ରାଜ୍ୟ

ଜିଲା ଶିକ୍ଷାଧିକାରୀ କାର୍ଯ୍ୟାଳୟ ସମ୍ମୁଖରେ ଶିକ୍ଷକ-କର୍ମଚାରୀଙ୍କ ପ୍ରତିବାଦ, ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ…

କୋରାପୁଟ,୭ା୮(ଅମିତାଭ ବେହେରା): ଓଡ଼ିଶା ସ୍କୁଲ-କଲେଜ ଶିକ୍ଷକ କର୍ମଚାରୀ ସମନ୍ବୟ ସମିତି ପକ୍ଷରୁ ଶୁକ୍ରବାର କୋରାପୁଟ ଜିଲା ଶିକ୍ଷାଧିକାରୀ କାର୍ଯ୍ୟାଳୟ ସମ୍ମୁଖରେ ପ୍ରତିବାଦ ସଭା ଅନୁଷ୍ଠିତ ହୋଇଥିଲା। ସମିତିର ଆବାହକ ତଥା ଜିଲା ଓଷ୍ଟା ସମ୍ପାଦକ ଅଶୋକ କୁମାର ପଟ୍ଟନାୟକଙ୍କ ନେତୃତ୍ୱରେ ଶିକ୍ଷକ…

ଚାଲିଥିଲା ଗଞ୍ଜେଇ କାରବାର, ମହିଳାଙ୍କ ସମେତ ୨ ଜଣଙ୍କୁ ଗିରଫ କରି…

ଖୋର୍ଦ୍ଧା,୭ା୮(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ଶିଳ୍ପାଞ୍ଚଳ ଥାନା ପୋଲିସ ଏକ ଆନ୍ତଃରାଜ୍ୟ ଗଞ୍ଜେଇ ଚୋରା ଚାଲାଣକାରୀଙ୍କୁ ଧରିବାରେ ସଫଳ ହୋଇଛି। ଗଡ଼ଖୋର୍ଦ୍ଧାସ୍ଥିତ ଗଡ଼ ଚଣ୍ଡିମନ୍ଦିର ନିକଟରେ ଚଢ଼ାଉ କରି ଏକ ବୋଲେରୋ ପିକ୍‌ଅପ୍‌ର ଗୁପ୍ତ ଚାମ୍ବରରୁ ୧୦୯ କେଜି ଗଞ୍ଜେଇ ଜବତ କରିଛି।…

ଜିଲା ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଧାରଣାରେ ବସିଲେ ଶିକ୍ଷକ

ବଲାଙ୍ଗୀର,୭ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଓଡ଼ିଶା ସ୍କୁଲ-କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ବୟ କମିଟି ପକ୍ଷରୁ ଶୁକ୍ରବାର ବିଭିନ୍ନ ଦାବି ନେଇ ଜିଲା ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟଠାରେ ଧାରଣା ଦିଆଯାଉଛି। ଜିଲାପାଳଙ୍କ ଜରିଆରେ ରାଜ୍ୟ ସରକାରଙ୍କୁ ଏକ ସ୍ମାରକପତ୍ର ପ୍ରଦାନ କରାଯାଇଛି।…

ଓଡ଼ିଶାକୁ ସତର୍କ କରାଇଲା ଭାରତୀୟ ପାଣିପାଗ ବିଭାଗ, ୧୨ ତାରିଖରେ ହେବ…

ଭୁବନେଶ୍ୱର,୭ା୮: ଭାରତୀୟ ପାଣିପାଗ ବିଭାଗ ଓଡ଼ିଶାକୁ ସତର୍କ ସୂଚନା ଜାରି କରିଛି। ଆସନ୍ତା ୧୨ ତାରିଖ ବେଳକୁ ବଙ୍ଗୋପସାଗରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ। ଏହାର ପ୍ରଭାବରେ ଉତ୍ତର ଓ ଉପକୂଳ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ…

ମାଛ ଧରିବାକୁ ଯାଇଥିଲେ ବୃଦ୍ଧ, ଟାଣିନେଲା କୁମ୍ଭୀର, ନଦୀକୂଳରେ ପଡ଼ିଛି…

ମହାକାଳପଡ଼ା,୭ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଦେଇ ପ୍ରବାହିତ ମହାନଦୀ ଶାଖା ଗୁପ୍ତଗିରୀ ନାଳରେ ଜଣେ ମାଛ ଧରାଳିଙ୍କୁ କୁମ୍ଭୀର ଟାଣି ନେଇଥିବା ଅଭିଯୋଗ ହୋଇଛି। ନିଖୋଜ ମାଛ ଧରାଳି ନିକଟସ୍ଥ ବରକନ୍ଧା ଗ୍ରାମର ଚକ୍ରଧର ବେହେରା(୬୯)। ଖବର…

ଘୋଷଣା ହେଲା ନୂଆଁଖାଇ ଲଗ୍ନ: ପଶ୍ଚିମ ଓଡ଼ିଶାରେ ଉତ୍ସାହ ଆରମ୍ଭ

ବଲାଙ୍ଗୀର, ୭।୮( ସୁନିଲ କୁମାର ମହାନ୍ତି): ପଶ୍ଚିମ ଓଡ଼ିଶାର ମହାନ ଗଣପର୍ବ ନୂଆଁଖାଇ ପାଇଁ ଲଗ୍ନ ଧାର୍ଯ୍ୟ ହୋଇଛି। ବଲାଙ୍ଗୀର ଜିଲା ପାଇଁ ପାଟଣା ମହାରାଜାଙ୍କ ଶୈଳଶ୍ରୀ ପ୍ୟାଲେସରୁ ଶୁକ୍ରବାର ଘୋଷଣା କରାଯାଇଛି ନୂଆଖାଇଁ ଲଗ୍ନ। ଆସନ୍ତା ସେପ୍ଟେମ୍ବର ୧୫ ତାରିଖ…

ଫସିବେ କି ଚଞ୍ଚଳ ରାଣା: ସୁପ୍ରିମକୋର୍ଟରେ କହିଲେ ଯାଞ୍ଚ ହୋଇଛି, ଏଠି କମିଶନର କହୁଛନ୍ତି ପୋର୍ଟାଲ ତଥ୍ୟ

ଭୁବନେଶ୍ୱର,୭।୮(ରବିନାରାୟଣ ଜେନା):ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ଅଞ୍ଚଳରେ ଆବାସିକ ଘରେ ବେଆଇନ ଭାବେ ବ୍ୟବସାୟ କେନ୍ଦ୍ର ଖୋଲିବା ପ୍ରସଙ୍ଗ ଏବେ ରୋଚକ ମୋଡ଼ ନେଇଛି। ଏହି ପ୍ରସଙ୍ଗକୁ ନେଇ ବିଏମ୍‌ସି କାର୍ଯ୍ୟାଳୟ ସମେତ ଭୁବନେଶ୍ୱର-ଉତ୍ତର, ଦକ୍ଷିଣପୂର୍ବ ଏବଂ ଦକ୍ଷିଣ-ପଶ୍ଚିମ ଜୋନ୍‌ରେ ଏବେ ଭିଡ଼…

ଶୋଇଥିବା ବେଳେ ମାଆ ସହିତ ୭ ବର୍ଷର ପୁଅକୁ କାମୁଡିଲା ରଣା ସାପ, ଛଟପଟ ହୋଇ ଚାଲିଗଲା ଜୀବନ

ଗଜପତି,୭।୮(ଗିରିଧାରୀ ପରିଛା): ଗଜପତି ଜିଲା ରାୟଗଡ଼ ବ୍ଲକ ଜଲାଙ୍ଗ ପଞ୍ଚାୟତ ଅନ୍ତର୍ଗତ କଡମତାଲ ଗ୍ରାମରେ ଘଟିଛି ଏକ ହୃଦୟବିଦାରକ ଘଟଣା। ଘରେ ଶୋଇଥିବା ବେଳେ ରଣା ସାପ କାମୁଡ଼ାରେ ମାଆ ଓ ୭ ବର୍ଷର ପୁଅଙ୍କ ମୃତ୍ୟୁ ଘଟିଛି। ସୂଚନା ଅନୁଯାୟୀ,…

ପ୍ରବଳ ବର୍ଷା ସହ ବିଜୁଳି-ଘଡ଼ଘଡ଼ି ସମ୍ଭାବନା: ୧୨ ଜିଲାକୁ ସତର୍କ ରହିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୭।୮: ଆସନ୍ତା ୩ ଘଣ୍ଟା ପାଇଁ ଓଡ଼ିଶାର ୧୨ ଜିଲାକୁ ସତର୍କ ସୂଚନା ଜାରି କରାଯାଇଛି। ରାଜ୍ୟର ୧୨ ଜିଲାରେ ବର୍ଷା ସହ ବିଜୁଳି ଓ ଘଡ଼ଘଡ଼ି ସମ୍ଭାବନା ରହିଛି। ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, ନବରଙ୍ଗପୁର, ବରଗଡ଼, ବୌଦ୍ଧ,…

ଓ୍ବାଇ.ବି. ଖୁରାନିଆଙ୍କ ପରେ କିଏ ହେବେ ପୋଲିସ ମୁଖିଆ: ବଢୁଛି ଚର୍ଚ୍ଚା

ଭୁବନେଶ୍ୱର,୭।୮(ତ୍ରିନାଥ ମହାନ୍ତି):ପୋଲିସ ଡିଜି ଯୋଗେଶ ବାହାଦୁର ଖୁରାନିଆ ଆସନ୍ତା ୧୬ ତାରିଖରେ ଅବସର ନେବେ। ତାଙ୍କ ପରେ କିଏ ହେବ ପରବର୍ତ୍ତୀ ଡିଜିପି ତାହାକୁ ନେଇ କଳ୍ପନାଜଳ୍ପନା ଚାଲିଛି। ରାଜ୍ୟ ସରକାର ବରିଷ୍ଠତା ଓ ଅଭିଜ୍ଞତା ଦୃଷ୍ଟିରୁ ପାଖାପାଖି ୧୧ ଆଇପିଏସ…

ଅଗ୍ନି-୪ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

ବାଲେଶ୍ୱର, ୭ା୮(ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା ଚାନ୍ଦିପୁରସ୍ଥିତ ଆଇଟିଆରରେ ଗୁରୁବାର ଅଗ୍ନି -୪ ମଧ୍ୟମ ଦୂରଗାମୀ ବାଲିଷ୍ଟିକ୍‌ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ ହୋଇଛି। ଏହି ପରୀକ୍ଷଣ ଷ୍ଟ୍ରାଟେଜିକ୍‌ ଫୋର୍ସ କମାଣ୍ଡର ତତ୍ତ୍ୱାବଧାନରେ ଚାଲିଥିବା ନିୟମିତ ୟୁଜର୍‌ ଟ୍ରେନିଂ ଲଞ୍ଚର ଏକ ଅଂଶବିଶେଷ…

ଭାଲୁ ଆକ୍ରମଣରେ ଭଉଣୀଭାଇ ମୃତ: ମୃତଦେହ ପାଖରେ ଜଗି ରହିଲା ଭାଲୁ

ଉମରକୋଟ,୭।୮(ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ସୀମାନ୍ତ ଛତିଶଗଡ଼ ରାଜ୍ୟ କାଙ୍କେର ଜିଲା ମରକାଟୋଲା ଗାଁରେ ଏକ ହିଂସ୍ର ମାଈ ଭାଲୁ ଆକ୍ରମଣରେ ଗୋଟିଏ ପରିବାରର ଦୁଇ ଭଉଣୀଭାଇଙ୍କର ଜୀବନ ଯାଇଥିବା ବେଳେ ଅନ୍ୟ ଜଣେ ଭଉଣୀ ଗୁରୁତର ହୋଇ ମୃତ୍ୟୁ ସହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?