ରାଜ୍ୟ

ଉଚ୍ଚଶିକ୍ଷା ବିଭାଗର ଇନ୍‌ଷ୍ଟାଗ୍ରାମ ଆକାଉଣ୍ଟରେ ଅଶ୍ଲୀଳ ଭିଡିଓ ଭାଇରାଲ୍‌

ଭୁବନେଶ୍ବର,୨୮।୭: ଉଚ୍ଚଶିକ୍ଷା ବିଭାଗର ଇନଷ୍ଟାଗ୍ରାମ ଆକାଉଣ୍ଟ ହ୍ୟାକ୍‌ ହୋଇଯାଇଛି। ଫଳରେ ୪ ତାରିଖରୁ ଅଶ୍ଲୀଳ ଓ ବେଟିଙ୍ଗ ଭିଡ଼ିଓ ସବୁ ଅପଲୋଡ଼ ହୋଇଛି। ତେବେ କିଏ ହ୍ୟାକର ତାହା ଏବେ ଯାଏଁ ସ୍ପଷ୍ଟ ହୋଇନି। ସେନେଇ ତଦନ୍ତ ଚାଲିଛି।

ଆଜି ମହାପ୍ରଭୁଙ୍କ ୪ ଘଣ୍ଟା ଦର୍ଶନ ବନ୍ଦ

ପୁରୀ,୨୮ା୭(ଅଜିତ୍‌ କୁମାର ମହାନ୍ତି):ଶ୍ରାବଣ ଶୁକ୍ଳପକ୍ଷ ଚତୁର୍ଥୀ ସୋମବାର ଅବସରରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଖସାପଡ଼ା ନୀତି ଅନୁଷ୍ଠିତ ହେବ। ମହାପ୍ରଭୁଙ୍କ ଶ୍ରୀଅଙ୍ଗଲାଗି ସେବକ ଦଇତାପତିମାନେ ଏହି ନୀତି ସମ୍ପନ୍ନ କରିବେ। ମହାପ୍ରଭୁଙ୍କ ବିଭିନ୍ନ ଗୁପ୍ତନୀତି ମଧ୍ୟରେ ଏହି ନୀତି ଅନ୍ୟତମ। ଶ୍ରୀମନ୍ଦିରରେ ମଧ୍ୟାହ୍ନ…

ଆଜି ୧୫ ଜିଲାରେ ପ୍ରବଳ ବର୍ଷିବ: ଏହି ଦିନଠାରୁ କମିବ

ଭୁବନେଶ୍ୱର,୨୮ା୭(ଅନୁରାଧା ମହାରଣା):ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଛି। ଅନ୍ୟପଟେ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ପଶ୍ଚିମବଙ୍ଗ ଉପକୂଳ ଓ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ବାଂଲାଦେଶର ସଂଲଗ୍ନ ଅଞ୍ଚଳ ଉପରେ କେନ୍ଦ୍ରୀଭୂତ ହୋଇ ଅବପାତର ରୂପ ନେଇଛି। ଏହି ଅବପାତ…

‘କରିଥିବା କର୍ମର ଫଳ ଭୋଗୁଛନ୍ତି’ ଅମରେଶଙ୍କୁ ନେଇ ଏତେ ବଡ଼ କଥା କହିଦେଲେ ଅର୍ଚ୍ଚନା

ଭୁବନେଶ୍ୱର,୨୭।୭: ବଳାତ୍କାର ମାମଲାରେ ଜେଲ ଯିବା ବେଳେ ଅମରେଶ ଜେନା ବଡ଼ ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ମୋତେ ଅର୍ଚ୍ଚନା ନାଗ ଫସାଇ ଦେଇଛନ୍ତି । ଅର୍ଚ୍ଚନା ନାଗଙ୍କୁ ପଚାରିଲେ ସେ ସବୁ କହିପାରିବେ। ୧୦୦% ଅର୍ଚ୍ଚନା ନାଗ ମୋତେ ଫସାଇ…

ଜେଲ ଯିବାବେଳେ ଅମରେଶ ଜେନାଙ୍କ ଚାଞ୍ଚଲ୍ୟକାର ବୟାନ, କହିଲେ ଅର୍ଚ୍ଚନା ନାଗ ମୋତେ…

ଭୁବନେଶ୍ୱର,୨୭।୭: ବଳାତ୍କାର ମାମଲାରେ ଗିରଫ ହେବା ପରେ ଏବେ ଜେଲ ଗଲେ ଅମରେଶ ଜେନା। ଜେଲ ଯିବା ବେଳେ ଅମରେଶ ଜେନା ବଡ଼ ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ମୋତେ ଅର୍ଚ୍ଚନା ନାଗ ଫସାଇ ଦେଇଛନ୍ତି । ଅର୍ଚ୍ଚନା ନାଗଙ୍କୁ ପଚାରିଲେ…

ଶୌଚ ହେବାକୁ ଯାଇଥିବା ବେଳେ ଯୁବତୀଙ୍କୁ ବଳାତ୍କାର: ପୀଡ଼ିତାଙ୍କ ବାପା କହିଲେ…

କୋରାପୁଟ,୨୭।୭(ଅମିତାଭ ବେହେରା): କୋରାପୁଟ ସଦର ଥାନା ଅନ୍ତର୍ଗତ ପୋଡ଼ାଗଡ ପଞ୍ଚାୟତ ଖଡାମାଳିଗୁଡା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି । ଶୌଚ ହେବାକୁ ଯାଇଥିବା ଜଣେ ଯୁବତୀଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ କରିଛନ୍ତି ପୀଡ଼ିତାଙ୍କ ମା’ ବାପା। ମିଳିଥିବା ସୂଚନା ମୂତାବକ,…

ଜଳିଗଲା ୮ ବଖରା: ନଗଦ ଟଙ୍କା ସହ ସବୁ ଆସବାବପତ୍ର ପୋଡ଼ି ପାଉଁଶ

ଖଲ୍ଲିକୋଟ,୨୭ା୭(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଳକ ଅନ୍ତର୍ଗତ ଶ୍ରୀକୃଷ୍ଣ ଶରଣପୁର ପଞ୍ଚାୟତର ପୂର୍ଣ୍ଣଚନ୍ଦ୍ରପୁର ଗ୍ରାମରେ ରବିବାର ମଧ୍ୟାହ୍ନରେ ଅଗ୍ନିକାଣ୍ଡ ଘଟି ୩ ପରିବାରର ୮ ବଖରା ଘର ନଷ୍ଟ ହେବା ସହ ଲକ୍ଷାଧିକ ଟଙ୍କା ଏବଂ ଆସବାବପତ୍ର ପୋଡ଼ି…

ଘରେ ଏହି ସବୁ ଜିନିଷ ଥିଲେ କଟିବ ରାଶନ କାର୍ଡ, ସରକାରଙ୍କ ଗାଇଡଲାଇନ, ଚେକ୍‌ କରିନିଅନ୍ତୁ…

ଭୁବନେଶ୍ୱର/ନୂଆଦିଲ୍ଲୀ,୨୭।୭: ଆଜି ମଧ୍ୟ, ଆମ ଦେଶରେ ଏପରି ଅନେକ ଲାଭଦାୟକ ଏବଂ କଲ୍ୟାଣକାରୀ ଯୋଜନା ଚାଲିଛି ଯାହା ମାଧ୍ୟମରେ ଗରିବ ଏବଂ ଗରିବ ବର୍ଗକୁ ଲାଭ ଯୋଗାଇ ଦିଆଯାଏ। କେନ୍ଦ୍ର ସରକାର ଅନେକ ଯୋଜନାରେ ଆର୍ଥିକ ସୁବିଧା ପ୍ରଦାନ କରନ୍ତି। ଯେତେବେଳେ,…

ମାଡ଼ିଲା ବନ୍ୟାଜଳ: ଆରଡ଼ି-ଯାଜପୁର ଯୋଗାଯୋଗ ବିଚ୍ଛିନ୍ନ

ଧୂଷୁରୀ,୨୭ା୭(ଦୀପ୍ତିରଞ୍ଜନ ନାୟକ): ବୈତରଣୀରେ ବଡ଼ ବନ୍ୟା ଆସିଛି। ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକର ଓଳଗ, ସୁନ୍ଦରପୁର, ନାନ୍ଦପୁର ଓ ଆରଡ଼ି ଆଦି ୪ ପଞ୍ଚାୟତର ୨୩ଟି ଗାଁ ବନ୍ୟା ଦ୍ବାରା ପ୍ରଭାବିତ ହେବାର ଆଶଙ୍କା ଉପୁଜିଛି। ବୋଡ଼କ ନିକଟରେ ୨୦ ନଂ…

ମାଟିତଳେ ୩୫ ଲକ୍ଷ ଟଙ୍କା ପୋତିଥିଲେ ମାଓବାଦୀ

ରାଞ୍ଚି/ବଣାଇଁ ୨୭ା୭(ପ୍ରଦୀପ ତ୍ରିପାଠୀ): ଓଡ଼ିଶା ସୀମାନ୍ତ ଚାଇଁବସାର ସରଣ୍ଡା ଜଙ୍ଗଲରୁ ମିଳିଲା ପୁଳାପୁଳା ଟଙ୍କା ବିଡ଼ା। ସରଣ୍ଡା ଜଙ୍ଗଲରେ ମାଟି ତଳେ ମାଓବାଦୀମାନେ ଟଙ୍କା ଲୁଚାଇ ରଖିଥିବା ନେଇ ଗୋଇନ୍ଦା ବିଭାଗ ସୂଚନାକୁ ଭିତ୍ତି କରି ଗତକାଲି ସରଣ୍ଡାରେ କମ୍ବିଂ ଅପରେଶନ…

ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଆସନ୍ତା ମାସରେ ମହିଳାଙ୍କୁ ମିଳିବ…

ଭୁବନେଶ୍ୱର,୨୭ା୭: ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ରବିବାର ଏକ ବଡ଼ ଘୋଷଣା କରିଛନ୍ତି। ଉପମୁଖ୍ୟମନ୍ତ୍ରୀ କହିଛନ୍ତି, ଆସନ୍ତା ଅଗଷ୍ଟ ୯ରେ ୧ କୋଟି ୨ ଲକ୍ଷ ୪୦ ହଜାର ମହିଳାଙ୍କ ସୁଭଦ୍ରା ଟଙ୍କା ମିଳିବ। ଏ ବାବଦରେ ୧ ଲକ୍ଷ ୮୮ ହଜାର…

ରାଜନୀତିରେ ହଇଚଇ, ଅମରେଶଙ୍କ ସସ୍‌ପେଣ୍ଡ ପରେ ମୁହଁ ଖୋଲିଲେ…

ଭୁବନେଶ୍ୱର,୨୭।୭: ବିଜେଡିର କର୍ପୋରେଟର ଅମରେଶ ଜେନାଙ୍କୁ ଦଳରୁ ସସ୍ପେଣ୍ଡ କରାଯାଇଛି। ଏହି ଘଟଣାକୁ ନେଇ ଭୁବନେଶ୍ୱର ଜିଲା ବିଜେଡି ସଭାପତି ଅଶୋକ ଚନ୍ଦ୍ର ପଣ୍ଡା ନିଜର ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି ଯେ, ଏକ ସମ୍ବେଦନଶୀଳ ଅଭିଯୋଗକୁ ନେଇ ଅମରେଶ ଜେନାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?