ରାଜ୍ୟ

କେଭି ସିଂହଦେଓଙ୍କ ଘରେBJPର ଗୁରୁତ୍ୱପୂର୍ଣ୍ଣ ବୈଠକ: କାମ ଦେବ ନାହିଁ କୌଣସି ଲବି

ଭୁବନେଶ୍ୱର,୨୬।୨: ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓଙ୍କ ଘରେBJPର ଗୁରୁତ୍ୱପୂର୍ଣ୍ଣ ବୈଠକ ବସିଛି। ଉକ୍ତ ବୈଠକରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ସାମିଲ ହୋଇଥିବା ବେଳେ ଭାଜପା ରାଜ୍ୟ ସଭାପତି ମନମୋହନ ମଧ୍ୟ ଉପସ୍ଥିତ ଥିଲେ। ଏହା ସହ ରାଜ୍ୟ ପ୍ରଭାରୀ ବିଜୟ ପାଲ ସିଂ…

ମହାଶିବରାତ୍ରୀରେ ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ଆରଡି ପୀଠକୁ ୧୦କୋଟି ଟଙ୍କା

ଭଦ୍ରକ,୨୬।୨: ଆରଡ଼ି ପୀଠ ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ମହାଶିବରାତ୍ରୀରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ୧୦ କୋଟି ଘୋଷଣା କରିଛନ୍ତି। ଭଦ୍ରକ ଆଖଣ୍ଡଳମଣି ପୀଠ ଉନ୍ନତିକରଣ ପାଇଁ ଉପମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ପରିକ୍ରମା ପ୍ରକଳ୍ପକୁ ପୂର୍ଣ୍ଣାଙ୍ଗ ରୂପ ଦେବା…

KIIT: କିଟ୍‌ରେ ପ୍ଲେସମେଣ୍ଟ ନାଁରେ ଯୌନ ଉତ୍ପୀଡ଼ନ ଅଭିଯୋଗ ଆଣିଲେ ପୂର୍ବତନ ଛାତ୍ରୀ

ଭୁବନେଶ୍ୱର,୨୬।୨(ସତ୍ୟଜିତ୍‌ ରାଉତ)- କିଟ୍‌ ବିଶ୍ୱ ବିଦ୍ୟାଳୟକୁ ନେଇ ବିବାଦ ଥମିବାରେ ନାଁ ନେଉନାହିଁ। ବିଶ୍ୱ ବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ବିରୋଧରେ ଗୋଟିଏ ପରେ ଗୋଟିଏ ଅଭିଯୋଗ ଆସୁଥିବା ବେଳେ ଏହାକୁ ନେଇ ନାନା ଚର୍ଚ୍ଚା ସୃଷ୍ଟି ହେଉଛି। ଏଭଳିସ୍ଥିତିରେ କିଟ୍‌ ବିରୋଧରେ ଆଉ…

ମହାଶିବରାତ୍ରି ପାଇଁ ଲିଙ୍ଗରାଜରେ ପ୍ରବଳ ଭିଡ଼, ଦଳାଚକଟାରେ ୨ ମହିଳା ଭକ୍ତ ଆହତ

ଭୁବନେଶ୍ୱର,୨୬।୨: ଆଜି ଜାଗର। ମହାଶିବରାତ୍ରି ପାଇଁ ଚଳଚଞ୍ଚଳ ଶୈବପୀଠ। ଓମ ନମଃ ଶିବାୟ ମନ୍ତ୍ରରେ ଗୁଞ୍ଜରିତ ହେଉଛି ରାଜ୍ୟର ବିଭିନ୍ନ ଶିବାଳୟ। ସବୁଠି ଶୁଭୁଛି ଶିବ ପଞ୍ଚାକ୍ଷରୀ। ପବିତ୍ର ମହା ଶିବରାତ୍ରି ପାଇଁ ଉତ୍ସବ ମୁଖର ଲିଙ୍ଗରାଜ ମନ୍ଦିର। ଶ୍ରୀଲିଙ୍ଗରାଜଙ୍କ ପୀଠରେ…

ଆଜି ମହାଶିବରାତ୍ରୀ: ଝଲସୁଛି ଲିଙ୍ଗରାଜ ମନ୍ଦିର

ପୁରୁଣା ଭୁବନେଶ୍ୱର,୨୬ା୨(ସୁବାସ ଚନ୍ଦ୍ର ପ୍ରଧାନ): ଆଜି ମହାଶିବରାତ୍ରି ତଥା ଜାଗର ଯାତ୍ରା। ଏଥିପାଇଁ ଉତ୍ସବ ମୁଖରିତ ହୋଇଉଠିଛି ଏକାମ୍ର କ୍ଷେତ୍ର। ରଙ୍ଗିନ ଆଲୋକମାଳା ସହ ଫୁଲରେ ଝଲସୁଛି ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ମନ୍ଦିର। ରାତି ୧୦ଟାରେ ଉଠିବ ମହାଦୀପ। ଏନେଇ ମନ୍ଦିର ପ୍ରଶାସନ ପକ୍ଷରୁ…

୨୮ରୁ ବଢ଼ିବ ତାତି: ଆସନ୍ତା ୩ ଦିନ ପର୍ଯ୍ୟନ୍ତ ହେବନାହିଁ ପାଣିପାଗରେ ବିଶେଷ ପରିବର୍ତ୍ତନ

ଭୁବନେଶ୍ୱର,୨୬ା୨(ଅନୁରାଧା ମହାରଣା):ରାଜ୍ୟରେ ଆସନ୍ତା ୩ ଦିନ ପର୍ଯ୍ୟନ୍ତ ପାଣିପାଗରେ ବିଶେଷ ପରିବର୍ତ୍ତନ ହେବନାହିଁ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ତେବେ ୨୮ ତାରିଖରୁ ୨ରୁ ୩ ଡିଗ୍ରୀ ସେଲସିୟସ୍‌ ପର୍ଯ୍ୟନ୍ତ ତାପମାତ୍ରା ବୃଦ୍ଧି ପାଇପାରେ। ମଙ୍ଗଳବାର…

୧୦ମ ଶ୍ରେଣୀ ଛାତ୍ରୀ ମା’ ହେବା ଘଟଣା: ଆକ୍ସନରେ ପ୍ରଶାସନ

ମାଲକାନଗିରି,୨୫ା୨(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ବ୍ଲକ ଅନୁସୂଚିତ ଜାତି ଓ ଜନଜାତି ଆବାସିକ ବିଦ୍ୟାଳୟରେ ଜଣେ ୧୦ ମ ଶ୍ରେଣୀ ଛାତ୍ରୀ ମା’ ହେବା ଘଟଣାରେ ମଙ୍ଗଳବାର ମାଟ୍ରନ ସୁଚିତ୍ରା ଚର୍ଚ୍ଚି ବହିଷ୍କୃତ ହୋଇଥିବା ବେଳେ ଏଏନ୍‌ଏମ୍‌ କବିତା କୁମାରୀ…

ପ୍ରୟାଗରାଜରେ ବୁଡ଼ ପକାଇଲେ ରାଜ୍ୟପାଳ

ଭୁବନେଶ୍ୱର,୨୫ା୨(ସୁଚିସ୍ମିତା ସାହୁ): ରାଜ୍ୟପାଳ ଡ. ହରି ବାବୁ କମ୍ଭମପାଟି ଏବଂ ଫାଷ୍ଟଲେଡି ଜୟଶ୍ରୀ କମ୍ଭମପାଟି ମଙ୍ଗଳବାର ପ୍ରୟାଗରାଜ ତ୍ରିବେଣୀ ସଙ୍ଗମସ୍ଥଳରେ ବୁଡ଼ ପକାଇବା ସହ ପୂଜାର୍ଚ୍ଚନା କରିଛନ୍ତି । ଏହି ଅବସରରେ ରାଜ୍ୟପାଳ ରାଜ୍ୟବାସୀଙ୍କ ସୁଖ, ଶାନ୍ତି ଓ ସମୃଦ୍ଧି ପାଇଁ…

୨୮ରୁ ବଢ଼ିବ ତାତି

ଭୁବନେଶ୍ୱର,୨୫ା୨(ଅନୁରାଧା ମହାରଣା): ରାଜ୍ୟରେ ଆସନ୍ତା ୩ ଦିନ ପର୍ଯ୍ୟନ୍ତ ପାଣିପାଗରେ ବିଶେଷ ପରିବର୍ତ୍ତନ ହେବନାହିଁ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ତେବେ ୨୮ ତାରିଖରୁ ୨ରୁ ୩ ଡିଗ୍ରୀ ସେଲସିୟସ୍‌ ପର୍ଯ୍ୟନ୍ତ ତାପମାତ୍ରା ବୃଦ୍ଧି ପାଇପାରେ।…

ମୋ ସ୍କୁଲ ଯୋଜନାରେ ଟଙ୍କା ଆତ୍ମସାତ: ପ୍ରଧାନଶିକ୍ଷକ ନିଲମ୍ବିତ

ହରଭଙ୍ଗା,୨୫।୨(ନରେନ୍ଦ୍ର କୁମାର ସାହୁ): ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ଚାରିଛକ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ମୋ ସ୍କୁଲ ଯୋଜନାରେ ହୋଇଥିବା କେଳେଙ୍କାରୀ ମାମଲାରେ ସମ୍ପୃକ୍ତ ପ୍ରଧାନ ଶିକ୍ଷକ ନିର୍ମଳ ରଣାଙ୍କୁ ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀ ଚାକିରିରୁ ନିଲମ୍ବନ କରିଛନ୍ତି। ଏହାସହିତ…

ଜାଗର ପୂର୍ବରୁ କପିଳାସରେ ଅଘଟଣ: ବ୍ରେକ୍‌ଫେଲ୍‌ ହୋଇ ଦୋକାନ ଭିତରେ ପଶିଗଲା ପୋଲିସ ବସ

ଢେଙ୍କାନାଳ,୨୫।୨(ରତନ ନାୟାର): ଜାଗର ଯାତ୍ରା ପୂର୍ବରୁ ପ୍ରସିଦ୍ଧ ଶୈବପୀଠ କପିଳାସରେ ଅଘଟଣ। ପୀଠକୁ ଯାଇଥିବା ବାରବାଙ୍କ ରାସ୍ତାରେ ପୋଲିସମାନଙ୍କୁ ନେଇ ଫେରୁଥିବା ଏକ ଧଳା ରଙ୍ଗର ବସ ମଙ୍ଗଳବାର ସାରେ ବ୍ରେକ୍‌ ଫେଲ୍‌ ହୋଇ ଛକରେ ଥିବା ଦୋକାନ ଘର ଭିତରକୁ…

ନାବାଳିକା ବଳାତ୍କାରୀଙ୍କୁ ୨୦ ବର୍ଷ କାରାଦଣ୍ଡ

ଫୁଲବାଣୀ,୨୫ା୨(ରାକେଶ କୁମାର ରାଉତ): ଜଣେ ନାବାଳିକାଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ଅପହରଣ ଏବଂ ବଳାତ୍କାର ମାମଲାର ରାୟ ମଙ୍ଗଳବାର ପ୍ରକାଶ ପାଇଛି। ଫୁଲବାଣୀ ସ୍ବତନ୍ତ୍ର ପୋକ୍‌ସୋ କୋର୍ଟ ବିଚାରପତି ରାଜେଶ ଦାସ ମାମଲାର ବିଚାର କରି ଅଭିଯୁକ୍ତ ଟିକାବାଲି ଥାନା ଅଞ୍ଚଳର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri