ରାଜ୍ୟ

ବାପାଙ୍କ ଦେହାନ୍ତ ଯୋଗୁ ଚାଷୀ ତାଙ୍କ ହକ୍‌ ପାଇଲେ: ବର୍ଷା

ଭୁବନେଶ୍ବର, ୨୮ା୧୧(ବ୍ୟୁରୋ): ଚାଷୀଙ୍କୁ ଫସଲବୀମା ଯୋଗାଇବା ପାଇଁ ଦୀର୍ଘ ୧୫ ମାସ ହେଲା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କେନ୍ଦ୍ରକୁ ଚିଠି ଲେଖି ଆସୁଛନ୍ତି। ହେଲେ କେନ୍ଦ୍ର ଏ ଦିଗରେ ନ ଶୁଣିବାରୁ ପଦ୍ମପୁର ଅଞ୍ଚଳର ଚାଷୀ ଆନ୍ଦୋଳନରେ ବସିଥିଲେ। ଉପନିର୍ବାଚନ...

କେନ୍ଦ୍ରାପଡ଼ା ବାଣ ବିସ୍ଫୋରଣ ଘଟଣା: ଆଖି ବୁଜିଲେ ଆଉ ଜଣେ, ମୃତ୍ୟୁସଂଖ୍ୟା ୨କୁ ବୃଦ୍ଧି

କେନ୍ଦ୍ରାପଡ଼ା ଅଫିସ,୨୮ା୧୧: କେନ୍ଦ୍ରାପଡ଼ା ସଦର ଥାନା ଅନ୍ତର୍ଗତ ବାଲିଆ ବଜାରରେ କାର୍ତ୍ତିକେଶ୍ୱର ଭସାଣିରେ ଗତ ବୁଧବାର ବାଣ ବିସ୍ଫୋରଣ ଘଟି ଶତାଧିକ ଆହତ ହୋଇଥିଲେ। ଏହି ଆହତମାନଙ୍କ ମଧ୍ୟରେ ୩୬ ଗୁରୁତର ହୋଇଥିଲେ। ସେମାନଙ୍କୁ କଟକ ବଡ଼ ଡାକ୍ତରଖାନା ସ୍ଥାନାନ୍ତର...

ରାସ୍ତାକୁ ଯିଏ ଆସିଲା ସିଏ ଫସିଲା

ଭୁବନେଶ୍ୱର,୨୮।୧୧(ବ୍ୟୁରୋ)ସକାଳୁ ସକାଳୁ ସହରର ସାଧାରଣ ଜୀବନଯାତ୍ରା ସ୍ବାଭାବିକ ଥିଲା। ହେଲେ ୧୦ଟା ପରେ ରାଜଧାନୀର ଚିତ୍ର ସମ୍ପୂର୍ଣ୍ଣ ବଦଳିଯାଇଥିଲା। ଚାରିପଟୁ ରାଜଧାନୀକୁ ପ୍ରବେଶ କରିଥିଲା ମାଳମାଳ ଗାଡି। ଯେଉଁଆଡେ ଦେଖିବ ବ୍ୟାନର ଲଗାହୋଇଥିବା ବସ୍‌, ବୋଲେରୋ, କାର୍‌। ଅଧିକାଂଶ ଗାଡ଼ିଥିଲା...

କିସ୍‌ର ଦୁଇଶାଖା ପରିଦର୍ଶନ କଲେ ଅଚ୍ୟୁତ ସାମନ୍ତ

ଭୁବନେଶ୍ୱର,୨୮।୧୧(ବ୍ୟୁରୋ): କିସ୍‌ ଭୁବନେଶ୍ୱରର ନୂଆ ଶାଖା କିସ୍‌-ବଲାଙ୍ଗୀର ଓ କିସ୍‌-ଭବାନୀପାଟଣାକୁ କିଟ୍‌ ଓ କିସ୍‌ ପ୍ରତିଷ୍ଠାତା ଡ. ଅଚ୍ୟୁତ ସାମନ୍ତ ପରିଦର୍ଶନ କରିଛନ୍ତି। କେବଳ ଛାତ୍ରୀଙ୍କ ପାଇଁ ଉଭୟ କ୍ୟାମ୍ପସ୍‌ ଉଦ୍ଦିଷ୍ଟ ହୋଇଥିବାବେଳେ ଏଠାରେ ଚଳିତ ଶିକ୍ଷାବର୍ଷ ଆରମ୍ଭରୁ ଛାତ୍ରୀମାନେ...

ଏଏସ୍‌ଓଙ୍କଠାରୁ ଠକିନେଲେ ୨୭ ଲକ୍ଷ

ଭୁବନେଶ୍ୱର,୨୮ା୧୧(ବ୍ୟୁରୋ): ଓଡ଼ିଶା ସଚିବାଳୟରେ କାର୍ଯ୍ୟ କରୁଥିବା ଜଣେ ଆସିଷ୍ଟାଣ୍ଟ ସେକ୍ସନ ଅଫିସର (ଏଏସ୍‌ଓ)ଙ୍କୁ ‘ବଜାଜ୍‌ ଫାଇନାନ୍‌ସ’ରୁ ୧୦ଲକ୍ଷ ଟଙ୍କା ଲୋନ୍‌ ଦେବା ଆଳରେ ୨୬.୮୧ ଲକ୍ଷ ଟଙ୍କା ଠକେଇ କରିବା ଅଭିଯୋଗରେ ଭୁବନେଶ୍ୱର ସାଇବର କ୍ରାଇମ ଓ ଅର୍ଥନୈତିକ ଅପରାଧ...

୧୨ଜିଲାର କେନ୍ଦୁପତ୍ର ତୋଳାଳିଙ୍କୁ ମିଳିଲା ସହାୟତା ରାଶି

ଭୁବନେଶ୍ବର,୨୮ା୧୧(ବ୍ୟୁରୋ): ରାଜ୍ୟ ସରକାରଙ୍କ ଘୋଷଣା ଅନୁଯାୟୀ ରବିବାର କେନ୍ଦୁପତ୍ର ତୋଳାଳି, ବନ୍ଧାଳି ଓ ସିଜନାଲ କର୍ମଚାରୀମାନେ ସହାୟତା ରାଶି ପାଇଛନ୍ତି। ମଧ୍ୟବର୍ତ୍ତିକାଳୀନ ସହାୟତା ଭାବେ ତୋଳାଳି ୧୦୦୦ ଟଙ୍କା ପାଇଥିବାବେଳେ ବନ୍ଧାଳି ଓ ସିଜନାଲ କର୍ମଚାରୀଙ୍କୁ ୧୫୦୦ଟଙ୍କା ଲେଖା ମିଳିଛି।...

ଫୁଲବାଣୀରେ ସର୍ବନିମ୍ନ ପାରଦ ୯.୫ ଡିଗ୍ରୀ

ଭୁବନେଶ୍ୱର,୨୮।୧୧(ବ୍ୟୁରୋ): ସାରା ଓଡ଼ିଶାରେ ଶୀତର ଲହରି ଜାରି ରହିଛି। ରାଜ୍ୟର ବିଭିନ୍ନ ସ୍ଥାନରେ ପାରଦ ୧୦ଡିଗ୍ରୀ ରହୁଛି। ବିଶେଷ କରି ଆଭ୍ୟନ୍ତରୀଣ ଓଡ଼ିଶାରେ ଶୀତର ପ୍ରଭାବ ଅଧିକ ଅନୁଭୂତ ହେଉଛି। ରବିବାର ଫୁଲବାଣୀରେ ସର୍ବନିମ୍ନ ତାପମାତ୍ରା ୯.୫ଡିଗ୍ରୀ ସହ ସବୁଠାରୁ...

ଋଷିକୂଲ୍ୟା ମୁହାଣରେ ଅଲିଭ ରିଡ୍‌ଲେଙ୍କ ମିଳନ ପର୍ବ ଆରମ୍ଭ, ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି

ଗଞ୍ଜାମ,୨୭ା୧୧(ଡି.ଏନ୍‌.ଏ.): ବିରଳ ଅଲିଭ ରିଡଲେ କଇଁଛଙ୍କ ଏନ୍ତୁଡ଼ିଶାଳ ଭାବେ ପରିଚିତ ତଥା ସ୍ବତନ୍ତ୍ର ସ୍ଥାନ ଅଧିକାର କରିଥିବା ଗଞ୍ଜାମ ଜିଲା ଋଷିକୁଲ୍ୟା ମୁହାଁଣରେ ସାମୁଦ୍ରିକ କଇଁଛମାନଙ୍କ ମିଳନ ପର୍ବ ଆରମ୍ଭ ହୋଇଥିବା ଜଣାପଡ଼ିଛି। ଯାହାକୁନେଇ ବନ ବିଭାଗ, ପରିବେଶବିତ୍‌,ପର୍ଯ୍ୟଟକ ଓ...

ଆଜି ପ୍ରତିଷ୍ଠା ଦିବସ ପାଳିବ ଉତ୍କଳ ବିଶ୍ୱବିଦ୍ୟାଳୟ

ଭୁବନେଶ୍ୱର, ୨୭।୧୧(ବ୍ୟୁରୋ): ଦେଶର ଅନ୍ୟତମ ପ୍ରମୁଖ ଉଚ୍ଚ ଶିକ୍ଷାନୁଷ୍ଠାନ ଉତ୍କଳ ବିଶ୍ବବିଦ୍ୟାଳୟ ରବିବାର ତା’ର ୮୦ତମ ପ୍ରତିଷ୍ଠା ଦିବସ ପାଳନ କରିବ। ଏଥିସହ ୮୧ବର୍ଷରେ ପାଦ ଦେବ। ଏହି ପରିପ୍ରେକ୍ଷୀରେ ଦିନତମାମ ବିଭିନ୍ନ କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି। ଶିକ୍ଷା, ଗବେଷଣା,...

ଫେରିଲା ଶୀତ, ଦାରିଙ୍ଗବାଡ଼ିରେ ଘନ କୁହୁଡ଼ି ଯୋଗୁ ଗାଡ଼ି ଚଳାଚଳ ବାଧାପ୍ରାପ୍ତ

ଦାରିଙ୍ଗବାଡି,୨୭।୧୧(ଡି.ଏନ୍‌.ଏ.): ଓଡ଼ିଶାର କାଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିରେ ଗତ କିଛି ଦିନର ବ୍ୟବଧାନ ପରେ ପୁଣି ଶୀତ ଫେରିଛି। ପାରଦ ତଳମୁହାଁ ହେବା ସହ କାକର ପଡିଛି । ଲୋକେ ଶୀତରୁ ରକ୍ଷା ପାଇବା ପାଇଁ ନିଆଁର ସହାୟତା ନେଉଛନ୍ତି। କାମ...

ଚାଷୀ ନୁହେଁ, ଉପନିର୍ବାଚନ ବଡ଼

ଭୁବନେଶ୍ୱର,୨୭।୧୧(ବ୍ୟୁରୋ): ଚାଷୀ ପ୍ରସଙ୍ଗକୁ ନେଇ ବିଧାନସଭା ହୁଲସ୍ଥୂଲ ହେଉଛି। ବିରୋଧୀ, ଶାସକ ଏକସ୍ବରରେ ଚାଷୀ ପ୍ରସଙ୍ଗ ଉଠାଇ ଗୃହକୁ ଅଚଳ କରୁଛନ୍ତି। ମାତ୍ର ଚାଷୀ ପ୍ରସଙ୍ଗରେ ବିଧାନସଭାରେ ଆଲୋଚନା ଚାଲିଥିବାବେଳେ ଉତ୍ତର ଦେବାକୁ କୃଷି କିମ୍ବା ସମବାୟ ମନ୍ତ୍ରୀଙ୍କର ଦେଖାନାହିଁ,...

କେନ୍ଦୁପତ୍ରରୁ ଜିଏସ୍‌ଟି ପ୍ରତ୍ୟାହାର: କେନ୍ଦ୍ର ସରକାରଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୨୬।୧୧(ବ୍ୟୁରୋ): କେନ୍ଦୁପତ୍ରରୁ ଜିଏସ୍‌ଟି ପ୍ରତ୍ୟାହାର ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କେନ୍ଦ୍ର ସରକାରଙ୍କୁ ଚିଠି ଲେଖିଛନ୍ତି। କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କୁ ଲେଖିଥିବା ଚିଠିରେ ମୁଖ୍ୟମନ୍ତ୍ରୀ ଉଲ୍ଲେଖ କରିଛନ୍ତି ଯେ, ରାଜ୍ୟରେ ୮ଲକ୍ଷ କେନ୍ଦୁପତ୍ର ତୋଳାଳି ରହିଛନ୍ତି। ସେମାନଙ୍କ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri