ଗୋପୀ ଆନନ୍ଦଙ୍କ ଉପରେ ଆସ୍ଥାପ୍ରକଟ କଲା ଭାଜପା
ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା): ବାକି ରହିଯାଇଥିବା ୧୩ ଜିଲାର ଭାଜପା ସଭାପତିଙ୍କ ନାଁ ରବିବାର ଘୋଷଣା କରିଛନ୍ତି ନିର୍ବାଚନ ଅଧିକାରୀ ପ୍ରତାପ ଷଡଙ୍ଗୀ। ସେଥିରେ ରାୟଗଡ଼ା ଜିଲା ସଭାପତି ଭାବେ ଏମ୍ ଗୋପୀ ଆନନ୍ଦ ଚୟନ ହୋଇଛନ୍ତି। ଏହି ଖବରପାଇ ସମର୍ଥକଙ୍କ…
ନାବାଳିକାଙ୍କୁ ଅପହରଣ କରି ବଳାତ୍କାର: ଜେଲ ଗଲେ ଅଭିଯୁକ୍ତ
ଗୋପାଳପୁର,୧୬ା୨(ନବୀନରାଜ ଆଚାର୍ଯ୍ୟ): ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ପୋଲିସ ଜଣେ ନାବାଳିକାଙ୍କୁ ଅପହରଣ କରି ବଳାତ୍କାର କରିଥିବା ଅଭିଯୋଗରେ ରବିବାର ଜଣେ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି l ସେ ହେଲେ ସୁରଳ ଗ୍ରାମ ବଡ଼ସାହିର ଚିତ୍ରସେନ ବେହେରା(୨୪)।…
ସଭାପତିଙ୍କ ନାଁ ଘୋଷଣା କଲା ଭାଜପା, ଏଣିକି ଓଡ଼ିଶାରେ ମୂଳଦୁଆ ମଜଭୁତ କରିବ ଦଳ
ଭୁବନେଶ୍ୱର, ୧୬।୨: ରାଜ୍ୟ ସଭାପତି ନିଯୁକ୍ତ ହେବ ପୂର୍ବରୁ ଭାରତୀୟ ଜନତା ପାର୍ଟି(ଭାଜପା) ରବିବାର ୧୩ ଜିଲା ସଭାପତିଙ୍କ ନାଁ ଘୋଷଣା କରିଛି। ପୂର୍ବରୁ ୧୬ରୁ ଅଧିକ ଜିଲାର ସଭାପତିଙ୍କ ନାଁ ଘୋଷଣା ହୋଇଥିଲା ବେଳେ ରବିବାର ୧୩ ଜିଲା ସଭାପତିଙ୍କ…
ଲୁନାକୁ ପିଟିଲା ବୋଲେରୋ, ଚାଲିଗଲା ୨ ଜୀବନ
ବୌଦ୍ଧ,୧୬।୨(ଅଜିତ କୁମାର ବାରିକ): ବୌଦ୍ଧ ଜିଲା ଖୋର୍ଦ୍ଧା-ବଲାଙ୍ଗୀର ଜାତୀୟ ରାଜପଥର ଖଜୁରୀପଡାଠାରେ ରବିବାର ଏକ ବୋଲେରୋ ଲୁନାକୁ ପଛରୁ ଧକ୍କା ଦେବାରୁ ଦୁଇଜଣଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଶ୍ୟାମସୁନ୍ଦରପୁର ବିଘେଶ୍ୱର ମାହାର(୩୬) ଓ ଓମ୍କାର ସେଠୀ। ଏହି ଦୁର୍ଘଟଣାରେ ଅନ୍ୟ…
ସରକାରଙ୍କ ବଡ଼ ପଦକ୍ଷେପ: ବଦଳିଲେ ୬ ଅଧିକାରୀ
ବୌଦ୍ଧ,୧୬।୨(ଅଜିତ କୁମାର ବାରିକ): ରାଜ୍ୟ ସରକାରଙ୍କ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବୌଦ୍ଧ ଜିଲାର ୬ଜଣ ଅଧିକାରୀଙ୍କ ବଦଳି ହୋଇଥିବା ଜଣାଯାଇଛି। ଅଳ୍ପଦିନ ତଳେ ବୌଦ୍ଧରେ ତହସିଲଦାର ଭାବେ ଯୋଗ ଦେଇଥିବା ଲଗ୍ନଜିତ ବେହେରାଙ୍କୁ ବଲାଙ୍ଗୀର ତହସିଲଦାର ଭାବେ ବଦଳି ହୋଇଛି।…
୪ ଛେଳିକୁ ଦଳିଦେଲା ଦନ୍ତାହାତୀ
ଭଞ୍ଜନଗର,୧୬ା୨(ବାବୁଲା ପ୍ରଧାନ) ଗଞ୍ଜାମ ଜିଲା ଭଞ୍ଜନଗର ଉତ୍ତର ଘୁମୁସର ବନଖଣ୍ଡ ମୁଜାଗଡ ରେଞ୍ଜର ଢଉମୁଣ୍ଡିଆରେ ଦନ୍ତାହାତୀ ଉପଦ୍ରବ ଦେଖିବାକୁ ମିଳିଛି। ରବିବାର ଏକ ଦନ୍ତାହାତୀ ଆକ୍ରମଣରେ ବୁଧିଆ ଗୌଡ ଓ ଦଣ୍ଡାସି ପାତ୍ରଙ୍କ ଘରେ ବନ୍ଧା ହୋଇଥିବା ୪ଟି ଛେଳିର ମୃତ୍ୟୁ…
ମହାକୁମ୍ଭରେ ବୁଡ଼ ପକାଇଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
ପ୍ରୟାଗରାଜ, ୧୬।୨: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରବିବାର ଉତ୍ତର ପ୍ରଦେଶର ପ୍ରୟାଗରାଜରେ ଚାଲିଥିବା ମହାକୁମ୍ଭରେ ଅଂଶଗ୍ରହଣ କରି କରିଛନ୍ତି। ପତ୍ନୀ ମୃଦୁଳା ଠାକୁର ପ୍ରଧାନଙ୍କ ସହିତ ଧର୍ମେନ୍ଦ୍ର ତ୍ରିବେଣୀ ସଙ୍ଗମରେ ପବିତ୍ର ବୁଡ଼ ପକାଇଥିଲେ, ଯାହା ତିନୋଟି ପବିତ୍ର…
୧୨ଟି ବର୍ଗରେ କଳିଙ୍ଗ ଲିଟେରାରି ବୁକ୍ ଆୱାର୍ଡ ବିଜେତା ଘୋଷଣା
ନୂଆଦିଲ୍ଲୀ: କଳିଙ୍ଗ ଲିଟେରାରି ଫେଷ୍ଟିଭାଲ (କେଏଲ୍ଏଫ୍) ପକ୍ଷରୁ କେଏଲ୍ଏଫ୍ ବୁକ୍ ଆୱାର୍ଡ ୨୦୨୫ର ବିଜେତାଙ୍କ ନାମ ଘୋଷଣା କରାଯାଇଛି । ୧୨ଟି ବର୍ଗରେ ଉଲ୍ଲେଖନୀୟ ସାହିତ୍ୟ କୃତି ଲାଗି ଏଭଳି ପୁରସ୍କାର ପ୍ରଦାନ କରାଯାଇଛି । କେନ୍ଦ୍ର ପର୍ଯ୍ୟଟନ ଏବଂ ସଂସ୍କୃତି…
ଋଷିକୁଲ୍ୟା ମୁହାଣରେ ସମୂହ ଅଣ୍ଡାଦାନ କଲେ ଅଲିଭ୍ରିଡ୍ଲେ
ଗଞ୍ଜାମ:୧୬।୨(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ଋଷିକୁଲ୍ୟା ନଦୀ ମୁହାଣରେ ରବିବାର ଚଳିତବର୍ଷର ପ୍ରଥମ ଥର ପାଇଁ ଅଲିଭ୍ରିଡ୍ଲେ କଇଁଛଙ୍କ ଗଣଅଣ୍ଡାଦାନ ପ୍ରକ୍ରିୟା ଆରମ୍ଭ ହୋଇଛି। ଭୋର୍ ୪ଟାରେ ହଜାର ହଜାର କଇଁଛ ଋଷିକୁଲ୍ୟା ନଦୀ ମୁହାଣରେ ଏକାଠି ହୋଇ ଅଣ୍ଡାଦାନ କରିଥିଲେ।…
ରାଜ୍ୟରେ ସ୍କୁଲ ପରୀକ୍ଷାର ପ୍ରଶ୍ନପତ୍ର ବିକ୍ରି ଅଭିଯୋଗ: ଚାରି ଜଣ ୟୁଟ୍ୟୁବର୍, ସରକାରୀ ଶିକ୍ଷକ ଗିରଫ
ଭୁବନେଶ୍ୱର,୧୬।୨: ଅନଲାଇନ୍ ପ୍ଲାଟଫର୍ମରେ ଓଡ଼ିଶାରେ ସ୍କୁଲ ପରୀକ୍ଷା ପ୍ରଶ୍ନପତ୍ର ବିକ୍ରି କରୁଥିବା ଏକ ରାକେଟକୁ ପୋଲିସ ପର୍ଦାଫାଶ କରିଛି। ଏହି ମାମଲାରେ ଚାରି ଜଣ ୟୁଟ୍ୟୁବର୍ ଏବଂ ଜଣେ ସରକାରୀ ସ୍କୁଲ ଶିକ୍ଷକଙ୍କ ସମେତ ପାଞ୍ଚ ଜଣଙ୍କୁ ଗିରଫ କରାଯାଇଛି। ଅଭିଯୁକ୍ତମାନେ…
Ration Card କୁ ନେଇ ବଡ଼ ସୂଚନା, ଇ-କେୱାଇସି ଅପଡେଟ ପାଇଁ ଆଉ କୋହଳ ନାହିଁ…
ଭୁବନେଶ୍ୱର,୧୬।୨: ରାଶନ କାର୍ଡକୁ ନେଇ ବଡ଼ ଅପଡେଟ୍। E-KYC ଅପଡେଟ ପାଇଁ ଆଉ କୋହଳ କରାଯିବ ନାହଁ । ହିତାଧିକାରୀଙ୍କୁ ଆଜି ଏଭଳି ଚେତାବନୀ ଦେଇଛନ୍ତି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣ ପାତ୍ର। ମନ୍ତ୍ରୀ କହିଛନ୍ତି, ମାର୍ଚ୍ଚ…
ଓଡ଼ିଶାରେ IPL ଟ୍ରଫି: ଶ୍ରୀମନ୍ଦିରରେ ହେଲା ପୂଜା
ପୁରୀ,୧୬।୨: ଶ୍ରୀକ୍ଷେତ୍ର ପୁରୀରେ ଏକ ବିରଳ ଘଟଣା ଦେଖିବାକୁ ମିଳିଛି। ରବିବାର ଆଗାମୀ ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) କ୍ରିକେଟ୍ ମ୍ୟାଚ୍ ର ଟ୍ରଫି ମହାପ୍ରଭୁ ଜଗନ୍ନାଥ ମନ୍ଦିରକୁ ନିଆଯାଇଥିଲା। ସେଠାରେ ସେବାୟତମାନେ ଟ୍ରଫିକୁ ପୂଜାର୍ଚ୍ଚନା କରିଥିଲେ। ଟ୍ରଫି ଦେଖିବା ପାଇଁ…
Archives


