କୃଷି ଓ କୃଷକ ସଶକ୍ତୀକରଣ ବିଭାଗରେ ୩୪ ଜଣ ସହକାରୀ ଉଦ୍ୟାନ କୃଷି ଅଧିକାରୀ ଯୋଗ ଦେଇଛନ୍ତି। ସେମାନଙ୍କ ମଧ୍ୟରେ ୨୧ ଜଣ ମହିଳା ଅଛନ୍ତି। ଏହି ଅବସରରେ ଶନିବାର ଲୋକସେବା କନ୍‌ଭେନଶନ ସେଣ୍ଟରରେ ଏକ କର୍ମଶାଳାର ଆୟୋଜନ...

ଖଲ୍ଲିକୋଟ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ପୁଣି ରାଗିଂ

ବ୍ରହ୍ମପୁର ଅଫିସ,୨୦।୧୧: ଗଞ୍ଜାମ ଜିଲା ଖଲ୍ଲିିକୋଟ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଶନିବାର ପୁଣିଥରେ ଛାତ୍ରୀଙ୍କୁ ରାଗିଂ କରାଯିବା ଭଳି ଘଟଣା ଦୃଷ୍ଟିକୁ ଆସିଛି। ଜନୈକା ଛାତ୍ରୀଙ୍କୁ ଉକ୍ତ ଶିକ୍ଷାନୁଷ୍ଠାର ଯୁକ୍ତ ୨ ଦ୍ୱିତୀୟ ବର୍ଷର କେତେଜଣ ଛାତ୍ର ଅଶ୍ଳୀଳ ଭାଷାରେ...

ଓଡ଼ିଶା ପାଇଁ ହେଉ ଏକକ ରେଳ ଜୋନ

ଭୁବନେଶ୍ୱର,୨୦।୧୧ (ବ୍ୟୁରୋ): ଓଡ଼ିଶାର ସବୁ ରେଳପଥକୁ ଗୋଟିଏ ଜୋନ ଅଧୀନକୁ ଆଣିବା ପାଇଁ ଶନିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଚିଠି ଲେଖିଛନ୍ତି। ୨୦୦୩ରେ କେନ୍ଦ୍ର ସରକାର ରାଜ୍ୟ ପାଇଁ ସ୍ବତନ୍ତ୍ର ପୂର୍ବତଟ ରେଳ ଜୋନ ଗଠନ...

ଓଡ଼ିଶା କ୍ୟାଡର ଆଇଏଏସ୍‌ ଅଫିସରଙ୍କୁ ଅତିରିକ୍ତ ସଚିବ ନିଯୁକ୍ତି

ଭୁବନେଶ୍ୱର,୨୦।୧୧(ବ୍ୟୁରୋ): କେନ୍ଦ୍ର ସରକାର ଓଡ଼ିଶା କ୍ୟାଡର ଆଇଏଏସ୍‌ ଅଫିସରଙ୍କୁ ଅତିରିକ୍ତ ସଚିବ ଭାବେ ନିଯୁକ୍ତି ଦେଇଛନ୍ତି। ଏ ନେଇ କାର୍ମିକ, ସାଧାରଣ ଅଭିଯୋଗ ଓ ପେନ୍‌ସନ ମନ୍ତ୍ରଣାଳୟ ପକ୍ଷରୁ ଶନିବାର ବିଜ୍ଞପ୍ତି ପ୍ରକାଶ କରାଯାଇଛି। ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ ବୟନ...

