ଛାତ୍ରୀ ଗଣବଳାତ୍କାର ମାମଲାର ନୂଆ ମୋଡ଼: ସ୍କୁଲରେ ଯାଞ୍ଚ କଲେ ୩ ଜଣିଆ ଟିମ୍
ରାଜକନିକା,୨୩ା୨(ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲା ରାଜକନିକା ଥାନା ଅଞ୍ଚଳର ଏକ ସ୍କୁଲର ଜଣେ ୧୩ ବର୍ଷିଆ ଛାତ୍ରୀଙ୍କୁ ଗଣବଳାତ୍କାର ଘଟଣା ଦିନକୁ ଦିନ ନୂଆ ମୋଡ଼ ନେବାରେ ଲାଗିଛି। ସୋମବାର ଜିଲା ଉପଶିକ୍ଷା ଅଧିକାରୀ ଶୁଭସ୍ମିତା ତ୍ରିପାଠୀ, ଦିପ୍ତୀ ନାୟକ…
ଆସନ୍ତାକାଲିଠୁ ଘଡ଼ଘଡ଼ି ସହ ପ୍ରବଳ ବର୍ଷା: ଏହି ସବୁ ଜିଲାକୁ ୟେଲୋ ୱାର୍ନିଂ ଜାରି କଲା…
ଭୁବନେଶ୍ୱର,୨୩।୨: ଆସନ୍ତାକାଲି ଏବଂ ୨୫ ତାରିଖରେ ବର୍ଷା ନେଇ ପାଣିପାଗ ବିଭାଗ ୟେଲୋ ୱାର୍ନିଂ ଜାରି କରିଛି। ୨୪ ତାରିଖରେ ବିଜୁଳି ଓ ଘଡ଼ଘଡ଼ି ସହ ବର୍ଷା ନେଇ ୧୮ ଜିଲାକୁ ୟେଲୋ ୱାର୍ନିଂ ଜାରି କରାଯାଇଛି। ସେହି ସବୁ ଜିଲାଗୁଡିକ…
ଭାଜପାର ମିଶ୍ରଣ ପର୍ବ, ସୁନାବେଡା ପୌରପାଳିକା ଅଧ୍ୟକ୍ଷଙ୍କ ସହ ଯୋଗଦେଲେ ଅନେକ କର୍ମୀ
କୋରାପୁଟ,୨୩।୨(ଅମିତାଭ ବେହେରା ): କୋରାପୁଟ ଜିଲାର ସୁନାବେଡା ପୌରପାଳିକା ଅଧ୍ୟକ୍ଷ ରାଜେନ୍ଦ୍ର କୁମାର ପାତ୍ର ସୋମବାର ବିଜେଡି ଛାଡି ଭାଜପାରେ ଯୋଗଦାନ କରିଛନ୍ତି । ତାଙ୍କ ସହ ସୁନାବେଡ଼ା ପୌରପାଳିକାର ଚାରି କାଉନସିଲର ସହ ଶତାଧିକ ବିଜେଡି ଓ କଂଗ୍ରେସ କର୍ମୀ…
ରାଜ୍ୟ ସଭା କାହାକୁ ପଠାଯିବ: ଏମିତି କହିଦେଲେ ମନମୋହନ
ଭୁବନେଶ୍ୱର, ୨୩।୨: ଭାଜପା କୋର କମିଟି ବୈଠକକୁ ନେଇ ମନମୋହନ ସାମଲ ତାଙ୍କ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ରାଜ୍ୟସଭା ନିର୍ବାଚନ ଉପରେ ଚର୍ଚ୍ଚା ହୋଇଛି। ରାଜ୍ୟ ସଭା କାହାକୁ ପଠାଯିବ କୋର୍ କମିଟି ସଦସ୍ୟ ନାଁ ପ୍ରସ୍ତାବ ଦେବେ। ସେଇ…
ଧରିତ୍ରୀ ପ୍ରଭାବ : ୫ ମିନିଟ୍ ବ୍ୟବଧାନରେ ଗୋଟିଏ ଗାଡ଼ିରେ ୨ଟି ମିଲକୁ ଧାନଯିବା ଘଟଣା, ୨ କର୍ମଚାରୀ ନିଲମ୍ବିତ
ବରଗଡ଼,୨୩।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନ କିଣାବିକାରେ ପଲ୍ସ ଏଣ୍ଟ୍ରି ନୂଆ ନୁହେଁ, ଏଭଳି ଫଲ୍ସ ଏଣ୍ଟ୍ରିର ପ୍ରମାଣ ଗତ ମଙ୍ଗଳବାର ଧରିତ୍ରୀକୁ ମିଳିଥିଲା । ବୁଧବାର ଧରିତ୍ରୀରେ ସଚିତ୍ର(ଯୋଗାଣ ବିଭାଗ ପକ୍ଷରୁ ଇସ୍ୟୁ ହୋଇଥିବା ଟ୍ରାନଜିଟ୍ ପାସ୍ କମ୍ ଏକସେପଟେନ୍ସ…
୨୦୨୭ ମସିହା ଜନଗଣନା ସମ୍ପର୍କିତ ପ୍ରଶିକ୍ଷଣ, ନିର୍ଭୁଲ ତଥ୍ଯ ଦେବାକୁ…
ଛତ୍ରପୁର,୨୩ା୨(ଦିଲ୍ଲୀପ ସାମଲ): ୨୦୨୭ ମସିହା ଜନଗଣନା ସମ୍ପର୍କିତ ଏକ ଦୁଇଦିନିଆ ପ୍ରଶିକ୍ଷଣ କର୍ମଶାଳା ଅତିରିକ୍ତ ଜିଲାପାଳ ତଥା ସହରାଞ୍ଚଳ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ସୁନୀଲ କୁମାର କେର୍କେଟାଙ୍କ ଅଧ୍ଯକ୍ଷତାରେ ଜିଲା ପରିଷଦ ଭଵନର ଋଷିକୂଲ୍ଯା ସମ୍ମିଳନୀ କକ୍ଷଠାରେ ସୋମବାର ଆରମ୍ଭ…
ଅଭିଯୋଗ ଶୁଣାଣି, ଗୋପାଳବନ୍ଧରେ ଫୁଡକୋର୍ଟ ନିର୍ମାଣ ବନ୍ଦ କରି ସୌନ୍ଦର୍ଯ୍ଯକରଣ ପାଇଁ ଦାବି
ପୁରୁଷୋତ୍ତମପୁର,୨୩ା୨(ସବିତା ମିଶ୍ର): ଗଞ୍ଜାମ ଜିଲାପାଳ ଏବଂ ଆରକ୍ଷୀ ଅଧୀକ୍ଷକ ଗଞ୍ଜାମଙ୍କ ଯୁଗ୍ମ ଶୁଣାଣୀ ଶିବିର ସୋମବାର ପୁରୁଷୋତ୍ତମପୁର ବ୍ଲକ କାର୍ଯ୍ଯାଳୟ ପରିଷରରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଅତିରିକ୍ତ ଜିଲାପାଳ ପ୍ରମୋଦକୁମାର ପ୍ରୁଷ୍ଟି, ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ପ୍ରଶାନ୍ତକୁମାର ଦାଶ, ଅତିରିକ୍ତ…
ବଢ଼ିବ ଆମ ବସ୍ ସେବାର କଳେବର: ନଗର ଉନ୍ନୟନ ମନ୍ତ୍ରୀ ଦେଲେ ବଡ଼ ଅପ୍ଡେଟ୍
ଭୁବନେଶ୍ୱର,୨୩।୨: ରାଜ୍ୟରେ ବଢ଼ିବ ଆମ ବସ୍ ସେବାର କଳେବର। ଏନେଇ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ସୂଚନା ଦେଇଛନ୍ତି। ସେ କହିଛନ୍ତି, ଆଉ ୬୦୦ ଇ-ବସ କିଣିବାକୁ ରାଜ୍ୟ ସରକାରଙ୍କ ଯୋଜନା କରିଛନ୍ତି। ପିଏମ୍ ଇ-ବସ ସେବା ଯୋଜନାରେ ରାଜ୍ୟକୁ…
କିନ୍ନର ହତ୍ୟା ଘଟଣା: ଧରାପଡ଼ିଲେ ମୁଖ୍ୟ ଅଭିଯୁକ୍ତ, ଗହୀର ମଝିରେ ଏକୁଟିଆ ରହୁଥିବାବେଳେ…
ପିପିଲି,୨୩ା୨: ପିପିଲି ସିଫା ନିକଟରେ କିନ୍ନରଙ୍କୁ ହତ୍ୟା ଘଟଣାରେ ସମ୍ପୃକ୍ତ ମୁଖ୍ୟ ଅଭିଯୁକ୍ତ ଛବିନ କାଣ୍ଡିଙ୍କୁ ଗିରଫ କରିଛି ପୋଲିସ। ତେବେ ହତ୍ୟାକାଣ୍ଡର ୨୦ ଦିନ ପରେ ମୁଖ୍ୟ ଅଭିଯୁକ୍ତଙ୍କୁ ଗିରଫ କରିଛି ପୋଲିସ। କୋଣାର୍କର ରାମଚଣ୍ଡୀ ଅଞ୍ଚଳ ଗହୀର ମଝିରେ…
ଅନ୍ୟଜଣଙ୍କ ଆଡମିଟ୍ କାର୍ଡ ନେଇ ଆସିଥିଲେ ପରୀକ୍ଷା ଦେବାକୁ: ନାଁ ଲେଖିବାକୁ କହିବାରୁ…
ବାହାନଗା,୨୩। ୨(ଅରୂପ କୁମାର ଦାସ ):ମାଟ୍ରିକ ପରୀକ୍ଷାର ୪ର୍ଥ ଦିନ। ଏହି ଅବସରରେ ବିଭିନ୍ନ ବିଦ୍ୟାଳୟର ଦଶମ ଛାତ୍ରୀଛାତ୍ରମାନେ ବିଭିନ୍ନ ପରୀକ୍ଷା କେନ୍ଦ୍ରରେ ପରୀକ୍ଷା ଦେଉଛନ୍ତି। ସେହିପରି ସଂସ୍କୃତ ବିଦ୍ୟାଳୟଗୁଡ଼ିକରେ ମଧ୍ୟ ଏକସମୟରେ ପରୀକ୍ଷା କରାଯାଉଛି। ସୋମବାର ସଂସ୍କୃତ ଛାତ୍ରୀଛାତ୍ର ମାନଙ୍କର…
କନ୍ଧମାଳରେ ଆଉ ୩୦ ମାଓବାଦୀ : ରାଇକିଆ, ଦାରିଙ୍ଗବାଡି, କୋଟଗଡରେ ସକ୍ରିୟ
ଫୁଲବାଣୀ,୨୩।୨(ରାକେଶ କୁମାର ରାଉତ): କନ୍ଧମାଳ ଜିଲାରେ ଆଉ ୩୦ ମାଓବାଦୀ ସକ୍ରିୟ ଅଛନ୍ତି। ସେମାନେ ପ୍ରତିଦିନ ସ୍ଥାନ ବଦଳାଉଛନ୍ତି। ଜିଲାର ରାଇକିଆ, ଦାରିଙ୍ଗବାଡି ଏବଂ କୋଟଗଡରେ ସେମାନେ ବିଚରଣ କରୁଛନ୍ତି। ଆମର ମିଳିତ ଅପରେଶନରେ ରବିବାର ଦୁଇ ମାଓବାଦୀ ନିହତ ହୋଇଛନ୍ତି।…
ସ୍କୁଲ ଛାତ୍ର ମୃତ୍ୟୁ ଘଟଣା, ନ୍ୟାୟ ଦାବିରେ ଜିଲାପାଳଙ୍କ ଅଫିସ ଘେରାଉ
ନୟାଗଡ଼,୨୩।୨(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଗଣିଆ ବ୍ଲକ ବେଳପଡା ପାଟଣା ପ୍ରାଥମିକ ସ୍କୁଲ ପଞ୍ଚମ ଶ୍ରେଣୀ ଛାତ୍ର ମୃତ୍ୟୁ ଘଟଣାରେ ନ୍ୟାୟ ଦାବିରେ ସୋମବାର ଜିଲାପାଳଙ୍କ ଅଫିସ ଘେରାଉ କଲେ ଆନ୍ଦୋଳନକାରୀ । ଜିଲାପାଳ ଅଫିସ ଭିତରକୁ ଧସେଇ ପଶିବା ଉଦ୍ୟମ କରି…
Archives


