Odisha Elections 2024

ରାଜ୍ୟ

ଶୀତରେ ଥରୁଛି ଜି.ଉଦୟଗିରି, ତାପମାତ୍ରା ରହିଛି…

ଜି.ଉଦୟଗିରି,୨୩ା୧୨(ଡି.ଏନ୍‌.ଏ.): ଜି.ଉଦୟଗିରି ସହରରେ ଏକ ସପ୍ତାହ ହେବ ଶୀତର ଲହରି ଜାରିରହିଛି। ଶୁକ୍ରବାର ସର୍ବନିମ୍ନ ତାପମାତ୍ରା ୫ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଛି। ସୋମବାର ୫ ଡିଗ୍ରୀ ରେକର୍ଡ କରାଯାଇଥିବା ବେଳେ ଶୁକ୍ରବାର ମଧ୍ୟ ତାପମାତ୍ରା ୫ ଡିଗ୍ରୀ ସେଲସିୟସ...

‘ଓଡ଼ିଶାର ପିଲାମାନେ କାହାଠାରୁ କମ୍‌ ନୁହନ୍ତି’

ଭୁବନେଶ୍ୱର,୨୩ା୧୨(ବ୍ୟୁରୋ): ପ୍ରତିଯୋଗିତାମୂଳକ ମନୋଭାବ ନେଇ ଆଗକୁ ବଢ଼, ଜୀବନରେ ପ୍ରତିଷ୍ଠା ଲାଭ କର, ମୋ’ ଆଶୀର୍ବାଦ ତୁମ ସାଥୀରେ ରହିଛି ବୋଲି ଶୁକ୍ରବାର ସର୍ଗିଫୁଲ ମହୋତ୍ସବର ଉଦ୍‌ଯାପନ ଦିବସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି। ଏସ୍‌ସିଏସ୍‌ଟି ଉନ୍ନୟନ ବିଭାଗ ଅନ୍ତର୍ଗତ...

ହକି ବିଶ୍ୱକପ୍‌: ୧୮ ଜଣିଆ ଟିମ୍‌ ଘୋଷଣା, ହରମନ୍‌ପ୍ରୀତ ସିଂଙ୍କୁ ଅଧିନାୟକ ଦାୟିତ୍ୱ

ଭୁବନେଶ୍ୱର,୨୩।୧୨(ବ୍ୟୁରୋ): ଆସନ୍ତା ଜାନୁୟାରୀ ୧୩ ତାରିଖରୁ ଆରମ୍ଭ ହେବାକୁ ଯାଉଛି ହକି ବିଶ୍ୱକପ୍‌। ଏହାପୂର୍ବରୁ ହକି ଇଣ୍ଡିଆ ଶୁକ୍ରବାର ୧୮ ଜଣିଆ ଟିମ୍‌ ଘୋଷଣା କରିଛି। ହରମନ୍‌ପ୍ରୀତ ସିଂଙ୍କୁ ଟିମ୍‌ ଇଣ୍ଡିଆର ଅଧିନାୟକ ଭାବେ ଦାୟିତ୍ୱ ଦିଆଯାଇଥିବା ବେଳେ ଅମିତ...

ନୂଆ ଭାରିଆଣ୍ଟକୁ ନେଇ ରାଜ୍ୟ ସରକାର ସଜାଗ: ବସିବ ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ୱର,୨୩।୧୨(ବ୍ୟରୋ): ଚିନ୍ତା ବଢାଇଲାଣି କରୋନାର ନୂଆ ଭାରିଆଣ୍ଟ। ଯାହାକୁ ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। କରୋନା ମୁକାବିଲା ପାଇଁ ସ୍ବାସ୍ଥ୍ୟ ସଚିବଙ୍କ ଅଧ୍ୟକ୍ଷତାରେ ଶୁକ୍ରବାର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ବସିବ। ତେବେ କରୋନା ସ୍ଥିତିକୁ ନେଇ...

ଖଣ୍ଡେ ଶାଢ଼ି, ହଜାରେ ଟଙ୍କା ବଦଳରେ ଯାଆଁଳା ଶିଶୁ ଶିଶୁ ବିକ୍ରି

ମୋରଡ଼ା,୨୩ା୧୨ (ଡି.ଏନ୍‌.ଏ.): ଦାରିଦ୍ର୍ୟର ତାଡ଼ନାରେ ଜଣେ ଆଦିବାସୀ ମହିଳା ହଜାରେ ଟଙ୍କା ଆଉ ଖଣ୍ଡେ ଶାଢ଼ି ବଦଳରେ ନବଜାତ ଯାଆଁଳା ଶିଶୁଙ୍କୁ ଦୁଇ ବ୍ୟକ୍ତିଙ୍କୁ ବିକିଦେବା ଚର୍ଚ୍ଚାର ବିଷୟ ହୋଇଛି। ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଭାଲିଆଡିହା ପଞ୍ଚାୟତର ଡାକୋଇ...

ବଡ଼ବଡ଼ିଆଙ୍କୁ ଉଚ୍ଛେଦ କରିପାରୁନି ବିଏମ୍‌ସି

ଭୁବନେଶ୍ୱର,୨୩।୧୨(ବ୍ୟୁରୋ): ଭୁବନେଶ୍ୱରରେ ଅନେକ ସରକାରୀ ଜମି ଲୋକଙ୍କ କବ୍‌ଜାରେ ରହିଛି। ଏହା ଉପରେ ଜବରଦଖଲ କରି କେତେଜଣ ଲୋକ ବ୍ୟବସାୟ ପ୍ରତିଷ୍ଠାନ ଗଢି ଲାଭବାନ୍‌ ହେଉଛନ୍ତି। ତେବେ ସରକାରୀ ଜମିକୁ ଜିଏ ବିଭାଗ ବିଏମ୍‌ସିକୁ ହସ୍ତାନ୍ତର କରିବା ପରେ ବି...

ଘର ଆଗରେ ଭାସୁଛି ଡ୍ରେନ୍‌ ପାଣି

ଭୁବନେଶ୍ୱର,୨୩।୧୨(ବ୍ୟୁରୋ): ଘର ଆଗରେ ଭାସୁଛି ଡ୍ରେନ୍‌ ପାଣି। ଘରୁ ଗୋଡ଼ କାଢିଲେ ଅପରିଷ୍କାର ପାଣି ଭିତରେ ପାଦ ପକାଇବାକୁ ପଡୁଛି। ଡ୍ରେନ୍‌ ପାଣି ପାଇଁ ମଶାଙ୍କ ପ୍ରାଦୁର୍ଭାବ ବଢ଼ି ଚାଲିଥିବାବେଳେ ଘର ଭିତରକୁ ପୋକଜୋକ ପଶିଯାଉଛନ୍ତି। ଏଭଳି ସ୍ଥିତି ଭୁବନେଶ୍ୱର...

ଚକ୍‌ମକ୍‌ ଧଉଳିର ଅବହେଳିତ ଐତିହ୍ୟ

ଭୁବନେଶ୍ୱର,୨୩।୧୨(ବ୍ୟୁରୋ): ନୂଆ ରୂପ ପାଇଛି ଶାନ୍ତିସ୍ତୂପ। ପୀଠର ସୌନ୍ଦର୍ଯ୍ୟକରଣ ସହ ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବାକୁ ନାନାଦି ପଦକ୍ଷେପ ଗ୍ରହଣ କରାଯାଇଛି। ଲାଇଟ୍‌ ଆଣ୍ଡ୍‌ ସାଉଣ୍ଡ୍‌ ଶୋ’ ଏହି ବୌଦ୍ଧ କୀର୍ତ୍ତିରାଜିର ଇତିହାସ ବଖାଣୁଛି। ହେଲେ ବଦଳିନି ଚକ୍‌ମକ୍‌ ଧଉଳିର ଅନେକ...

ପରାଜୟ ଆଶଙ୍କାରେ ଓଡ଼ିଶା

ଭୁବନେଶ୍ୱର, ୨୩।୧୨(କ୍ରୀଡ଼ା ପ୍ରତିନିଧି):ଡେରାଡୁନରେ ଚାଲିଥିବା ଉତ୍ତରାଖଣ୍ଡ ବିପକ୍ଷ ରଣଜୀ ଟ୍ରଫି କ୍ରିକେଟ ମ୍ୟାଚରେ ଓଡ଼ିଶା ପରାଜୟ ଆଶଙ୍କାରେ ପଡ଼ିଛି। ପ୍ରଥମ ଇନିଂସରେ ଓଡ଼ିଶା ୨୧୩ ରନ କରିଥିବାବେଳେ ଉତ୍ତରାଖଣ୍ଡ ୪୭୭ ରନକରି ୨୬୪ ରନରେ ଅଗ୍ରଣୀଲାଭ କରିଥିଲା। ଦ୍ୱିତୀୟ ଇନିଂସରେ...

ମାଷ୍ଟର ସେଫ୍‌ ଇଣ୍ଡିଆରେ ଓଡ଼ିଶାରୁ ଅବିନାଶ

ଭୁବନେଶ୍ୱର,୨୩।୧୨(ବ୍ୟୁରୋ): ଜାନୁୟାରୀ ୨ରୁ ମାଷ୍ଟର ସେଫ୍‌ ଇଣ୍ଡିଆ ଶୋ’ ଆରମ୍ଭ ହେବ। ପୂର୍ବରୁ ଓଡ଼ିଶାରୁ ଅନେକେ ଏଥିରେ ଅଂଶଗ୍ରହଣ କରି ବିଜେତା ହୋଇଛନ୍ତି। ଚଳିତବର୍ଷ ଏହି ଜାତୀୟ ଶୋ’ରେ ଓଡ଼ିଶାରୁ ଅବିନାଶ ପଟ୍ଟନାୟକ ଯୋଗଦେଇଥିବା ନେଇ ସୋନି ଚ୍ୟାନେଲ ପକ୍ଷରୁ...

ମୂର୍ତ୍ତି ଚୋରି ରାକେଟ ସକ୍ରିୟ, ଅଚିନ୍ତାରେ ପୋଲିସ

ଭୁବନେଶ୍ୱର,୨୩।୧୨ (ବ୍ୟୁରୋ): ଓଡ଼ିଶାର ବିଭିନ୍ନ ପୁରାତନ ମନ୍ଦିରରେ ଅଷ୍ଟଧାତୁରେ ନିର୍ମିତ ପ୍ରାଚୀନ ମୂର୍ତ୍ତି ପୂଜା ପାଉଛନ୍ତି। ଲୋକମାନେ ତାଙ୍କ ଆରାଧ୍ୟ ଦେବଦେବୀଙ୍କୁ ପୂଜା କରୁଥିବା ବେଳେ ଏଗୁଡ଼ିକ ଐତିହ୍ୟ ଓ ସଂସ୍କୃକ୍ତିକୁ ଅଧିକ ସମୃଦ୍ଧ କରୁଛି। ହେଲେ ଏହି ବହୁମୂଲ୍ୟ...

ଅବକାରୀ ବିଭାଗକୁ ଡିଜିଟାଲ ଇଣ୍ଡିଆ ସ୍ବର୍ଣ୍ଣ ପୁରସ୍କାର

ଭୁବନେଶ୍ୱର,୨୩ା୧୨(ବ୍ୟୁରୋ): ସ୍ବଚ୍ଛତା, ସମୟାନୁବର୍ତ୍ତିତା, ଅନ୍‌ଲାଇନ ସେବା ତଥା ‘ଇ-ଅବକାରୀ’ ନୀତି ପାଇଁ ରାଜ୍ୟ ଅବକାରୀ ବିଭାଗକୁ ସମ୍ମାନଜନକ ‘ଡିଜିଟାଲ ଇଣ୍ଡିଆ ସ୍ବର୍ଣ୍ଣ ପୁରସ୍କାର’ ନିମନ୍ତେ ଚୟନ କରାଯାଇଛି। ୨୦୨୩ ଜାନୁୟାରୀ ୭ରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏହି ପୁରସ୍କାର ପ୍ରଦାନ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri