ରାଜ୍ୟ

KIIT Student’s Death: ଅଚ୍ୟୁତ ସାମନ୍ତଙ୍କ ବିରୋଧରେ ହେବ କାର୍ଯ୍ୟାନୁଷ୍ଠାନ, ବିଧାନସଭାରେ କହିଲେ ସରକାର

ଭୁବନେଶ୍ୱର,୧୯।୨: KIIT ବିଶ୍ୱବିଦ୍ୟାଳୟରେ ନେପାଳୀ ଛାତ୍ରୀ ମୃତ୍ୟୁ ମାମଲାରେ ଅଚ୍ୟୁତ ସାମନ୍ତଙ୍କ ଉପରେ ହେବ କାର୍ଯ୍ୟାନୁଷ୍ଠାନ। ବୁଧବାର ବିଧାନସଭାରେ ଏହା କହିଛନ୍ତି ଜୟନାରାୟଣ ମିଶ୍ର। KIIT ପ୍ରସଙ୍ଗକୁ ନେଇ ଓଡିଶା ସାରା ବିଶ୍ୱରେ ନିନ୍ଦିତ ହୋଇଥିବା ବେଳେ ଏହାକୁ ନେଇ ବିଧାନସଭାରେ…

୨୧ରେ କେନ୍ଦୁଝର ଆସିବେ ମୁଖ୍ୟମନ୍ତ୍ରୀ, ସୂଚନା ଦେଇ କହିଲେ…

କେନ୍ଦୁଝର,୧୯ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ବ୍ରହ୍ମ କୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟର କେନ୍ଦୁଝର ପୁରୁଣା ବଜାରରେ ନବର୍ନିମିତ ଆଶ୍ରମକୁ ଶନିବାର ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ବୁଧବାର ଏକ ସାମ୍ବାଦିକ ସମ୍ମିଳନୀ କରି ସୂଚନା ଦେଲ କେନ୍ଦୁଝର କେନ୍ଦ୍ରର ସଞ୍ଚାଳିକା ବ୍ରହ୍ମକୁମାରୀ…

KIIT Suicide: ସିଧା ଧମକ ଦେଲେ Nepal Govt, ପରିସ୍ଥିତି ଠିକ୍‌ ନ ହେଲେ…ଓଡ଼ିଶାରେ ଚହଳ

ଭୁବନେଶ୍ୱର,୧୯।୨: କିଟ୍‌ ବିଶ୍ୱବିଦ୍ୟାଳୟର ଜଣେ ନେପାଳ ଛାତ୍ରୀଙ୍କ ମୃତ୍ୟୁ ପରେ ସାରା ଦେଶ ଉଠୁଛି ପଡୁଛି। ଘଟଣାକୁ ନେଇ ସବୁଆଡୁ ତୀବ୍ର ବିରୋଧ କରାଯାଉଥିବାବେଳେ ଓଡ଼ିଶାକୁ ନିନ୍ଦିତ ହେବାକୁ ପଡିଛି। ଘଟଣା ଦିନକୁ ଦିନ ବିବାଦକୁ ଠେଲି ହେଇ ପଡୁଥିବାବେଳେ ବର୍ତ୍ତମାନ…

Krushna Chandra Patra: ରାଜ୍ୟରେ ରହିଛନ୍ତି ଲକ୍ଷାଧିକ ଭୂତ ରାଶନକାର୍ଡଧାରୀ, ସବୁଠୁ ଏହି ଜିଲାରେ ଅଛନ୍ତି…

ଭୁବନେଶ୍ୱର,୧୯ା୨: ରାଜ୍ୟରେ ୩ ଲକ୍ଷ ୨୮ ହଜାର ୯୩୨ ଜଣ ଭୂତ ରାଶନାକାର୍ଡଧାରୀ ଅଛନ୍ତି। ଅର୍ଥାତ୍‌ ମୃତ ବ୍ୟକ୍ତିଙ୍କ ନାଁରେ ରହିଛି ରାଶନ କାର୍ଡ। e-KYC ପରେ ସେମାନଙ୍କୁ ତାଲିକାରୁ ବାଦ୍‌ ଦିଆଯାଇଛି। ବିଧାନସଭାରେ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଲିଖିତ…

KIIT scandal: ନେପାଳ ଛାତ୍ରଙ୍କ ସହ କଥାହେଲେ Mohan Majhi, ଦେଲେ ବଡ଼ ପ୍ରତିଶ୍ରୁତି…

କିଟ୍‌ କାଣ୍ଡ: ନେପାଳ ଛାତ୍ରଙ୍କ ସହ କଥାହେଲେ ମୁଖ୍ୟମନ୍ତ୍ରୀ, ଦେଲେ ବଡ଼ ପ୍ରତିଶ୍ରୁତି… ଭୁବନେଶ୍ୱର,୧୯।୨: କିଟ୍‌ କାଣ୍ଡକୁ ନେଇ ସାରା ରାଜ୍ୟ ରାଜନୀତି ସରଗରମ ରହିଛି। ବିବାଦ ଥମୁ ନ ଥିବାବେଳେ ଦିନକୁ ଦିନ ଘଟଣା ରୋଚକ ମୋଡ ନେଉଛି। ଏହାରି…

Odisha Rain Update: ୪ ଦିନ ଛେଚିବ! ଏସବୁ ଜିଲାକୁ ଘଡଘଡି ବର୍ଷା ଆଲର୍ଟ

ଭୁବନେଶ୍ୱର,୧୯।୨: ଆସୁଛି Rain Alert। ୨୦ରୁ ୨୩ ପର୍ଯ୍ୟନ୍ତ ବର୍ଷା ସମ୍ଭାବନା ରହିଛି। ରାଜ୍ୟର ଅର୍ଦ୍ଧାଧିକ ଜିଲାରେ ବର୍ଷା ନେଇ ପାଣିପାଗ କେନ୍ଦ୍ର ସୂଚନା ଦେଇଛି। ୨୦ରେ ୩ ଜିଲାକୁ ଅରେଞ୍ଜ, ୬ ଜିଲାକୁ ୟେଲୋ ୱାର୍ଣ୍ଣିଂ କରାଯାଇଛି। ସେହିପରି ୨୧ରେ…

KIITରେ ନେପାଳୀ ଛାତ୍ରଙ୍କୁ ଆକ୍ରମଣ ଘଟଣା: ପୋଲିସ ଜାଣିଶୁଣି ଲଗାଇଛି କୋହଳ ଦଫା!

ଭୁବନେଶ୍ୱର,୧୯ା୨(ସତ୍ୟଜିତ୍‌ ରାଉତ): କିଟ୍‌ ବିଶ୍ୱ ବିଦ୍ୟାଳୟରେ ମୃତ ବି.ଟେକ୍‌ ଛାତ୍ରୀ ପ୍ରକ୍ରିତି ଲାମ୍‌ସଲ୍‌ଙ୍କୁ ନ୍ୟାୟ ଦାବିରେ ଆନ୍ଦୋଳନରତ ଛାତ୍ରୀଛାତ୍ରଙ୍କୁ ମାଡ଼ ମାରି କ୍ୟାମ୍ପସ୍‌ରୁ ବଳପୂର୍ବକ ବାହାର କରିଦେବା ଘଟଣାରେ ଇନ୍‌ଫୋସିଟି ଥାନା ପୋଲିସ ୩ ଅଧିକାରୀଙ୍କ ସମେତ ୫ଜଣଙ୍କୁ ଗିରଫ କରିଥିଲା।…

ବିପର୍ଯ୍ୟୟ ସହାୟତା ଘୋଷଣା କଲା କେନ୍ଦ୍ର, ଓଡ଼ିଶାକୁ ମିଳିବ ଏତିକି କୋଟି

ନୂଆଦିଲ୍ଲୀ,୧୯।୨: ବିପର୍ଯ୍ୟୟ ପୀଡ଼ିତଙ୍କୁ ୧୫୫୫ କୋଟିର ସହାୟତା ଘୋଷଣା କଲା କେନ୍ଦ୍ର । ଏନେଇ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଏକ୍ସରେ ସୂଚନା ଦେଇଛନ୍ତି। କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ଅଧ୍ୟକ୍ଷତାରେ ଗଠିତ ଏକ କମିଟି ୨୦୨୪ରେ ବନ୍ୟା, ଆକସ୍ମିକ…

ଆଦଭିକ୍‌ ଶ୍ରୀବାସ୍ତବଙ୍କୁ ରିମାଣ୍ଡରେ ନେବ ପୋଲିସ, ଅଇଆରଓ, ହଷ୍ଟେଲ ୱାର୍ଡେନଙ୍କୁ ଜେରା ପାଇଁ…

ଭୁବନେଶ୍ୱର, ୧୯।୨ : KIIT ବିଶ୍ୱବିଦ୍ୟାଳୟରେ ନେପାଳୀ ଛାତ୍ରୀ ଆତ୍ମହତ୍ୟା ଘଟଣାରେ ନୂଆ ନୂଆ ତଥ୍ୟ ପଦାକୁ ଆସିବାରେ ଲାଗିଛି । ଅନ୍ୟପକ୍ଷେ ଘଟଣାର ମୁଖ୍ୟଅଭିଯୁକ୍ତ, ଆଦଭିକ୍‌ ଶ୍ରୀବାସ୍ତବଙ୍କୁ ରିମାଣ୍ଡରେ ନେବା ପାଇଁ ବୁଧବାର ପୋଲିସ କୋର୍ଟରେ ଆବେଦନ କରିବ ।…

Vigilance Raid: ଫସିଲେ ଡେପୁଟି କଲେକ୍ଟର, ଲାଞ୍ଚ ନେବାବେଳେ ମାଡ଼ିବସିଲା ଭିଜିଲାନ୍ସ

କେନ୍ଦୁଝର( ନରେଶ ଚନ୍ଦ୍ର ପଟ୍ଟନାୟକ) ୧୯।୨: ଭିଜିଲାନ୍ସ ଜାଲରେ ପଡିଲେ ଭୂ-ଅର୍ଜନ ଉପବିଭାଗର ଡେପୁଟି କଲେକ୍ଟର ଶରତ ଗିରି। ୫୦ ହଜାର ଲାଞ୍ଚ ନେବାବେଳେ ଭିଜିଲାନ୍ସ ଆଗରେ ଧରାପଡିଯାଇଛନ୍ତି। ଜମିଜମା ମାମଲାରେ ଡେପୁଟି କଲେକ୍ଟର ଟଙ୍କା ନେଉଥିଲେ ବୋଲି ଜଣାପଡିଛି। ସୂଚନାନୁସାରେ,…

କାହିଁକି ଏମ୍ସ ହସ୍ପିଟାଲରେ ପଶିଲା CBI: ମିଳିଲା କି….

ଭୁବନେଶ୍ୱର, ୧୯।୨ ଭୁବନେଶ୍ୱର ସ୍ଥିତ ଏମ୍ସ ହସ୍ପିଟାଲରେ ରେଡ୍‌ ହୋଇଛି। ସିବିଆଇ ପକ୍ଷରୁ ଏହି ରେଡ ଚାଲିଛି । ରିକ୍ୟୁରମେଣ୍ଟ ସ୍କାମ ନେଇ କେନ୍ଦ୍ରୀୟ ତଦନ୍ତକାରୀ ସଂସ୍ଥା (CBI) ରେଡ କରୁଛି । ଏହି ରେଡ ବେଳେ ବହୁ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri