Odisha Elections 2024

ରାଜ୍ୟ

ଅଡୁଆରେ ପୁରୀ ଏମପି ପିନାକୀ ମିଶ୍ର, ପହଞ୍ଚିଲେ ହାଇକୋର୍ଟ

ପୁରୀ/ନୂଆଦିଲ୍ଲୀ,୨୩।୪: ଅଡୁଆରେ ପୁରୀ ଏମପି ପିନାକୀ ମିଶ୍ର । ପିନାକୀଙ୍କ ପିଛା ଛାଡୁନି ମହୁଆ ମୋଇତ୍ରା ବିବାଦ । ଦିଲ୍ଲୀ ହାଇକୋର୍ଟ ଦ୍ୱାରସ୍ଥ ହୋଇଛନ୍ତି ବିଜେଡି ଏମପି । ଅପଶବ୍ଦ ପ୍ରୟୋଗ ଓ ମିଛ ଦୁର୍ନୀତି ଅଭିଯୋଗ ଆଣୁଥିବା କହି...

ଷ୍ଟାର ପ୍ରଚାରକ ଲିଷ୍ଟରେ ନାହିଁ ୩ ତାରକାଙ୍କ ନାମ

ଭୁବନେଶ୍ୱର,୨୩।୪: ଭାଜପା ଷ୍ଟାର ପ୍ରଚାରକ ତାଲିକାରେ ସ୍ଥାନ ପାଇଲେନି ୩ ଓଲିଉଡ ଷ୍ଟାର । ନିକଟରେ ବିଜେଡି ଛାଡି ଭାଜପାରେ ସାମିଲ ହୋଇଥିବା ଓଲିଉଡ ଷ୍ଟାରଙ୍କୁ ଦଳ ଷ୍ଟାର ପ୍ରଚାରକ ତାଲିକାରେ ସାମିଲ କରିନି । ସିଦ୍ଧାନ୍ତ ମହାପାତ୍ର, ଆକାଶ...

ଭାଜପାରେ ଯୋଗ ଦେଲେ ହିନ୍ଦୋଳ ବିଧାୟିକା ସୀମା ନାୟକ

ଭୁବନେଶ୍ୱର,୨୩।୪: ଭାଜପାରେ ସାମିଲ ହେଲେ ହିନ୍ଦୋଳ ବିଧାୟକ ସୀମା ନାୟକ। ଗତକାଲି ରାତିରେ ସେ ବିଜେଡିରୁ ଇସ୍ତଫା ଦେଇଥିଲେ। ଭାଜପା ରାଜ୍ୟ କାର୍ଯ୍ୟାଳୟକୁ ଆସି ଆନୁଷ୍ଠାନିକ ଭାବେ ସାମିଲ ହୋଇଛନ୍ତି ସୀମା। ସୂଚନାଥାଉ କି, ଗତକାଲି ରାତିରେ ବିଜେଡିରୁ ଇସ୍ତଫା...

ଓଡ଼ିଶା ପାଇଁ ୪୦ ଜଣିଆ ଷ୍ଟାର ପ୍ରଚାରକ ଘୋଷଣା କଲା ଭାଜପା: ତାଲିକାରେ ପ୍ରଧାନମନ୍ତ୍ରୀ, ୪ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସମେତ ଅଛନ୍ତି ଏହି ହେଭିଓ୍ବେଟ୍‌ ନେତା

ଭୁବନେଶ୍ୱର,୨୩।୪(ସୁନୀତ ମିଶ୍ର): ଭାଜପା ପକ୍ଷରୁ ଓଡ଼ିଶା ପାଇଁ ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ମଙ୍ଗଳବାର ପ୍ରକାଶ ପାଇଛି। ଏଥିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କଠାରୁ ଆରମ୍ଭ କରି ୪ ରାଜ୍ୟର ମୁଖ୍ୟମନ୍ତ୍ରୀ, କେନ୍ଦ୍ର ତଥା ରାଜ୍ୟର ଅନେକ ତୁଙ୍ଗ ନେତାଙ୍କ...

