ବିଷ୍ଣୁପଦ ସେଠୀଙ୍କ ଘରେ ସିବିଆଇ ରେଡ୍, ଏହା ଏକ ଷଡଯନ୍ତ୍ର ବୋଲି କହିଲେ IAS
ଭୁବନେଶ୍ୱର,୧୮।୨: IAS ବିଷ୍ଣୁପଦ ସେଠୀଙ୍କ ଘରେ ମଙ୍ଗଳବାର ସକାଳୁ ସକାଳୁ ସିବିଆଇ ରେଡ୍ ହୋଇଥିବା ସୂଚନା ମିଳିଛି । ସିବିଆଇର ୮ ଜଣିଆ ଟିମ ବିଷ୍ଣୁପଦଙ୍କ ଭୁବନେଶ୍ବରରେ ଥିବା ସରକାରୀ କ୍ବାର୍ଟର୍ସରେ ରେଡ୍ କରିଛନ୍ତି। ସକାଳ ୮ଟାରୁ ଦିଲ୍ଲୀର ସିବିଆଇ ଟିମ…
KIIT ବିଶ୍ୱବିଦ୍ୟାଳୟ ବିବାଦ: ବଳାତ୍କାରରୁ ପ୍ରକୃତି ଲମସାଲଙ୍କ ଆତ୍ମହତ୍ୟା, ଟାର୍ଗେଟରେ ଯୁବତୀ
ଭୁବନେଶ୍ୱର, ୧୮ା୨: KIIT ବିଶ୍ୱବିଦ୍ୟାଳୟରେ ନେପାଳୀ ଛାତ୍ରୀ ପ୍ରକୃତି ଲମସାଲ ମୃତ୍ୟୁ ମାମଲାରେ ସାରା ବିଶ୍ୱରେ ନିନ୍ଦିତ ହୋଇଛି ଓଡିଶା। ଏହି ଘଟଣାରେ ଶିକ୍ଷାନୁଷ୍ଠାନରେ ଅଶାନ୍ତ ବାତାବରଣ ସୃଷ୍ଟି ହେବା ପରେ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ଅନୁଷ୍ଠାନକୁ ତୁରନ୍ତ ସାଇନ୍ ଏ ଡାଏ…
ଦୁଇ ଦଶନ୍ଧିରେ ଓଡ଼ିଶାରେ ବୃଦ୍ଧି ପାଇଛି ଜଙ୍ଗଲ ଜମି: ମନ୍ତ୍ରୀ
ଭୁବନେଶ୍ୱର,୧୮।୨: ଭାରତୀୟ ବନ ସର୍ଭେ ରିପୋର୍ଟ ଅନୁଯାୟୀ ଗତ ଦୁଇ ଦଶନ୍ଧିରେ ଓଡ଼ିଶାରେ ଜଙ୍ଗଲ ଜମି ୪,୦୦୦ ବର୍ଗ କିଲୋମିଟରରୁ ଅଧିକ ବୃଦ୍ଧି ପାଇଛି ବୋଲି ଜଙ୍ଗଲ, ପରିବେଶ ଏବଂ ଜଳବାୟୁ ପରିବର୍ତ୍ତନ ରାଷ୍ଟ୍ରମନ୍ତ୍ରୀ ଗଣେଶ ରାମ ସିଂହ ଖୁଣ୍ଟିଆ ଆଜି…
ବଦଳିବ ପାଗ: ଆସନ୍ତାକାଲିଠାରୁ ଏହି ସବୁ ଜିଲାରେ ବର୍ଷା! ପାଣିପାଗ ବିଭାଗର ସୂଚନା…
ଭୁବନେଶ୍ୱର,୧୮।୨: ବଦଳିବ ପାଣିପାଗ। ଆସନ୍ତାକାଲି ଠାରୁ ରାଜ୍ୟର କିଛି ଜିଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ଏ ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି। ଆଞ୍ଚଳିକ ପାଣିପାଗ ଅନୁଯାୟୀ, ୧୯ ତାରିଖରେ କଟକ, ଯାଜପୁର, ଜଗତସିଂହପୁର, କେନ୍ଦ୍ରାପ…
KIIT University Girl Student’s Death: ପ୍ରଥମେ ତଡ଼ିଦେଲେ, ପରେ ଟଙ୍କା ଦେଇ ସ୍ୱର ଚାପି ଦେବାକୁ ଉଦ୍ୟମ
ଭୁବନେଶ୍ୱର,୧୮।୨: କିଟ୍ ବିଶ୍ବବିଦ୍ୟାଳୟରେ ବି.ଟେକ୍ ଛାତ୍ରୀ ମୃତ୍ୟୁ ଘଟଣାରେ ହଷ୍ଟେଲରେ ଥିବା ସମସ୍ତ ନେପାଳୀ ଛାତ୍ରୀଛାତ୍ରଙ୍କୁ ସୋମବାର ହଷ୍ଟେଲ ଖାଲି କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଥିଲା। ପରେ ଜୋରଜବରଦସ୍ତି ସମସ୍ତ ଛାତ୍ରୀଛାତ୍ରଙ୍କୁ କଟକ ରେଳ ଷ୍ଟେଶନକୁ ବିଶ୍ବବିଦ୍ୟାଳୟର ବସ୍ ଯୋଗେ ପଠାଇ…
ବିଦ୍ୟୁତ୍ ତାରରେ ଲାଗି ଦନ୍ତାହାତୀ ମୃତ
ଦେବଗଡ଼,୧୮।୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ରେଞ୍ଜ କୁଣ୍ଢେଇଗୋଳା ସେକ୍ସନରେ ଏକ ଅଘଟଣ ଘଟିଛି। ସେକ୍ସନ ଅଧୀନ ଗରିଆପାଲୀ ଗାଁ ରାସ୍ତାରୁ ମଙ୍ଗଳବାର ଏକ ଦନ୍ତା ହାତୀର ମୃତଦେହ ଠାବ ହୋଇଛି। ହେଲେ ବିଦ୍ୟୁତ୍ ତାର ଲାଗି ଦନ୍ତାହାତୀର ମୃତ୍ୟୁ…
ବଜେଟରୁ ଅଧା ଖର୍ଚ୍ଚ କରିପାରିନାହାନ୍ତି ୧୭ ବିଭାଗ, ପଛରେ ପଡିଛନ୍ତି ବିପର୍ଯ୍ୟୟ, କ୍ରୀଡ଼ା
ଭୁବନେଶ୍ୱର,୧୮।୨: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ୨୦୨୫-୨୬ ଆର୍ଥିକବର୍ଷ ପାଇଁ ୨.୯୦ଲକ୍ଷ କୋଟି ଟଙ୍କାର ବଜେଟ ଉପସ୍ଥାପନ କରିଛନ୍ତି, ଯାହାକି ୨୦୨୪-୨୫ ଆର୍ଥିକବର୍ଷର ବଜେଟ ପରିମାଣ ୨.୬୫ ଲକ୍ଷ କୋଟି ଟଙ୍କା ତୁଳନାରେ ୯% ଅଧିକ। ତେବେ ୨୦୨୪- ୨୫…
ଓଲଟିଲା ମଦ ବୋଝେଇ ଭ୍ୟାନ୍: ଚାପି ହୋଇ ଚାଲିଗଲା ହେଲପରଙ୍କ ଜୀବନ
କୁଜଙ୍ଗ,୧୮।୨(ମନୋଜ ପ୍ରଧାନ): ଜଗତସିଂହପୁର ଜିଲା କୁଜଙ୍ଗ ବଜାର କୃଷି ଫାର୍ମ ନିକଟରେ ସୋମବାର ବିଳମ୍ବିତ ରାତିରେ ଏକ ମଦ ବୋଝେଇ ପିକ୍ଅପ୍ ଭ୍ୟାନ୍(ନଂ,ଓଆର୍୦୫ଏଏସ୍-୬୧୨୫) ଦୁର୍ଘଟଣା ଗ୍ରସ୍ତ ହୋଇ ତାଳଦଣ୍ଡା କେନାଲ ମଧ୍ୟକୁ ଓଲଟି ପଡିଛି। ଦୁର୍ଘଟଣାରେ ହେଲପରଙ୍କ ମୃତ୍ୟୁ ହୋଇଥିବା ବେଳେ…
ବଜେଟରେ ସୁନେଲି ସ୍ୱପ୍ନ: ବଢ଼ିଲା ମୁଣ୍ଡପିଛା ଋଣବୋଝ
ଭୁବନେଶ୍ୱର,୧୮।୨: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ୨୦୨୫-୨୬ ଆର୍ଥିକବର୍ଷ ପାଇଁ ୨.୯୦ଲକ୍ଷ କୋଟି ଟଙ୍କାର ବଜେଟ ଉପସ୍ଥାପନ କରିଛନ୍ତି, ଯାହାକି ୨୦୨୪-୨୫ ଆର୍ଥିକବର୍ଷର ବଜେଟ ପରିମାଣ ୨.୬୫ ଲକ୍ଷ କୋଟି ଟଙ୍କା ତୁଳନାରେ ୯% ଅଧିକ। ୨୦୨୩-୨୪ରେ ରାଜ୍ୟର ଅର୍ଥନୈତିକ…
କାର୍ଯ୍ୟକାରୀ ହେବ ‘ସୁଭଦ୍ରା ପ୍ଲସ୍’: ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୮।୨: ରାଜ୍ୟରେ ଭାଜପା ସରକାର କ୍ଷମତାସୀନ ହେବା ପରଠୁ ଓଡ଼ିଶାର ମହିଳାମାନଙ୍କର ଉନ୍ନତୀକରଣ ଓ ସଶକରଣ ଦିରରେ ଗୁରୁତ୍ୱାରୋପ କରି ଆସୁଛନ୍ତି। ଏହି କ୍ରମରେ ରାଜା ସରକାର ମହିଳାମାନଙ୍କୁ ବର୍ଷକୁ ଦୁଇଟି କିସ୍ତିରେ ୧୦ ହଜାର ଟଙ୍କା ଲେଖାଏ ସହାୟତା ପ୍ରଦାନର…
KIIT ବିଶ୍ବବିଦ୍ୟାଳୟର ଲାଇସେନ୍ସ ରଦ୍ଦ ପାଇଁ ଶିଳ୍ପମନ୍ତ୍ରୀଙ୍କୁ ଦାବିପତ୍ର
ଭୁବନେଶ୍ୱର,୧୮।୨: KIIT ବିଶ୍ବବିଦ୍ୟାଳୟରେ ନେପାଳୀ ଛାତ୍ରୀ ପ୍ରକୃତି ଲମସାଲ ମୃତ୍ୟୁ ମାମଲାରେ ସାରା ବିଶ୍ୱରେ ନିନ୍ଦିତ ହୋଇଛି ଓଡିଶା। ଏହି ଘଟଣାରେ ଶିକ୍ଷାନୁଷ୍ଠାନରେ ଅଶାନ୍ତ ବାତାବରଣ ସୃଷ୍ଟି ହେବା ପରେ ବିଶ୍ବବିଦ୍ୟାଳୟ କର୍ତ୍ତୃପକ୍ଷ ଅନୁଷ୍ଠାନକୁ ତୁରନ୍ତ ସାଇନ୍ ଏ ଡାଏ ଘୋଷଣା…
ଗ୍ରୀଷ୍ମ ପ୍ରବାହ ପାଇଁ ସକାଳୁଆ ପାଠପଢ଼ା ସହ ପରୀକ୍ଷା କରିବାକୁ ନିର୍ଦ୍ଦେଶ
ଭୁବନେଶ୍ୱର,୧୮ା୨(ସୁଚିସ୍ମିତା ସାହୁ): ରାଜ୍ୟରେ ତାପମାତ୍ରା ବଢ଼ିବାରେ ଲାଗିଛି। ଖରା ତାତି ଅସହ୍ୟ ହେଉଥିବାରୁ ଏହା ଛାତ୍ରୀଛାତ୍ରଙ୍କ ପାଠପଢ଼ାକୁ ପ୍ରଭାବିତ କରୁଛି। ଏଭଳି ପରିସ୍ଥିତିକୁ ଦୃଷ୍ଟିରେ ରଖି ସକାଳୁଆ ପାଠପଢ଼ା ଆରମ୍ଭ କରିବାକୁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ନିଷ୍ପତ୍ତି ନେଇଛି। ଏନେଇ ବିଭାଗ…
Archives


