ରାଜ୍ୟ

ଶେଷରେ ଶାଶୁଘର ଚାବି ଫେରାଇଲେ ବର୍ଷା

କଟକ ଅଫିସ,୨।୧୧: କୋର୍ଟଙ୍କ ନିର୍ଦ୍ଦେଶାନୁଯାୟୀ ଶାଶୁଘର ଚାବି ଫେରାଇଛନ୍ତି ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ। କଟକ ଏସ୍‌ଡିଜେଏମ୍‌ କୋର୍ଟରେ ସେ ବୁଧବାର ଚାବି ଦାଖଲ କରିଛନ୍ତି। ଏଥିସହ ପରିବାର ଅଦାଲତରେ ବର୍ଷାଙ୍କ ସାକ୍ଷ୍ୟଗ୍ରହଣ ହୋଇଛି। ପ୍ରକାଶ ଯେ, ପୂର୍ବରୁ କୋର୍ଟଙ୍କ ଆଦେଶ...

ଆସନ୍ତା ୧୦ରେ ଓଡ଼ିଶା ଆସିବେ ଦ୍ରୌପଦୀ ମୁର୍ମୁ

ଭୁବନେଶ୍ୱର,୨।୧୧(ବ୍ୟୁରୋ): ଆସନ୍ତା ୧୦ ତାରିଖରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସିବେ । ଅପରାହ୍ନରେ ସେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବେ। ସେଠାରେ ତାଙ୍କୁ ଗାର୍ଡ ଅଫ୍‌ ଅନର୍‌ ଦିଆଯିବା ପରେ ସେ ରାଜଭବନ ଯିବେ। ରାଜଭବନରେ ରାତ୍ରି...

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୩୩ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨ା୧୧(ବ୍ୟୁରୋ): ରାଜ୍ୟରୁ ବୁଧବାର ଆଉ ୩୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍‌ ୧୩,୨୬,୬୯୫ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏନେଇ ଟୁଇଟ୍‌ ଯୋଗେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ...

ଅର୍ଚ୍ଚନା ନାଗ ଘଟଣା: ୪ ଜଣଙ୍କ ନାଁରେ ମାମଲା ରୁଜୁ କଲା ଇଡି

ଭୁବନେଶ୍ୱର,୨ା୧୧(ବ୍ୟୁରୋ): ଲେଡି ବ୍ଲାକମେଲର ଅର୍ଚ୍ଚନା ନାଗ ଘଟଣାରେ ବୁଧବାର ମାମଲା ରୁଜୁ କରିଛି ଇଡି ବା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ। ଏହି ଘଟଣାର ମୁଖ୍ୟ କୁହାଯାଉଥିବା ଅର୍ଚ୍ଚନା ନାଗ, ତାଙ୍କ ସ୍ବାମୀ ଜଗବନ୍ଧୁ ଚାନ୍ଦ, ଖଗେଶ୍ୱର ସାହୁ ଏବଂ ଶ୍ରଦ୍ଧାଞ୍ଜଳି ବେହେରାଙ୍କ...

ଭର୍ଚୁଆଲରେ ବାବା ଧବଳେଶ୍ୱରଙ୍କୁ ଦର୍ଶନ କରିବେ ଭକ୍ତ

ଆଠଗଡ,୨।୧୧(ଡି.ଏନ.ଏ): ଏଥର ଭର୍ଚୁଆଲରେ ଧବଳେଶ୍ୱରଙ୍କ ଦର୍ଶକ କରିବେ ଭକ୍ତ। ଝୁଲାପୋଲ ନିକଟରେ ଏକ ବଡ ଏଲ୍‌ଇଡି ଟିଭି ଲଗାଯିବ। ଏହି ମାଧ୍ୟମରେ ବାବା ଧବଳେଶ୍ୱରଙ୍କୁ ଭକ୍ତ ଦର୍ଶନ କରିବେ। ବାବାଙ୍କ ସମସ୍ତ ରୀତିନୀତି ସମ୍ପନ୍ନ କରାଯିବା ସହ ଗଜଭୋଗ ବି...

ଆସନ୍ତା ୧୦ରେ ଓଡ଼ିଶା ଆସିବେ ଦ୍ରୌପଦୀ ମୁର୍ମୁ

ଭୁବନେଶ୍ୱର,୨।୧୦(ବ୍ୟୁରୋ): ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୧୦ ତାରିଖରେ ଓଡ଼ିଶା ଗସ୍ତରେ ଆସିବେ। ରାଷ୍ଟ୍ରପତି ହେବା ପରେ ସେ ପ୍ରଥମ ଥର ଲାଗି ଓଡ଼ିଶା ଆସୁଛନ୍ତି। ୧୦ ତାରିଖରେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ରାଜଭବନକୁ ଯିବେ। ଏହାପରେ ପୁରୀ...

ଆଜି ରାଜ୍ୟରେ ୨୬ କରୋନା ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୨।୧୦(ବ୍ୟୁରୋ): ରାଜ୍ୟରେ ବୁଧବାର ୨୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୪ ଜଣ ପିଲା ଅଛନ୍ତି। ଚିହ୍ନଟ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୧୫ ଜଣ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୧୧ ଲୋକାଲ କେସ୍‌ ଥିବା ରାଜ୍ୟ...

ରାତିପାହିଲେ ଉପନିର୍ବାଚନ: ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ…

ଭଦ୍ରକ ଅଫିସ,୨।୧୧: ଧାମନଗର ଉପନିର୍ବାଚନ ଗୁରୁବାର ଅନୁଷ୍ଠିତ ହେବ। ଏନେଇ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ। ଆସନ୍ତାକାଲି ସକାଳ ୭ରୁ ମତଦାନ ଆରମ୍ଭ ହୋଇ ସା ୬ଟା ଯାଏ ଚାଲିବ। ଏଥିପାଇଁ ୨୫୨ଟି ମତଦାନ କେନ୍ଦ୍ର କରାଯାଇଛି। ମତଦାନ କିଭଳି ଶାନ୍ତିଶୃଙ୍ଖଳା...

ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ଜଳିଗଲେ ଯୁକ୍ତ ଦୁଇ ଛାତ୍ର

କେନ୍ଦ୍ରାପଡା ଅଫିସ/ମାର୍ଶାଘାଇ,୨।୧୧: କେନ୍ଦ୍ରାପଡା ଜିଲା ମାର୍ଶାଘାଇ ଥାନା ଜୁଣ ଛକରେ ଥିବା ଏକ କୋଚିଂ ସେଣ୍ଟରରେ ମଙ୍ଗଳବାର ବିଳମ୍ବିତ ରାତିରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଜଣେ ଛାତ୍ରଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଗୋପିନାଥପୁର ଗ୍ରାମର ଦେବୀ ପ୍ରସାଦ ଦାସ।...

ବିଜେଡି ନାଁରେ ଟଙ୍କା ବଣ୍ଟା ଅଭିଯୋଗ ଆଣିଲେ ବିରୋଧୀ

ଭୁବନେଶ୍ବର,୨ା୧୧(ବ୍ୟୁରୋ): ରାଜନୀତି ପାଣି ଗୋଳିଆ କରିବାର ୨୨ ବର୍ଷର ଅଭିଜ୍ଞତା ବିଜେଡି ପାଖରେ ଅଛି। ଅତୀତରେ ହୋଇଥିବା ଉପନିର୍ବାଚନରେ କଳ, ବଳ, କୌଶଳ ବ୍ୟବହାର କରି ଶାସକ ଦଳ ବୁଥ୍‌ ରିଗିଂ, ଭୋଟ ବାକ୍ସ ବୋହିନେବା, ଜୋର ଜବରଦସ୍ତ ବାଲଟ...

‘ଅରୁଆ’, ‘ଛାତ’ ଯୋଜନାରେ ବଢ଼ିବ ଭୂତଳ ଜଳ

ହର୍ଷବର୍ଦ୍ଧନ ବେହେରା ଯାଜପୁର ଅଫିସ,୨ା୧୧: ରାଜ୍ୟର ୧୮ ଜିଲାର ୫୨ ବ୍ଲକରେ ଭୂତଳ ଜଳ ହ୍ରାସ ପରିମାଣ ସର୍ବାଧିକ । ଏଥିରେ ଖୋର୍ଦ୍ଧା, ଯାଜପୁର ଓ ବାଲେଶ୍ୱର ଜିଲା ଆଗରେ ରହିଛି। ଗ୍ରାଉଣ୍ଡ ୱାଟର ରିସୋର୍ସ ଏସେସ୍‌ମେଣ୍ଟ(ଜିଡବ୍ଲ୍ୟୁଆର୍‌ଏ)-୨୦୨୦ ରିପୋର୍ଟରେ ଏହା...

ଏଥର ବାଲିଯାତ୍ରାରେ ଲାଇଟ୍‌ ଆଣ୍ଡ୍‌ ସାଉଣ୍ଡ୍‌ ଶୋ

କଟକ ଅଫିସ, ୨ା୧୧- ଚଳିତବର୍ଷ ବାଲିଯାତ୍ରାକୁ ଅଧିକ ଆକର୍ଷଣୀୟ କରିବା ପାଇଁ ଜିଲା ପ୍ରଶାସନ ଓ କଟକ ମହାନଗର ନିଗମ (ସିଏମ୍‌ସି) ପକ୍ଷରୁ ପ୍ରଥମଥର ଲେଜର ଲାଇଟ୍‌ ଶୋ ବ୍ୟବସ୍ଥା କରାଯାଇଛି। ଏଥିରେ ଲାଇଟ୍‌ ଆଣ୍ଡ୍‌ ସାଉଣ୍ଡ୍‌ ବ୍ୟବହାର କରାଯାଇ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri