ରାଜ୍ୟ

KIIT ବିଶ୍ୱବିଦ୍ୟାଳୟରେ ନେପାଳୀ ଛାତ୍ରୀ ଆତ୍ମହତ୍ୟା ଘଟଣା: ପ୍ରତିଷ୍ଠାତା ପହଞ୍ଚିଲେ ହେଲେ ମୁହଁ ଖୋଲିଲେନି

ଭୁବନେଶ୍ୱର,୧୯।୨: KIIT ବିଶ୍ୱବିଦ୍ୟାଳୟରେ ନେପାଳୀ ଛାତ୍ରୀ ଆତ୍ମହତ୍ୟା ଘଟଣାରେ ନୂଆ ନୂଆ ତଥ୍ୟ ପଦାକୁ ଆସିବାରେ ଲାଗିଛି । କିଟ୍‌ କର୍ତ୍ତୃପକ୍ଷଙ୍କ ଦାୟିତ୍ୱହୀନତା ଯୋଗୁ ଓଡ଼ିଶା ବିଶ୍ୱ ଦରବାରରେ ପୁଣିଥରେ ନିନ୍ଦିତ ହେବାକୁ ପଡିଛି । ଅନ୍ୟପଟେ ଏହି ଘଟଣାକୁ ନେଇ…

KIIT କାଣ୍ଡ: ନେପାଳୀ ଛାତ୍ରୀଙ୍କ ସୁଇସାଇଡ୍‌ ନୋଟ୍‌, ଭିତରେ ସାଂଘାତିକ କଥା…ରାଜ୍ୟରେ ଚହଳ

ଭୁବନେଶ୍ୱର,୧୯।୨: କିଟ୍‌ ଘଟଣାକୁ ନେଇ ସାରା ରାଜ୍ୟ ଉଠୁଛି ପଡୁଛି। ନେପାଳୀ ଛାତ୍ରୀ ଆତ୍ମହତ୍ୟା ଘଟଣାରେ କ୍ୟାମ୍ପସରେ ସୃଷ୍ଟି ହୋଇଥିବା ଅଶାନ୍ତି ଥମିନାହିଁ। ଚାରିଆଡେ ଚାପା ଉତ୍ତେଜନା ଲାଗି ରହିଛି। ଘଟଣା ଯେତିକି ଆଗକୁ ବଢୁଛି ସେତିକି ନୂଆ ମୋଡ ସୃଷ୍ଟି…

KIIT Viral Video: ସାମ୍ନାକୁ ଆସିଲା ଆତ୍ମହତ୍ୟାର ପ୍ରଥମ ଭିଡିଓ, ରୁମ୍‌ କବାଟ ଭାଙ୍ଗି ଭିତରେ ପଶି ଦେଖିଲେ ତ…

ଭୁବନେଶ୍ୱର,୧୯।୨: କିଟ୍‌ ବିଶ୍ୱବିଦ୍ୟାଳୟରେ ନେପାଳୀ ଛାତ୍ରୀ ଆତ୍ମହତ୍ୟା ଘଟଣାରେ ନୂଆ ନୂଆ ତଥ୍ୟ ପଦାକୁ ଆସିବାରେ ଲାଗିଛି । କିଟ୍‌ କର୍ତ୍ତୃପକ୍ଷଙ୍କ ଦାୟିତ୍ୱହୀନତା ଯୋଗୁ ଓଡ଼ିଶା ବିଶ୍ୱ ଦରବାରରେ ପୁଣିଥରେ ନିନ୍ଦିତ ହେବାକୁ ପଡିଛି । ଅନ୍ୟପଟେ ଏହି ଘଟଣାକୁ ନେଇ…

ଥାନାର ଦ୍ବାରସ୍ଥ ହେଲେ ଏସ୍‌ଏଚ୍‌ଜି ମହିଳା

ଥୁଆମୂଳ ରାମପୁର,୧୯ା୨ (ଦୁର୍ଗା କୀର୍ତ୍ତି): ସାମଗ୍ରୀ ଚୋରି ନେଇ ଥୁଆମୂଳ ରାମପୁର ବ୍ଲକର ୪ ଏସ୍‌ଏଚ୍‌ଜି ମହିଳା ଥାନାର ଦ୍ବାରସ୍ଥ ହୋଇଛନ୍ତି। ଅଭିଯୋଗକ୍ରମେ ବ୍ଲକର ନବରନ୍ନ ଏସ୍‌ଏଚ୍‌ଜି, ମା’ ବନଦୁର୍ଗା, ବିଶ୍ବ ଆଦିଶକ୍ତି, ବିଶ୍ବ ମା’ ମାଣିଶ୍ବରୀ ଗୋଷ୍ଠୀର ମହିଳା ମିଳିତ…

