Odisha Elections 2024

ରାଜ୍ୟ

ଅବକାରୀ ବିଭାଗକୁ ଡିଜିଟାଲ ଇଣ୍ଡିଆ ସ୍ବର୍ଣ୍ଣ ପୁରସ୍କାର

ଭୁବନେଶ୍ୱର,୨୩ା୧୨(ବ୍ୟୁରୋ): ସ୍ବଚ୍ଛତା, ସମୟାନୁବର୍ତ୍ତିତା, ଅନ୍‌ଲାଇନ ସେବା ତଥା ‘ଇ-ଅବକାରୀ’ ନୀତି ପାଇଁ ରାଜ୍ୟ ଅବକାରୀ ବିଭାଗକୁ ସମ୍ମାନଜନକ ‘ଡିଜିଟାଲ ଇଣ୍ଡିଆ ସ୍ବର୍ଣ୍ଣ ପୁରସ୍କାର’ ନିମନ୍ତେ ଚୟନ କରାଯାଇଛି। ୨୦୨୩ ଜାନୁୟାରୀ ୭ରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏହି ପୁରସ୍କାର ପ୍ରଦାନ...

ଯୋଡ଼ିହେଲା ଯୁବତୀଙ୍କ କଟାହାତ

ଭୁବନେଶ୍ୱର,୨୩।୧୨ (ବ୍ୟୁରୋ): ପ୍ଲାଷ୍ଟିକ ସର୍ଜରି କ୍ଷେତ୍ରରେ ଭୁବନେଶ୍ୱର ଏମ୍‌ସକୁ ମିଳିଛି ଆଉ ଏକ ସଫଳତା। ସ୍ବତନ୍ତ୍ର ଡାକ୍ତରୀ ଟିମ୍‌ ୧୦ ଘଣ୍ଟାର ଅପରେଶନ ପରେ ଜଣେ ଯୁବତୀଙ୍କ ସମ୍ପୂର୍ଣ୍ଣ କଟା ହାତକୁ ଯୋଡିବାରେ ସକ୍ଷମ ହୋଇଛନ୍ତି। ଡିସେମ୍ବର ୯ ତାରିଖ...

ଗୋପବନ୍ଧୁ ମିଶ୍ରଙ୍କୁ ସଂସ୍କୃତ ଅନୁବାଦ ପୁରସ୍କାର

ଭୁବନେଶ୍ୱର,୨୩।୧୨ (ବ୍ୟୁରୋ): ପ୍ରଫେସର ଗୋପବନ୍ଧୁ ମିଶ୍ର କଥାକାର ମନୋଜ ଦାସଙ୍କ ଉପନ୍ୟାସ ‘ଅମୃତ ଫଳ’ର ସଂସ୍କୃତ ଅନୁବାଦ ‘ଅମୃତ ଫଳମ୍‌’ ପାଇଁ ପୁରସ୍କାର ପାଇବାକୁ ମନୋନୀତ ହୋଇଛନ୍ତି। ସେ ନୟାଗଡ଼ ଜିଲାର ବିରୁଡ଼ା ଗ୍ରାମରେ ଜନ୍ମ ଗ୍ରହଣ କରିଛନ୍ତି। ଗୋପବନ୍ଧୁ...

ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କୁ ଆମନ୍ତ୍ରଣ କରାଯିବ

ଭୁବନେଶ୍ୱର,୨୩ା୧୨(ବ୍ୟୁରୋ): ଆସନ୍ତା ଜାନୁୟାରୀରେ ଭୁବନେଶ୍ୱର ଓ ରାଉରକେଲାରେ ପୁରୁଷ ହକି ବିଶ୍ବକପ୍‌-୨୦୨୩ ଆୟୋଜିତ ହେବ। ଏହି କାର୍ଯ୍ୟକ୍ରମରେ ଯୋଗଦେବା ପାଇଁ ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କୁ ଆମନ୍ତ୍ରଣ କରାଯିବ। ବିଶ୍ବକପ୍‌ ଆୟୋଜନ ଏବଂ ସୁପରିଚାଳନା ନିମନ୍ତେ ଗୁରୁବାର ଲୋକସେବା ଭବନର କନ୍‌ଭେନଶନ...

ଓ୍ବାର୍ଡର ପରୀକ୍ଷାରେ ପ୍ରବଳ ବିଶୃଙ୍ଖଳା

ଭୁବନେଶ୍ୱର,୨୩ା୧୨(ବ୍ୟୁରୋ):ରାଜ୍ୟର ୪୦୩ ଜେଲ ଓ୍ବାର୍ଡର ପଦବୀ ଲାଗି ଗୁରୁବାରଠାରୁ ପରୀକ୍ଷା ଆରମ୍ଭ ହୋଇଛି। ଏହି ପରୀକ୍ଷା ୨୮ ତାରିଖ ପର୍ଯ୍ୟନ୍ତ ଚାଲିବ ବୋଲି ଜଣାପଡ଼ିଛି। ହେଲେ ପରୀକ୍ଷା ଆରମ୍ଭ ଦିନରୁ ହିଁ ବିଭ୍ରାଟ ଦେଖାଦେଇଛି। ପରୀକ୍ଷାର୍ଥୀଙ୍କୁ ସକାଳ ୮ଟା ସମୟରେ...

ଭୟଭୀତ ନ ହେବାକୁ ପରାମର୍ଶ

ଭୁବନେଶ୍ୱର,୨୩ା୧୨(ବ୍ୟୁରୋ):କିଛି ମାସ ବିରାମ ପରେ ପୁଣି କୋଭିଡ୍‌-୧୯ ସଂକ୍ରମଣ ଭୟ ଘାରିଲାଣି। ଓମିକ୍ରନର ସବ୍‌ଭାରିଆଣ୍ଟ ବିଏଫ୍‌.୭ ଯୋଗୁ ଚାଇନାରେ ଭୟାବହ ପରିସ୍ଥିତି ସୃଷ୍ଟି ହୋଇଥିବା ବେଳେ ଓଡ଼ିଶାରେ ମଧ୍ୟ ଏହି ଭୂତାଣୁ ସଂକ୍ରମିତ ଚିହ୍ନଟ ହେଲେଣି। ଆଗାମୀ ଦିନରେ ଯେପରି...

ମୋବିଲ ରିଫାଇନାରି କାରଖାନାରେ ବଡ଼ ଧରଣର ଅଗ୍ନିକାଣ୍ଡ

ଧର୍ମଶାଳା,୨୨ା୧୨(ଡି.ଏନ୍‌.ଏ.): ଯାଜପୁର ଜିଲା ଧର୍ମଶାଳା ଥାନା ଅଧୀନ ହରିଦାସପୁରର ରାମ୍‌କୋ ସିମେଣ୍ଟ୍‌ କାରଖାନା ନିକଟ ରେଳ ଲାଇନ ପାର୍ଶ୍ୱରେ ଥିବା ତାପସ ମହାନ୍ତିଙ୍କ ଗଜାନନ ପେଟ୍ରୋ କେମିକାଲ କାରଖାନାରେ ଗୁରୁବାର ସନ୍ଧ୍ୟାରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ କାରଖାନାର...

ବଳାତ୍କାରୀଙ୍କୁ ୨୫ ବର୍ଷ ଜେଲ

ଫୁଲବାଣୀ ଅଫିସ, ୨୨ା୧୨: ଏକ ଶିଶୁକନ୍ୟା ବଳାତ୍କାର ମାମଲାର ବିଚାର କରି ଗୁରୁବାର ଫୁଲବାଣୀ ପୋକ୍‌ସୋ କୋର୍ଟ ସ୍ବତନ୍ତ୍ର ବିଚାରପତି ସଞ୍ଜିତ କୁମାର ବେହେରା ଅଭିଯୁକ୍ତଙ୍କୁ ୨୫ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଏଥିସହ ତାଙ୍କୁ ୨୨ ହଜାର ଟଙ୍କା...

ସବୁଠାରୁ ଛୋଟ ଦିନ

ଭୁବନେଶ୍ୱର,୨୨ା୧୨(ବ୍ୟୁରୋ): ପ୍ରତିବର୍ଷ ଡିସେମ୍ବର ୨୧ କିମ୍ବା ୨୨ରେ ଉତ୍ତର ଗୋଲାର୍ଦ୍ଧରେ ଶୀତଋତୁର ପ୍ରଥମ ଦିନ ଆରମ୍ଭ ହୋଇଥାଏ। ଏହି ଦିନଟି ଉତ୍ତର ଗୋଲାର୍ଦ୍ଧରେ ବର୍ଷର ‘ସବୁଠାରୁ ଛୋଟ ଦିନ’ ହୋଇଥାଏ। ଜ୍ୟୋତିର୍ବିଜ୍ଞାନୀଙ୍କ ମତରେ ଶୀତଦିନ ଆରମ୍ଭ ହୁଏ ବର୍ଷର ଏହି...

ଡ. ଗାୟତ୍ରୀବାଳା ପଣ୍ଡା ପାଇବେ ସାହିତ୍ୟ ଏକାଡେମୀ ପୁରସ୍କାର

ଭୁବନେଶ୍ୱର,୨୨ା୧୨(ବ୍ୟୁରୋ): ୨୦୨୨ ମସିହା ପାଇଁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇବେ କବୟିତ୍ରୀ ଡ. ଗାୟତ୍ରୀବାଳା ପଣ୍ଡା। ସେ ତାଙ୍କର କବିତା ସଂକଳନ ‘ଦୟାନଦୀ’ ପାଇଁ ଏହି ମର୍ଯ୍ୟାଦାଜନକ ପୁରସ୍କାର ପାଇବାକୁ ମନୋନୀତ ହୋଇଛନ୍ତି। ପୁରସ୍କାର ସ୍ବରୂପ ୧ ଲକ୍ଷ...

ବାଲେଶ୍ୱରରେ ୧୮୦୬ କୋଟି ଟଙ୍କାର ପ୍ରକଳ୍ପ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୨ା୧୨(ବ୍ୟୁରୋ): ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବାଲେଶ୍ବର ଗସ୍ତ କରି ସେଠାରେ ୧୮୦୬ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି। ଏଥିରେ ୩୭୪ କୋଟି ଟଙ୍କାର ପ୍ରକଳ୍ପ ଉଦ୍‌ଘାଟିତ ହୋଇଥିବା ବେଳେ, ୧୪୩୧ କୋଟି ଟଙ୍କାର ପ୍ରକଳ୍ପ ପାଇଁ...

ଗାଁକୁ ନାହିଁ ରାସ୍ତା, ବିଜୁଳି ସାତସପନ

ନୂଆପଡ଼ା ଅଫିସ,୨୨।୧୨: କେନ୍ଦ୍ର ତଥା ରାଜ୍ୟ ସରକାର ସ୍ବାସ୍ଥ୍ୟ, ଗମନାଗମନ, ବିଜୁଳି ଓ ପାନୀୟଜଳ ଭଳି ମୌଳିକ ସୁବିଧା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ହେଲେ ଏହି ସବୁ ଯୋଜନା ନୂଆପଡ଼ା ଜିଲା କୋମନା ବ୍ଲକ ସୁନାବେଡା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri