ଭାଜପା ସରକାର ଓଡ଼ିଶାକୁ ଋଣ ଭାରରେ ବୁଡାଇ ଦେବ: ଜାଣନ୍ତୁ ବିରୋଧୀଙ୍କୁ କ’ଣ କହଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୨।୨: ୨୦୨୫-୨୬ ବର୍ଷ ପାଇଁ ଉପସ୍ଥାପିତ ହୋଇଥିବା ବଜେଟ ଆଲୋଚନାବେଳେ ବିରୋଧୀ ଦଳର ବିଧାୟକମାନେ ରାଜ୍ୟ ସରକାରଙ୍କୁ ଋଣ ଗ୍ରସ୍ତ ବୋଲି ଉପସ୍ଥାପିତ କରିବା ସହ ଆଗାମୀ ଦିନରେ ଭାଜପା ସରକାର ଓଡ଼ିଶାକୁ ଋଣ ଭାରରେ ବୁଡାଇ ଦେବ, ଓ ନିଲାମ…
ଦୁଇ ATM ଭାଙ୍ଗିଲେ ଦୁର୍ବୃତ୍ତ: ସାଇରନ ବାଜିବାରୁ…
ସାବରଙ୍ଗ,୨୨ା୨(କାଳିପଦ ରାୟ): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ କଲେଜ ରୋଡ୍ରେ ଥିବା ଦୁଇଟି ଏଟିଏମ୍ ଭାଙ୍ଗି ଲୁଟ୍ ଉଦ୍ୟମ କରିଛନ୍ତି ଦୁର୍ବୃତ୍ତ। ଏଠାରେ ଥିବା ଏଚ୍ଡିଏଫ୍ସିର ଏଟିଏମ୍ ଓ ସିନେମା ହଲ ଛକରେ ଥିବା ଏସ୍ବିଆଇ ଏଟିଏମ୍କୁ ଶୁକ୍ରବାର ବିଳମ୍ବିତ…
ପରୀକ୍ଷା କେଦ୍ରରେ ପହଞ୍ଚିଗଲେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ପରେ…
ଭୁବନେଶ୍ୱର,୨୨।୨: ମାଟ୍ରିକ୍ ପରୀକ୍ଷା ଶୁକ୍ରବାର ଆରମ୍ଭ ହୋଇ ଯାଇଛି। ଶୁକ୍ରବାର ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଶନିବାର ଭୁବନେଶ୍ବରସ୍ଥିତ କ୍ୟାପିଟାଲ ହାଇସ୍କୁଲରେ ପରୀକ୍ଷା କେନ୍ଦ୍ରକୁ ଯାଇ ସମୀକ୍ଷା କରିଛନ୍ତି। ମନ୍ତ୍ରୀ କହିଛନ୍ତି, ପ୍ରଥମ ଦିନର ପରୀକ୍ଷା ସୁରୁଖୁରୁରେ ଶେଷ…
ଦରମା ନ ପାଇ ମୂଲ ଲାଗିବାକୁ ଛୁଟି ମାଗିଥିଲେ ଶିକ୍ଷକ, ଖବର ପ୍ରସାରଣ ପରେ ମିଳିଲା ଦରମା
ବଲାଙ୍ଗୀର,୨୨ା୨(ବୀରେନ୍ଦ୍ର କୁମାର ଝାଙ୍କର): ୩ ମାସ ହେଲା ଦରମା ମିଳୁ ନ ଥିବାରୁ ଜଣେ ସହକାରୀ ଶିକ୍ଷକ ମୂଲ ଲାଗିବାକୁ ଯିବେ ବୋଲି ପ୍ରଧାନଶିକ୍ଷକଙ୍କୁ ଛୁଟି ଦରଖାସ୍ତ ଦେବା ଘଟଣା ରାଜ୍ୟବ୍ୟାପୀ ଚର୍ଚ୍ଚାର ବିଷୟ ହୋଇଥିଲା। ଏହି ଖବର ପ୍ରସାରଣ ପରେ…
ଜନସେବାରୁ ରାଜନୈତିକ ସଫଳତା ମିଳିଛି: ସୁଦର୍ଶନ
ସମ୍ବଲପୁର ଜିଲା ରେଙ୍ଗାଲି ବିଧାନସଭା ସଂରକ୍ଷିତ ଆସନରୁ ପ୍ରଥମ ଥର ପାଇଁ ସୁଦର୍ଶନ ହରିପାଲ ବିଧାୟକ ହୋଇଛନ୍ତି। ବିଜେଡି ଟିକେଟରୁ ଲଢ଼ି ସେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ଭାଜପା ପ୍ରାର୍ଥୀ ତଥା ପୂର୍ବତନ ବିଧାୟକ ନାଉରୀ ନାୟକଙ୍କୁ ୧ ହଜାର ୬୩୨…
ଅନୁପ୍ରବେଶ କରି ସୀମାନ୍ତ ଗ୍ରାମବାସୀଙ୍କୁ ଭ୍ରମିତ କରୁଛି ଆନ୍ଧ୍ର : ସମସ୍ୟାର ଶୀଘ୍ର ସମାଧାନ ପ୍ରତିଶ୍ରୁତି ଦେଲା ପ୍ରଶାସନ
ପଟ୍ଟାଙ୍ଗି,୨୨ା୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନ କୋଟିଆ ପଞ୍ଚାୟତକୁ କିଛି ଦିନ ହେବ ଆନ୍ଧ୍ରର ସିପିଆଇଏମ୍ ଦଳ ବାରମ୍ବାର ଅନୁପ୍ରବେଶ କରି ସୀମାନ୍ତ ଗ୍ରାମବାସୀଙ୍କୁ ଭ୍ରମିତ କରୁଛି। ଓଡ଼ିଶା ସରକାରଙ୍କ ବିରୋଧରେ ସ୍ବର ଉତ୍ତୋଳନ କରିବାକୁ ସୀମାନ୍ତବାସୀଙ୍କୁ…
୭୪ ବର୍ଷ ପରେ ରଣଜୀ ଟ୍ରଫି ଇତିହାସରେ ପ୍ରଥମଥର ଘଟିଲା ଏମିତି
ଥିରୁଭାନନ୍ତପୁରମ,୨୨।୨: କେରଳ କ୍ରିକେଟ ଦଳ ରଣଜୀ ଟ୍ରଫି ୨୦୨୪-୨୫ର ଫାଇନାଲରେ ପ୍ରବେଶ କରି ଇତିହାସ ରଚିଛି। ଇତିହାସରେ ଏହା ପ୍ରଥମ ଥର ଯେ କେରଳ ରଣଜୀ ଫାଇନାଲରେ ପ୍ରବେଶ କରିଛି ଏବଂ ଏବେ ଏହା ଫେବୃଆରୀ ୨୬ରୁ ଆରମ୍ଭ ହେଉଥିବା ଫାଇନାଲ…
ଜଳବାୟୁ ପରିବର୍ତ୍ତନର ପ୍ରଭାବ: ଦିନରେ ଗରମ, ରାତିରେ ଥଣ୍ଡା
ଦାରିଙ୍ଗବାଡ଼ି,୨୨ା୨(ଅରୁଣ ସାହୁ): ଧିରେ ଧିରେ ଗ୍ରୀଷ୍ମର ପ୍ରଭାବ ପଡୁଛି। ଗଛରୁ ପତ୍ର ଝଡ଼ିବା ସହ ଦିନରେ ତାପମାତ୍ରା ବୃଦ୍ଧି ପାଉଛି ଆଉ ବିଳମ୍ବିତ ରାତି ହେଲେ ଦେହ ଥରାଇଦେଉଛି ଏଭଳି ଅନୁଭବ ହେଉଛି କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ। ତାପମାତ୍ରା ବୃଦ୍ଧି…
କିଟ୍ ଛାତ୍ରୀ ମୃତ୍ୟୁକୁ ନେଇ ଓଏଚ୍ଆର୍ସିରେ ମାମଲା
କଟକ,୨୨ା୨(କାର୍ତ୍ତିକ ସାହୁ): ଭୁବନେଶ୍ୱରସ୍ଥିତ କଳିଙ୍ଗ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ଇଣ୍ଡଷ୍ଟ୍ରିଆଲ ଟେକ୍ନୋଲୋଜି(କିଟ୍)ରେ ବି.ଟେକ୍. ଛାତ୍ରୀ ମୃତ୍ୟୁକୁ ନେଇ ଓଡ଼ିଶା ମାନବାଧିକାର ଆୟୋଗ (ଓଏଚ୍ଆର୍ସି)ରେ ମାମଲା ରୁଜୁ ହୋଇଛି। ମାମଲାର ବିବରଣୀ ଅନୁସାରେ, ନେପାଳରୁ ଆସି କିଟ୍ରେ ବି.ଟେକ୍. ପଢୁଥିବା ଛାତ୍ରୀ ପ୍ରକ୍ରିତି ଲାମ୍ସଲଙ୍କ…
ମଧ୍ୟାହ୍ନଭୋଜନରେ ପ୍ରତି ଅଣ୍ଡା ପିଛା ଦିଆଯାଉଛି ଏତିକି ଟଙ୍କା
ଭୁବନେଶ୍ୱର, ୨୨।୨ (ବନ୍ଦନା ସେଠୀ):ରାଜ୍ୟରେ ଥିବା ପ୍ରତ୍ୟେକ ସରକାରୀ ଓ ସରକାରଙ୍କ ଅନୁଦାନପ୍ରାପ୍ତ ପ୍ରାଥମିକ ଓ ଉଚ୍ଚପ୍ରାଥମିକ ବିଦ୍ୟାଳୟରେ ପଢୁଥିବା ଛାତ୍ରୀଛାତ୍ର ପ୍ରଧାନମନ୍ତ୍ରୀ ପୋଷଣଶକ୍ତି ନିର୍ମାଣ (ମଧ୍ୟାହ୍ନ ଭୋଜନ) କାର୍ଯ୍ୟକ୍ରମରେ ଉପକୃତ ହେଉଛନ୍ତି। ଏହି କ୍ରମରେ ଛାତ୍ରୀଛାତ୍ର କିପରି ପୋଷଣଯୁକ୍ତ ଖାଦ୍ୟ…
ମହାକୁମ୍ଭ ପାଇଁ ଓଡ଼ିଶାର ୨୫ ସହରକୁ ସଂଯୋଗ କରୁଛି ୬୦ ସ୍ବତନ୍ତ୍ର ଟ୍ରେନ
ଭୁବନେଶ୍ୱର,୨୧ା୨ (ଅନୁରାଧା ମହାରଣା) : ଉତ୍ତରପ୍ରଦେଶ ପ୍ରୟାଗରାଜରେ ଚାଲିଥିବା ମହାକୁମ୍ଭ ୨୦୨୫ରେ ଯୋଗଦେବାକୁ ଯାଉଥିବା ଲକ୍ଷ ଲକ୍ଷ ତୀର୍ଥଯାତ୍ରୀଙ୍କ ସୁଗମ ଯାତ୍ରା ପାଇଁ ପୂର୍ବତଟ ରେଳପଥ ଅଧୀନ ଓଡ଼ିଶାର ୨୫ଟି ସହରରୁ ୬୦ଟି ସ୍ବତନ୍ତ୍ର ଟ୍ରେନ ଚଳାଚଳ କରୁଛି। ଏଥିରୁ ୫୦ଟି…
ନେପାଳୀ ଛାତ୍ରୀ ମୃତ୍ୟୁ ଘଟଣା: ଅଚ୍ୟୁତଙ୍କୁ ଅଢ଼େଇ ଘଣ୍ଟା ଜେରା
ଭୁବନେଶ୍ୱର,୨୧ା୨(ସୁଚିସ୍ମିତା ସାହୁ): କିଟ୍ ବିଶ୍ୱବିଦ୍ୟାଳୟରେ ନେପାଳୀ ଛାତ୍ରୀ ପ୍ରକ୍ରିତି ଲାମ୍ସଲଙ୍କ ମୃତ୍ୟୁ, ଆନ୍ଦୋଳନରତ ନେପାଳୀ ଛାତ୍ରୀଛାତ୍ରଙ୍କୁ ଆକ୍ରମଣ ସହ ବଳପୂର୍ବକ ବସ୍ରେ ନେଇ କଟକ ରେଳଷ୍ଟେଶନରେ ଛାଡ଼ିବା ଘଟଣାକୁ ଗୁରୁତ୍ୱର ସହ ନେଇଛନ୍ତି ରାଜ୍ୟ ସରକାର। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ଗଠିତ ଉଚ୍ଚସ୍ତରୀୟ…
Archives