ଦନ୍ତା ଆକ୍ରମଣରେ ମହିଳାଙ୍କ ଗୋଡ଼ ଦୁଇଖଣ୍ଡ

ସାତମାଇଲ, ୨୦।୧୧(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ହିନ୍ଦୋଳ ଉପଖଣ୍ଡରେ ହାତୀ-ମଣିଷ ସଂଘର୍ଷରେ ଲାଗୁନାହିଁ ଅଙ୍କୁଶ। ଶୌଚ ହେବାକୁ ଯାଇଥିବାବେଳେ ହିଂସ୍ର ଦନ୍ତା କଚାଡ଼ି ଦେବାରୁ ନୂଆବଗ ପଞ୍ଚାୟତ ସରାସିଂହ ଗ୍ରାମର ଚନ୍ଦ୍ରଶେଖର ଦେହୁରୀଙ୍କ ଝିଅ ଜାହାଜ ଦେହୁରୀ (୫୧)ଙ୍କ ଡାହାଣ ଗୋଡ଼...

୨୫ କି.ମି.ରେ ୨ ଟୋଲ୍‌ ପ୍ଲାଜା

ଚଣ୍ଡିଖୋଲ,୨୦।୧୧(ଡି.ଏନ୍‌.ଏ.): ଜାତୀୟ ରାଜପଥରେ ଦୁଇଟି ଟୋଲ୍‌ ପ୍ଲାଜାର ବ୍ୟବଧାନ ୬୦ କିଲୋମିଟର ରହିବାର ନିୟମ ରହିଛି। ଭାରତୀୟ ଜାତୀୟ ରାଜପଥ ପ୍ରାଧିକରଣ(ଏନ୍‌ଏଚ୍‌ଏଆଇ)ର ନିର୍ଦ୍ଦେଶନାମା ଅନୁଯାୟୀ ରାଜପଥ ଉପରେ ନିର୍ମାଣ କରାଯାଉଥିବା ଟୋଲ୍‌ ପ୍ଲାଜାଗୁଡ଼ିକ ଏହି ଦୂରତ୍ୱ ମାନିବାକୁ ବାଧ୍ୟ। ତେଣୁ ୧୬ନଂ....

ଉପକୂଳ ଜୈବ ବିବିଧତା ସୁରକ୍ଷାରେ ସୌମ୍ୟ

କ୍ଲାଇମେଟ୍‌ ଚେଞ୍ଜ: ଦି ପାୱାର ଅଫ୍‌ ୟୁଥ୍‌ :  ଜଳବାୟୁପରିବର୍ତ୍ତନ ସାରା ବିଶ୍ୱ ପାଇଁ ଆହ୍ବାନ ସୃଷ୍ଟି କରିଥିବାବେଳେ ଯୁବପିଢ଼ି କିପରି ଏ ଦିଗରେ ସଚେତନ ହେବେ ସେଥିପାଇଁ ‘ଧରିତ୍ରୀ’ ଆୟୋଜନ କରୁଛି ‘ଯୁବ ସମ୍ମିଳନୀ’ ବା ‘ୟୁଥ୍‌ କନ୍‌କ୍ଲେଭ୍‌-୨୦୨୨’।...

ସାହିତି୍ୟକ ଗଗନେନ୍ଦ୍ରନାଥ ଦାଶଙ୍କ ପରଲୋକ

ଭୁବନେଶ୍ୱର, ୨୦।୧୧ (ବ୍ୟୁରୋ): ବିଶିଷ୍ଟ ସାହିତି୍ୟକ ତଥା ସମାଲୋଚକ ଗଗନେନ୍ଦ୍ରନାଥ ଦାଶ (୮୨) ଙ୍କର ଶନିବାର ଅପରାହ୍ନରେ ପରଲୋକ ହୋଇଯାଇଛି। ଦୀର୍ଘଦିନ ଧରି ସେ ଅସୁସ୍ଥ ଥିଲେ। ଭୁବନେଶ୍ୱରସ୍ଥିତ ତାଙ୍କ ଝିଅଙ୍କ ଘରେ ଚିକିତ୍ସିତ ହେଉଥିଲେ। ସତ୍ୟନଗର ଶ୍ମଶାନରେ ତାଙ୍କର...

ଇଞ୍ଜିନିୟରିଂ ନାମଲେଖା ଅବଧି ୫ ଦିନ ବଢ଼ିଲା

ଭୁବନେଶ୍ୱର, ୨୦।୧୧(ବ୍ୟୁରୋ): ଓଡ଼ିଶାର ସରକାରୀ ଓ ଘରୋଇ ଇଞ୍ଜିନିୟରିଂ କଲେଜଗୁଡ଼ିକରେ ଇଞ୍ଜିନିୟରିଂ ପାଠ୍ୟକ୍ରମରେ ନାମଲେଖା ଅବଧିକୁ ୫ଦିନ ବୃଦ୍ଧି କରାଯାଇଛି। ଶନିବାର ଗ୍ରାମ୍ୟ ଉନ୍ନୟନ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ମନ୍ତ୍ରୀ ପ୍ରୀତିରଞ୍ଜନ ଘଡ଼େଇଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନସ୍ଥିତ...

‘ଶିଶୁଙ୍କୁ ପ୍ରକୃତି ସହ ଯୋଡ଼ିରଖିବା ଶିକ୍ଷାବ୍ୟବସ୍ଥାର ଆଭିମୁଖ୍ୟ ହେଉ’

ଭୁବନେଶ୍ୱର,୨୦।୧୧(ବ୍ୟୁରୋ): ପ୍ରକୃତିଠୁ ଜୀବନ ଦୂରେଇ ଯିବା ହିଁ ଅନେକ ସମସ୍ୟାର କାରଣ। ଶିଶୁମାନଙ୍କୁ ପ୍ରକୃତି ସହ ଯୋଡ଼ି ରଖିବା ଶିକ୍ଷାବ୍ୟବସ୍ଥାର ପ୍ରମୁଖ ଆଭିମୁଖ୍ୟ ହେବା ଉଚିତ ବୋଲି ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ କହିଛନ୍ତି। ଶନିବାର ଖାରବେଳନଗରଠାରେ ‘ଏକାମ୍ର ବାଟିକା’...

ରାଜ୍ୟରୁ ହଟିଲା କୋଭିଡ୍‌ କଟକଣା

ଭୁବନେଶ୍ୱର,୨୦।୧୧(ବ୍ୟୁରୋ): କୋଭିଡ୍‌ ସଂକ୍ରମଣ ହ୍ରାସ ପରେ ରାଜ୍ୟ ସରକାର ଶନିବାର ତତ୍କାଳ ପ୍ରଭାବରୁ ‘ଓଡ଼ିଶା କୋଭିଡ୍‌-୧୯ ନିୟମାବଳୀ ୨୦୨୦’କୁ ଉଚ୍ଛେଦ କରିଛନ୍ତି । ରାଜ୍ୟରେ ଆଉ କୋଭିଡ୍‌ କଟକଣା କିମ୍ବା ନିୟମାବଳୀ ମାନିବାକୁ କେହି ବାଧ୍ୟ ନୁହନ୍ତି ବୋଲି ସ୍ବାସ୍ଥ୍ୟ...

୨ ହଜାର ନୂଆ ଡାକ୍ତର ପଦବୀକୁ ମଞ୍ଜୁରୀ

ଭୁବନେଶ୍ୱର,୨୦।୧୧(ବ୍ୟୁରୋ): ରାଜ୍ୟ ସରକାର ଆଉ ୨ ହଜାର ନୂଆ ଡାକ୍ତରୀ ପଦବୀ ସୃଷ୍ଟିକୁ ମଞ୍ଜୁରୀ ପ୍ରଦାନ କରିଛନ୍ତି । ଏଥିସହ ରାଜ୍ୟରେ ମୋଟ ମଞ୍ଜୁରୀପ୍ରାପ୍ତ ଡାକ୍ତରୀ ପଦବୀ ସଂଖ୍ୟା ୧୦୭୧୯କୁ ବୃଦ୍ଧି ପାଇଛି । ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri