ରାଜ୍ୟ

ଘାଟିରେ ସରିଗଲା ପେଟ୍ରୋଲ, ଅଟୋ ଭଡ଼ା କରି ଟାଙ୍କିକୁ ଆସିଲେ ଆଦିବାସୀ ଚାଷୀ, କହିଲେ ୨୦୦ ଟଙ୍କାର ତେଲ ପାଇଁ…

ଦାରିଙ୍ଗବାଡ଼ି,୨୮ା୭(ଅରୁଣ ସାହୁ): ରାଜ୍ୟ ସରକାର ପ୍ଲାଷ୍ଟିକ୍‌ ବୋତଲ, ଜାର୍‌ରେ ପେଟ୍ରୋଲ ଦେବାକୁ ସମସ୍ତ ପେଟ୍ରୋଲ ଟାଙ୍କିକୁ ବାରଣ କରିଛନ୍ତି। ତେବେ ଏହାକୁ ନେଇ ଦୁର୍ଗମ ଅଞ୍ଚଳର ଚାଷୀ ମୂଲିଆଙ୍କ ସମେତ ସରକାରୀ ଓ ବେସରକାରୀ କର୍ମଚାରୀମାନେ ହଇରାଣ ହରକତ ହେଉଥିବା ଦେଖିବାକୁ…

ଅଫିସରେ ମହିଳା କର୍ମଚାରୀଙ୍କ ଆତ୍ମହତ୍ୟା ଉଦ୍ୟମ: ହସ୍ପିଟାଲରେ ଭର୍ତ୍ତି

ରାଉରକେଲା,୨୮।୭: ରାଉରକେଲା ମହାନଗର ନିଗମ ଅଫିସରେ ସୋମବାର ଏକ ଅଘଟଣ ଘଟିଛି। ମହାନଗର ନିଗମ ଅଫିସରେ କାର୍ଯ୍ୟରତ ଜଣେ ଠିକା କର୍ମଚାରୀ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। କର୍ମଚାରୀ ଜଣକ ଇସ୍ୟୁ ଡିପାର୍ଟମେଣ୍ଟରେ କାର୍ଯ୍ୟ କରୁଥିବା ଜଣାପଡିଛି। ବିଭିନ୍ନ ସମସ୍ୟା ନେଇ ମହିଳା…

ଗୋପାଳପୁର ଗଣବଳାତ୍କାର ମାମଲା: ଦାଖଲ ହେଲା ଚାର୍ଜଶିଟ୍‌

ଗୋପାଳପୁର,୨୮ା୭: ଗୋପାଳପୁର ଗଣବଳାତ୍କାର ମାମଲାରେ ସୋମବାର ଚାର୍ଜଶିଟ୍‌ ଦାଖଲ ହୋଇଛି। ଏସ୍‌ଡିଜେଏମ୍‌ଙ୍କ କାର୍ଯ୍ୟାଳୟରେ କ୍ରାଇମବ୍ରାଞ୍ଚ ପକ୍ଷରୁ ୫୭୪ ପୃଷ୍ଠାର ଚାର୍ଜଶିଟ୍‌ ଦାଖଲ କରାଯାଇଥିବା ସୂଚନା ମିଳିଛି। ଅନ୍ୟପକ୍ଷରେ ଗୋପାଳପୁର ଗଣବଳାତ୍କାର ମାମଲାରେ ଏନ୍‌ଏଚ୍‌ଆର୍‌ସିରେ ମାମଲା ରୁଜୁ କରାଯାଇଥିଲା। ଗୋପାଳପୁର ବେଳାଭୂମିରେ ହୋଇଥିବା…

ଚାମ୍ବରରେ ପଶି କଲେଜ ଅଧ୍ୟକ୍ଷଙ୍କୁ ଆକ୍ରମଣ

ଭଦ୍ରକ,୨୮।୭: ବରପଦା ଇଞ୍ଜିନିଅରିଂ କଲେଜରେ ସୋମବାର ଏକ ଅଘଟଣ ସାମ୍ନାକୁ ଆସିଛି। ବରପଦା ଇଞ୍ଜିନିଅରିଂ କଲେଜରେ ଡିପ୍ଲୋମା ଅଧ୍ୟକ୍ଷ ଗଙ୍ଗାଧର ଧଳ ନିଜ ଚାମ୍ବରରେ କାର୍ଯ୍ୟ କରୁଥିବା ବେଳେ ଏହି ଆକ୍ରମଣ ହୋଇଛି। ଜଣେ ନିଲମ୍ବିତ କର୍ମଚାରୀ ଏବଂ ତାଙ୍କ ସହଯୋଗୀ…

ନବମ ଶ୍ରେଣୀ ଛାତ୍ରୀ ଗର୍ଭବତୀ: ରକ୍ତସ୍ରାବ ପରେ ଜଣାପଡ଼ିଲା ସବୁକିଛି, କାଉଡିଆଙ୍କୁ ଉଠାଇନେଲା ପୋଲିସ

କୁଜଙ୍ଗ, ୨୮।୭(ମନୋଜ ପ୍ରଧାନ): କୁଜଙ୍ଗ ଥାନା ଅଞ୍ଚଳରୁ ପୁଣି ଏକ ଲୋମଟାଙ୍କୁରା ଘଟଣା ଅଞ୍ଚଳକୁ ଦୋହଲାଇଦେଇଛି। ନିକଟରେ ଏଠାରେ ଜଣେ ନାବାଳିକା ୭ ମାସର ଗର୍ଭବତୀ ହେବା ଘଟଣା ମନରୁ ନ ଲିଭୁଣୁ ଆଉ ଏକ ଲଜ୍ଜାଜନକ ଘଟଣା ଏବେ ଚର୍ଚ୍ଚାର…

କୁନିକୁନି ଛାତ୍ରୀଙ୍କୁ ଯୌନ ଶୋଷଣ ଅଭିଯୋଗ: ସୋସିଆଲ ମିଡିଆରେ ଭିଡିଓ ଭାଇରାଲ ପରେ ଶିକ୍ଷକ ନିଲମ୍ବିତ

ବାରିପଦା,୨୮ା୭(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବେତନଟୀ ବ୍ଲକ ପ୍ରତିମାଦେଇପୁର ବିଦ୍ୟାଳୟର କୁନିକୁନି ଛାତ୍ରୀଙ୍କୁ ଯୌନ ଶୋଷଣ ନେଇ ଭଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଯାହାକୁ ନେଇ ବ୍ଲକ ଶିକ୍ଷାଧିକାରୀ ସମ୍ପୃକ୍ତ ଶିକ୍ଷକଙ୍କୁ ଚାକିରିରୁ ନିଲମ୍ବନ କରିଛନ୍ତି। ଏଭଳି ଘଟଣା…

ଜମିବାଡ଼ିକୁ କେନ୍ଦ୍ର କରି ବୁଲିଲା ଖଣ୍ଡା: ମହିଳାଙ୍କ ସମେତ ୪ ଗୁରୁତର

ପୁରୁଷୋତ୍ତମପୁର,୨୮ା୭(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ହାଣ୍ଡିଘର ଗ୍ରାମରେ ଜମିଜମା ସମ୍ବନ୍ଧୀୟ ପୂର୍ବ ଶତ୍ରୁତାକୁ ନେଇ ଗୋଟିଏ ପରିବାର ଉପରେ ଅନ୍ୟ ଏକ ପରିବାର ଉପରେ ଆକ୍ରମଣ କରି ଖଣ୍ଡା ଏବଂ କଟୁରିରେ ହାଣି ପକାଇଛନ୍ତି। ଗୁରୁତରମାନେ ହେଲେ…

ଦାୟିତ୍ୱ ନେଲେ ଗଞ୍ଜାମର ନୂଆ ଜିଲାପାଳ, କହିଲେ ସରକାରଙ୍କ ବିଭିନ୍ନ କଲ୍ୟାଣକାରୀ ଯୋଜନାକୁ…

ଛତ୍ରପୁର,୨୮ା୭(ଦିଲ୍ଲୀପ ସାମଲ): ଗଞ୍ଜାମର ନୂତନ ଜିଲାପାଳ ଭାବେ ଭି.କୀର୍ତ୍ତି ଭାସନ ଦାୟିତ୍ୱ ଗ୍ରହଣ କରିଛନ୍ତି। ୨୦୧୮ ବ୍ୟାଚ୍‌ର ଆଇଏଏସ୍‌ ଏହା ପୂର୍ବରୁ କୋରାପୁଟ ଜିଲାପାଳ ଦାୟିତ୍ୱ ନିର୍ବାହ କରିଥିଲେ। ପୂର୍ବରୁ ମଧ୍ୟ ଗଞ୍ଜାମ ଜିଲାରେ ଆଇଏଏସ୍‌ ପ୍ରୋବିସନାଲ ରହିବା ସହ ବ୍ରହ୍ମପୁର…

ମା’ ତାରାତାରିଣୀଙ୍କ ଆଶୀର୍ବାଦ ନେଇ କାର୍ଯ୍ୟରେ ଯୋଗଦେଲେ ଜିଲାପାଳ

ପୁରୁଷୋତ୍ତମପୁର,୨୮ା୭(ସୀମାଞ୍ଚଳ ମିଶ୍ର): ଗଞ୍ଜାମର ନୂଆ ଜିଲାପାଳ ଭାବେ ଭି.କୀର୍ତ୍ତି ଭାସନ କାର୍ଯ୍ୟରେ ଯୋଗ ଦେବା ଅବସରରେ ସୋମବାର ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ପୀଠକୁ ଆସି ଦର୍ଶନ କରି ଆଶୀର୍ବାଦ ନେଇଛନ୍ତି। ଜିଲାର ବିକାଶ ପାଇଁ ଲୋକଙ୍କୁ ନେଇ କାମ…

ବଦଳିଲା ଛାତ୍ରୀଛାତ୍ରଙ୍କ ଆଇଡି କାର୍ଡ ରଙ୍ଗ, ଲୋଗୋ ବି ପରିବର୍ତ୍ତନ

ଭୁବନେଶ୍ୱର,୨୮ା୭: ପ୍ରାଥମିକ ବିଦ୍ୟାଳୟର ଛାତ୍ରୀଛାତ୍ରଙ୍କ ଆଇଡି କାର୍ଡ ରଙ୍ଗ ବଦଳିଛି। ୨୦୨୫-୨୬ ଶିକ୍ଷାବର୍ଷରୁ ନୂଆ ଆଇଡି କାର୍ଡ ପକାଇବେ ଛାତ୍ରୀଛାତ୍ର। ଏହି ଆଇଡି କାର୍ଡ ସବୁଜ ରଙ୍ଗରୁ ଗେରୁଆ ରଙ୍ଗକୁ ପରିବର୍ତ୍ତନ କରାଯାଇଛି। ସେହିପରି ହାଉସ ୟୁନିଫର୍ମ ଏବଂ ଟୋପିର ଲୋଗୋ…

କୋରାପୁଟ ଜିଲାପାଳ ଭାବେ ଦାୟିତ୍ୱ ନେଲେ ମନୋଜ ସତ୍ୟବାନ ମହାଜନ, କହିଲେ ବିକାଶମୂଳକ କାର୍ଯ୍ୟ…

କୋରାପୁଟ,୨୮ା୭(ଅମିତାଭ ବେହେରା): ମନୋଜ ସତ୍ୟବାନ ମହାଜନ ସୋମବାର କୋରାପୁଟ ଜିଲାର ନୂଆ ଜିଲାପାଳ ଭାବରେ ଦାୟିତ୍ୱ ଗ୍ରହଣ କରିଛନ୍ତି। ଏଥି ପୂର୍ବରୁ ସେ ସୁନ୍ଦରଗଡ଼ ଜିଲାର ଜିଲାପାଳ ଭାବେ କାର୍ଯ୍ୟ କରୁଥିଲେ। ଏଠାରେ ଯୋଗ ଦେବା ପରେ ଜିଲାରେ ଚାଲିଥିବା ସମସ୍ତ…

କ୍ଷେପଣାସ୍ତ୍ର ପ୍ରଳୟ-୬ର ସଫଳ ଉତ୍‌କ୍ଷେପଣ

ଭୁବନେଶ୍ୱର,୨୮ା୭: ସ୍ବଳ୍ପ ଦୂରଗାମୀ କ୍ଷେପଣାସ୍ତ୍ର ପ୍ରଳୟ-୬ର ସଫଳ ଉତ୍‌କ୍ଷେପଣ କରାଯାଇଛି। ସୋମବାର ସକାଳ ୯.୪୫ରେ ଅବଦୁଲ କଲାମ ଆଇଲାଣ୍ଡରୁ ଉତ୍‌କ୍ଷେପଣ କରାଯାଇଛି। DRDO ଦ୍ୱାରା ବିକଶିତ ଏହି କ୍ଷେପଣାସ୍ତ୍ରର ୧୫୦ରୁ ୫୦୦ କିଲୋମିଟର ପର୍ଯ୍ୟନ୍ତ ଲକ୍ଷ୍ୟଭେଦ କ୍ଷମତା ରହିଛି। ଅତ୍ୟାଧୁନିକ ନାଭିଗେସନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?