ଜାତୀୟସ୍ତରୀୟ କବାଡିରେ ବରଗଡ଼ର ଖେଳାଳି
ବରଗଡ଼,୨୨ା୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାର ଉପାନ୍ତ ଅମ୍ବାଭୋନା ବ୍ଲକ ଉତ୍ତମ ପଞ୍ଚାୟତ ଅନ୍ତର୍ଗତ ଲେଲେହେର ଗ୍ରାମର ଜୟନ୍ତ ସାହୁ(20) ଜାତୀୟସ୍ତରୀୟ କବାଡ଼ି ପ୍ରତିଯୋଗିତାରେ ଖେଳିବା ପାଇଁ ମନୋନୀତ ହୋଇଛନ୍ତି। ସେ ବର୍ତ୍ତମାନ ବରଗଡ଼ ଟ୍ରଷ୍ଟଫଣ୍ଡ୍ କଲେଜରେ ଯୁକ୍ତତିନି ବିଜ୍ଞାନର ଦ୍ୱିତୀୟବର୍ଷ ଛାତ୍ରଭାବେ ରହିଛନ୍ତି।…
ପୁଣି ଟ୍ରେନ୍ ଦୁର୍ଘଟଣା: ନ୍ୟୁଜଲପାଇଗୁଡି ଏକ୍ସପ୍ରେସ୍ ଟ୍ରେନରୁ ଖସିପଡ଼ିଲା ବ୍ୟାଟେରି
ସୋର,୨୨।୨(ଜନ୍ମେଜୟ ମିଶ୍ର): ବାଲେଶ୍ୱର ଜିଲା ସୋର ଷ୍ଟେଶନ ନିକଟ ସର୍ବରା ଷ୍ଟେଶନର କିଛି ଦୂରରେ ଶନିବାର ନ୍ୟୁଜଲପାଇଗୁଡି ଏକ୍ସପ୍ରେସ୍ ଟ୍ରେନ୍ ଦୁର୍ଘଟଣାଗ୍ରସ୍ତ ହୋଇ ଲାଇନ୍ଚ୍ୟୁତ ହୋଇଛି। ଟ୍ରେନ୍ଟି ପଶ୍ଚିମବଙ୍ଗର ନ୍ୟୁଜଲପାଇଗୁଡିରୁ ଚେନ୍ନାଇ ସେଣ୍ଟ୍ରାଲ ଅଭିମୁଖେ ଯାଉଥିବା ବେଳେ ବ୍ୟାଟେରି ସହିତ ଅନ୍ୟ…
Shaktikanta Das: ପିଏମଓ କାର୍ଯ୍ୟାଳୟରେ ୨ ଓଡ଼ିଆ ଅଫିସର, ଓଡ଼ିଶା ପାଇଁ କ’ଣ ହେବ ଫାଇଦା
ଭୁବନେଶ୍ୱର,୨୨।୨:ଶକ୍ତିକାନ୍ତ ଦାସଙ୍କୁ ମିଳିଲା ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ। ପ୍ରଧାନମନ୍ତ୍ରୀ ମୋଦିଙ୍କ ପ୍ରମୁଖ ସଚିବ-୨ ହେଲେ ଶକ୍ତିକାନ୍ତ। ଏନେଇ କେନ୍ଦ୍ର କ୍ୟାବିନେଟ ଆପଏଣ୍ଟମେଣ୍ଟ କମିଟି ପକ୍ଷରୁ ମଞ୍ଜୁରୀ ମିଳିଛି। ପୂର୍ବତନ ରିଜର୍ଭ ବ୍ୟାଙ୍କ (RBI) ଗଭର୍ନର Shaktikanta Das ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରମୁଖ…
KIIT ଘଟଣା: ନେପାଳ ବୈଦେଶିକ ବ୍ୟାପାର ମନ୍ତ୍ରୀଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୨।୨: KIIT ଘଟଣା ସମ୍ପର୍କରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶନିବାର ନେପାଳର ବୈଦେଶିକ ବ୍ୟାପାର ମନ୍ତ୍ରୀ ଆର୍ଜୁ ରାନା ଦେଉବାଙ୍କ ସହ ଫୋନ ଯୋଗେ ଆଲୋଚନା କରିଛନ୍ତି। ଆଲୋଚନା ବେଳେ ଘଟଣାରେ ସମ୍ପୃକ୍ତ ସମସ୍ତ ଦୋଷୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ…
ମିଳିମିଶି ଟଙ୍କା ଆତ୍ମସାତ କରିଥିଲେ ସରପଞ୍ଚଙ୍କ ୨ ପୁଅ, ଏବେ ବନ୍ଧା ହୋଇ..
ନୂଆପଡ଼ା, ୨୨।୨(ମକାରୁ ବେମାଲ): ସରକାରୀ ଟଙ୍କା ଆତ୍ମସାତ ଅଭିଯୋଗରେ ୨ ଭାଇ ଗିରଫ। ଏହି ଘଟଣାରେ ନୂଆପଡ଼ା ଜିଲା ସିନାପାଲି ବ୍ଲକ ଘୁଚାଗୁଡ଼ା ପିଇଓ ସତ୍ୟବ୍ରତ ବରାଳ ଓ ତାଙ୍କ ଭାଇ ଉତ୍ତମ ବରାଳ ଗିରଫ ହୋଇଛନ୍ତି। ୭ ଲକ୍ଷ ୨୦…
କଂଗ୍ରେସ କ୍ୟାମ୍ପରେ ହଲଚଲ୍ : ଯୋଗଦେଲେ ସମସ୍ତ ବିଧାୟକ, ଚାଲିଛିକି….
ଭୁବନେଶ୍ୱର,୨୨।୨: ପିସିସି ସଭାପତି ନିୁଯୁକ୍ତ ପରେ ରାଜ୍ୟରେ କଂଗ୍ରେସ ଆକ୍ସନ ମୋଡକୁ ଆସିଛି। କଂଗ୍ରେସ କ୍ୟାମ୍ପରେ ହଲଚଲ୍ ମିଶନ ଘର ସଜଡା। ପ୍ରଥମେ ଦଳରୁ ବହିଷ୍କୃତ ଏବଂ ଦଳ ଛାଡିଥିବା ନେତାଙ୍କୁ ଘରବାହୁଡ଼ା ପାଇଁ ଅନୁରୋଧ କରାଗଲା । ପରେ ଭୁବନେଶ୍ୱରୁ…
KIIT controversy: ଜମି କେଳେଙ୍କାରୀ ରୋକିବାକୁ ସ୍ପେଶାଲ ଡ୍ରାଇଭ୍
ଭୁବନେଶ୍ୱର,୨୨ା୨: KIIT ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କ ଦ୍ବାରା ସରକାରୀ ଓ ଜଙ୍ଗଲ ଜମି ଦଖଲ ପ୍ରସଙ୍ଗରେ ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ କଡ଼ା କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଗଣମାଧ୍ୟମ ସମ୍ମୁଖରେ କହିଛନ୍ତି। ଆଇନମନ୍ତ୍ରୀ କହିଛନ୍ତି, ଖୁବ୍ଶୀଘ୍ର ସମ୍ପୃକ୍ତ ବିଭାଗ ପଦକ୍ଷେପ ନେବ। ରାଜସ୍ବ…
KIIT University: ସାଙ୍ଘାତିକ କଥା କହିଲେ ପୁରୁଷ ବନ୍ଧୁ ଯୁବତୀଙ୍କ ସହ ଥିଲା ୨ ବର୍ଷର ପ୍ରେମ ସମ୍ପର୍କ , ଯୁବତୀ ଆଗକୁ…
ଭୁବନେଶ୍ୱର,୨୨।୨: KIIT ବିଶ୍ୱବିଦ୍ୟାଳୟରେ ନେପାଳୀ ଛାତ୍ରୀଙ୍କ ମୃତ୍ୟୁ ଘଟଣାରେ ଯୁବତୀଙ୍କ ପୁରୁଷ ବନ୍ଧୁ ଆଦ୍ଭିକ୍ ଶ୍ରୀବାସ୍ଥବ ରିମାଣ୍ଡ ପରେ ଝାରପଡ଼ା ଜେଲ ଯାଇଛନ୍ତି। ରିମାଣ୍ଡ ବେଳେ ପୋଲିସ ପାଖରେ ସତ ବଖାଣିଥିଲେ ଆଦ୍ଭିକ। ମୃତ ଛାତ୍ରୀଙ୍କ ସହ ତାଙ୍କର ୨ ବର୍ଷର…
KIIT University: ଭାଇରାଲ ଭିଡିଓର କରାଯିବ ଭଏସ ସ୍ପେକ୍ଟ୍ରୋଗ୍ରାଫି
ଭୁବନେଶ୍ୱର,୨୨।୨: KIIT ବିଶ୍ୱବିଦ୍ୟାଳୟରେ ନେପାଳୀ ଛାତ୍ରୀଙ୍କ ମୃତ୍ୟୁ ଘଟଣା ଉଚ୍ଚ ଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ଯେଉଁମାନଙ୍କୁ ସମନ ହୋଇଥିଲା ସେମାନେ ହାଜର ହୋଇଛନ୍ତି। ଉଚ୍ଚସ୍ତରୀୟ କମିଟି ଶୁଣାଣି କରି ସବୁ ରେକର୍ଡ କରି ରଖିଛି।…
KIIT University: ପୂର୍ବ ସରକାରଙ୍କ ସମୟରେ ଅହେତୁକ ଅନୁକମ୍ପା ବର୍ତ୍ତମାନର ସରକାର କଠୋର ଆକ୍ସନ, କାହିଁକି ଏମିତି କହିଲେ…
ଭୁବନେଶ୍ୱର,୨୨।୨: KIIT ବିଶ୍ୱବିଦ୍ୟାଳୟରେ ନେପାଳୀ ଛାତ୍ରୀଙ୍କ ମୃତ୍ୟୁ ଘଟଣା ପ୍ରସଙ୍ଗରେ ବରିଷ୍ଠ କଂଗ୍ରେସ ନେତା ବିଜୟ ପଟ୍ଟନାୟକ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି କିଟ୍ରେ ଘଟିଥିବା ଘଟଣା ଦୁର୍ଭାଗ୍ୟଜନକ। ଏହା ସାଧାରଣ ଘଟଣା ନୁହେଁ, ଏଥିପାଇଁ ଓଡ଼ିଶା ବିଶ୍ବ ଦରବାରରେ ନିନ୍ଦିତ…
Weather: ଏସବୁ ଜିଲାରେ ଘଡ଼ଘଡ଼ି ସହ ଛେଚିବ ବର୍ଷା, ସତର୍କ ସୂଚନା ଜାରି କଲା ପାଣିପାଗ ବିଭାଗ
ଭୁବନେଶ୍ୱର,୨୨ା୨: ରାଜ୍ୟରେ ଆସନ୍ତା ଦୁଇଦିନ ଧରି ବର୍ଷା ହେବ ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ସୂତ୍ରରୁ ପ୍ରକାଶ। ବିଜୁଳି, ଘଡ଼ଘଡ଼ି ସହ ବର୍ଷା ନେଇ ୯ ଜିଲାକୁ ଅରେଞ୍ଜ ଆଲର୍ଟ କରାଯାଇଥିବାବେଳେ ୧୩ ଜିଲାକୁ ମଧ୍ୟ ୟେଲୋ ଓ୍ବାର୍ନିଂ ଜାରି…
ବଡ଼ ଯା’ liver ଦେଇ ବି ବଞ୍ଚିଲେନି ସାନ, ଅସ୍ତ୍ରୋପଚାର ସମୟରେ ଡାକ୍ତର କାଟି ଦେଇଥିଲେ…
ସମ୍ବଲପୁର,୨୨ା୨(ପ୍ରମୋଦ ବହିଦାର): ଲିଭର ବା ଯକୃତ ପ୍ରତିରୋପଣ ସତ୍ତ୍ବେ ଜୀବିତ ରହି ପାରିଲେ ନାହିଁ ମହିଳା। ଶୁକ୍ରବାର ରାତିରେ ଡାକ୍ତରଙ୍କ ବହୁ ଚେଷ୍ଟା ସତ୍ତ୍ବେ ହାଇଦ୍ରାବାଦର ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି। ସୂଚନାଯୋଗ୍ୟ, ସମ୍ବଲପୁର ଜିଲା…
Archives


