ଶହିଦ ନଗର ଅଞ୍ଚଳରୁ ୭ ବର୍ଷର ଶିଶୁକନ୍ୟାଙ୍କୁ ଉଦ୍ଧାର, ଦେହସାରା ରହିଛି କଟା, ପୋଡ଼ା ଦାଗ
ଭୁବନେଶ୍ବର,୨୭।୨: ଶହିଦ ନଗର ଅଞ୍ଚଳରୁ ୭ ବର୍ଷର ଶିଶୁକନ୍ୟାଙ୍କୁ ଉଦ୍ଧାର କରାଯାଇଛି। ଶିଶୁକନ୍ୟାଙ୍କ ଦେହସାରା କଟା ଓ ପୋଡ଼ା ଦାଗ ଅଛି। ମିଳିଥିବା ସୂଚନାନୁଯାୟୀ, ବାପା ମାଆଙ୍କ ଦେହାନ୍ତ ପରେ ଜେଜେଙ୍କ ପାଖରେ କୁନି ଝିଅଟି ରହୁଥିଲେ। ଜଣେ ମହିଳା ସହ…
ହଷ୍ଟେଲରେ ରହୁଥିବା ବଡ଼ଝିଅକୁ ଦେଖିବା ଲାଗି ଯାଉଥିଲେ, ବାଟରେ ଘଟିଲା ଅଘଟଣ…
ଆସିକା,୨୭ା୨(ସୁରେନ୍ଦ୍ର ନାଥ ସାହୁ): ଗଞ୍ଜାମ ଜିଲା ଆସିକା-ବ୍ରହ୍ମପୁର ୫୯ ନଂ. ଜାତୀୟ ରାଜପଥର ପିତଳ ଛକ ନିକଟରେ ଗୁରୁବାର ସନ୍ଧ୍ୟାରେ ପିକ୍ଅପ୍ ଭ୍ୟାନ୍ ସହ ବାଇକ୍ ମୁହାଁମୁହିଁ ଧକ୍କା ହୋଇଥିଲା ା ଏଥିରେ ବାଇକ୍ ଚାଳକ ରାମଚନ୍ଦ୍ର ଜେନା (୪୮)ଙ୍କ ମୃତ୍ୟୁ…
୨ ଯୁବକ ଜିଅନ୍ତା ଜଳିଯିବା ମାମଲା: ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ
ଦିଗପହଣ୍ଡି,୨୭ା୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି-ଚିକିଟି ମୁଖ୍ୟରାସ୍ତା ଜକର ଗ୍ରାମ ନିକଟ ମା’ ରତ୍ନେଇ ଠାକୁରାଣୀ ମନ୍ଦିର ନିକଟରେ ମଙ୍ଗଳବାର ସନ୍ଧ୍ୟାରେ ଏକ ଧାନ ବୋଝେଇ ଟ୍ରକ ବିପରୀତ ଦିଗରୁ ଆସୁଥିବା ଏକ ବାଇକକୁ ଧକ୍କା ଦେବାରୁ ବାଇକ ଚାଳକଙ୍କ ସମେତ ବାଇକରେ…
ଭୁବନେଶ୍ୱରରେ ପହଞ୍ଚିଲେ ନଡ୍ଡା
ଭୁବନେଶ୍ୱର,୨୭ା୨: ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ତଥା କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଜଗତ ପ୍ରକାଶ ନଡ୍ଡା ଗୁରୁବାର ସନ୍ଧ୍ୟାରେ ଏକ ସ୍ବତନ୍ତ୍ର ବିମାନ ଯୋଗେ ଦିଲ୍ଲୀରୁ ଆସି ଭୁବନେଶ୍ୱରରେ ପହଞ୍ଚିଛନ୍ତି। ଏହି ଅବସରରେ ଭାଜପା ପକ୍ଷରୁ ତାଙ୍କୁ ଭବ୍ୟ ସ୍ବାଗତ କରାଯାଇଛି। ୨୮ ତାରିଖ…
ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ କରି ମାଓବାଦୀ ଖଞ୍ଜିଥିଲେ IED ବିସ୍ଫୋରକ: ଆଉ ତା’ପରେ…
ଭୁବନେଶ୍ୱର,୨୭।୨: ଓଡ଼ିଶା ସୀମାନ୍ତ ଛତିଶଗଡ଼ ସୁକୁମା ଜିଲା ଗୋଲାପଲ୍ଲୀ ମୁଖ୍ୟ ରାସ୍ତାରୁ ଯବାନମାନେ ଗୁରୁବାର ଏକ ୫ କେଜି ଓଜନର IED ବିସ୍ଫୋରକ ଜବତ କରିଛନ୍ତି। ଜବତ ପରେ ବିସ୍ଫୋରକକୁ ଯବାନମାନେ ନିଷ୍କ୍ରିୟ କରି ଦେଇଛନ୍ତି। ନିଷ୍କ୍ରିୟ ବେଳେ ପ୍ରଚଣ୍ଡ ବିସ୍ଫୋଣର…
‘ସୁଧୁରୁ ନାହାନ୍ତି ମୋ ବସ୍ ଡ୍ରାଇଭର: କଟକରେ ଅଟୋ ଡ୍ରାଇଭର ଲହୁଲୁହାଣ
କଟକ, ୨୭।୨: ‘ମୋ ବସ୍’ ଜନିତ ଦୁର୍ଘଟଣା ଜାରି ରହିଛି। କଟକର ଗଣେଶ ଘାଟ ନିକଟରେ ଘଟିଥିବା ଦୁର୍ଘଟଣାରେ ଜଣେ ଅଟୋ-ରିକ୍ସା ଡ୍ରାଇଭର ଗୁରୁତର ଆହତ ହୋଇଛନ୍ତି। ଦୁର୍ଘଟଣା ପରେ ସ୍ଥାନୀୟ ବାସିନ୍ଦାମାନେ ଚିନ୍ତା ପ୍ରକାଶ କରିଛନ୍ତି। ମୋ ବସ୍ ଡ୍ରାଇଭରଙ୍କ…
ବନବିଭାଗକୁ ବଡ଼ ସଫଳତା: ବଣାଇଁ ବନଖଣ୍ଡରେ ସକ୍ରିୟ ୬ ଆନ୍ତଃଜିଲା ଶିକାରୀ ଗିରଫ, ବ୍ୟାପକ ଅସ୍ତ୍ରଶସ୍ତ୍ର ସହିତ ଜୀବଜନ୍ତୁଙ୍କ ଚମଡା ଜବତ
ବଣାଇଁ, ୨୭।୨(ପ୍ରଦୀପ ତ୍ରିପାଠୀ): ଦୀର୍ଘଦିନ ଧରି ବଣାଇଁ ବନଖଣ୍ଡ ଅଞ୍ଚଳରେ ସକ୍ରୀୟ ଥିବା ଶିକାରୀଙ୍କ ଉପରେ ଟ୍ରାକିଂ ଜାରି ରଖି ପରିଶେଷରେ ବିଭାଗକୁ ମିଳିଛି ଉଲ୍ଲେଖନୀୟ ସଫଳତା l ପ୍ରାୟ ଦେଢମାସ ହେବ ବଣାଇଁ ବନଖଣ୍ଡ ଅଞ୍ଚଳରେ ବନ୍ୟ ପ୍ରାଣୀ ଶିକାରୀଙ୍କ…
୧୦ମ ଶ୍ରେଣୀ ଛାତ୍ରୀ ପ୍ରସବ କରିବା ଘଟଣା: ଅଭିଯୁକ୍ତ ଅଟକ
ବରୀ,୨୭।୨(ମହେନ୍ଦ୍ର କୁମାର ସ୍ବାଇଁ): ଯାଜପୁର ଜିଲା ବରୀ ଶିକ୍ଷା ମଣ୍ଡଳ ଅଧିନସ୍ଥ ସରକାରୀ ପଞ୍ଚାୟତ ହାଇସ୍କୁଲ ରାମପୁରର ଜନୈକ ଦଶମ ଶ୍ରେଣୀର ନାବାଳିକା ଛାତ୍ରୀ ପ୍ରସବ କରିଛନ୍ତି। ବରୀ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ସେ ଏକ କନ୍ୟା ସନ୍ତାନ ଜନ୍ମ ଦେବା ଘଟଣା…
ପ୍ରେମିକାଙ୍କୁ ପାଇବା ପାଇଁ ନାବାଳକଙ୍କୁ ବାଟରୁ ହଟାଇଦେଲେ, ୨ ହତ୍ୟାକାରୀ ଗିରଫ
ଦେବଗଡ,୨୭।୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲା କୁଣ୍ଢେଇଗୋଳା ଥାନା ତୁଙ୍ଗାମାଳ ଗ୍ରାମରେ ନାବାଳକ ହତ୍ୟା ଘଟଣାର ପର୍ଦ୍ଦାଫାଶ ହୋଇଛି । ତ୍ରିକୋଣୀୟ ପ୍ରେମ ବ୍ୟାପରକୁ ନେଇ ହତ୍ୟାକାଣ୍ଡ ହୋଇଥିବା ପୋଲିସ ଖୁଲାସା କରିଛି । ଏହି ଘଟଣାରେ ୨ ହତ୍ୟାକାରୀଙ୍କୁ ଗିରଫ…
ମାର୍ଚ୍ଚ ୩ରେ ଅଭିଯୋଗ ଶୁଣାଣି କରିବେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, ୨୭।୨: ଆଗାମୀ ମାର୍ଚ୍ଚ ୩ ତାରିଖ ସୋମବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୟୁନିଟ୍-୫,ଭୁବନେଶ୍ୱର ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଠାରେ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗର ଶୁଣାଣି କରିବେ। ଏହି ଅଭିଯୋଗ ଶୁଣାଣି ପାଇଁ ଅନଲାଇନ ପଞ୍ଜୀକରଣଫେବୃୟାରୀ ୨୮ତାରିଖ ୧୧…
ପଶୁପାଳନ ପାଇଁ ବଡ଼ ଘୋଷଣା କଲେ ଓଡ଼ିଶା ସରକାର, ମାଗଣାରେ ମିଳିବ…
ଭୁବନେଶ୍ୱର,୨୬ା୨: ପଶୁପାଳନ କ୍ଷେତ୍ରର ସ୍ଥାୟୀ ବିକାଶକୁ ପ୍ରୋତ୍ସାହିତ କରିବା ପାଇଁ, ଓଡ଼ିଶା ସରକାର ୧ ମାର୍ଚ୍ଚ, ୨୦୨୫ ରୁ ପଶୁପାଳନ ପାଇଁ ମାଗଣାରେ ଚିକିତ୍ସା ଏବଂ ଟୀକାକରଣ ଯୋଗାଇବାକୁ ନିଷ୍ପତ୍ତି ନେଇଛନ୍ତି। “ରାଜ୍ୟବାସୀଙ୍କ ଅନୁରୋଧକୁ ସମ୍ମାନ ଜଣାଇ, ସରକାର ଏକ ଯୁଗାନ୍ତକାରୀ…
ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସିବେ ଜେପି ନଡ୍ଡା
ଭୁବନେଶ୍ୱର,୨୭ା୨ : ୨୮ ତାରିଖ ଅର୍ଥାତ୍ ଆସନ୍ତାକାଲି ପ୍ରଥମଥର ପାଇଁ ଜାତୀୟ ସ୍ବାସ୍ଥ୍ୟ ମିଶନ କାର୍ଯ୍ୟକ୍ରମ ପୁରୀରେ ଆୟୋଜନ କରାଯାଉଛି। ଏଥିରେ ଦଳର ରାଷ୍ଟ୍ରୀୟ ଅଧ୍ୟକ୍ଷ ତଥା କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଜଗତ୍ ପ୍ରକାଶ ନଡ୍ଡା ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ଏହି ପରିପ୍ରେକ୍ଷୀରେ…
Archives