ଯୁବନେତା ଘର ଉପରେ ପକାଇଥିଲେ ବୋମା, ପଡ଼ିଲା ମହଙ୍ଗା

ଗୋପାଳପୁର,୧୯।୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ଗତ ୭ ତାରିଖ ରାତିରେ ଜଣେ ବିଜେଡି ଯୁବନେତା ସୁବାଶିଷ ସାହୁଙ୍କ ଘର ଉପରେ ବୋମାମାଡ଼ ହୋଇଥିଲା। ଏହି ଘଟଣାରେ ମଙ୍ଗଳବାର ପୋଲିସ ଜଣଙ୍କୁ ଗିରଫ କରିଛି। ସେ ଜଣେ ଭାଜପା କର୍ମୀ…

ଆରପାରିରେ ପୂର୍ବତନ ଏମ୍‌ପି ମୃତ୍ୟୁଞ୍ଜୟ ନାୟକ

ଫୁଲବାଣୀ,୧୯।୨(ରାକେଶ କୁମାର ରାଉତ): ଆରପାରିରେ ପୂର୍ବତନ ଏମ୍‌ପି ମୃତ୍ୟୁଞ୍ଜୟ ନାୟକ। କଂଗ୍ରେସରୁ ୩ ଥର ଜିତି ଏମ୍‌ପି ହୋଇଥିବା ଫୁଲବାଣୀର ମୃତ୍ୟୁଞ୍ଜୟ ନାୟକ(୭୨)ଙ୍କ ମଙ୍ଗଳବାର ସନ୍ଧ୍ୟାରେ ପରଲୋକ ହୋଇଛି। ଅସୁସ୍ଥତା କାରଣରୁ ସେ ଗତ କିଛିଦିନ ହେଲା ବ୍ରହ୍ମପୁର ମେଡିକାଲ, ଦୁଇଦିନ…

ଆଜିଠୁ ସପ୍ତାହେ ଘଡ଼ଘଡ଼ି ସହ ବର୍ଷା:ଏହିସବୁ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର,୧୯ା୨(ଅନୁରାଧା ମହାରଣା):ରାଜ୍ୟରେ ଗ୍ରୀଷ୍ମପ୍ରବାହ ଜାରି ରହିଥିବାବେଳେ ମଙ୍ଗଳବାର ସର୍ବାଧିକ ତାପମାତ୍ରା ବୌଦ୍ଧରେ ୩୬.୮ ଡିଗ୍ରୀ ରେକର୍ଡ କରାଯାଇଛି। ତେବେ ବୁଧବାରଠାରୁ ସପ୍ତାହେ ପର୍ଯ୍ୟନ୍ତ ବିଭିନ୍ନ ଜିଲାରେ ଘଡ଼ଘଡ଼ି ବିଜୁଳି ସହ ବର୍ଷା ହେବାର ସମ୍ଭାବନା ରହିଛି। ବୁଧବାର ବାଲେଶ୍ୱର ଓ ମୟୂରଭଞ୍ଜ…

ଲୋକସେବା ଭବନରେ ଲାଗିଲା ନିଆଁ

ଭୁବନେଶ୍ୱର,୧୮।୨: ଲୋକସେବା ଭବନରେ ମଙ୍ଗଳବାର ଅପରାହ୍ନରେ ପୁଣି ଏକ ଅଘଟଣ ଘଟିଛି। ଅପରାହ୍ନ ପ୍ରାୟ ୪ ଟା ୩୮ ମିନିଟରେ ସମବାୟ ବିଭାଗ ଉପରସ୍ଥ ପରିସରରେ ଅଗ୍ନିକାଣ୍ଡ ଘଟି ବହୁ ଗୁରୁତ୍ୱପୂର୍ଣ୍ଣ ଯନ୍ତ୍ରାଂଶ ପୋଡ଼ି ନଷ୍ଟ ହୋଇଯାଇଛି। ଖବର ପାଇ ଅଗ୍ନିଶମ…

ସପ୍ତାହେ ଯାଏ ଘଡ଼ଘଡ଼ି ସହ ବର୍ଷା

ଭୁବନେଶ୍ୱର,୧୮ା୨ (ଅନୁରାଧା ମହାରଣା) – ରାଜ୍ୟରେ ଗ୍ରୀଷ୍ମପ୍ରବାହ ଜାରି ରହିଥିବାବେଳେ ମଙ୍ଗଳବାର ସର୍ବାଧିକ ତାପମାତ୍ରା ବୌଦ୍ଧରେ ୩୬.୮ ଡିଗ୍ରୀ ରେକର୍ଡ କରାଯାଇଛି। ତେବେ ବୁଧବାରଠାରୁ ସପ୍ତାହେ ପର୍ଯ୍ୟନ୍ତ ବିଭିନ୍ନ ଜିଲାରେ ଘଡ଼ଘଡ଼ି ବିଜୁଳି ସହ ବର୍ଷା ହେବାର ସମ୍ଭାବନା ରହିଛି। ବୁଧବାର…

KIIT student death case: ତାତିଲେ ପିଲା, କିଟ୍‌ରେ ଭଙ୍ଗାରୁଜା

ଭୁବନେଶ୍ୱର,୧୮।୨: କଳିଙ୍ଗ ଇନଷ୍ଟିଚ୍ୟୁଟ ଅଫ ଇଣ୍ଡଷ୍ଟ୍ରିଆଲ ଟେକ୍ନୋଲୋଜି (KIIT)ରେ ଜଣେ ନେପାଳୀ ଛାତ୍ରଙ୍କ ଆତ୍ମହତ୍ୟା ପରେ, ସାରା ରାଜ୍ୟରେ ଚହଳ ପଡିଛି। କେବଳ ରାଜ୍ୟରେ ନୁହେଁ ଦେଶକୁ ନିନ୍ଦିତ ହେବାକୁ ପଡିଛି। ଘଟଣାକୁ ନେଇ ପ୍ରତିବାଦ କରିବା ସମୟରେ ବିଶ୍ୱବିଦ୍ୟାଳୟ କର୍ମଚାରୀଙ୍କ…

KIIT ରେ ଛାତ୍ରୀ ମୃତ୍ୟୁ ଘଟଣା: ଗିରଫ କରୁ କରୁ ମିଳିଗଲା ଜାମିନ

ଭୁବନେଶ୍ୱର,୧୮।୨: କିଟ୍‌ରେ ନେପାଳୀ ଛାତ୍ରୀ ମୃତ୍ୟୁ ଘଟଣା ସାରା ରାଜ୍ୟ ଉଠୁଛି ପଡୁଛି। ଏହାକୁ ନେଇ ରାଜ୍ୟ ରାଜନୀତି ସରଗରମ ରହିଛି। ଏହି ଘଟଣାରେ ଗିରଫ କରାଯାଇଥିବା ୫ଜଣ ଦୋଷୀଙ୍କୁ ଜାମିନ ମିଳିଛି। KIIT student death ମୃତ୍ୟୁ ଘଟଣାରେ ୫…

କିଟ୍‌ କାଣ୍ଡର ଖୋଲିଲା ବଡ଼ ଗୁମର, ନେପାଳୀ ଛାତ୍ରୀଙ୍କୁ ହୋଇଥିଲା ବ୍ୟାନ

ଭୁବନେଶ୍ୱର,୧୮।୨: କିଟ୍‌ରେ ନେପାଳୀ ଛାତ୍ରୀ ମୃତ୍ୟୁ ଘଟଣା ସାରା ରାଜ୍ୟକୁ ତାଜୁବ କରିଦେଇଛି। ଏହାକୁ ନେଇ ରାଜ୍ୟ ରାଜନୀତି ଉଠୁଛିପଡୁଛି। ଘଟଣା ପାଇଁ ଓଡ଼ିଶାକୁ ସାରା ବିଶ୍ୱରେ ନିନ୍ଦା କରାଯାଉଛି। କିଟ୍‌ କର୍ତ୍ତୃପକ୍ଷଙ୍କ ଏଭଳି ବ୍ୟବହାରକୁ ନେପାଳ ସରକାର ଏବଂ ସେଠାକାର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri