ରାଜ୍ୟ

ଆସିକା ଏମ୍‌ପି ପ୍ରତିନିଧି ଭାବେ ନିଯୁକ୍ତି ପାଇଲେ ଯଜ୍ଞନାରାୟଣ, ଶରତ ଚନ୍ଦ୍ର

ପୁରୁଷୋତ୍ତମପୁର,୧୮ା୭(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲାର ଆସିକା ଏମ୍‌ପିଙ୍କ ପ୍ରତିନିଧି ଭାବେ ଯଜ୍ଞନାରାୟଣ ଦାଶ ଓ ଶରତଚନ୍ଦ୍ର ପାଣିଗ୍ରାହୀଙ୍କୁ ନିଯୁକ୍ତି ମିଳିଛି। ଏଥିନେଇ ଏମପି ଅନିତା ଶୁଭଦର୍ଶନୀ ତାଙ୍କ ଚିଠି ନଂ ୯୭/୨୦୨୫ ଅନୁଯାୟୀ ଗଞ୍ଜାମ ଜିଲାପାଳଙ୍କୁ ପ୍ରଦାନ କରିଥିଲେ। ଏହାକୁ ନେଇ…

କୋଦାଳ ଚୋଟରେ ANM ଭାଇବୋହୂଙ୍କ ଜୀବନ ନେଇ ଥାନାରେ ଆତ୍ମସମର୍ପଣ କଲେ ଦେଢ଼ଶୁର

ରାୟଗଡ଼ା/କଲ୍ୟାଣସିଂପୁର,୧୮ା୭(ଆଶିଷ ରଞ୍ଜନ ପଣ୍ଡା/ଦୀପକ କୁମାର ପରିଡ଼ା): ଦେଢ଼ଶୁରଙ୍କ କୋଦାଳ ଚୋଟରେ ANM ଥିବା ଭାଇବୋହୂଙ୍କ ମୃତ୍ୟୁ ଘଟିଛି। ରାୟଗଡ଼ା ଜିଲା କଲ୍ୟାଣିସଂପୁର ଥାନା ଅନ୍ତର୍ଗତ ଡେପାଗୁଡ଼ା ଗାଁରେ ଏହି ଘଟଣା ଘଟିଛି। ତେବେ ମୃତ ଭାଇବୋହୂ ହେଲେ ସୁରେନ୍ଦ୍ରୀ ସାରକା(୪୦)। ପୂର୍ବ…

ନିର୍ଦ୍ଦେଶର ଘଣ୍ଟାକ ପରେ ପ୍ରତ୍ୟାହାର କରିନେଲା ରେଭେନ୍ସା

ଭୁବନେଶ୍ୱର,୧୮।୭: ସନ୍ଧ୍ୟା ସାଢେ ୫ଟା ପରେ ଅଧ୍ୟାପିକା, ମହିଳା କର୍ମଚାରୀ ଓ ଛାତ୍ରୀଙ୍କୁ କ୍ୟାମ୍ପସ ଛାଡିବାକୁ ନିର୍ଦ୍ଦେଶ ଦେଇଥିଲା ରେଭେନ୍ସା ବିଶ୍ବବିଦ୍ୟାଳୟ । ହେଲେ ନିର୍ଦ୍ଦେଶର ଘଣ୍ଟାକ ମଧ୍ୟରେ ନିଷ୍ପତ୍ତି ପ୍ରତ୍ୟାହୃତ କରିନେଇଛି। ମହିଳା କର୍ମଚାରୀ, ଅଧ୍ୟାପିକା ଓ ଛାତ୍ରୀମାନଙ୍କ ପାଇଁ…

ଜେଲ ଭିତରେ ଏହି ସବୁ ଖାଦ୍ୟ ଖାଉଛନ୍ତି ସମୀର ସାର୍‌ , ହେଲେ…

ଭୁବନେଶ୍ୱର,୧୮।୭: ଏଫଏମ କଲେଜ ଛାତ୍ରୀ ଆତ୍ମାହୁତି ମାମଲାରେ ବାଲେଶ୍ବର ଜେଲ ଭିତରେ ଅଛନ୍ତି ପୂର୍ବତନ ଅଧ୍ୟାପକ ସମୀର ସାହୁ ଏବଂ ପୂର୍ବତନ ଅଧ୍ୟକ୍ଷ ଦିଲୀପ ଘୋଷ । ଜେଲ ଭିତରେ ଦୁହେଁ କେମିତି ଅଛନ୍ତି ତାହାକୁ ନେଇ ଚର୍ଚ୍ଚା ଚାଲିଛି। ଜେଲର…

ସରକାରୀ ଅର୍ଥ ହଡ଼ପ କରିବା ପଡ଼ିଲା ମହଙ୍ଗା: ନିଲମ୍ବିତ ହେଲେ ସରପଞ୍ଚ

ଉଦଳା,୧୮।୭: ଆକ୍ସନରେ ପଞ୍ଚାୟତିରାଜ ବିଭାଗ। ମୟୁରଭଞ୍ଜ ଜିଲା ଉଦଳା ବ୍ଲକ ରାଢ଼ୋ ପଞ୍ଚାୟତ ସରପଞ୍ଚ ବସେନ ମାରାଣ୍ଡିଙ୍କୁ ପଞ୍ଚାୟତିରାଜ ବିଭାଗ ପକ୍ଷରୁ ଶୁକ୍ରବାର ନିଲମ୍ବିତ କରାଯାଇଛି। ସରକାରୀ ଅର୍ଥ ହେରଫେର ଅଭିଯୋଗରେ ବିଭାଗ ପକ୍ଷରୁ ଏହି ପଦକ୍ଷେପ ନିଆଯାଇଛି। ରାଢ଼ୋ ପଞ୍ଚାୟତରେ…

FM କଲେଜ ଛାତ୍ରୀ ମୃତ୍ୟୁ ଘଟଣା: ବାଲେଶ୍ୱରରେ ପହଞ୍ଚିଲା UGC ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍‌

ବାଲେଶ୍ୱର,୧୮ା୭(ବାଞ୍ଛାନିଧି ଦେ): ଫକୀର ମୋହନ ମହାବିଦ୍ୟାଳୟର ଇଣ୍ଟିଗ୍ରେଟେଡ୍‌ ବିଏଡ୍‌ର ଦ୍ୱିତୀୟ ବର୍ଷ ଛାତ୍ରୀ ସୌମ୍ୟାଶ୍ରୀ ବିଶି ଆତ୍ମାହୁତି ମାମଲାରେ ବାଲେଶ୍ୱରେ ଶୁକ୍ରବାର ଆସି ପହଞ୍ଚିଛି UGC ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍‌। ପ୍ରଫେସର ରାଜ କୁମାର ମିତ୍ତଲଙ୍କ ଅଧ୍ୟକ୍ଷତାରେ ୪ ଜଣିଆ ଟିମ୍‌…

FM କଲେଜ ଘଟଣା ପରେ ରେଭେନ୍ସା ବିଶ୍ବବିଦ୍ୟାଳୟର ବଡ଼ ନିଷ୍ପତ୍ତି: ଏଣିକି ଛାତ୍ରୀମାନେ…

ଭୁବନେଶ୍ୱର,୧୮।୭: ବାଲେଶ୍ୱରର ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟରେ ସୌମ୍ୟାଶ୍ରୀଙ୍କ ଆତ୍ମହତ୍ୟା ଘଟଣାକୁ ନେଇ ରାଜ୍ୟରେ ହଇଚଇ ସୃଷ୍ଟି ହୋଇଛି। ଘଟଣାକୁ ନେଇ ରାଜ୍ୟବାସୀ ସ୍ତବ୍ଧ ହୋଇଯାଇଛନ୍ତି। ଏହି ସମୟରେ ରେଭେନ୍ସା ବିଶ୍ବବିଦ୍ୟାଳୟ ବଡ଼ ନିଷ୍ପତ୍ତି ନେଇଛି। ସନ୍ଧ୍ୟା ସାଢେ ୫ଟା ପରେ…

FM କଲେଜର ନୂଆ ପ୍ରିନ୍ସପାଲଙ୍କ ସାଂଘାତିକ ଖୁଲାସା, ଫେବର କଥାକୁ ନେଇ କହିଲେ…

ଭୁବନେଶ୍ୱର,୧୮।୭: ବାଲେଶ୍ୱରର ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟରେ ସୌମ୍ୟାଶ୍ରୀଙ୍କ ଆତ୍ମହତ୍ୟା ଘଟଣାକୁ ନେଇ ନୂଆ ନୂଆ ତଥ୍ୟ ସାମ୍ନାକୁ ଆସୁଛି। ସମସ୍ତ ଦିଗକୁ ନେଇ ଖୋଳତାଡ କରୁଛି କ୍ରାଇମବ୍ରାଞ୍ଚ। ଏହି ସମୟରେ କଲେଜର ନୂଆ ପ୍ରିନ୍ସପାଲ ପିରୋଜ ପାଢୀ ବଡ଼ ସୂଚନା…

ମୃତ୍ୟୁ ପୂର୍ବରୁ ସୌମ୍ୟାଶ୍ରୀ କହିଥିଲେ ତାଙ୍କ ଶେଷ କଥା, ଶୁଣିଲେ ଲୁହ ଆସିଯିବ…

ଭୁବନେଶ୍ୱର,୧୮।୭: ବାଲେଶ୍ବର ଛାତ୍ରୀ ମୃତ୍ୟୁ ଘଟଣାରେ ନୂଆ ନୂଆ ତଥ୍ୟ ସାମ୍ନାକୁ ଆସୁଛି। ଗୋଟିଏ ପଟେ କ୍ରାଇମବ୍ରାଞ୍ଚ ଘଟଣାର ତଦନ୍ତ କରୁଥିବାବେଳେ ଅନ୍ୟପଟେ ସରକାରଙ୍କୁ ପ୍ରଶ୍ନବାଣରେ ଘାଇଲା କରୁଛନ୍ତି ବିରୋଧୀ। ଏହି ସମୟରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ସୌମ୍ୟାଶ୍ରୀଙ୍କ…

କେନ୍ଦ୍ରାପଡ଼ାରେ ବନ୍ୟା ସ୍ଥିତି: ଜଳବନ୍ଦୀ ଗାଁ, ବିଚ୍ଛିନ୍ନ ଯୋଗାଯୋଗ

କେନ୍ଦ୍ରାପଡ଼ା,୧୮।୭: ଖରସ୍ରୋତା, ବ୍ରାହ୍ମଣୀ ଓ କାଣୀ ନଦୀରେ ବନ୍ୟା ଯୋଗୁଁ କେନ୍ଦ୍ରାପଡ଼ା ଜିଲାରେ ସ୍ଥିତି ଗମ୍ଭୀର ହୋଇପଡ଼ିଛି। ଜିଲାର ତଳିଆ ଅଞ୍ଚଳଗୁଡ଼ିକ ଜଳବନ୍ଦୀ ହୋଇପଡ଼ିଥିବା ବେଳେ ରାଜନଗର, ଆଳି ଓ ପଟ୍ଟାମୁଣ୍ଡାଇ ଅଞ୍ଚଳ ସବୁଠାରୁ ଅଧିକ ପ୍ରଭାବିତ ହୋଇଛି। ବନ୍ୟା ଯୋଗୁଁ…

ଓଡ଼ିଶା ବନ୍ଦରେ ରାଜ୍ୟକୁ ସହିବାବୁ ପଡିଲା ଏତେ ଟଙ୍କା କ୍ଷତି! ଜାଣିଲେ ଉଡିଜିବ ହୋସ୍‌

ଭୁବନେଶ୍ୱର,୧୮।୭: ବାଲେଶ୍ୱରର ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟରେ ସୌମ୍ୟାଶ୍ରୀଙ୍କ ଆତ୍ମହତ୍ୟା ଘଟଣାକୁ ନେଇ ବିରୋଧୀ ଦଳ କଂଗ୍ରେସ ଓ ଅନ୍ୟ ସାତଟି ରାଜନୈତିକ ଦଳ ଗୁରୁବାର ଏକ ରାଜ୍ୟବ୍ୟାପୀ ବନ୍ଦ ଡାକରା ଦେଇଥିଲେ। କଲେଜ, ସ୍କୁଲ, ଦୋକାନ ବଜାର , ପେଟ୍ରୋଲ…

ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା: ଏସବୁ ଜିଲାରେ ବଜ୍ରପାତ ସତର୍କ ସୂଚନା ଜାରି

ଭୁବନେଶ୍ୱର,୧୮।୭(ଅନୁରାଧା ମହାରଣା):ଆଭ୍ୟନ୍ତରୀଣ ଓଡ଼ିଶାର କେତେକ ସ୍ଥାନ ଏବଂ ଉପକୂଳ ଓଡ଼ିଶାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଶୁକ୍ରବାର ଘଡ଼ଘଡ଼ି ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ୨୪ ତାରିଖ ସକାଳ ୮ଟା ପର୍ଯ୍ୟନ୍ତ ବିଭିନ୍ନ ଜିଲାକୁ ଆଞ୍ଚଳିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?