କିଟ୍ରେ ଛାତ୍ରୀ ମୃତ୍ୟୁ, ନିର୍ଯାତନା ଘଟଣା: ରିମାଣ୍ଡରେ ପୁରୁଷବନ୍ଧୁ ଆଦଭିକ୍
ଭୁବନେଶ୍ୱର,୨୧।୨(ସତ୍ୟଜିତ୍ ରାଉତ): କିଟ୍ ବିଶ୍ୱ ବିଦ୍ୟାଳୟରେ ବି.ଟେକ୍ ଛାତ୍ରୀ ପ୍ରକ୍ରିତି ଲାମସଲ୍ ଆତ୍ମହତ୍ୟା ଘଟଣାରେ ସରକାରଙ୍କ ପକ୍ଷରୁ ଉଚ୍ଚସ୍ତରୀୟ କମିଟି ଦ୍ୱାରା ତଦନ୍ତ ଚାଲିଛି। ଅପରପକ୍ଷରେ ପ୍ରକ୍ରିତିଙ୍କୁ ବ୍ଲାକମେଲ୍ କରି ଗିରଫ ହୋଇଥିବା ଅଭିଯୁକ୍ତ ପୁରୁଷବନ୍ଧୁ ଆଦଭିକ୍ ଶ୍ରୀବାସ୍ତବ ୩ ଦିନିଆ…
ଖୋର୍ଦ୍ଧା ଜିଲା ମହୋତ୍ସବରେ ଧରିତ୍ରୀ ଏବଂ ଓଡ଼ିଶାପୋଷ୍ଟ ସ୍ବତନ୍ତ୍ର ବିଶେଷାଙ୍କ ଷ୍ଟଲ ଉଦ୍ଘାଟିତ
ଖୋର୍ଦ୍ଧା,୨୧।୨(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ଜିଲା ପ୍ରଶାସନ ଏବଂ ଓର୍ମାସ ଆନୁକୂଲ୍ୟରେ ଗୁରୁବାରଠାରୁ ଜିଲା ମହୋତ୍ସବ, ପୁସ୍ତକ ମେଳା ଓ ପଲ୍ଲିଶ୍ରୀ ମେଳା ଆରମ୍ଭ ହୋଇଛି। ଏହି ମେଳାରେ ଧରିତ୍ରୀ ଏବଂ ଓଡ଼ିଶାପୋଷ୍ଟ ସ୍ବତନ୍ତ୍ର ବିଶେଷାଙ୍କ ଷ୍ଟଲ ଉଦ୍ଘାଟିତ ହୋଇଯାଇଛି। ଖୋର୍ଦ୍ଧା ଅତିରିକ୍ତ…
ମହାପ୍ରଭୁଙ୍କୁ ଲାଗିହେଲା ଜୈବିକ ଚାଉଳ ମହାପ୍ରସାଦ: ଚାଉଳ ପ୍ରସ୍ତୁତକାରୀଙ୍କୁ ସରକାରୀ ପ୍ରୋତ୍ସାହନ ମିଳିବ
ପୁରୀ,୨୧।୨(ଅଜିତ୍ କୁମାର ମହାନ୍ତି): ଶ୍ରୀମନ୍ଦିରରେ ଗୁରୁବାର ମଧ୍ୟାହ୍ନ ଧୂପରେ ମହାପ୍ରଭୁଙ୍କ ପାଖରେ ଜୈବିକ ଚାଉଳରେ ପ୍ରସ୍ତୁତ ଅମୃତ ଅନ୍ନ ଲାଗି କରାଯାଇଛି। ପାଞ୍ଚ ପ୍ରକାର ଜୈବିକ ଚାଉଳରେ ପ୍ରସ୍ତୁତ ଅମୃତ ଅନ୍ନ ଭୋଗ ଲାଗି ହୋଇଛି। ଏହି ମହାପ୍ରସାଦକୁ ଶ୍ରୀମନ୍ଦିର ମୁଖ୍ୟ…
ଘଡ଼ଘଡ଼ି ସହ କୁଆପଥର ବର୍ଷା, ନଷ୍ଟ ହେଲା ଶହଶହ ହେକ୍ଟର ପରିବା ଚାଷ
କେନ୍ଦୁଝର,୨୧।୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାର ବିଭିନ୍ନ ସ୍ଥାନରେ ପ୍ରବଳ ଘଡ଼ଘଡ଼ି ବର୍ଷା ହେବା ସହ କୁଆପଥର ବର୍ଷା ହୋଇଛି। ଫଳରେ କିଛି ଦିନ ହେଲା ଗରମ ହୋଇ ପଡ଼ିଥିବା ପରିବେଶ ଥଣ୍ଡା ଅନୁଭୂତ ହୋଇଛି। ଭାରତୀୟ ପାଣିପାଗ ବିଭାଗ (ଆଇଏମ୍ଡି)ର…
ଆଜିଠୁ ମାଟ୍ରିକ୍ ପରୀକ୍ଷା: ପରୀକ୍ଷା ଦେବେ ୫,୧୦,୭୭୮ ପରୀକ୍ଷାର୍ଥୀ
କଟକ,୨୧।୨(କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଚଳିତବର୍ଷର ମାଟ୍ରିକ୍ ପରୀକ୍ଷା ଫେବୃଆରୀ ୨୧ ତାରିଖ ଶୁକ୍ରବାରଠାରୁ ଆରମ୍ଭ ହୋଇ ମାର୍ଚ୍ଚ ୬ରେ ଶେଷ ହେବ। ସେହିପରି ଏକ ସଙ୍ଗେ ମଧ୍ୟମା ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ ପରୀକ୍ଷା…
ଝିଅର ସିନ୍ଦୂର ପୋଛିଦେଲେ ବାପା: ଜ୍ୱାଇଁଙ୍କୁ ପିଟି ମାରିଦେଲେ
ଟିକିରି,୨୦।୨(ପ୍ରଫୁଲ୍ଲ କୁମାର ବେହେରା): ରାୟଗଡ଼ା ଜିଲା କାଶୀପୁର ବ୍ଲକ୍ ଟିକିରି ଥାନା ଅନ୍ତର୍ଗତ ମୁଣ୍ଡାଗାଁଠାରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ଶ୍ୱଶୁରଙ୍କ ଠେଙ୍ଗାମାଡ଼ରେ ଜ୍ୱାଇଁଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଉକ୍ତ ଗ୍ରାମର ବିଦ୍ୟା ଝୋଡ଼ିଆ (୨୦)। ଟିକିରି ପୋଲିସ…
ଆଦିବାସୀ ମହିଳାଙ୍କୁ ବଳାତ୍କାର ପରେ ହତ୍ୟା, ଅଭିଯୁକ୍ତଙ୍କୁ ନିସ୍ତୁକ ପିଟିଲେ ଗାମବାସୀ
କାଲିମେଳା,୨୦।୨(ଜୀବନ କୃଷ୍ଣ ଦାସ): ମାଲକାନଗିରି ଜିଲା କାଲିମେଳା ଥାନା ଅଞ୍ଚଳରେ ଏକ ହତ୍ୟାକାଣ୍ଡ ଘଟିଛି l ଜଣେ ଆଦିବାସୀ ମହିଳାଙ୍କୁ ବଳାତ୍କାର ପରେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ଅନ୍ୟପକ୍ଷେ ଅଭିଯୁକ୍ତଙ୍କୁ ଗ୍ରାମବାସୀ ଅଟକ ରଖି ପୋଲିସରେ ଜିମା ଦେଇଛନ୍ତି। ମିଳିଥିବା…
ଟାର୍ଗେଟରେ ଥିଲେ ଯବାନ: ବିସ୍ଫୋରକ ସହ ଧରାପଡ଼ିଲେ ମାଓବାଦୀ
ମାଲକାନଗିରି,୨୦ା୨(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ଼ ସୁକ୍ମା ଜିଲା ପୋଲିସ ବିସ୍ଫୋରକ ସାମଗ୍ରୀ ସହ ଜଣେ ମାଓବାଦୀଙ୍କୁ ଗିରଫ କରିଛି। ସେ ହେଲେ ମୁଚାକି ଦେବା । ମାଓବାଦୀଙ୍କ ଉପସ୍ଥିତି ଖବର ପାଇ କୋଣ୍ଟା ପୋଲିସ ଓ ମୁରଲିଗୁଡା କ୍ୟାମ୍ପ ସିଆରପିଏଫ ଯବାନମାନେ ବେଲପୋଛା…
ଶସ୍ତାରେ ବୋଲେରୋ ଦେବାକୁ କହି ଠକିନେଲେ ୬ ଲକ୍ଷ ୩୫ ହଜାର ଟଙ୍କା
କୋରାପୁଟ,୨୦।୨(ଅମିତାଭ ବେହେରା): ଶସ୍ତାରେ ବୋଲେରୋ ପିକଅପ୍ ଭ୍ୟାନ ଦେବାକୁ କହି ଅନ୍ଲାଇନ ଜରିଆରେ ୬ଲକ୍ଷ ୩୫ ହଜାର ଟଙ୍କା ଠକେଇ ଘଟଣାରେ ଗୁରବାର କୋରାପୁଟ ସାଇବର ପୋଲିସ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ପୋଲିସ ଅଭିଯୁକ୍ତଙ୍କଠାରୁ ୨ଲକ୍ଷ ଟଙ୍କା…
KIIT ବିବାଦକୁ ନେଇ ବଡ଼ଖବର: ଆଉ ୫ ଜଣଙ୍କୁ ଗିରଫ କଲା ପୋଲିସ
ଭୁବନେଶ୍ୱର,୨୦।୨: କିଟ୍ ନେପାଳୀ ଛାତ୍ରଙ୍କୁ ମାଡ଼ ଘଟଣାରେ ଗୁରୁବାର ଆଉ ୫ ଜଣଙ୍କୁ ଗିରଫ କରାଯାଇଛି। ୪ ବାଉନସରଙ୍କ ସହ ଜଣେ ଆସିଷ୍ଟାଣ୍ଟ ଫିଲ୍ଡ ଅଫିସର ଗିରଫ ହୋଇଛନ୍ତି। ବାଉନସର ଅଜୟ ସ୍ବାଇଁ, ସରୋଜ ରାଉତରାୟ, ବାଉନସର ଚନ୍ଦନ ସ୍ବାଇଁ ଓ…
KIIT କାଣ୍ଡ ପ୍ରତିବାଦରେ ପୋଲିସ-ବଜରଙ୍ଗ କର୍ମୀ ଧସ୍ତାଧସ୍ତି
ଭୁବନେଶ୍ୱର,୨୦।୨: KIIT କ୍ୟାମ୍ପସ୍ରେ ନେପାଳୀ ଛାତ୍ରୀଙ୍କ ମୃତ୍ୟୁ ଘଟଣା ପ୍ରତିିବାଦରେ KIIT ଗେଟ୍ ସମ୍ମୁଖରେ ଗୁରୁବାର ସନ୍ଧ୍ୟାରେ ବଜରଙ୍ଗ ଦଳର କର୍ମୀମାନେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। କର୍ମୀମାନେ ‘ଛାତ୍ରୀଛାତ୍ରଙ୍କ ଉପରେ ଗୁଣ୍ଡାରାଜ ଚଳିବ ନାହିଁ’ ଲେଖାଥିବା ପ୍ଲାକାର୍ଡ ଦେଖାଇ ବିକ୍ଷୋଭ ପ୍ରଦର୍ଶନ…
ଭୁବନେଶ୍ୱର ବିମାନବନ୍ଦରକୁ ଖୁବ୍ଶୀଘ୍ର ମିଳିବ ନୂତନ ଟର୍ମିନାଲ, ରହିବ ଅତ୍ୟାଧୁନିକ ସୁବିଧା
ଭୁବନେଶ୍ୱର, ୨୦।୨: ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦର ଖୁବ୍ଶୀଘ୍ର ଏକ ନୂଆ ରୂପରେ ଦେଖିବାକୁ ମିଳିବ। ଏକ ଗୁରୁତ୍ୱପୂର୍ଣ୍ଣ ସମ୍ପ୍ରସାରଣ ପରେ ତୃତୀୟ ଟର୍ମିନାଲ ଆରମ୍ଭ କରିବାର ଯୋଜନା ରହିଛି। ଏହି ବିକାଶ ବିମାନବନ୍ଦରର କ୍ଷମତା ଏବଂ ଦକ୍ଷତାକୁ ଯଥେଷ୍ଟ ବୃଦ୍ଧି…
Archives