କାଲିଠୁ ପ୍ରଚାର ଆରମ୍ଭ କରିବେ ନବୀନ

ହିଞ୍ଜିଳିକାଟୁ,୨୩।୪(ଦ୍ବିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକ ବୁଧବାର ନିଜ ନିର୍ବାଚନ ମଣ୍ଡଳୀ ହିଞ୍ଜିଳିରୁ ନିର୍ବାଚନ ପ୍ରଚାର ଆରମ୍ଭ କରିବେ। ମୁଖ୍ୟମନ୍ତ୍ରୀ ଏହି ଅବସରରେ ହିଞ୍ଜିଳିକାଟୁ ବ୍ଲକ ସମରଝୋଳ ଛକ ଓ ଶେରଗଡ଼ ବସଷ୍ଟାଣ୍ଡ ନିକଟରେ ୨ଟି...

ଚାପ ଖେଳିବେ ମହାପ୍ରଭୁ, ଚନ୍ଦନଯାତ୍ରା ପାଇଁ ପୁରୀରେ ପ୍ରସ୍ତୁତି ଆରମ୍ଭ

ପୁରୀ,୨୩।୪: ଶ୍ରୀକ୍ଷେତ୍ରରେ ଆରମ୍ଭ ହେବାକୁ ଯାଉଛି ମହାପ୍ରଭୁ ଜଗନ୍ନାଥଙ୍କ ବିଶ୍ବପ୍ରସିଦ୍ଧ ଚନ୍ଦନଯାତ୍ରା। ଅକ୍ଷୟ ତୃତୀୟାରେ ଆରମ୍ଭ ହେବାକୁ ଥିବା ଏହି ଯାତ୍ରାରେ ୨୧ ଦିନବ୍ୟାପୀ ନରେନ୍ଦ୍ର ପୁଷ୍କରିଣୀରେ ନନ୍ଦା, ଭଦ୍ରା ଓ ବେଜୟନ୍ତୀରେ ଚାପ ଖେଳିବେ ମହରପ୍ରଭୁଙ୍କ ଚଳନ୍ତି ପ୍ରତିମା।...

ରାସେଶ୍ୱରୀ ବିଜେଡି ଛାଡିବା ପରେ ବଡ଼ ବୟାନ ଦେଲେ ରୋହିତ ପୂଜାରୀ, କହିଲେ…

ଭୁବନେଶ୍ୱର,୨୩।୪: ସମ୍ବଲପୁରର ପୂର୍ବତନ ବିଧାୟକ ରାସେଶ୍ୱରୀ ପାଣିଗ୍ରାହୀ ବିଜେଡିରୁ ଇସ୍ତଫା ଦେଇଛନ୍ତି । ମଙ୍ଗଳବାର ରାସେଶ୍ୱରୀ ବିଜେଡି ଛାଡିବା ପରେ ପ୍ରତିକ୍ରିୟା ରଖିଛନ୍ତି ସମ୍ବଲପୁର ବିଜେଡି ବିଧାୟକ ପ୍ରାର୍ଥୀ ରୋହିତ ପୁଜାରୀ । ସେ କହିଛନ୍ତି, ରାସେଶ୍ୱରୀଙ୍କ ଇସ୍ତଫା ଦଳ...

ନାମାଙ୍କନ ପତ୍ର ଦାଖଲ କଲେ କୋରାପୁଟ ଲୋକ ସଭା ପ୍ରାର୍ଥୀ କୌଶଲ୍ୟା ହିକକା

କୋରାପୁଟ,୨୩।୪(ଅମିତାଭ ବେହେରା): କୋରାପୁଟ ଲୋକସଭା ବିଜେଡି ପ୍ରାର୍ଥୀ କୌଶଲ୍ୟା ହିକକା ମଙ୍ଗଳବାର ନାମାଙ୍କନ ଦାଖଲ କରିଛନ୍ତି। ଜିଲାପାଳ ଭି କୀର୍ତି ଭାସନଙ୍କ ଠାରେ ସେ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ସ୍ଥାନୀୟ ଆର ଟି ଓ କାର୍ଯ୍ୟାଳୟ ସମ୍ମୁଖରୁ ଏକ...

ନାମାଙ୍କନ ପତ୍ର ଦାଖଲ କଲେ ରଘୁରାମ ପଡାଲ

କୋରାପୁଟ,୨୩।୪(ଅମିତାଭ ବେହେରା): କୋରାପୁଟ ବିଧାନସଭା ଆସନ ନିମନ୍ତେ ବିଜେଡି ପାର୍ଥି ରଘୁରାମ ପଡାଲ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। କୋରାପୁଟ ଉପଜିଲାପାଳ ବେଣୁଧର ଶବରଙ୍କୁ ମଙ୍ଗଳବାର ନାମାଙ୍କନ ପତ୍ର ପ୍ରଦାନ କରିଛନ୍ତି। ଏହି ସମୟରେ ପଡାଲଙ୍କ ସହ ପ୍ରିତମ ପାଢ଼ୀ,...

ରାଜଧାନୀରେ ନିଆଁବର୍ଷା, ନିସ୍ତାର ନାହିଁ

ଭୁବନେଶ୍ୱର, ୨୩।୪: ତତଲା କଡେଇରେ ସିଝୁଛି ପୂରା ଓଡ଼ିଶା । ଡହଡହ ଖରାରେ ଆଉଟୁପାଉଟୁ ହେଉଛନ୍ତି ରାଜ୍ୟବାସୀ । ଗତକାଲି ପରି ଆଜି ମଧ୍ୟ ରାଜଧାନୀ ଭୁବନେଶ୍ୱର ରାଜ୍ୟର ସବୁଠାରୁ ଉତ୍ତପ୍ତ ସହର ଭାବେ ପରିଗଣିତ ହୋଇଛି। ସୋମବାର ରାଜଧାନୀର...

କାହିଁକି କଟିଲା ସମୀର ଦାଶଙ୍କ ଟିକେଟ୍‌, ରାଜା ସ୍ବାଇଁଙ୍କ ଭିଡିଓ ଭାଇରାଲ

ପୁରୀ,୨୩।୪: ନିମାପଡାରେ ଦିଲ୍ଲୀପ ନାୟକଙ୍କୁ ବିଜେଡି ଟିକେଟ ଦେବା ପରେ ବିଧାୟକ ସମୀର ଦାଶ ସମର୍ଥକଙ୍କ ଭିତରେ ଅସନ୍ତୋଷ ବଢିବାରେ ଲାଗିଛି । ଏହାରି ଭିତରେ ସମୀର ଦାଶ ନିଜ ସମର୍ଥକଙ୍କୁ ଧରି ଟିକେଟ ଉପରେ ପୁନଃବିଚାର କରିବାକୁ ମୁଖ୍ୟମନ୍ତ୍ରୀ...

ଆତଙ୍କ ଖେଳାଇଛି ଗୋଠଛଡ଼ା ଦନ୍ତା, ୩ ଦିନରେ ଭାଙ୍ଗିଲାଣି ୯ ଘର

ପାଟଣା,୨୩।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜରେ ୩ ଦିନ ହେବ ଏକ ଗୋଠଛଡ଼ା ଦନ୍ତା ଆତଙ୍କ ଖେଳାଇଛି। ୯ରୁ ଉଦ୍ଧର୍‌ବ ଘର ଭାଙ୍ଗି ଘର ଭିତରୁ ଧାନ, ଚାଉଳ, ଡାଲି ଖାଇ ନଷ୍ଟ କରିଦେଇଛି। ହାତୀ ଉପଦ୍ରବ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri