ରାଜ୍ୟ

୪୦ଟି ଶିକ୍ଷଣ ସାମଗ୍ରୀ ପ୍ରଦର୍ଶିତ: ୧୪ ଶିକ୍ଷୟିତ୍ରୀ ଶିକ୍ଷକଙ୍କ ଅଂଶଗ୍ରହଣ

ଦିଗପହଣ୍ଡି,୧୮ା୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଏନଏସି କ୍ଲଷ୍ଟର ଅନ୍ତର୍ଗତ ମଧୁ ବିଦ୍ୟାପୀଠରେ ସିଆରସିସି ଅନିଲ କୁମାର ଦାସଙ୍କ ସଂଯୋଜନାରେ ୨ ଦିନ ଚାଲିଥିବା ବିଷୟ ଭିତ୍ତିକ ଶିକ୍ଷଣ ସାମଗ୍ରୀ କର୍ମଶାଳା ଉଦଯାପିତ ହୋଇଯାଇଛି। ଦିଗପହଣ୍ଡି ଭାରପ୍ରାପ୍ତ ଗୋଷ୍ଠୀ ଶିକ୍ଷାଧିକାରୀ ବାଳା ମାଝୀ,…

ତେଜିଲା KIIT ରେ ଛାତ୍ରୀ ମୃତ୍ୟୁ ଘଟଣା: ପୁଣି ରାସ୍ତାକୁ ଓହ୍ଲାଇଲେ ଛାତ୍ରୀଛାତ୍ର, କ୍ୟାଣ୍ଡେଲ ଧରି…ଓଡ଼ିଶାରେ ହଲଚଲ

ଭୁବନେଶ୍ୱର,୧୮।୨: କିଟ୍‌ରେ ନେପାଳୀ ଛାତ୍ରୀ ଆତ୍ମହତ୍ୟା ଘଟଣା ଥମିବାର ନାଁ ନେଉନାହିଁ। KIIT ରେ ନେପାଳୀ ଛାତ୍ରୀ ଆତ୍ମହତ୍ୟାକୁ ନେଇ ସାରା ଦେଶ ଉଠୁଛି ପଡୁଛି। ଘଟଣାକୁ ନେଇ ସାରା ଦେଶରେ ଓଡ଼ିଶାକୁ ନିନ୍ଦା କରାଯାଉଛି। ଆତ୍ମହତ୍ୟା ମାମଲାକୁ ନେଇ ରାଜ୍ୟ…

KIIT student death case: ବଡ଼ ଖବର, ୫ଜଣଙ୍କୁ ବାନ୍ଧିଲା ପୋଲିସ

ଭୁବନେଶ୍ୱର,୧୮।୨: KIIT ରେ ନେପାଳୀ ଛାତ୍ରୀ ଆତ୍ମହତ୍ୟାକୁ ନେଇ ସାରା ଦେଶ ଉଠୁଛି ପଡୁଛି। ଘଟଣାକୁ ନେଇ ସାରା ଦେଶରେ ଓଡ଼ିଶାକୁ ନିନ୍ଦା କରାଯାଉଛି। ଆତ୍ମହତ୍ୟା ମାମଲାକୁ ନେଇ ରାଜ୍ୟ ରାଜନୀତି ଏବେ ସରଗରମ ରହିଛି । ଏହାରି ଭିତରେ ଆକ୍ସନ…

KIIT ଛାତ୍ରୀ ମୃତ୍ୟୁ ଘଟଣା: ମନ୍ତ୍ରୀ ସୂର୍ଯ୍ୟବଂଶୀଙ୍କ ବଡ଼ ବୟାନ, କାହାକୁ ଛଡାଯିବନି…

ଭୁବନେଶ୍ୱର,୧୮।୨: KIIT student death ଘଟଣା ଏବେ କେବଳ ଓଡ଼ିଶାରେ ନୁହେଁ ସାରା ଦେଶରେ ଚହଳ ପକେଇଛି। ଘଟଣାକ୍ରମ ଯେପରି ବଢୁଛି କିଟ୍‌ ସେତିକି ବିବାଦୀୟ ହୋଇପଡିଛି। ଏହାରି ଭିତରେ ଉଚ୍ଚ ଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ଗଣମାଧ୍ୟମରେ ବଡ଼ ବୟାନ…

KIIT student death case: ବଡ଼ ଆକ୍ସନ ନେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଯିଏ ଦୋଷୀ…

ଭୁବନେଶ୍ୱର,୧୮।୨: କିଟ୍‌ ଘଟଣାକୁ ନେଇ ଆକ୍ସନ ମୋଡ୍‌ରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। Nepal Student Suicide ଘଟଣାର ତଦନ୍ତ ନେଇ ଉଚ୍ଚସ୍ତରୀୟ କମିଟି ଗଠନ କରିଛନ୍ତି ରାଜ୍ୟ ସରକାର। ଏହି କମିଟିରେ ସ୍ଥାନ ପାଇଛନ୍ତି ୩ଟି ବିଭାଗର ସଚିବ। କମିଟିରେ ଗୃହ…

KIIT student death case: ନେପାଳରେ ରାସ୍ତାକୁ ଓହ୍ଲାଇଲେ ଛାତ୍ର ସଂଘ, କିଟ୍‌ରେ ଚହଳ

ଭୁବନେଶ୍ୱର,୧୮।୨: କିଟ୍‌ରେ ନେପାଳୀ ଛାତ୍ରୀ ଆତ୍ମହତ୍ୟାକୁ ନେଇ ସାରା ଦେଶ ଉଠୁଛି ପଡୁଛି। ଏପରି କି ପଡୋଶୀ ଦେଶ ନେପାଳ ମଧ୍ୟ ଏହାକୁ ଜୋରଦାର ବିରୋଧ କରିଛି। ମଙ୍ଗଳବାର କାଠମାଣ୍ଡୁରେ Nepali Congress party ରାସ୍ତାକୁ ଓହ୍ଲାଇଛି। ଆତ୍ମହତ୍ୟା କରିଥିବା ଛାତ୍ରୀଙ୍କୁ…

ମଙ୍ଗଳବାର ଦେଇଥାନ୍ତେ ପରୀକ୍ଷା ସୋମବାର ରାତିରେ ବାପାଙ୍କୁ ଶେଷ ଚିଠିଲେଖି ନେଲେ ଏମିତି ଚରମ ନିଷ୍ପତ୍ତି

ଭୁବନେଶ୍ୱର,୧୮।୨: ବୁଧବାର ପରୀକ୍ଷା ଦେଇଥାନ୍ତେ । ମଙ୍ଗଳବାର ମିଳିଲା ଝୁଲନ୍ତା ମୃତଦେହ । ଏଭଳି ଘଟଣା ଘଟିଛି ରାଜଧାନୀ ଭୁବନେଶ୍ୱରରେ। ପରିତ୍ୟକ୍ତ ସି-ସୋର୍‌ କୋଠାରୁ ମିଳିଛି ଛାତ୍ରଙ୍କ ମୃତଦେହ । ମୃତ ଛାତ୍ର ହେଲେ  ସୁମନ ବିଶ୍ବାଳ ।  ଏକ ଘରୋଇ…

ସହରାଞ୍ଚଳ ଡିଜିଟାଲ ସର୍ଭେ ‘ନକ୍ସା’ର ଶୁଭାରମ୍ଭ କଲେ ମନ୍ତ୍ରୀ

ଖୋର୍ଦ୍ଧା,୧୮।୨(ପ୍ରଭାତ ପାଣିଗ୍ରାହୀ): ଭାରତ ସରକାରଙ୍କ ସର୍ବେକ୍ଷଣ ସଂସ୍ଥା ସର୍ଭେ ଅଫ ଇଣ୍ଡିଆ ଆନୁକୂଲ୍ୟରେ ମଙ୍ଗଳବାର ସହରାଞ୍ଚଳ ଜାତୀୟ ଭୂସ୍ଥାନିକ ସର୍ବେକ୍ଷଣ ‘ନକ୍ସା’ର ଶୁଭାରମ୍ଭ ହୋଇଯାଇଛି। ଦେଶର ୧୫୨ଟି ସହର ଏଥିରେ ସ୍ଥାନ ପାଇଥିବା ବେଳେ ଓଡ଼ିଶାରୁ ଖୋର୍ଦ୍ଧା, ଜଟଣୀ, ଝାରସୁଗୁଡ଼ା ଓ…

ବିପଦରେ ଗଜରାଜ, ବର୍ଷକରେ ମରିଛନ୍ତି ୮୧ ହାତୀ: ମନ୍ତ୍ରୀ

ଭୁବନେଶ୍ୱର,୧୮।୨: ବିଧାନସଭାରେ ଚାଲିଛି ୨୦୨୫-୨୬ ଆର୍ଥିକ ବର୍ଷର ବଜେଟ ଅଧିବେଶନ। ଏହିସମୟରେ, ମଙ୍ଗଳବାର ବିଧାୟକ ପ୍ରସନ୍ନ ଆଚାର୍ଯ୍ୟଙ୍କ ଏକ ପ୍ରଶ୍ନରେ ଜଙ୍ଗଲ, ପରିବେଶ ଏବଂ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ ଉତ୍ତର ରଖି ବର୍ଷକରେ ହାରାହାରି ୮୧…

ଠେଲାପେଲାରେ କଂଗ୍ରେସ ସଭାପତି ଭକ୍ତ ଦାସ ଆହତ: ଅଣନିଶ୍ୱାସୀ ହୋଇ…

ଭୁବନେଶ୍ୱର,୧୮।୨: ଓଡ଼ିଶା କଂଗ୍ରେସ ସଭାପତି ଭକ୍ତ ଦାସ ଆହତ ହୋଇଛନ୍ତି। ଅଣନିଶ୍ୱାସୀ ହେବା ସହ ଡାହାଣ ହାତରେ ଆଘାତ ଲାଗିଛି। କିଛି ସମୟ ପାଇଁ ଭକ୍ତ ଦାସ ଆମ୍ବୁଲାନ୍ସରେ ଭର୍ତ୍ତି ହୋଇଛନ୍ତି। ଶିଶୁଭବନ ଛକ ଆସିବାବେଳେ ଠେଲାପେଲାରେ ଏଭଳି ଘଟଣା ଘଟିଛି…

ଓଡ଼ିଶାରେ ୨୦୨୫-୨୬ ଶିକ୍ଷାବର୍ଷରୁ ଶିଶୁ ବାଟିକା ନାମଲେଖା: ମନ୍ତ୍ରୀ

ଭୁବନେଶ୍ୱର,୧୮।୨: ଓଡ଼ିଶାର ପ୍ରାଥମିକ ବିଦ୍ୟାଳୟଗୁଡ଼ିକରେ ଶିଶୁ ବାଟିକା ପ୍ରବେଶ ଆସନ୍ତା ଶିକ୍ଷାବର୍ଷରୁ ଆରମ୍ଭ ହେବ ବୋଲି ସ୍କୁଲ ଏବଂ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ମଙ୍ଗଳବାର ସୂଚନା ଦେଇଛନ୍ତି। ଜାତୀୟ ଶିକ୍ଷା ନୀତି (NEP) ୨୦୨୦ ଅନୁଯାୟୀ, ୩ ବର୍ଷ ବୟସର…

ପଞ୍ଚାୟତିରାଜ ମନ୍ତ୍ରୀଙ୍କ ବଡ଼ ସୂଚନା: ୫ ବର୍ଷରେ ୨୮ କୋଟି ଦୁର୍ନୀତି

ଭୁବନେଶ୍ୱର,୧୮।୨:୨୦୨୫-୨୬ ଆର୍ଥିକ ବର୍ଷର ବିଧାନସଭାରେ ଚାଲିଛି ବଜେଟ ଅଧିବେଶନ। ଏହିସମୟରେ, ମଙ୍ଗଳବାର ଗୃହରେ ପଞ୍ଚାୟତିରାଜ ମନ୍ତ୍ରୀ ରବିନାରାୟଣ ନାୟକ ଏକ ବଡ଼ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି ଯେ, ୫ ବର୍ଷରେ ପଞ୍ଚାୟତିରାଜ ବିଭାଗରେ ବଡ଼ଧରଣର ଦୁର୍ନୀତି ହୋଇଛି। ଦାରିଦ୍ର୍ୟ ଦୂରୀକରଣ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri